Home

ମହିଳା ଅନ୍‌ଲାଇନ୍‌ରେ ଅର୍ଡର କରିଥିଲେ ଚିକେନ ନଗେଟ୍‌ : ପ୍ୟାକେଟରେ ଥିଲା ଏମିତି କିଛି…

ଯଦି ଅନ୍‌ଲାଇନ୍ରେ‌ କିଛି ଖାଇବା ଅର୍ଡର କରୁଛନ୍ତି ତେବେ ସାବଧାନ ହୋଇଯାଆନ୍ତୁ। କାରଣ ଲିଡ୍‌ସ୍‌, ଇଂଲଣ୍ଡର ଲିଲି ଡେଣ୍ଟନ ନାମକ ମହିଳା ଅନ୍‌ଲାଇରେ ଏକ ସାଇଡ୍‌ରୁ ଚିକେନ ନଗେଟ୍‌ସ ଅର୍ଡର କରିଥିଲେ। ଏହା ଘରେ ପହଞ୍ଚିବା ପରେ ଲିଲି ନିଜେ ଖାଇବା…

୧୦ ଟଙ୍କିଆ ଏହି ପୁରୁଣା ନୋଟ ଥିଲେ ହୋଇଯିବେ ମାଲାମାଲ୍‌: ଜାଣନ୍ତୁ ଏହା ବଦଳରେ ପାଇବେ ଏତିକି ଟଙ୍କା

ଲୋକମାନେ ଏବେ ଆଉ ହାତରେ ଟଙ୍କା କାରବାର କରିବାକୁ ପସନ୍ଦ କରୁ ନାହାନ୍ତି। ଡିଜିଟାଲ ଯୁଗରେ ଅନ୍‌ଲାଇନ୍‌ ଟଙ୍କା କାରବାର କରିବାକୁ ସମସ୍ତେ ଭଲ ପାଉଛନ୍ତି। ହେଲେ ଏମିତି ଅନେକ ଲୋକ ରହିଛନ୍ତି ଯେଉଁମାନେ ପୁରୁଣା ଟଙ୍କାକୁ ନିଜ ପାଖରେ ସାଇତି…

ଆଇପିଏଲ୍‌କୁ ଅଧିକ ରୋମାଞ୍ଚକର କଲା ସୁହାନାଙ୍କ ଏକ୍ସପ୍ରେଶନ: ଫଟୋ ଭାଇରାଲ

ମୁମ୍ବାଇ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସିଜିନରେ ଚାଲୁରହିଛି। ଶୁକ୍ରବାର ଶାହାରୁଖ୍‌ ଖାନ୍‌ଙ୍କ ଟିମ୍‌ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ମୁହାଁମୁହିଁ ହୋଇଥିଲା। ଏହି ସମୟରେ ଶାହାରୁଖ୍‌ ନିଜ ଦଳକୁ ଉତ୍ସାହିତ କରିବା ପାଇଁ ଷ୍ଟାଡିୟମ୍‌ରେ ପହଞ୍ଚିଥିଲେ।…

୩୦ କୋଟି ଭାରତୀୟଙ୍କୁ ପ୍ରଥମ ପର୍ଯ୍ୟାୟରେ ଦିଆଯିବ କରୋନା ଟିକା: ତାଲିକା ପ୍ରସ୍ତୁତ କରୁଛନ୍ତି ସରକାର

ନୂଆଦିଲ୍ଲୀ, ୧୭।୧୦: ପ୍ରଥମ ପର୍ଯ୍ୟାୟରେ ଦେଶର ୩୦ କୋଟି ଳୋକଙ୍କୁ କରୋନା ଟିକା ଦିଆଯିବ। ଏନେଇ ସରକାରଙ୍କ ପକ୍ଷରୁ ତାଲିକା ପ୍ରସ୍ତୁତି କାର୍ଯ୍ୟ କରୁଛନ୍ତି। ୩୦ କୋଟି ଲୋକଙ୍କୁ ୬୦ କୋଟି ଟିକା ଦିଆଯିବ। ପ୍ରତିଷେଧକ ଟିକାକୁ ଅନୁମୋଦନ ମିଳିବା ପରେ…

ଏଆଇଏଡିଏମ୍‌କେ ପ୍ରତିଷ୍ଠା ଦିବସରେ କରୋନା ମାର୍ଗଦର୍ଶିକାର ଉଲ୍ଲଂଘନ

ଚେନ୍ନାଇ, ୧୭।୧୦: ତାମିଲନାଡୁରେ ଏଆଇଏଡିଏମ୍‌କେର ୪୯ତମ ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଛି। ଏହି ଉପଲକ୍ଷେ ଆୟୋଜିତ ଉତ୍ସବରେ କରୋନା ମାର୍ଗଦର୍ଶିକାର ଉଲ୍ଲଂଘନ କରାଯାଇଥିବା ଅଭିଯୋଗ ହୋଇଛି। ସାମାଜିକ ଦୂରତାର ପାଳନ କରାଯାଇ ନ ଥିବାବେଳେ କେତେକ ଦଳୀୟ ସଦସ୍ୟ ମାସ୍କ୍‌…

