Home

ଗୁଗୁଲ କହୁଛି ଏହି ଭାରତୀୟ କ୍ରିକେଟରଙ୍କ ସ୍ତ୍ରୀ ସାରା ତେନ୍ଦୁଲକର

କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ଝିଅ ସାରାଙ୍କୁ ନେଇ ଗୁଗୁଲ ସର୍ଚ୍ଚରେ ଏମିତି କିଛି ତଥ୍ୟ ଆସୁଛି, ଯାହାକୁ ନେଇ ସବୁଆଡ଼େ ଚର୍ଚ୍ଚା। ଭାରତୀୟ କ୍ରିକେଟର ଶୁଭମନ ଗିଲ୍‌ଙ୍କ ସ୍ତ୍ରୀ କିଏ ବୋଲି ସର୍ଚ୍ଚ କଲେ ସାରା ତେନ୍ଦୁଲକରଙ୍କ ନାମ ଏବଂ…

ଭୁବନେଶ୍ୱରରେ ଚୋରା ବନ୍ଧୁକ ର଼୍ୟାକେଟ ଠାବ: ୨ ବେପାରୀ ଗିରଫ, ୮ ବନ୍ଧୁକ, ୧୨ ଗୁଳି ଜବତ  

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ) : କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌ ଖୋର୍ଦ୍ଧା ଜିଲା ଚନ୍ଦକା ଅଞ୍ଚଳରେ ଚଢ଼ାଉ କରି ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିବା ସହ ଏକ ବଡ଼ ର଼୍ୟାକେଟକୁ ଠାବ କରିଛି। ଗିରଫ ଦୁଇ ବେପାରୀ ହେଲେ ରାକେଶ ଚନ୍ଦ୍ର ଜେନା ଓ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୮୫୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୨୮୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୬୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୮୪, ପୁରୀରୁ ୧୪୭, ଅନୁଗୋଳରୁ ୧୩୮, ସମ୍ବଲପୁରରୁ ୧୩୭, କେନ୍ଦ୍ରାପଡାରୁ ୧୩୩, ବରଗଡରୁ ୯୮, ନବରଙ୍ଗପୁରରୁ ୮୯, ଯାଜପୁରରୁ…

ଭୁବନେଶ୍ୱରରୁ ଆଜି ୨୪୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୨୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬୮ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୧୭୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୫୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ଓଡ଼ିଶାର ସୋଏବ ଅଫତାବ ହେଲେ ନିଟ୍‌ ଟପ୍ପର

ଭୁବନେଶ୍ୱର,୧୬।୧୦(ବ୍ୟୁରୋ)-ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ଏନ୍‌ଇଇଟି)-୨୦୨୦ ଫଳ ଶୁକ୍ରବାର ପ୍ରକାଶ ପାଇଛି। ଓଡ଼ିଶାର ସୋଏବ ଅଫ୍‌ତାବ ଦେଶରେ ଟପ୍ପର ହୋଇଛନ୍ତି। ଦିଲ୍ଲୀର ଆକାଂକ୍ଷା ସିଂ ଦ୍ୱିତୀୟ ସ୍ଥାନରେ ରହିଥିବାବେଳେ ତେଲେଙ୍ଗାନାର ତୁମ୍ମଲା ସ୍ନିକିଠା…

ପଥର ଖାଦାନରେ ବିସ୍ପୋରଣ: ୩ ମୃତ, ୫ ଆହତ

ଗୁଣପୁର,୧୬।୮(ଡି.ଏନ.ଏ)-ରାୟଗଡା ଜିଲା ଗୁଣପୁର ବ୍ଲକ ଜଲତାର ପଞ୍ଚାୟତ ଅନ୍ତର୍ଗତ ଓକିଲଗୁଡାରେ ନିକଟରେ ଥିବା ପଥର ଖାଦାନରେ ଶୁକ୍ରବାର ବିସ୍ପୋରଣ ଘଟିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଜାମେସ ଶବର, କୁଶାବତୀ ଶବର…

ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦଙ୍କୁ କରୋନା

ନୂଆଦିଲ୍ଲୀ,୧୬।୧୦-ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ ମହାମାରୀ କରୋନାରେ ସଂକ୍ରମିତ ହୋଇଛନ୍ତି। ଏ ନେଇ ସେ ଶୁକ୍ରବାର ଟୁଇଟ କରି ସୂଚନା ଦେଇଛନ୍ତି। ସେ ଟୁଇଟରେ ଉଲ୍ଲେଖ କରିଛନ୍ତି, ମୋର କରୋନା ରିପୋର୍ଟ ପଜିଟିଭ ଆସିଛି। ବର୍ତ୍ତମାନ ହୋମ କ୍ବାରାଣ୍ଟାଇନରେ…

ଚିରାଗଙ୍କ ଦଳକୁ ‘ଭୋଟ କଟର’ପାର୍ଟି ବୋଲି କହିଲେ ଜାଭେଡକର

ନୂଆଦିଲ୍ଲୀ,୧୬ ।୧୦: ବିହାର ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଦଳ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଲାଗି ରହିଛି । ରାଜ୍ୟରେ ଏବେ ରାଜନୈତିକ ଉଷ୍ମତା ଚରମ ସୀମାରେ ପହଞ୍ଚିଛି । ଦ୍ୱିତୀୟ ପର୍ଯ୍ୟାୟ ନାମାଙ୍କନ ପ୍ରକ୍ରିୟାର ଶେଷ ଦିବସ ସହ ପ୍ରଥମ…

ସବୁଠାରୁ ମହଙ୍ଗା ଶାଗ: ସୁନାଠାରୁ ବି ମୂଲ୍ୟ ଅଧିକ

ଅକ୍ଟୋବର ୧୬ ଅର୍ଥାତ୍‌ ଆଜି ହେଉଛି ବିଶ୍ୱ ଖାଦ୍ୟ ଦିବସ। ଏହି ଦିନ ଭୋକରେ ପୀଡିତ ଲୋକଙ୍କ ପାଇଁ ସଚେତନତା କାର୍ଯ୍ୟ କରାଯାଇଥାଏ। ୧୯୪୫ ମସିହା ଆଜିର ଦିନରେ ମିଳିତ ଜାତିସଂଘର ଖାଦ୍ୟ ଏବଂ କୃଷି ସଂଗଠନ (ଏଫ୍‌ଏଓ) ପ୍ରତିଷ୍ଠା ହୋଇଥିଲା।…

ବରଗଡ଼ରେ କରୋନା ନେଲା ଆଉ ୧ ଜୀବନ, ୭୩ ନୂଆ ଆକ୍ରାନ୍ତ ଚିହ୍ନଟ

ବରଗଡ଼ ଅଫିସ,୧୬।୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନାରେ ଜିଲାର ଆଉ ଜଣେ ଆକ୍ରାନ୍ତଙ୍କ ଜୀବନ ଯାଇଛି। ଏ ନେଇ ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ…

ମା’ ବିରଜାଙ୍କ ରଥଯାତ୍ରା: ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା

ଯାଜପୁର ଟାଉନ, ୧୬।୧୦ (ଡି.ଏନ୍‌.ଏ.): ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ ଏବଂ ଯାଜପୁର ଜିଲାପାଳଙ୍କ ନିଷ୍ପତ୍ତି ଆଧାରରେ ମା’ ବିରଜାଙ୍କ ଶାରଦୀୟ ଦୁର୍ଗାପୂଜା ଓ ରଥଯାତ୍ରା ରଥଯାତ୍ରା ଅନୁଷ୍ଠିତ ହେବ। ରଥଟଣା ଓ ପୂଜା ସହ ଜଡିତ ସମସ୍ତ ସେବାୟତ ଓ କର୍ମଚାରୀଙ୍କ…

ଦାନଗଦି ତହସିଲ: ବାଲିଘାଟର ବେଆଇନ ନିଲାମ

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ୍‌.ଏ.),୧୬।୧୦: ଯାଜପୁର ଜିଲାର ଯାଜପୁର ଓ ଦାନଗଦି ତହସିଲ ଅଧୀନ ଲଘୁ ଖଣିଜ ଦ୍ରବ୍ୟ ବାଲି ସୈରାତ ଦୀର୍ଘମିଆଦୀ ଲିଜ ବିଜ୍ଞପ୍ତି ସମ୍ପୂର୍ଣ୍ଣ ଭାବେ ବେଆଇନ ପଦ୍ଧତିରେ ହୋଇଥିବା ଅଭିଯୋଗ ହୋଇଛି। ଏହି ମର୍ମରେ ହାଇକୋର୍ଟରେ ନଂ.୨୧୦୭୮/୨୦୨୦ରେ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri