Home

ଓଡ଼ିଶାକୁ ମିଳିଲା ଶ୍ରେଷ୍ଠ ସାମୁଦ୍ରିକ ରାଜ୍ୟ ପୁରସ୍କାର

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ମାଛ ଉତ୍ପାଦନ ଓ ରପ୍ତାନି କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ଦୁଇଟି ଜାତୀୟ ପୁରସ୍କାର। ଭାରତ ସରକାରଙ୍କ ମତ୍ସ୍ୟ, ପଶୁସମ୍ପଦ ଓ ଗୋପାଳନ ବିଭାଗ ପକ୍ଷରୁ ଶନିବାର ନୂଆଦିଲ୍ଲୀଠାରେ ବିଶ୍ୱ ମତ୍ସ୍ୟ ଦିବସ ପାଳନ ଅବସରରେ ଓଡ଼ିଶାକୁ ଶ୍ରେଷ୍ଠ ସାମୁଦ୍ରିକ ରାଜ୍ୟ…

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ଇଚ୍ଛା ଡ୍ୟାମ୍‌ ନିର୍ମାଣ ସାରିବାକୁ ଅନୁରୋଧ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ସୁବର୍ଣ୍ଣରେଖା ନଦୀ ଉପରେ ଥିବା ବହୁମୁଖୀ ପ୍ରକଳ୍ପ ଚାନ୍ଦିଲ ଡ୍ୟାମ୍‌ର ବନ୍ୟା ନିୟନ୍ତ୍ରଣ ଆଧୁନିକୀକରଣ ଏବଂ ଇଚ୍ଛା ଡ୍ୟାମ୍‌ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାଡ଼ଖଣ୍ଡ ପ୍ରତିପକ୍ଷ ହେମନ୍ତ ସୋରେନ୍‌ଙ୍କ ସହଯୋଗ ଲୋଡ଼ିଛନ୍ତି। ଶନିବାର ଏ…

ପାକିସ୍ତାନର ଜେହାଦ୍‌ ବିଶ୍ୱବିଦ୍ୟାଳୟ: ନିଜ ଦେଶ ପାଇଁ ସୃଷ୍ଟି କରୁଛି ସମସ୍ୟା

ନୂଆଦିଲ୍ଲୀ/ଇସଲାମାବାଦ୍‌,୨୨।୧୧: କୁହାଯାଏ ବୁଡ଼ିଗଲା ଗୋଡ଼ ତଳକୁ ତଳକୁ। ଏଭଳି ଅବସ୍ଥା ଏବେ ପାକିସ୍ତାନରେ ଦେଖାଦେଇଛି। ପାକିସ୍ତାନରେ ଗଢ଼ିଉଠିଥିବା ଜେହାଦ୍‌ ବିଶ୍ୱବିଦ୍ୟାଳୟ ଏବେ ଦେଶ ପାଇଁ ସମସ୍ୟା ସୃଷ୍ଟି କରିବାରେ ଲାଗିଛି। ଏହି ଶିକ୍ଷାନୁଷ୍ଠାନରୁ ସୃଷ୍ଟି ହେଉଥିବା ଆତଙ୍କବାଦୀମାନେ ପାକିସ୍ତାନ ଲାଗି ଆତଙ୍କ…

ବଜ୍ରପାତରେ ୫ବର୍ଷରେ ଯାଇଛି ୧୮୩୬ ଜୀବନ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଗତ ୫ବର୍ଷ ମଧ୍ୟରେ ରାଜ୍ୟରେ ୧୮୩୬ଜଣ ଲୋକ ବଜ୍ରପାତରେ ପ୍ରାଣ ହରାଇଛନ୍ତି। ୩୨ଜଣ ବଜ୍ରପାତରେ ଆହତ ହୋଇଛନ୍ତି। କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଏକ ପ୍ରଶ୍ନର ଉତ୍ତରରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି ଏଭଳି ତଥ୍ୟ…

୮୩୧ ପଡ଼ାଗ୍ରାମକୁ ନାହିଁ ବିଦ୍ୟୁତ ସଂଯୋଗ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜ୍ୟର ୮୩୧ ପଡ଼ାଗ୍ରାମ ଏପର୍ଯ୍ୟନ୍ତ ବିଦ୍ୟୁତ୍‌ ଆଲୁଅରୁ ବଞ୍ଚତ୍ତ । ସାଉଥ୍‌କୋ ଅଧୀନସ୍ଥ ଗଜପତି ଜିଲାର ୪୪୭ଟି ଗ୍ରାମ ଏବେ ବି ଅନ୍ଧାରରେ ଥିବାବେଳେ କୋରାପୁଟ ଜିଲାର ୩୫୩ ଏବଂ କନ୍ଧମାଳ ଜିଲାର ୩୧ ଗ୍ରାମ ଅନ୍ଧାରରେ ରହିଛି। କଂଗ୍ରେସ…

ସିସିଟିଭିରେ କାଦୁଅ ଲଗାଇ ଏଟିଏମ୍‌ ଲୁଟ୍‌ ଉଦ୍ୟମ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜଧାନୀରେ ଥିବା ବ୍ୟାଙ୍କ୍‌ ଓ ଏଟିଏମ୍‌ ଦିନକୁ ଦିନ ଅସୁରକ୍ଷିତ ହୋଇପଡୁଛି। ଲୁଟେରାମାନେ ଆଉ ଏକ ଏଟିଏମ୍‌କୁ ଟାର୍ଗେଟ କରିଥିଲେ ମଧ୍ୟ ବିଫଳ ହୋଇଛନ୍ତି। ଶନିବାର ଭୋର୍‌ ସମୟରେ ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଇଣ୍ଡିଆନ ବ୍ୟାଙ୍କ ଝାରପଡା ବ୍ରାଞ୍ଚର ଏଟିଏମ୍‌…