ବିବାହ କରିବେ ତାରା ସୁତରିୟା

ବଲିଉଡ୍‌ ଲଭ୍‌ବାର୍ଡ ତାରା ସୁତରିୟା ଏବଂ ଆଦର ଜୈନ୍‌ଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର। ଏକ ରିପୋର୍ଟ ଅନୁସାରେ, ତାରା ଏବଂ ଆଦର ଖୁବ୍‌ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ପୂର୍ବରୁ ଏହି ଯୋଡି ନିଜର ରିଲେସନଶିପ୍‌ ବିଷୟରେ ଇନ୍‌ଷ୍ଟାଗ୍ରାମ୍‌ରେ ଜଣାଇ…

କରୋନାକୁ ହରାଇବା ପରେ ଫିଟ୍‌ ରହିବା ପାଇଁ ପ୍ରସ୍ତୁତି ଆରମ୍ଭ କଲେ ଏହି ଲୋକପ୍ରିୟ ଅଭିନେତ୍ରୀ

‘ବାହୁବଳୀ’ ଅଭିନେତ୍ରୀ ତମନ୍ନା ଭାଟିଆ ନିକଟରେ କରୋନାକୁ ହରାଇ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। କିନ୍ତୁ କରୋନା ତାଙ୍କୁ ସମ୍ପୂର୍ଣ୍ଣ ରୂପ ଭାଙ୍ଗଦେଇଛି। ନିଜକୁ ପୁଣିଥରେ ଫିଟ୍‌ ରଖିବା ପାଇଁ ତମନ୍ନା ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ନିଜର ଷ୍ଟାମିନା ବଢ଼ାଇବା ପାଇଁ…

କଙ୍ଗନାଙ୍କ ବିରୋଧରେ ମାମଲା ଦାଏର ପାଇଁ ଆଦେଶ ଦେଲେ ବାନ୍ଦ୍ରା କୋର୍ଟ

ମୁମ୍ବାଇ, ୧୭।୧୦: କକଙ୍ଗନାଙ୍କ ବିରୋଧରେ ମାମଲା ଦାଏର ପାଇଁ ବାନ୍ଦ୍ରା କୋର୍ଟ ଆଦେଶ ଦେଇଛନ୍ତି। ବଲିଉଡ୍‌ରେ ସାମ୍ପ୍ରଦାୟିକ ଭେଦଭାବ ସୃଷ୍ଟି କରିବା ଲାଗି କଙ୍ଗନା ଉଦ୍ୟମ କରୁଥିବା ଅଭିଯୋଗରେ ତୁରନ୍ତ ମାମଲା ଦାଏର କରିବାକୁ କୋର୍ଟ କହିଛନ୍ତି। ଟୁଇଟ୍‌ କରି ଏବଂ…

ପାକିସ୍ତାନର ୨ ଦ୍ୱୀପ ଚାଇନା କବ୍‌ଜାରେ

ଇସଲାମାବାଦ, ୧୭।୧୦: ଭାରତକୁ ଘେରିବା ଲାଗି ଉଦ୍ୟମ କରୁଥିବା ପାକିସ୍ତାନକୁ ଚାଇନା ଉଚିତ ଶିକ୍ଷା ଦେଇଛି। ବନ୍ଧୁର ମୁଖାପିନ୍ଧି ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କ ସରକାର ସହାୟତାରେ ପାକିସ୍ତାନର ୨ ଦ୍ୱୀପ ଉପରେ ଚାଇନା କବ୍‌ଜା କରିଛି। ଦ୍ୱୀପ ହସ୍ତାନ୍ତର ଅଧ୍ୟାଦେଶକୁ ରାଷ୍ଟ୍ରପତି…

ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟଙ୍କୁ କରୋନା, ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ,୧୭।୧୦: ରାଜ୍ୟସଭା ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ କରୋନା (କୋଭିଡ୍‌-୧୯)ରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌କରି ଏମ୍‌ପି ଆଚାର୍ଯ୍ୟଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ସୂଚନା ଅନୁଯାୟୀ, ଏମ୍‌ପି ଆଚାର୍ଯ୍ୟ ବୁଧବାର ଦିଲ୍ଲୀରୁ ଭୁବନେଶ୍ବର ଫେରିଥିଲେ।…

ଏଲ୍‌ଏସିରେ ଚାଇନାର ନୂଆ ସର୍ତ୍ତ: ଭାରତ କଲା ବିରୋଧ

ନୂଆଦିଲ୍ଲୀ, ୧୭।୧୦: ପୂର୍ବ ଲଦାଖର ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ସୀମା ବିବାଦ ଥମିବାର ନା ଧରୁନି। ଏପରିସ୍ଥଳେ ଚାଇନା ଭାରତ ସମ୍ମୁଖରେ ନୂଆ ସର୍ତ୍ତ ରଖିଛି। ଚାଇନା କହିଛି ଯେ, ପୋଙ୍ଗାଙ୍ଗ ହ୍ରଦର ଦକ୍ଷିଣ ଅଞ୍ଚଳର ଆଡଭାନ୍ସଡ୍‌ ପୋଜିଶନ୍‌ରୁ ଭାରତୀୟ…

କେନାଲକୁ ପଶିଗଲା କାର: ପୂର୍ବତନ ମନ୍ତ୍ରୀଙ୍କ ପୁଅ ସମେତ ୩ ମୃତ

କଟକ ସଦର, ୧୭।୧୦: କଟକ ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥର ତେଲେଙ୍ଗାପେଣ୍ଠ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ କାର ରାସ୍ତାକଡ଼ କେନାଲକୁ ପଶିଯିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri