ଯୁଦ୍ଧ ପାଇଁ ପ୍ରସ୍ତୁତ ରୁହ’
ବେଜିଂ,୧୫ା୧୦: ଭାରତ ସହିତ ଚାଇନାର ସୀମା ବିବାଦ ଚରମ ସୀମାରେ ପହଞ୍ଚତ୍ଥିବାବେଳେ ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍ଏ)କୁ ଯୁଦ୍ଧ ପାଇଁ ପ୍ରସ୍ତୁତ ରହିବାକୁ ରାଷ୍ଟ୍ରପତି ଶି ଜିନ୍ପିଙ୍ଗ୍ ନିର୍ଦ୍ଦେଶ ଦେଇଛନ୍ତି। ଚାଇନାର ନ୍ୟୁଜ୍ ଏଜେନ୍ସି ଶିନ୍ହୁଆରେ ଏ ସମ୍ପର୍କିତ ଏକ ରିପୋର୍ଟ…
ହାତୀକୁ ବାଟ ଛାଡ଼
ନୂଆଦିଲ୍ଲୀ,୧୫ା୧୦: ହାତୀ ଏକ ଜେଣ୍ଟଲମ୍ୟାନ। ମଣିଷ ହାତୀକୁ ବାଟ ଛାଡ଼ିଦେବା ଉଚିତ। ହାତୀ ଏକ ବିଶାଳକାୟ ଜୀବ ହେଲେ ମଧ୍ୟ ଭଙ୍ଗୁର। ଆମେ ଏକ ଭଙ୍ଗୁରପ୍ରବଣ ଜୈବ ବ୍ୟବସ୍ଥାକୁ ନେଇ ଚଳୁଛେ। ତାମିଲନାଡୁର ନିଲ୍ଗିରିସ୍ ଏଲିଫେଣ୍ଟ କରିଡର ପ୍ରସଙ୍ଗରେ ବୁଧବାର ମାଡ୍ରାସ୍…
ଭାରତକୁ ଟପିବ ବାଂଲାଦେଶ
ନୂଆଦିଲ୍ଲୀ,୧୫।୧୦: ଚଳିତ କ୍ୟାଲେଣ୍ଡର ବର୍ଷରେ ମୁଣ୍ଡ ପିଛା ମୋଟ ଘରୋଇ ଉତ୍ପାଦ(ଜିଡିପି) କ୍ଷେତ୍ରରେ ବାଂଲାଦେଶ ଭାରତକୁ ପଛରେ ପକାଇଦେବ। କୋଭିଡ୍-୧୯ ଯୋଗୁ ଭାରତୀୟ ଅର୍ଥ ବ୍ୟବସ୍ଥାକୁ ଝଟକା ଲାଗିଛି। ଫଳରେ ଏହା ଜିଡିପି ଉପରେ ପ୍ରଭାବ ପକାଇଥିବା ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି(ଆଇଏମ୍ଏଫ୍) ପକ୍ଷରୁ…
୧୬ ଗର୍ଲଫ୍ରେଣ୍ଡ୍ଙ୍କ ଇଚ୍ଛା ପୂରଣ ପାଇଁ ଯୁବକ କଲେ ଏମିତି କିଛି, ଜାଣିଲେ ହେବେ ଆଶ୍ଚର୍ଯ୍ୟ
ହରିୟାଣାରେ ଏକ ଅଜବ ଘଟଣା ଘଟିଛି। ପୋଲିସ ଏକ ଏମିତି ଚୋରକୁ ଧରିଛି ଯେ କି ନିଜ ୧୬ ଜଣ ଗର୍ଲଫ୍ରେଣ୍ଡଙ୍କ ପାଇଁ ମହଙ୍ଗା ଗାଡି ଚୋରି କରୁଥିଲେ। ରବିନ ନାମକ ଏହି ଚୋର ହିସାରର ବାସିନ୍ଦା ବୋଲି ଜଣାପଡିଛି। ଦେଶର…
୭୫ ବର୍ଷ ପରେ ବିସ୍ଫୋରଣ ହେଲା ଦ୍ୱିତୀୟ ବିଶ୍ୱଯୁଦ୍ଧରେ ବ୍ୟବହୃତ ସବୁଠାରୁ ବଡ଼ ବୋମା
ପୋଲାଣ୍ଡରେ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ବ୍ୟବହୃତ ହୋଇଥିବା ସବୁଠାରୁ ବଡ଼ ବୋମା ୭୫ ବର୍ଷ ପରେ ବିସ୍ଫୋରଣ ଘଟିଛି। ନୌସେନାମାନେ ଏହାକୁ ଡିଫ୍ୟୁଜ୍ କରିବାକୁ ଚେଷ୍ଟା କରୁଥିବା ବେଳେ ଏହି ବିସ୍ଫୋରଣ ଘଟିଥିଲା। କେନାଲରେ ଏହି ବିସ୍ଫୋରଣ ଘଟିଥିବାରୁ କାହାର କିଛି…
ବୃଦ୍ଧଙ୍କୁ ଫ୍ରିଜ୍ରେ ରଖି ପରିବାର ଲୋକେ ମୃତ୍ୟୁକୁ କରିଥିଲେ ଅପେକ୍ଷା: ଆଉ ତାପରେ…
ଚେନ୍ନାଇ, ୧୫।୧୦: ତାମିଲନାଡ଼ୁର ସାଲେମ ଜିଲାରୁ ୭୪ ବର୍ଷୀୟ ଜଣେ ବୃଦ୍ଧଙ୍କୁ ଜୀବିତ ଅବସ୍ଥାରେ ଫ୍ରିଜ୍ ମଧ୍ୟରୁ ଉଦ୍ଧାର କରାଯାଇଛି। ସେ ହେଲେ ବାଲ ସୁବ୍ରମଣ୍ୟମ କୁମାର। ସୂଚନାଯୋଗ୍ୟ, ନିକଟରେ ସୁବ୍ରମଣ୍ୟମ ହସ୍ପିଟାଲରୁ ଘରକୁ ଫେରିଥିଲେ। ଏହାପରେ ତାଙ୍କ ଭାଇ ଏକ…
ବିଶ୍ୱ ହାତଧୁଆ ଦିବସ: ଜାଣନ୍ତୁ ଏହାକୁ ପାଳନ କରିବାର ଉଦ୍ଦେଶ୍ୟ
ପ୍ରତିବର୍ଷ ଅକ୍ଟୋବର ୧୫ରେ ପାଳନ କରାଯାଉଛି ବିଶ୍ୱ ହାତଧୁଆ ଦିବସ। ଏହାକୁ ପାଳନ କରିବାର ଉଦ୍ଦେଶ୍ୟ ହେଉଛି, ଦୈନନ୍ଦିନ କାର୍ଯ୍ୟ କରିବା ପୂର୍ବରୁ ଏବଂ ପରେ ହାତ ଧୋଇବା ବିଷୟରେ ଲୋକଙ୍କୁ ଅବଗତ ବା ସଚେତନ କରାଇବା। ବାସ୍ତବରେ ପିଲାଦିନରୁ ଆମକୁ…
ରାଜ୍ୟରେ ଆରୋଗ୍ୟ ହେଲେ ଆଉ ୨୭୭୫ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୪।୧୦(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୨୭୭୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୦୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ନୂଆପଡାରୁ ୧୮୯, କଟକରୁ ୧୮୩, ବରଗଡରୁ ୧୪୮, କେନ୍ଦ୍ରାପଡାରୁ ୧୩୬, ଅନୁଗୋଳରୁ ୧୨୩, ଯାଜପୁରରୁ ୧୧୭, ଭଦ୍ରକରୁ ୧୧୪, ସମ୍ବଲପୁରରୁ…
ଭୁବନେଶ୍ୱରରୁ ଆଉ ୨୬୭ କରୋନା ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୩୪୨
ଭୁବନେଶ୍ୱର, ୧୪।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ବୁଧବାର ଆଉ ୨୬୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୧ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୯୬ ଲୋକାଲ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ…
ଭାଗ୍ୟ ବଦଳାଇବ ୨୧ ବର୍ଷ ତଳର ପୁରୁଣା ବହି: ହୋଇଯିବେ ଲକ୍ଷପତି
କୁହାଯାଏ, ଭଗବାନ ଯେତେବେଳେ ଦିଅନ୍ତି, ଛପର ଫାଡି ଦେଇନ୍ତି। ବେଳେ ବେଳେ ଖଜାନା ଆମ ଆଖି ସାମ୍ନାରେ ଥାଏ, ହେଲେ ଆମେ ତାହାକୁ ଜାଣିପାରି ନ ଥାଉ। ଏମିତି କିଛି ଜିନିଷ ହେଉ ଅବା ପୁରୁଣା ଟଙ୍କା, ଆମକୁ ତାର ମୂଲ୍ୟ…
ବର୍ଷା ଜଳରେ ଭାସିଗଲେ ଯୁବକ: ଭିଡିଓ ଭାଇରାଲ
ହାଇଦ୍ରାବାଦ,୧୪।୧୦-ହାଇଦ୍ରାବାଦରେ ତାଣ୍ଡବ ରହିଛି ଲଗାଣ ବର୍ଷା। ଫଳରେ ସହରରେ ସୃଷ୍ଟି ହୋଇଛି ବନ୍ୟା ପରିସ୍ଥିତି। ଏଥିଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏପରିସ୍ଥିତିରେ ହାଇଦ୍ରାବାଦରୁ ଆସିଛି ଏକ ହୃଦୟ ବିଦାରକ ଭିଡିଓ। ଜଣେ ବ୍ୟକ୍ତି କିପରି ବର୍ଷା ପାଣିରେ ରାସ୍ତାରେ ଭାସି ଯାଉଛନ୍ତି,…
ବିନା କାରଣରେ ଷଣ୍ଢକୁ ପିଟିଲେ ବୃଦ୍ଧ, ଷଣ୍ଢ ଦେଲା ପାଲଟା ଜବାବ; ଭିଡିଓ ଦେଖିଲେ ହସିହସି ଗଡ଼ିବେ
ପୂର୍ବରୁ କୁକୁର ଏବଂ ବିଲେଇଙ୍କ ଖୁବ୍ ସୁନ୍ଦର ସୁନ୍ଦର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି, ଯାହା ହସର ଖୋରାକ ଯୋଗାଇଛି। ମାତ୍ର ଏବେ ଏକ ରାଗି ଷଣ୍ଢର ଭିଡିଓ ଭାଇରାଲ ହୋଇଛି। ଯାହା ଦେଖିଲେ ଆପଣ ଆଶ୍ଚର୍ଯ୍ୟ ହେବା ସହ…
Archives