ବକେୟା ଟଙ୍କା ପାଇଁ ବନ୍ଧା ପଡ଼ିଲା ମୃତଦେହ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଅପରେଶନ ସରିଥିଲା। ରୋଗୀ ଜଣକ ଭେଣ୍ଟିଲେଟରରେ ଥିଲେ। ହେଲେ ରିପୋର୍ଟ କରୋନା ପଜିଟିଭ୍‌ ଆସିବାରୁ ଭେଣ୍ଟିଲେଟର କାଢ଼ି ଆଇସୋଲେଶନ ଓ୍ବାର୍ଡକୁ ନେଇଗଲେ। ଫଳରେ ଭେଣ୍ଟିଲେଟର ସର୍ପୋଟ ନ ପାଇ ଶେଷରେ ସମ୍ପୃକ୍ତ ରୋଗୀଙ୍କ ଜୀବନ ଚାଲିଗଲା। ଚନ୍ଦ୍ରଶେଖରପୁର ଥାନା ନୀଳାଦ୍ରିବିହାରସ୍ଥିତ…

୨୬ରେ ଶ୍ରମିକ ସଂଗଠନର ଧର୍ମଘଟ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): କେନ୍ଦ୍ରର ଭାଜପା ସରକାର ଶ୍ରମିକମାନଙ୍କ ସ୍ବାର୍ଥକୁ ଅଣଦେଖା କରି ପାର୍ଲାମେଣ୍ଟରେ ଆଣିଥିବା ଶ୍ରମିକ କୋର୍ଡକୁ ବାତିଲ, କୃଷକ ବିରୋଧୀ ଆଇନ ଏବଂ ରାଷ୍ଟ୍ରୀୟ ସମ୍ପତ୍ତିକୁ ଘରୋଇକରଣ କରିବା ବିରୋଧରେ ଆସନ୍ତା ୨୬ ତାରିଖରେ ୬ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ ଧର୍ମଘଟ…

ଜଙ୍ଗଲ ବିବାଦରେ ୭ ରେଳ ପ୍ରକଳ୍ପ

ଯାଜପୁର ଅଫିସ, ୨୨।୧୧: ଜଙ୍ଗଲ ଜମିକୁ ଅଣଜଙ୍ଗଲ ଜମିରେ ପରିବର୍ତ୍ତନ, ଗଛ ସଂଖ୍ୟା ନିରୂପଣ, ଗଛକଟା ବାବଦ କ୍ଷତିପୂରଣ, ଫରେଷ୍ଟ ରାଇଟ୍‌ ଆକ୍ଟ (ଏଫ୍‌ଆର୍‌ଏ) ସାର୍ଟିଫିକେଟ, ବନ୍ୟଜନ୍ତୁ ଇତ୍ୟାଦି ଷ୍ଟେଜ-୧ ଜଙ୍ଗଲ ବିବାଦ ଯୋଗୁ ଓଡ଼ିଶାର ୭ଟି ରେଳ ପ୍ରକଳ୍ପର ଅଗ୍ରଗତି…

ଲକ୍‌ଡାଉନ୍‌ ମୁହାଁ ଭାରତ: ପୁଣି ଫେରିଲା କରୋନା

ନୂଆଦିଲ୍ଲୀ,୨୨।୧୧: ଭାରତରେ କରୋନା ମହମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦେଶରେ ପୁଣି ଥରେ କରୋନା ଆତଙ୍କ ଫେରିଛି। ସୁରକ୍ଷା ଦୃଷ୍ଟିରୁ କେତେକ ରାଜ୍ୟର ବଡ଼ ବଡ଼ ସହରରେ ରାତ୍ରକାଳୀନ କର୍ଫ୍ୟୁ ଜାରି କରାଯାଇଛି। ଏହାଦ୍ୱାରା ଭାରତ ପୁଣି ଲକ୍‌ଡାଉନ୍‌ ମୁହାଁ…

ଆଜି ଆଉ ୧୫ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୬୪୦କୁ ବୃଦ୍ଧି

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୫ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୬୪୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୪…

ମହାତ୍ମାଙ୍କ ଘଣ୍ଟା ୧୧ ଲକ୍ଷ ୮୨ ହଜାରରେ ନିଲାମ

ବ୍ରିଷ୍ଟଲ,୨୨।୧୧: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଘଣ୍ଟା ୧୧ ଲକ୍ଷ ୮୨ ହଜାର ଟଙ୍କା(୧୨ ହଜାର ପାଉଣ୍ଡ)ରେ ନିଲାମ ହୋଇଛି। ଏହି ଘଣ୍ଟାକୁ ମହାତ୍ମା ପକେଟରେ ରଖୁଥିଲେ। ଏହା ଭାଙ୍ଗିଯାଇଥିବା ନିଲାମ ହାଉସ୍‌ ଇଷ୍ଟ ବ୍ରେଷ୍ଟଲ ପକ୍ଷରୁ କୁହାଯାଇଛି। ଏହାକୁ ଆମେରିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?