Home

ପୃଥ୍ବୀ, ଅଗ୍ନି, ବ୍ରହ୍ମୋସ୍‌ ହେଉଛନ୍ତି କଲାମ୍‌ଙ୍କର ୩ ପୁଅ…

ନୂଆଦିଲ୍ଲୀ,୧୫।୧୦: ଭାରତର ୧୧ ତମ ରାଷ୍ଟ୍ରପତି ଏ.ପି.ଜେ. ଅବଦୁଲ୍‌ କଲାମ୍‌ଙ୍କର ଜନ୍ମ ବାର୍ଷିକୀ ଗୁରୁବାର ପାଳିତ ହେଉଛି। ସେ ଚିରକୁମାର ଥିଲେ। କଲାମ ଅବିବାହିତ ହୋଇ ମଧ୍ୟ ତାଙ୍କର ୩ ଜଣ ପୁଅ ଥିଲେ। ଏକ ସାକ୍ଷାତ୍‌କାରରେ କଲାମ୍‌ ଜଣେ ଗଣମାଧ୍ୟମ…

ପ୍ରକଳ୍ପ ପ୍ରଭାବିତ ୪ ମୌଜାବାସୀ ରଖିଲେ ମତ

ପୁରୀ ଅଫିସ,୧୫ା୧୦:ପୁରୀକୁ ବିଶ୍ୱ ଐତିହ୍ୟ ସହର ଭାବେ ଗଢ଼ିତୋଳିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଏଥିଲାଗି ବିଭିନ୍ନ ପ୍ରକଳ୍ପ ପ୍ରସ୍ତୁତ ହୋଇଛି। ଏଥିମଧ୍ୟରେ ଶ୍ରୀସେତୁ ଏକ ମେଗା ପ୍ରକଳ୍ପ। ରାଜ୍ୟର ଏହି ପ୍ରଥମ ଟ୍ରମ୍ପେଟ ସେତୁ ପୁରୀରେ ତିଆରି ହେବ। ଏହାର…

ପୂଜା ପାଇଁ ଚାନ୍ଦା ବନ୍ଦ, ବଣ୍ଟାଯିବ ମାସ୍କ

ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ):କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜଧାନୀର ବିଭିନ୍ନ ପୂଜାମଣ୍ଡପଗୁଡ଼ିକରେ ଭକ୍ତଶୂନ୍ୟ ନିରାଡ଼ମ୍ବର ପୂଜା ପାଇଁ ପ୍ରସ୍ତୁତି ଚାଲିଛି। ଏପରିସ୍ଥିତିରେ ଚଳିତବର୍ଷ ଚନ୍ଦ୍ରଶେଖରପୁର ଡିଷ୍ଟ୍ରିକ୍ଟ ସେଣ୍ଟର ଓନର୍ସ ଆସୋସିଏଶନ କୋଭିଡ୍‌ କଟକଣା ଭିତରେ ନିଆରା ଢଙ୍ଗରେ ପୂଜା ସମ୍ପନ୍ନ କରିବାକୁ ନିଷ୍ପତ୍ତି…

ଶ୍ମଶାନ କର୍ମଚାରୀଙ୍କୁ ‘କରୋନା ଯୋଦ୍ଧା’ ସମ୍ମାନ

ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ):କରୋନା ମୃତକଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟରେ ନିୟୋଜିତ ଥିବା ୨୦ଜଣ ଶ୍ମଶାନ କର୍ମଚାରୀଙ୍କୁ ବୁଧବାର ଜୟ ଓଡ଼ିଶା ପକ୍ଷରୁ ‘କରୋନା ଯୋଦ୍ଧା’ ଭାବେ ସମ୍ମାନିତ କରାଯାଇଛି। ଭୁବନେଶ୍ୱର ସତ୍ୟନଗର ଶ୍ମଶାନରେ ଏମାନେ ୬ମାସ ଧରି କରୋନା ସଂକ୍ରମିତ ମୃତକଙ୍କ ସମେତ…

ପୂର୍ବତନ ରାଷ୍ଟ୍ରପତି କଲାମଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା ଦେଶ

ନୂଆଦିଲ୍ଲୀ,୧୫।୧୦: ପୂର୍ବତନ ରାଷ୍ଟ୍ରପତି ଏ.ପି.ଜେ ଅବଦୁଲ୍‌ କଲାମଙ୍କ ଜନ୍ମ ବାର୍ଷିକୀ ଗୁରୁବାର ପାଳିତ ହେଉଛି। ଏହି ଅବସରରେ ବହୁ ପ୍ରତିଷ୍ଠିତ ବ୍ୟକ୍ତି କଳାମଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି କଲାମ୍‌ଙ୍କ ଉଦ୍ଦେଶ୍ୟରେ କହିଛନ୍ତି ଯେ, ଦେଶ ତାଙ୍କର…

ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ଏକ ଟ୍ରପ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଢେଙ୍କାନାଳ, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଏବଂ ରାୟଗଡା ଜିଲାର…

ୟୁଏନ୍‌ଏଚ୍‌ଆର୍‌ସିକୁ ଚାଇନା, ପାକିସ୍ତାନ ପୁନଃ ନିର୍ବାଚିତ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୫ା୧୦ (ପି.ଟି./ଆଇଏଏନ୍‌ଏସ୍‌): ଜାତିସଂଘ ମାନବାଧିକାର ପରିଷଦ (ୟୁଏନ୍‌ଏଚ୍‌ଆର୍‌ସି)କୁ ପାକିସ୍ତାନ ଓ ଚାଇନା ପୁନଃ ନିର୍ବାଚିତ ହୋଇଛନ୍ତି। ଚାଇନା ଖୁବ୍‌ କମ୍‌ ଭୋଟ ବ୍ୟବଧାନରେ ୟୁଏନ୍‌ଏଚ୍‌ଆର୍‌ସିରେ ଗୋଟିଏ ଆସନ ଜିତିଥିବାବେଳେ ଏସିଆ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରର ୫ ରାଷ୍ଟ୍ର ମଧ୍ୟରୁ ସର୍ବାଧିକ ଭୋଟ ହାସଲ…

ଅନିୟମିତ ବର୍ଷା: ବିପଦରେ ଚାଷ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଜଙ୍ଗଲ ନଷ୍ଟ ଓ ଗ୍ରୀନ୍‌ ହାଉସ ଗ୍ୟାସ ବୃଦ୍ଧି ଯୋଗୁ ଜଳବାୟୁରେ ବ୍ୟାପକ ଅସନ୍ତୁଳନ ଦେଖାଦେଲାଣି। ଗତ ଦୁଇ ଦଶନ୍ଧି ହେବ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବାହରେ…

ବିହାରରେ ଏକ୍‌ଜିଟ୍‌ ପୋଲ ଉପରେ କଟକଣା

ନୂଆଦିଲ୍ଲୀ, ୧୫ା୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବାବେଳେ ନିିର୍ବାଚନ କମିଶନଙ୍କ ପକ୍ଷରୁ ଏନେଇ ଏକ୍‌ଜିଟ୍‌ ପୋଲ୍‌ ଉପରେ କଟକଣା ଲଗାଯାଇଛି। ଅକ୍ଟୋବର ୨୮ ସକାଳ ୭ଟାରୁ ନଭେମ୍ବର ୭ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଏକ୍‌ଜିଟ୍‌ ପୋଲ୍‌ ପରିଚାଳନା ଓ…

ରାଜ୍ୟରେ ୩,୧୩୬ ଏମ୍‌ଏସ୍‌ଏମ୍‌ଇ ବନ୍ଦ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):କୋଭିଡ୍‌-୧୯ ବ୍ୟବସାୟିକ ବାଣିଜ୍ୟକୁ ବିଶେଷଭାବେ ପ୍ରଭାବିତ କରିଛି। ଏହି ମହାମାରୀ ଯୋଗୁ ଷ୍ଟାର୍ଟଅପ୍‌ଗୁଡ଼ିକ ସର୍ବାଧିକ କ୍ଷତି ସହିଛନ୍ତି। ଦୀର୍ଘ ୬ମାସ ଧରି ବ୍ୟବସାୟ ବନ୍ଦ ଯୋଗୁ ବହୁ ଷ୍ଟାର୍ଟଅପ୍‌ ଏବେ ବନ୍ଦ ହେବା ପରିସ୍ଥିତିକୁ ଚାଲି ଆସିଛନ୍ତି। ଟିଆଇଇ ଦିଲ୍ଲୀ-ଏନ୍‌ସିଆର୍‌ ଏବଂ…

ମନ୍ତ୍ରୀ ନ ଆସିବାରୁ କୃଷକଙ୍କ ବୈଠକ ବର୍ଜନ

ନୂଆଦିଲ୍ଲୀ, ୧୫ା୧୦: ନୂଆ କୃଷି ଆଇନକୁ ବିରୋଧ କରି ପଞ୍ଜାବରେ କୃଷକଙ୍କ ବିରୋଧ ଜାରି ରହିଛି। ଏହାର ସମାଧାନ ଲାଗି କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ବୁଧବାର ଏକ ବୈଠକର ଆୟୋଜନ କରିଥିଲେ। କୃଷି ଆଇନକୁ ନେଇ ରହିଥିବା ଦ୍ୱନ୍ଦ୍ୱ…

ଷ୍ଟାର୍ସ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧୫ା୧୦: ବିଶ୍ୱବ୍ୟାଙ୍କ ସହାୟତାରେ ଓଡ଼ିଶା ସମେତ ୬ ରାଜ୍ୟର ସ୍କୁଲ ଶିକ୍ଷାକୁ ଉନ୍ନତ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ବୁଧବାର ଏକ ନୂଆ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ଷ୍ଟ୍ରେଂଦେନିଂ ଟିଚିଂ-ଲର୍ନିଂ ଆଣ୍ଡ ରିଜଲ୍ଟସ୍‌ ଫର୍‌ ଷ୍ଟେଟ୍ସ (ଷ୍ଟାର୍ସ) ପ୍ରକଳ୍ପରେ ୫,୭୧୮ କୋଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri