Home

ଆଜି ପ୍ରକାଶ ପାଇବ ନାକ୍‌ ରିପୋର୍ଟ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ):ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁଙ୍କ ଦ୍ୱାରା ସୋମବାର ନାକ ରିପୋର୍ଟ ପ୍ରକାଶ ପାଇବ। ରାଜ୍ୟରେ ମୋଟ ୧୧୦୦ କଲେଜ ଏବଂ ବିଶ୍ୱବିଦ୍ୟାଳୟ ଥିବାବେଳେ ସେଥିରୁ ୨୮୦ଟି ନାକ୍‌ ସ୍ବୀକୃତିପ୍ରାପ୍ତ ଅଛି। ଉକ୍ତ କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକର ଏକ ରିପୋର୍ଟ ପ୍ରସ୍ତୁତ…

ଯେଉଁଠୁ ମିଳେ ଧାର୍ମିକ ସହିଷ୍ଣୁତାର ବାର୍ତ୍ତା

ଚଣ୍ଡିଖୋଲ, ୨୩ା୧୧ (ଡି.ଏନ.ଏ.):ଭାରତର ବିଭିନ୍ନ ସ୍ଥାନରେ ଧର୍ମପୀଠକୁ ନେଇ ହିନ୍ଦୁ ଓ ମୁସଲମାନଙ୍କ ମଧ୍ୟରେ ହିଂସା ବହୁବାର ଦେଖିବାକୁ ମିଳୁଛି। ପରସ୍ପର ଲହୁଲୁହ ବୁହାଉଛନ୍ତି। ଅନେକ ଜୀବନ ଯାଉଛି। ହେଲେ ଯାଜପୁର ଜିଲାର ଧାର୍ମିକ ପୀଠ ‘ସତ୍ୟପୀର’ ହିନ୍ଦୁ ଏବଂ ମୁସଲମାନମାନଙ୍କ…

୬ ବିଶ୍ୱବିଦ୍ୟାଳୟ କୁଳପତି ଚୟନ ପାଇଁ ଆଜି ସାକ୍ଷାତ୍‌କାର

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ):ଓଡ଼ିଶାରେ ଖାଲି ପଡ଼ିଥିବା ୬ ବିଶ୍ୱବିଦ୍ୟାଳୟ କୁଳପତି ପଦବୀ ପୂରଣ ପାଇଁ ସୋମବାର ପ୍ରାର୍ଥୀମାନଙ୍କ ସାକ୍ଷାତ୍‌କାର ଅନୁଷ୍ଠିତ ହେବ। କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏହି ସାକ୍ଷାତ୍‌କାର ନେବେ। ଏଥିପାଇଁ ୧୮ଜଣ ଶର୍ଟ ଲିଷ୍ଟେଡ୍‌ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ…

ଆଜିଠୁ ଟ୍ରକ୍‌ ଚଳାଚଳ ବନ୍ଦ ଡାକରା

ଭୁବନେଶ୍ୱର, ୨୩ା୧୧ (ବ୍ୟୁରୋ):ନିର୍ମାଣ କାର୍ଯ୍ୟ ଲାଗି ବାଲି, ଗୋଡ଼ି, ମୋରମ, ପଥର ଇତ୍ୟାଦି ନିର୍ମାଣ ସ୍ଥଳ ପର୍ଯ୍ୟନ୍ତ ପହଞ୍ଚାଇବାରେ ମାଲ ପରିବହନ ଶିଳ୍ପର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପରିବହନରେ ନିୟୋଜିତ ଗାଡ଼ି, ମାଲିକ ଓ ଚାଳକଙ୍କ ଉତ୍ସର୍ଗୀକୃତ ସେବା ତାତ୍ପର୍ଯ୍ୟପୂର୍ଣ୍ଣ। ହେଲେ…

ସିବିଏସ୍‌ଇ ଦ୍ୱାଦଶ ପ୍ରାକ୍ଟିକାଲ ପରୀକ୍ଷା ସମ୍ଭାବ୍ୟ ତାରିଖ ଘୋଷଣା

ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ):ସେଣ୍ଟ୍ରାଲ୍‌ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଦ୍ୱାଦଶ ଶ୍ରେଣୀ ପ୍ରାକ୍ଟିକାଲ ପରୀକ୍ଷା ପାଇଁ ସମ୍ଭାବ୍ୟ ତାରିଖ ଘୋଷଣା କରିଛି। ଏ ନେଇ ରବିବାର ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ଜାନୁୟାରୀ ୧ରୁ ଫେବୃୟାରୀ ୮ ପର୍ଯ୍ୟନ୍ତ ଏହି ପରୀକ୍ଷା ହେବ।…

ସ୍କୁଲ୍‌ ବନ୍ଦ ପ୍ରସଙ୍ଗରେ ନୂଆ ଯୁକ୍ତି:‘ମିଶ୍ରଣ ନିଷ୍ପତ୍ତି କେନ୍ଦ୍ରର’

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ):ରାଜ୍ୟରେ କୌଣସି ସ୍କୁଲ ବନ୍ଦ କରାଯାଉନାହିଁ। ଏହାକୁ ନିକଟସ୍ଥ ସ୍କୁଲ ସହ ମିଶ୍ରଣ କରାଯାଉଛି। ଏହି ମିଶ୍ରଣ ନିଷ୍ପତ୍ତି ରାଜ୍ୟ ସରକାରଙ୍କ ନୁହେଁ, ବରଂ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ବୋଲି ସରକାରୀ ଦଳ ରବିବାର ଗୃହରେ ଉପସ୍ଥାପନ କରିଛି। ସ୍କୁଲ୍‌ ମିଶ୍ରଣ…

୧୫ରୁ କମ୍‌ ପିଲା ଥିଲେ ମିଶ୍ରଣ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ) :ବିଧାନସଭାରେ ଲଗାତର ୩ଦିନ ସ୍କୁଲ ବନ୍ଦ ଏବଂ ମିଶ୍ରଣ ପ୍ରସଙ୍ଗରେ ହୋହାଲ୍ଲା ପରେ ରବିବାର ରାଜ୍ୟ ସରକାର ତାଙ୍କର ନିଷ୍ପତ୍ତି ବଦଳାଇଛନ୍ତି। ୨୫ନୁହେଁ ଏଣିକି ୧୫ରୁ କମ୍‌ ପିଲା ଥିବା ସ୍କୁଲକୁ ନିକଟସ୍ଥ ବିଦ୍ୟାଳୟ ସହ ମିଶ୍ରଣ କରିବାକୁ ନିଷ୍ପତ୍ତି…

ଆରପାରିରେ ରାଜ୍ୟପାଳଙ୍କ ଧର୍ମପତ୍ନୀ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସ୍ତ୍ରୀ ସୁଶୀଳା ଦେବୀଙ୍କ ପରଲୋକ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରି ରାଜ୍ୟପାଳ ଏବଂ ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ସେ ଜଣେ ଧର୍ମପ୍ରାଣ, ପରୋପକାରୀ ମହିଳା ଥିଲେ…

ଏହି ରୋଗ ଆଶଙ୍କା ଦୂର କରେ ସାଇକେଲ ଚାଳନା

ଆଜିକାଲି ଗାଡ଼ିମୋଟର ସଂଖ୍ୟା ବୃଦ୍ଧି ପାଉଥିବାରୁ ଲୋକେ ସାଇକେଲ ଚଳାଇବା ଏକପ୍ରକାର ଭୁଲିଗଲେଣି। ମାତ୍ର ସାଇକେଲ ଚାଳନା ସ୍ବାସ୍ଥ୍ୟ ପକ୍ଷେ ଅତ୍ୟନ୍ତ ଲାଭଦାୟକ ବୋଲି ଏକ ଗବେଷଣାରୁ ଜଣାପଡ଼ିଛି। ପ୍ରତିଦିନ କିଛି ବାଟ ସାଇକେଲ ଚଳାଇଲେ ହୃଦ୍‌ଘାତ ଆଶଙ୍କା ଦୂର ହୋଇଥାଏ।…

ପରଲୋକରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମା’

ଲାହୋର,୨୨।୧୧-ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ମା’ ବେଗମ ଶମୀମ ଅଖତରଙ୍କ ରବିବାର ପରଲୋକ ହୋଇଯାଇଛି। ଲଣ୍ଡନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘଦିନ ଧରି ବେଗମ ଅସୁସ୍ଥ ଥିଲେ। ଗତ ଫେବ୍ରୁଆରୀରେ ବେଗମ ଲଣ୍ଡନ ଯାତ୍ରା କରିଥିଲେ। ସେଠାରେ…

୨୫, ୨୬ରେ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୨।୧୧(ବ୍ୟୁରୋ)-ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଡିପ୍ରେସନରେ ପରିଣତ ହୋଇପାରେ। ଏହାର ପରବର୍ତ୍ତୀ ୪୮ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ୨୫ ତାରିଖ ଅପରାହ୍ନ ବେଳକୁ ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଛୁଇଁବାର ସମ୍ଭାବନା ରହିଛି।…

୭ ବର୍ଷ ପରେ ପଡିଆକୁ ଓହ୍ଲାଇବେ ଏହି କ୍ରିକେଟର୍‌

ଥିରୁଭାନନ୍ତପୁରମ୍‌,୨୨।୧୧:ପୂର୍ବତନ ଦଳର ଭାରତ ଦ୍ରୁତ ବୋଲର ଏସ ଶ୍ରୀସନ୍ତ ୭ ବର୍ଷର ନିଷେଧାଦେଶ ଶେଷ ହେବା ପରେ ପୁଣି ଥରେ ପଡ଼ିଆକୁ ଫେରିବାକୁ ପ୍ରସ୍ତୁତ ଅଛନ୍ତି। ସେ କେରଳ କ୍ରିକେଟ ଆସୋସିଏସନ ଦ୍ୱାରା ଆୟୋଜିତ ହେବାକୁ ଥିବା ପ୍ରେସିଡେଣ୍ଟ ଟି -୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?