ଚିତ୍ର ଏକ, ଲକ୍ଷ୍ୟ ଅନେକ
ଭୁବନେଶ୍ୱର, ୧୬ା୧୦(ବ୍ୟୁରୋ): ଓଡ଼ିଶାର କଳା, ସଂସ୍କୃତି, ପରମ୍ପରା ଓ ବନ୍ୟଜନ୍ତୁଙ୍କୁ ଜାତୀୟସ୍ତରରେ ପହଞ୍ଚାଇବାକୁ ଅଣ୍ଟା ଭିଡ଼ିଛନ୍ତି ଆଉଜଣେ ଓଡ଼ିଆ। ନିଜ ଦକ୍ଷତା ଓ ଅଭିନବ ଚିନ୍ତାଧାରା ମାଧ୍ୟମରେ ଓଡ଼ିଶାକୁ ଜାତୀୟ ମାନଚିତ୍ରରେ ଏକ ନୂଆ ପରିଚୟ ଦେଇଛନ୍ତି ଯୁବ ଭିଜୁଆଲ୍ ଆର୍ଟିଷ୍ଟ…
ଶ୍ରୀମନ୍ଦିର ଖୋଲିବା ପ୍ରସଙ୍ଗ : ‘ମହାପ୍ରଭୁଙ୍କ ନୀତିକାନ୍ତି ପ୍ରଭାବିତ ସ୍ଥିତି ନ ଉପୁଜୁ’
ପୁରୀ ଅଫିସ,୧୬ା୧୦: କରୋନା ବିପଦ ଟଳିନାହିଁ। ଆଗକୁ ଶୀତଋତୁରେ ସଂକ୍ରମଣ ବୃଦ୍ଧି ପାଇବା ଆଶଙ୍କା ଥିବାରୁ ଏଥିପ୍ରତି ହେୟଜ୍ଞାନ କଲେ ସ୍ଥିତି ପୁଣି ସଙ୍ଗିନ ହୋଇପାରେ। କାର୍ତ୍ତିକ ମାସରେ ଶ୍ରୀମନ୍ଦିର ଖୋଲିଲେ ଶ୍ରଦ୍ଧାଳୁଙ୍କୁ ନିୟନ୍ତ୍ରଣ କରିବା ଅସମ୍ଭବ ହୋଇପଡ଼ିବ। ଯଦି ସେବାୟତ…
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ମୋଦି
ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ଶୁକ୍ରବାର ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୭୫ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ଅନେକ ପ୍ରଶଂସକ ତାଙ୍କୁ ଶୁଭେଚ୍ଛୀ ଜଣାଇଛନ୍ତି। ପ୍ରଧନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଟୁଇଟରରେ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ତାଙ୍କ ଦୀର୍ଘ…
୭୫ରେ ନବୀନ: ଦୂରଦର୍ଶୀ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପ୍ରତିଦ୍ୱନ୍ଦ୍ୱୀ ଓ ଅଦ୍ୱିତୀୟ। ସ୍ବଚ୍ଛ ଭାବମୂର୍ତ୍ତି ତାଙ୍କୁ ଓଡ଼ିଶା ରାଜନୀତିରେ ଜଣେ ଜନପ୍ରିୟ ନେତା ଭାବେ ପରିଚିତ କରାଇଛି। ଦୁଇ ଦଶନ୍ଧି ଧରି କ୍ଷମତାରେ ରହିବା ପରେ ମଧ୍ୟ ତାଙ୍କ ବ୍ୟକ୍ତିତ୍ୱ ଅକ୍ଷୁଣ୍ଣ ରହିଛି। ସ୍ବଚ୍ଛ ଶାସନ…
ସରଳ ସ୍ବଭାବ, ଅସାଧାରଣ ବ୍ୟକ୍ତିତ୍ୱ
ନବୀନ ପଟ୍ଟନାୟକ ୧୯୪୬ ଅକ୍ଟୋବର ୧୬ରେ କଟକରେ ଜନ୍ମଗ୍ରହଣ କରିଥିଲେ। ପିଲାଟି ବେଳୁ ସେ ବାହାରେ ରହି ପଢ଼ିଥିଲେ। ପ୍ରଥମେ ଡେହରାଡୁନର ୱେଲହମ୍ ବାଳକ ବିଦ୍ୟାଳୟ ଏବଂ ପରେ ସମ୍ମାନଜନକ ଦି ଡୁନ ସ୍କୁଲରେ ଶିକ୍ଷା ଲାଭ କରିଥିଲେ। ପରେ ସେ…
ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍ଙ୍କ ବ୍ୟାଟ୍ ଚୋରାଇବାକୁ ଚାହୁଁଛନ୍ତି ଏବି ଡି ଭିଲିୟର୍ସ
ଭାରତୀୟ କ୍ରିକେଟ୍ ଦଳର ଅଧିନାୟକ ବିରାଟ କୋହଲି ଏବଂ ଦକ୍ଷିଣ ଆଫ୍ରିକାର ପୂର୍ବତନ ବ୍ୟାଟ୍ସମ୍ୟାନ୍ ଏବି ଡିଭିଲିୟର୍ସ କ୍ରିକେଟ୍ ଦୁଇ ବଡ ନାମ। ଆଇପିଏଲ ୨୦୨୦ରେ ଏହି ଦୁଇ ଖେଳାଳି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପକ୍ଷରୁ ଏକାଠି ଖେଳୁଥିବା ଦେଖିବାକୁ ମିଳେ।…
‘୨୦୨୨ ପୂର୍ବରୁ ଭାକ୍ସିନ ପାଇବେନି ସୁସ୍ଥ’
ନୂଆଦିଲ୍ଲୀ,୧୬।୧୦(ଆଇଏଏନ୍ଏସ୍):ସ୍ବଳ୍ପ ବୟସ୍କ ଓ ସୁସ୍ଥ ବ୍ୟକ୍ତିଙ୍କୁ କରୋନା ଭାକ୍ସିନ ପାଇବାକୁ ହେଲେ ୨୦୨୨ ମସିହା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍ଓ) ମୁଖ୍ୟ ବୈଜ୍ଞାନିକ ସୌମ୍ୟା ସ୍ବାମୀନାଥନ୍ ଗୁରୁବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ସ୍ବାସ୍ଥ୍ୟକର୍ମୀ…
୧୧ ନିୟୁତ ବେଆଇନ ଶରଣାର୍ଥୀଙ୍କୁ ନାଗରିକତ୍ୱ ମିଳିବ
ଓ୍ବାଶିଂଟନ, ୧୫ା୧୦:ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଡେମୋକ୍ରାଟିକ୍ ପାର୍ଟି ରାଷ୍ଟ୍ରପତି ପ୍ରାର୍ଥୀ ଜୋ ବିଡେନ୍ ଜନମତକୁ ପ୍ରଭାବିତ କରିବା ଲାଗି ଏକ ବଡ଼ ଘୋଷଣା କରିଛନ୍ତି। ନଭେମ୍ବର ୩ ନିର୍ବାଚନରେ ବିଜୟୀ ହେଲେ ବାହାରୁ ଆସି ବେଆଇନ ଭାବେ ଆମେରିକାରେ ରହୁଥିବା…
କଶ୍ମୀରରେ ‘୩୭୦’ ପାଇଁ ମେଣ୍ଟ
ଶ୍ରୀନଗର/ନୂଆଦିଲ୍ଲୀ,୧୬।୧୦:ପିପୁଲ୍ସ ଡେମୋକ୍ରଟିକ୍ ପାର୍ଟି (ପିଡିପି) ଅଧ୍ୟକ୍ଷା ମେହବୁବା ମୁଫ୍ତିଙ୍କ ମୁକ୍ତି ପରେ ଜମ୍ମୁ-କଶ୍ମୀରରେ ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଛି। ଜମ୍ମୁ ଓ କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ପୁନଃ ଅବସ୍ଥାପିତ କରିବା ପାଇଁ ପୁଣିଥରେ ଲଢ଼େଇ…
୧୯ରେ ପୁଣି ଲଘୁଚାପ
ଭୁବନେଶ୍ୱର,୧୬।୧୦(ବ୍ୟୁରୋ):ଆସନ୍ତା ୧୯ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୧ରୁ ଉପକୂଳ ଓଡ଼ିଶାରେ ବର୍ଷା ହେବ। ବିଶେଷ କରି ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟ, ଖୋର୍ଦ୍ଧା,…
୯୦ ବର୍ଷ ପରେ ବଡ଼ ମାନ୍ଦାବସ୍ଥା
ଓ୍ବାଶିଂଟନ,୧୬।୧୦:ଗତ ବର୍ଷ ଶେଷ ଆଡ଼କୁ ଆସିଥିବା କରୋନା ଭୂତାଣୁ ମହାମାରୀ ରୂପ ନେଇ ସାରା ବିଶ୍ୱ ପାଇଁ ବିପର୍ଯ୍ୟୟ ସୃଷ୍ଟି କରିଛି। ଏହି ଭାଇରସ୍ କେବଳ ଲୋକଙ୍କ ଜୀବନ ନେଇନାହିଁ, ଜୀବିକା ମଧ୍ୟ ଉଜାଡ଼ିଛି। କରୋନା ଲକ୍ଡାଉନ ୨୦୦ରୁ ଊର୍ଦ୍ଧ୍ୱ ଦେଶର…
ଗୋଟିଏ ଫୋନ୍ କଲ୍ ଯୋଗୁ ଭାଙ୍ଗି ଯାଇଥିଲା ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କ ବିବାହ
ବଲିଉଡରେ ଡ୍ରିମଗାର୍ଲ ଭାବେ ସମସ୍ତଙ୍କ ନିକଟରେ ପରିଚିତ ଅଭିନେତ୍ରୀ ହେମାମାଳିନୀ ଆଜି ୭୨ତମ ଜନ୍ମଦିନ ପାଳୁଛନ୍ତି। ୧୯୪୮ ମସିହା ଅକ୍ଟୋବର ୧୬ ତାରିଖ ଆଜିର ଦିନରେ ତାମିଲନାଡୁର ଅମାନକୁଡିରେ ଜନ୍ମ ଗ୍ରହଣ କରିଥିଲେ ହେମାମାଳିନୀ। ସେ ତାଙ୍କ ଅଭିନୟ କ୍ୟାରିୟର ମଧ୍ୟରେ…
Archives


