ଯୁକ୍ତ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ସରିଲା
ଭୁବନେଶ୍ୱର,୧୮ା୧୦(ବ୍ୟୁରୋ): ରାଜ୍ୟରେ ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ଶନିବାର ଶେଷ ହୋଇଛି। ପ୍ରଥମ କଟ୍ ଅଫ୍ ମାର୍କରେ ମନୋନୀତ ହୋଇଥିବା ଛତ୍ରୀଛାତ୍ରମାନେ ନାମ ଲେଖାଇଛନ୍ତି। ତେବେ ଆସନ୍ତା ୨୨ ତାରିଖ ଅପରାହ୍ନ ୨ଟାରେ ଦ୍ୱିତୀୟ ପର୍ଯ୍ୟାୟ କଟ୍…
ନକଲି ଭିଡିଓ ଭାଇରାଲ ମାମଲା: ଅପମାନିତ କରିଛି ଓଟିଭି
ଭୁବନେଶ୍ୱର/କେନ୍ଦୁଝର,୧୮ା୧୦(ବ୍ୟୁରୋ/ସ୍ବ.ପ୍ର.): ୨୦୧୯ ସାଧାରଣ ନିର୍ବାଚନ ସମୟରେ କେନ୍ଦୁଝର ଲୋକ ସଭା ଆସନପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଚନ୍ଦ୍ରାଣୀ ମୁର୍ମୁଙ୍କ ନକଲି ଭିଡିଓ ଭାଇରାଲ କରାଯାଇଥିଲା। ଉକ୍ତ ଘଟଣାରେ ଓଟିଭି ସାମ୍ବାଦିକ ରମେଶ ରଥଙ୍କ ସମ୍ପୃକ୍ତି ଥିବା ଜଣାପଡ଼ିବା ପରେ ତାଙ୍କୁ ନେଇ କେନ୍ଦୁଝର…
୩ ମାସରେ ସରିବ ଜମି ଅଧିଗ୍ରହଣ
ପୁରୀ ଅଫିସ,୧୮ା୧୦: ବିଶ୍ୱ ଐତିହ୍ୟ ସହର ହେବ ପୁରୀ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ପରିଚୟ ପାଇବ ଶ୍ରୀକ୍ଷେତ୍ର। ଏଠାରେ ଭକ୍ତ, ପର୍ଯ୍ୟଟକଙ୍କୁ ମିଳିବ ଅତ୍ୟାଧୁନିକ ସେବା ଓ ସୁବିଧା। ରାଜ୍ୟ ସରକାରଙ୍କ ସ୍ବପ୍ନର ପୁରୀକୁ ବାସ୍ତବ ରୂପ ଦେବା ଲାଗି…
ଶିଳାନ୍ୟାସକୁ ୨ବର୍ଷ ବିତିଲା: ଅନିଶ୍ଚିତତାରେ ଓଡ଼ିଆ ବିଶ୍ୱବିଦ୍ୟାଳୟ
ପୁରୀ ଅଫିସ,୧୮।୧୦: ସତ୍ୟବାଦୀର ବକୁଳବନରେ ପ୍ରସ୍ତାବିତ ଓଡ଼ିଆ ବିଶ୍ୱବିଦ୍ୟାଳୟର ଭାଗ୍ୟ ଫିଟୁ ନାହିଁ। ପଞ୍ଚସଖା ଓଡ଼ିଆ ନବଜାଗରଣର ଯେଉଁ ସ୍ବପ୍ନ ଦେଖିଥିଲେ ତାହା ପୂରଣ ହୋଇପାରୁ ନାହିଁ। ଫଳରେ ସ୍ବାଭିମାନୀ ଓଡ଼ିଆଙ୍କ ମନ ଆଶା ଆଶଙ୍କାରେ ଛନ୍ଦି ହୋଇଯାଇଛି। କାରଣ ଓଡ଼ିଆ…
ବଲିଆ ଗୁଳିକାଣ୍ଡ: ମୁଖ୍ୟ ଅଭିଯୁକ୍ତ ୩ ଦିନ ପରେ ଗିରଫ
ଲକ୍ଷ୍ନୌ, ୧୮।୧୦: ଉତ୍ତରପ୍ରଦେଶ ବଲିଆରେ ଘଟିଥିବା ଗୁଳିକାଣ୍ଡ ମାମଲାରେ ମୁଖ୍ୟ ଅଭିଯୁକ୍ତ ଧିରେନ୍ଦ୍ର ପ୍ରତାପ ସିଂଙ୍କୁ ୩ ଦିନ ପରେ ଏସ୍ଟିଏଫ୍ ଟିମ୍ ଗିରଫ କରିବାକୁ ସକ୍ଷମ ହୋଇଛନ୍ତି। ଜନେଶ୍ୱର ମିଶ୍ର ପାର୍କ ଅଞ୍ଚଳରୁ ଧିରେନ୍ଦ୍ରଙ୍କୁ ରବିବାର ଭୋର୍ ସମୟରେ ଗିରଫ…
ପଲିଥିନ ବ୍ୟବହାର ବଢୁଛି
ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ପଲିଥିନ ପରିବେଶ ଉପରେ ଭୟଙ୍କର ପ୍ରତିକୂଳ ପ୍ରଭାବ ପକାଉଛି। ଏହାର ଭୟାବହତା ବେଳକୁ ବେଳ ଗମ୍ଭୀର ସ୍ଥିତି ସୃଷ୍ଟି କରି ଚାଲିଛି। ଗ୍ରାମଠାରୁ ସହର ପର୍ଯ୍ୟନ୍ତ ପଲିଥିନର ବହୁଳ ବ୍ୟବହାର ଚିନ୍ତା ବଢ଼ାଇ ଦେଇଛି। ପଲିଥିନର ପ୍ରତିକୂଳ ପ୍ରଭାବକୁ ଦେଖି…
ମାସ୍କ୍ ନ ପିନ୍ଧିଲେ ଜେଲଦଣ୍ଡ
କଲୋମ୍ବୋ, ୧୮।୧୦: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଶ୍ରୀଲଙ୍କାରେ କଡ଼ା ଆଇନ ଲାଗୁ କରାଯାଇଛି। ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି ଯେ, ମାସ୍କ୍ ନ ପିନ୍ଧିଲେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଜେଲ ଦଣ୍ଡାଦେଶ କରାଯିବ। ଏଭଳି ଅମାନିଆଙ୍କୁ ୬ ମାସ…
ଯୋଗୀଙ୍କୁ ଘେରିଲେ ପ୍ରିୟଙ୍କା: ରାଜ୍ୟରେ ଅପରାଧୀଙ୍କୁ ଦିଆଯାଉଛି ସୁରକ୍ଷା
ଲକ୍ଷ୍ନୌ, ୧୮।୧୦: ଉତ୍ତରପ୍ରଦେଶର ଆଇନ ବ୍ୟବସ୍ଥା ନେଇ କଂଗ୍ରେସର ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ, ସରକାର ରାଜ୍ୟରେ ଝିଅ ବୋହୂଙ୍କୁ ସୁରକ୍ଷା ନ ଦେଇ…
ଗ୍ରେଟର ନୋଏଡ଼ା ଆକାଶରେ ଏଲିଅନ୍: ଲୋକେ ଆତଙ୍କିତ !
ନୋଏଡା, ୧୮।୧୦: ଆକାଶରେ ଲାଲ୍ ରଙ୍ଗର ଏଲିଅନ୍ ନେଇ ଉତ୍ତରପ୍ରଦେଶ ଗ୍ରେଟର ନୋଏଡ଼ା ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ସ୍ଥାନୀୟ ଦଙ୍କୌର ଅଞ୍ଚଳର ପାରସୌଲ ଗାଁରେ ଲୋକ ଏଭଳି ଏକ ଅଜବ ପ୍ରାଣୀ ଆକାଶରୁ ଖସି ଗାଁ କେନାଲ ଗଛପତ୍ର…
ଭାରତୀୟ ସୀମାରେ କ୍ଷେପଣାସ୍ତ୍ର ପରୀକ୍ଷା କଲା ଚାଇନା
ଲେହ, ୧୮।୧୦: ପୂର୍ବ ଲଦାଖର ଏଲ୍ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଦୁଇପକ୍ଷଙ୍କ ମଧ୍ୟରେ ଶାନ୍ତି ଆଲୋଚନା ଉଦ୍ୟମ ବିଫଳ ହେଉଥିବାରୁ ଯୁଦ୍ଧ ଆଶଙ୍କା ଘନିଭୂତ ହେବାରେ ଲାଗିଛି। ଏପରିସ୍ଥଳେ ଚାଇନା ଭାରତ ସୀମାରେ କ୍ଷେପଣାସ୍ତ୍ର ପରୀକ୍ଷଣ କରିଛି।…
ଟୁଇଟ୍କୁ ନେଇ ଫସିଲେ କଙ୍ଗନା
ମୁମ୍ବାଇ, ୧୮ା୧୦: ସୋସିଆଲ ମିଡିଆରେ ଏକ ଟୁଇଟ୍କୁ ନେଇ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍ ଓ ତାଙ୍କ ଭଉଣୀ ରଙ୍ଗୋଲି ଚାଣ୍ଡେଲ ଫସିଯାଇଛନ୍ତି। ସେମାନଙ୍କ ଟୁଇଟ୍ ମାରାତ୍ମକ ଓ ଏହା ସ।ମ୍ପ୍ରଦାୟିକ ଭେଦଭାବ ସୃଷ୍ଟିକରିବ ବୋଲି ଅଭିଯୋଗ ହୋଇଥିଲା। ଏନେଇ କାଷ୍ଟିଂ ନିର୍ଦ୍ଦେଶକ…
ନ୍ୟୁଜିଲାଣ୍ଡରେ ପୁଣି ଆର୍ଡେର୍ନ ସରକାର
ଅକ୍ଲ୍ୟାଣ୍ଡ, ୧୮ା୧୦: ନ୍ୟୁଜିଲାଣ୍ଡର ପ୍ରଧାନମନ୍ତ୍ରୀ ତଥା ଲିବରାଲ ଲେବର ପାର୍ଟି ନେତା ଜାସିଣ୍ଡା ଆର୍ଡେର୍ନ (୪୦) ନିର୍ବାଚନରେ ପୁଣି ଥରେ ବିଜୟୀ ହୋଇଛନ୍ତି। ତାଙ୍କ ଦଳକୁ ୪୯% ଭୋଟ ମିଳିଥିବାବେଳେ ବିରୋଧୀ କଞ୍ଜରଭେଟିଭ୍ ନ୍ୟାଶନାଲ ପାର୍ଟିକୁ ମାତ୍ର ୨୭% ଭୋଟ ମିଳିଛି।…
Archives


