Home

କରୋନାରେ ୧୭ ଜୀବନ ଗଲା

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୦୮୯କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ୧୭…

ମୋଦିଙ୍କ ସମ୍ପତ୍ତି ବଢ଼ିଛି, ଶାହାଙ୍କର କମିଛି

ନୂଆଦିଲ୍ଲୀ, ୧୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ନିଜ ନିଜର ସମ୍ପତ୍ତିର ସୂଚନାକୁ ସାର୍ବଜନୀକ କରିଛନ୍ତି। ଏହି ସୂଚନା www.pmindia.gov.inରେ ଉପଲବ୍ଧ ହେଉଛି। ଏଥିରେ ସମସ୍ତ ମନ୍ତ୍ରୀ ସେମାନଙ୍କୁ ସମ୍ପତ୍ତିି ସୂଚନା ୨୦୨୦ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ପ୍ରଦାନ…

‘ସମସ୍ତଙ୍କ ପାଇଁ ହାତର ସ୍ବଚ୍ଛତା’

୨୦୦୮ ମସିହାଠାରୁ ପ୍ରତିବର୍ଷ ଅକ୍ଟୋବର ୧୫ରେ ପାଳିତ ହେଉଛି ବିଶ୍ୱ ହାତଧୁଆ ଦିବସ। ହାତଧୁଆକୁ ବିଶେଷ ଗୁରୁତ୍ୱ ଦିଆଯିବା ସହ ବିଶ୍ୱବ୍ୟାପୀ ଏହାର ସଚେତନତାକୁ ବ୍ୟାପକ କରାଯାଉଛି। କୋଭିଡ-୧୯ ମହାମାରୀ ଏହି ହାତ ଧୁଆର ଗୁରୁତ୍ୱକୁ ଆହୁରି ବଢାଇଛି। ତେବେ ଚଳିତ…

ଆଜି ରାଜ୍ୟରେ ପୁଣି ୨୪୭୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୨୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୪୬୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୦୦୮ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ…

କୁପଓ୍ବାରାରେ ବାଟ୍‌ ଆକ୍ରମଣ ଉଦ୍ୟମ ପଣ୍ଡ: ଜୀବନ ବିକଳରେ ଦୌଡ଼ିଲେ ପାକିସ୍ତାନୀ କମାଣ୍ଡର-ଆତଙ୍କବାଦୀ

ଶ୍ରୀନଗର, ୧୫।୧୦: ଜମ୍ମୁ-କଶ୍ମୀରରେ ଭାରତୀୟ ସେନା ପକ୍ଷରୁ ପାକିସ୍ତାନ ସୈନ୍ୟ ବାହିନୀର ବର୍ଡର ଆକ୍ସନ୍‌ ଟିମ୍‌(ବାଟ୍‌)ର ଏକ ଆକ୍ରମଣ ଉଦ୍ୟମକୁ ପଣ୍ଡ କରି ଦିଆଯାଇଛି। କୁପଓ୍ବାରା ଜିଲାର ତଙ୍ଗଧାର ସେକ୍ଟରରେ ପାକିସ୍ତାନୀ କମାଣ୍ଡରଙ୍କ ସହିତ ଆତଙ୍କବାଦୀମାନେ ଭାରତୀୟ ଫରଓ୍ବାର୍ଡ ପୋଷ୍ଟ୍‌ ଆଡ଼କୁ…

ଧୋନୀଙ୍କ ପାଇଁ ଏମିତି କିଛି କରି ଦେଖାଇଲେ ବଡ ପ୍ରଶଂସକ

ଚେନ୍ନାଇ,୧୫।୧୦:ଆଇପିଏଲ୍‌ରେ ଚେନ୍ନାଇ ସୁପର କିଙ୍ଗସ(ସିଏସ୍‌କେ)କୁ ପାଓ୍ବାର ହାଉସ୍‌ କୁହାଯାଏ। ଏହି ଟୁର୍ନାମେଣ୍ଟରେ ଦଳ ତିନିଥର ଟାଇଟେଲ୍‌ ଜିତିଛି। ସିଏସ୍‌କେ ପ୍ରତ୍ୟେକଥର ପ୍ଲେ ଅଫରେ ପହଞ୍ଚି। କିନ୍ତୁ ଏଥର ଦଳ ସେତେଟା ଭଲ ପ୍ରଦର୍ଶନ କରିପାରି ନାହିଁ। ୮ଟି ମ୍ୟାଚ ଖେଳି ମାତ୍ର…

୫ ଆର୍‌ପିଏଫ୍‌ ଅଧିକାରୀଙ୍କୁ ପ୍ରଶଂସା

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):କୋଭିଡ୍‌-୧୯ ଲକଡାଉନ୍‌ ବେଳେ ଉତ୍କର୍ଷ ପ୍ରଦର୍ଶନ ପାଇଁ ପୂର୍ବତଟ ରେଳପଥର ୫ ଆରପିଏଫ୍‌ ଅଧିକାରୀ ରେଳବାଇ ସୁରକ୍ଷାବଳ ମହାନିର୍ଦ୍ଦେଶକଙ୍କଠାରୁ ପ୍ରଶଂସା ପତ୍ର ଗ୍ରହଣ କରିଛନ୍ତି। ସେମାନେ ହେଲେ ପୁରୀ ଆରପିଏଫ୍‌ ପୋଷ୍ଟ ଇନ୍ସିପେକ୍ଟର ଅନୀଲ କୁମାର ସିଂ, କଟକ ଆରପିଏଫ୍‌ ପୋଷ୍ଟ…

ନାବାଳିକାଙ୍କୁ ଗଣବଳାତ୍କାର ଘଟଣା: ଜଣେ ଅଟକ

କଟକ ଅଫିସ/ତିର୍ତ୍ତୋଲ (ଡି.ଏନ.ଏ),୧୫ା୧୦: ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ଘଟଣାରେ ଚାଉଳିଆଗଞ୍ଜ ଥାନା ପୋଲିସ ବୁଧବାର ଜଣେ ଅଭିଯୁକ୍ତଙ୍କୁ ଅଟକ ରଖିଛି। ସେ ମୁଖ୍ୟ ଅଭିଯୁକ୍ତଙ୍କ ସହଯୋଗୀ ତଥା ସମ୍ପୃକ୍ତ ଚିକେନ୍‌ ସେଣ୍ଟରର ମାଲିକ ବୋଲି ଜଣାପଡ଼ିଛି। ତେବେ ମୁଖ୍ୟ ଅଭିଯୁକ୍ତ…

ପୃଥ୍ବୀ, ଅଗ୍ନି, ବ୍ରହ୍ମୋସ୍‌ ହେଉଛନ୍ତି କଲାମ୍‌ଙ୍କର ୩ ପୁଅ…

ନୂଆଦିଲ୍ଲୀ,୧୫।୧୦: ଭାରତର ୧୧ ତମ ରାଷ୍ଟ୍ରପତି ଏ.ପି.ଜେ. ଅବଦୁଲ୍‌ କଲାମ୍‌ଙ୍କର ଜନ୍ମ ବାର୍ଷିକୀ ଗୁରୁବାର ପାଳିତ ହେଉଛି। ସେ ଚିରକୁମାର ଥିଲେ। କଲାମ ଅବିବାହିତ ହୋଇ ମଧ୍ୟ ତାଙ୍କର ୩ ଜଣ ପୁଅ ଥିଲେ। ଏକ ସାକ୍ଷାତ୍‌କାରରେ କଲାମ୍‌ ଜଣେ ଗଣମାଧ୍ୟମ…

ପ୍ରକଳ୍ପ ପ୍ରଭାବିତ ୪ ମୌଜାବାସୀ ରଖିଲେ ମତ

ପୁରୀ ଅଫିସ,୧୫ା୧୦:ପୁରୀକୁ ବିଶ୍ୱ ଐତିହ୍ୟ ସହର ଭାବେ ଗଢ଼ିତୋଳିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଏଥିଲାଗି ବିଭିନ୍ନ ପ୍ରକଳ୍ପ ପ୍ରସ୍ତୁତ ହୋଇଛି। ଏଥିମଧ୍ୟରେ ଶ୍ରୀସେତୁ ଏକ ମେଗା ପ୍ରକଳ୍ପ। ରାଜ୍ୟର ଏହି ପ୍ରଥମ ଟ୍ରମ୍ପେଟ ସେତୁ ପୁରୀରେ ତିଆରି ହେବ। ଏହାର…

ପୂଜା ପାଇଁ ଚାନ୍ଦା ବନ୍ଦ, ବଣ୍ଟାଯିବ ମାସ୍କ

ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ):କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜଧାନୀର ବିଭିନ୍ନ ପୂଜାମଣ୍ଡପଗୁଡ଼ିକରେ ଭକ୍ତଶୂନ୍ୟ ନିରାଡ଼ମ୍ବର ପୂଜା ପାଇଁ ପ୍ରସ୍ତୁତି ଚାଲିଛି। ଏପରିସ୍ଥିତିରେ ଚଳିତବର୍ଷ ଚନ୍ଦ୍ରଶେଖରପୁର ଡିଷ୍ଟ୍ରିକ୍ଟ ସେଣ୍ଟର ଓନର୍ସ ଆସୋସିଏଶନ କୋଭିଡ୍‌ କଟକଣା ଭିତରେ ନିଆରା ଢଙ୍ଗରେ ପୂଜା ସମ୍ପନ୍ନ କରିବାକୁ ନିଷ୍ପତ୍ତି…

ଶ୍ମଶାନ କର୍ମଚାରୀଙ୍କୁ ‘କରୋନା ଯୋଦ୍ଧା’ ସମ୍ମାନ

ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ):କରୋନା ମୃତକଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟରେ ନିୟୋଜିତ ଥିବା ୨୦ଜଣ ଶ୍ମଶାନ କର୍ମଚାରୀଙ୍କୁ ବୁଧବାର ଜୟ ଓଡ଼ିଶା ପକ୍ଷରୁ ‘କରୋନା ଯୋଦ୍ଧା’ ଭାବେ ସମ୍ମାନିତ କରାଯାଇଛି। ଭୁବନେଶ୍ୱର ସତ୍ୟନଗର ଶ୍ମଶାନରେ ଏମାନେ ୬ମାସ ଧରି କରୋନା ସଂକ୍ରମିତ ମୃତକଙ୍କ ସମେତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri