Home

ପୃଥିବୀ ମୁହାଁ କ୍ଷୁଦ୍ର ଚନ୍ଦ୍ର: ଡିସେମ୍ବର ୧ରେ ଆକାଶରେ ହେବ ଦୃଶ୍ୟମାନ

ଓ୍ବାଶିଂଟନ,୨୩।୧୧: ପୃଥିବୀ ମୁହାଁ ଏକ କ୍ଷୁଦ୍ର ଚନ୍ଦ୍ର ହେବାରେ ଲାଗିଛି। ଡିସେମ୍ବରରେ ୧ରେ ଏହା ପୃଥିବୀ ଅଧିକ ନିକଟତମ ହେବ। ଏହି ସମୟରେ ପ୍ରାୟ ଏକ ସପ୍ତାହ ବ୍ୟାପି ଏହା ଆକାଶରେ ଦୃଶ୍ୟମାନ ହେବ। ମହାକାଶ ବିଜ୍ଞାନୀମାନେ ସେପ୍ଟେମ୍ବର ୧୭ରେ ଏହାକୁ…

ମହାତ୍ମାଗାନ୍ଧୀଙ୍କ ଅଣନାତୀ ସତୀଶଙ୍କ କରୋନାରେ ମୃତ୍ୟୁ

ଜୋହନିସ୍‌ବର୍ଗ,୨୩।୧୧: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଅଣନାତି ତଥା ଦକ୍ଷିଣ ଆଫ୍ରିକାର ମୂଳବାସୀନ୍ଦା ସତୀଶ ଧୁପେଲିଆଙ୍କ କରୋନାରେ ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ହୋଇଥିଲା। ଜନ୍ମଦିନର ଠିକ୍‌ ୩ ଦିନ ପରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି।…

ସ୍ତ୍ରୀଙ୍କ ଚମତ୍କାର ଶତକ ଦେଖି ଝୁମିଉଠିଲେ ଏହି ପ୍ରସିଦ୍ଧ ଖେଳାଳି

ବିଗ୍‌ ବାସ୍‌ ଲିଗ୍‌ରେ ରବିବାର ଏଲିସା ହିଲିଙ୍କ ଚମତ୍କାର ଶତକୀୟ ଇନିଂସ ଯୋଗୁ ସିଡନୀ ସିକ୍ସର୍ସ ମେଲବୋର୍ଣ୍ଣକୁ ୫ ଉଇକେଟ୍‌ରେ ବିଜୟ ହାସ କରିଛି। ଏହି ମ୍ୟାଚ ବର୍ଷା ପ୍ରଭାବିତ ହୋଇଥିଲା ଏବଂ ମେଲବୋର୍ଣ୍ଣ ୧୯ ଓଭରରେ ୧୭୯ ରନ ସଂଗ୍ରହ…

ଲୋକାୟୁକ୍ତରେ ହାଜର ହେଲେ ଔଷଧ ନିଗମ ଅଧ୍ୟକ୍ଷା, ଶିଳ୍ପ ସଚିବ

ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): ଲୋକାୟୁକ୍ତରେ ହାଜର ହେଲେ ଔଷଧ ନିଗମ ଅଧ୍ୟକ୍ଷା ଯାମିନୀ ଷଡଙ୍ଗୀ ଓ ଶିଳ୍ପ ସଚିବ ହେମନ୍ତ ଶର୍ମା। ମାସ୍କ ଦୁର୍ନୀତି ଅଭିଯୋଗରେ ଉଭୟ ପୁଣିଥରେ ହାଜର ହୋଇଛନ୍ତି। ଏହି ମାମଲାରେ ନିଜ ପକ୍ଷ ରଖିବାକୁ ଲୋକାଯୁକ୍ତ ନିର୍ଦ୍ଦେଶ ଦେଇଥିଲେ।…

ସ୍ବାସ୍ଥ୍ୟମନ୍ତ୍ରୀ କରୋନା ପଜିଟିଭ୍‌

ଜୟପୁର,୨୩।୧୧: ରାଜସ୍ଥାନ ସ୍ବାସ୍ଥ୍ୟମନ୍ତ୍ରୀ ରଘୁ ଶର୍ମା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେ ଟୁଇଟ୍‌ କରି ଏସମ୍ପର୍କରେ ସୂଚନା ଦେଇଛନ୍ତି। କରୋନା ଲକ୍ଷଣ ପ୍ରକାଶ ପାଇବାରୁ ସେ ନମୁନା ପରୀକ୍ଷା କରାଇଥିଲେ। ଏବେ…

୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୧୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୬୫୭କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ୧୭…

ବ୍ୟାୟାମ କରିବା ପୂର୍ବରୁ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଆମେ ନିୟମିତ ବ୍ୟାୟାମ କରିବା ଦରକାର। ହେଲେ କେତେକେ ଏହାକୁ ନିଜର ଦୈନନ୍ଦିନ ଜୀବନ ତାଲିକାରେ ସାମିଲ କରି ନ ଥାନ୍ତି । ଏବେ ଡାକ୍ତର ଔଷଧ ଖାଇବାକୁ ପରାମର୍ଶ ଦେବା ସହ ବ୍ୟାୟାମ, ଯୋଗ, ପ୍ରାଣାୟାମ…

କୋଭିଡ୍‌-୧୯ ଟିକାର ସଫଳତା

”ବିଦେଶୀ ଟିକାର ସଂରକ୍ଷଣ ବ୍ୟବସ୍ଥା ଭାରତରେ ଅନୁକୂଳ ନୁହେଁ। ଏହା ବିଯୁକ୍ତ ୮୦ ଡିଗ୍ରୀ (-୭୦ରୁ-୮୦) ସେଲସିୟସ ଉତ୍ତାପରେ ସୁରକ୍ଷିତ ରହିଥାଏ। ଏହାକୁ କୋଲ୍ଡ ଚେନ୍‌ ବ୍ୟବସ୍ଥା କୁହାଯାଏ। ଏହି ବ୍ୟବସ୍ଥା ବିଶ୍ୱର କୌଣସି ଦେଶରେ ଉପଲବ୍ଧ ନୁହେଁ। ତେଣୁ ଟିକାର…

ନାବାଳିକା ଝିଅକୁ ପୋଡିଦେଲେ ବାପା

ପାଟଣାଗଡ, ୨୩।୧୧ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡ ବେଲପଡା ଥାନା ଅନ୍ତର୍ଗତ ଡେବିରିପାଲି ଗ୍ରାମରେ ଦେଖିବାକୁ ମିଳିଛି ଅଭାବନୀୟ କାଣ୍ଡ। ଜଣେ ନାବାଳିକା ଝିଅକୁ ବାପା କିରୋସିନ ଢାଳି ପୋଡି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗୁରୁତର ନାବାଳିକା…

ଶତ୍ରୁକୁ କଡ଼ା ଜବାବ ଦେବ ତେଜସ୍‌: ଅତ୍ୟାଧୁନିକ କ୍ଷେପଣାସ୍ତ୍ର ‘ଅସ୍ତ୍ର’ରେ ହେବ ସଜ୍ଜିତ

ନୂଆଦିଲ୍ଲୀ,୨୩।୧୧: ଶତ୍ରୁକୁ କଡ଼ା ଜବାବ ଦେବା ପାଇଁ ଯୁଦ୍ଧ ବିମାନ ତେଜସ୍‌କୁ ଅତ୍ୟାଧୁନିକ କ୍ଷେପଣାସ୍ତ୍ର ‘ଅସ୍ତ୍ର’ରେ ଖୁବ୍‌ ଶୀଘ୍ର ସଜ୍ଜିତ କରାଯିବ। ଧ୍ୱନିର ଗତିଠାରୁ ୪.୫ ଗୁଣା ଅଧିକ ବେଗରେ ଲକ୍ଷ୍ୟଭେଦ କରୁଥିବା ‘ଅସ୍ତ୍ର’ କ୍ଷେପଣାସ୍ତ୍ରକୁ ତେଜସ୍‌ରେ ରଖାଯିବାର ବ୍ୟବସ୍ଥା କରାଯାଇଛି।…

ରାଜ୍ୟରେ ପୁଣି ୬୬୮ ପଜିଟିଭ୍‌ ଚିହ୍ନଟ, ନୂଆପଡାରୁ ସର୍ବାଧିକ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୬୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୮୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୮୩ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ…

ରୋଗପ୍ରତିରୋଧକ ଶକ୍ତି

ବିଶ୍ୱର ବିଭିନ୍ନ ଦେଶ ସମୂହ ସହ ତାଳ ଦେଇ ଆଧୁନିକ ଚିକିତ୍ସା ବିଜ୍ଞାନ ପଦ୍ଧତିକୁ ଗ୍ରହଣ କରିଥିଲେ ସୁଦ୍ଧା ହଜାର ହଜାର ବର୍ଷ ପୂର୍ବରୁ ଆମ ଭାରତ ବର୍ଷରେ ବିଜ୍ଞ ଆୟୁର୍ବେଦ ବିଶାରଦ ଚରକ, ସୁସୃତ, ବାଗଭଟ୍ଟ, ବରାହମିହିର ଆଦି ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?