ଆର୍ଜେଡ଼ିରୁ କଟିଲା ଟିକଟ: ନେତାଙ୍କ କାନ୍ଦୁଥିବା ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ଭାଇରାଲ
ପାଟନା, ୧୭।୧୦: ବିହାର ବିଧାନସଭା ନିର୍ବାଚନକୁ ନେଇ ପ୍ରତିଦିନ ନୂଆ ନୂଆ ଖବର ଆସିବାରେ ଲାଗିଛି। ୧୫ ବର୍ଷ ଧରି ଆର୍ଜେଡ଼ିରେ ଥିବା ନେତା ସୁରେଶ ଯାଦବଙ୍କ ଟିକଟ ଚଳିତ ଥର କଟି ଯାଇଛି। ସେ ରକ୍ସୋଲ ବିଧାନସଭା ଆସନରୁ ନିର୍ବାଚନ…
CORONAVIRUS UPDATE: ରାଜ୍ୟରେ ପୁଣି ୨୧୯୬ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୬୬୩୪୫ରେ ପହଞ୍ଚିଲା
ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୨୧୯୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୬୩୪୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…
ବିହାର ନିର୍ବାଚନ: ୬୦ ଆସନରେ ମୁସଲମାନ୍ ଭୋଟରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ
ପାଟନା, ୧୭।୧୦: ଆଗକୁ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏବେ ରାଜ୍ୟରେ ରାଷ୍ଟ୍ରବାଦୀ ରାଜନୀତି ଆରମ୍ଭ ହୋଇଛି। ଫଳରେ ହିନ୍ଦୁ ମୁସଲମାନ୍ଙ୍କୁ ନେଇ ଭୋଟ ବିଭାଜନ ହେବାର ଯଥେଷ୍ଟ କାରଣ ରହିଥିବା ଚର୍ଚ୍ଚା ହେଉଛି। ରାଜ୍ୟର ୬୦ ଆସନରେ ମୁସଲମାନ୍…
ସୁଶାନ୍ତଙ୍କ ଭାଇ ହସ୍ପିଟାଲରେ ଭର୍ତ୍ତି: ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିବାକୁ କହିଲେ ଭଉଣୀ ଶ୍ୱେତା
ମୁମ୍ବାଇ, ୧୭।୧୦: ବଲିଉଡ୍ର ସ୍ବର୍ଗୀୟ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ସମ୍ପର୍କୀୟ ଭାଇ ତଥା ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ନୀରଜ କୁମାର ସିଂ ବବଲୁଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜନସମ୍ପର୍କ କରିବା ସମୟରେ ହଠାତ୍ ସେ ଛାତିରେ ଯନ୍ତ୍ରଣା ଅନୁଭବ…
ଅନନ୍ତନାଗରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ
ଶ୍ରୀନଗର, ୧୭।୧୦: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ଶନିବାର ମିଳିତ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀଙ୍କର ଏନ୍କାଉଣ୍ଟରରେ ମୃତ୍ୟୁ ଘଟିଛି। ସ୍ଥାନୀୟ ଲାରନୁ ଅଞ୍ଚଳରେ କେତେକ ଆତଙ୍କବାଦୀ ଲୁଚି ରହିଥିବା ଖବର ପାଇଁ ଜମ୍ମୁ-କଶ୍ମୀର ପୋଲିସ ଏବଂ ସିଆର୍ପିଏଫ୍…
ଦୁଇ ମୁହାଁ ଛୁଆ ଶାର୍କ ଉଦ୍ଧାର: ବୈଜ୍ଞାନିକ ହେଲେ ଆଶ୍ଚର୍ଯ୍ୟ
ମୁମ୍ବାଇ, ୧୭।୧୦: ପ୍ରକୃତିରେ କିଛି ଏମିତି ଅନେକ ଜିନିଷ ରହିଛି, ଯାହା ବିଷୟରେ ଆମେ କଳ୍ପନା ମଧ୍ୟ କରିପାରିବା ନାହିଁ। ଯେତେବେଳେ ଆମେ ଏହାକୁ ଦେଖିଥାଉ ସହଜରେ ବିଶ୍ୱାସ ମଧ୍ୟ କରିପାରି ନ ଥାଉ। ମହାରାଷ୍ଟ୍ରର ପାଲଘରରେ ଏମିତି କିଛି ଦେଖିବାକୁ…
କରୋନା ସଂକ୍ରମଣରେ ଲାଗୁଛି ଲଗାମ୍: କମୁଛି ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ, ୧୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଲଗାମ୍ ଲାଗିବାରେ ଲାଗିଛି। ଇତିମଧ୍ୟରେ ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା କମି ୭ଲକ୍ଷ ୯୫ ହଜାର ୮୭ରେ ପହଞ୍ଚିଛି। ଅପରପକ୍ଷରେ ସୁସ୍ଥ ହୋଇ ଘରକୁ ଫେରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୬୫ ଲକ୍ଷ ୨୪…
ପୋଲିସ ଆଗରେ ଗୁଳିକରି ହତ୍ୟା
ଲକ୍ଷ୍ନୌ/ବାଲିଆ, ୧୭ା୧୦: ଉତ୍ତରପ୍ରଦେଶର ବଲିଆ ଅନ୍ତର୍ଗତ ଦୁର୍ଜନପୁର ଗ୍ରାମରେ ରାଶନ ଦୋକାନ ବଣ୍ଟନ ଲାଗି ବରିଷ୍ଠ ଅଧିକାରୀମାନଙ୍କ ଉପସ୍ଥିତିରେ ହୋଇଥିବା ବୈଠକରେ ଗୁରୁବାର ଗୁଳିମାଡ଼ କରି ଜଣଙ୍କୁ ହତ୍ୟା କରାଯାଇଛି। ଏସ୍ଏଚ୍ଜି ମଧ୍ୟରେ ପାଟିତୁଣ୍ଡ ହେବାରୁ ସବ୍ ଜୁଡିସିଆଲ ମାଜିଷ୍ଟ୍ରେଟ୍ (ଏସ୍ଡିଏମ୍)…
ଛାପା ଗଣମାଧ୍ୟମ ସବୁଠୁ ବିଶ୍ୱସନୀୟ
ନୂଆଦିଲ୍ଲୀ,୧୭ା୧୦: ଡିଜିଟାଲ ମିଡିଆର ବିସ୍ତାର ଓ ହଟଚମଟ ସୃଷ୍ଟିକାରୀ ଟେଲିଭିଜନ୍ ନ୍ୟୁଜ୍ର ବହୁଳ ପ୍ରସାର ସତ୍ତ୍ୱେ ଖବରକାଗଜ ତା’ର ବିଶେଷତ୍ୱ ବଜାୟ ରଖିଛି। ୬୬ ପ୍ରତିଶତ ଭାରତୀୟ ପ୍ରିଣ୍ଟ ମିଡିଆକୁ ସୂଚନାର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଉତ୍ସ ବୋଲି ବିବେଚନା କରନ୍ତି। ସିଭୋଟର…
ଉତ୍ତର ଭାରତକୁ ନଡ଼ା ପୋଡ଼ି ବିପଦ
ନୂଆଦିଲ୍ଲୀ,୧୭ା୧୦(ପି.ଟି.): ଦିଲ୍ଲୀ ତଥା ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍ସିଆର୍) ପାଇଁ ନଡ଼ା ପୋଡ଼ିବା ବିପଦ ସାଜିଛି। ପଞ୍ଜାବ, ହରିୟାଣା ଓ ଉତ୍ତର ପ୍ରଦେଶରେ ଚାଷୀମାନେ ଫସଲ ଅମଳ କରିବା ପରେ ବିଲରେ ଥିବା ମୂଳିନଡ଼ାକୁ ଜାଳି ଦେଉଥିବାରୁ ତାହା ଉତ୍ତର ଭାରତରେ…
ଅନୁଗୋଳରେ ଗଡ଼ବଡ଼ କରୁଛି ଆର୍ଆର୍ଟି
ଅନୁଗୋଳ ଅଫିସ,୧୭।୧୦ ଅନୁଗୋଳ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭ ହଜାର ପାର୍ କଲାଣି। ବିଶେଷକରି ସେପ୍ଟେମ୍ବର ଓ ଅକ୍ଟୋବର ମାସରେ ସଂକ୍ରମଣ ଦ୍ରୁତଗତିରେ ବଢ଼ୁଛି। ଏହାର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ଯୋଜନା ପରେ ଯୋଜନା କରାଯାଉଥିଲେ ମଧ୍ୟ ସ୍ଥିତି…
ଷଷ୍ଠ ବିଜୟ ସହ ମୁମ୍ବାଇ ପୁଣି ଶୀର୍ଷରେ
ଆବୁଧାବି, ୧୭।୧୦: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ସହଜ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷକୁ ପୁଣି ଫେରିଛି। ଉଭୟ ବୋଲିଂ ଓ ବ୍ୟାଟିଂରେ ଚମତ୍କାର ପ୍ରଦର୍ଶନ କରି ଦଳ କୋଲକାତା ନାଇଟ ରାଇଡର୍ସକୁ…
Archives


