ଦଳିତ, ଆଦିବାସୀଙ୍କୁ ମିଳୁନି ଘରଡିହ ପଟ୍ଟା
ନୟାଗଡ଼ ଅଫିସ,୨୦।୧୧: ସରକାର ଦଳିତ ଓ ଆଦିବାସୀଙ୍କ ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ହେଲେ ଏହା ସେମାନଙ୍କ ପାଇଁ ଅପହଞ୍ଚ ହୋଇରହିଛି। ରଣପୁର ତହସିଲର ବିଭିନ୍ନ ପଞ୍ଚାୟତରେ ୫୦୦ରୁ ଊର୍ଦ୍ଧ୍ୱ ଦଳିତ ଓ ଆଦିବାସୀ ପରିବାର ସରକାରୀ ଜମିରେ କାହିଁ କେଉଁ…
ଗରିବ ହୃଦ୍ରୋଗୀ ଶିଶୁଙ୍କୁ ମାଗଣା ଚିକିତ୍ସା ଜାରି ରହିବ
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ଗରିବ ହୃଦ୍ରୋଗୀ ଶିଶୁଙ୍କୁ ରାଜ୍ୟ ସରକାର ମାଗଣା ଚିକିତ୍ସା ଯୋଗାଇ ଦେଉଛନ୍ତି। ଏହି ସୁବିଧା ଜାରି ରଖିବା ପାଇଁ ଗୁରୁବାର ଓଡ଼ିଶା ସରକାର ପ୍ରଶାନ୍ତି ମେଡିକାଲ ସର୍ଭିସେସ୍ ଆଣ୍ଡ୍ ରିସର୍ଚ୍ଚ ସେଣ୍ଟର(ପିଏମ୍ଏସ୍ଆର୍ଏଫ୍) ସହ ଏମ୍ଓୟୁ ସ୍ବାକ୍ଷର କରିଛନ୍ତି। ଏହି ଏମ୍ଓୟୁ…
ଏନ୍ଜିଟିରେ ମାମଲା ସତ୍ତ୍ୱେ ବାଲି ଉତ୍ତୋଳନ
ଯାଜପୁର ଅଫିସ,୨୦।୧୧: ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ବୈତରଣୀ ନଦୀର ବେଆଇନ ସାଆଁଳା ବାଲିଘାଟ ଅଭିଯୋଗ ସଂକ୍ରାନ୍ତରେ ଏନଜିଟି(ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ)ରେ ନଂ.୩୫/୨୦୨୦ରେ ମାମଲା ବିଚାରାଧୀନ ରହିଛି। ଏନଜିଟିର ୬ା୧୧ା୨୦ ତାରିଖ ରାୟରେ ସାଆଁଳା ବାଲିଘାଟ ଲିଜଧାରୀଙ୍କୁ ଅଭ୍ୟାସଗତ ଆପରାଧିକ…
ଡିସେମ୍ବର ୨୦ରୁ ଖରିଫ ଧାନ ସଂଗ୍ରହ
ଯାଜପୁର ଅଫିସ,୨୦।୧୧: ଡିସେମ୍ବର ୨୦ରୁ ଚଳିତ ବର୍ଷର ଖରିଫ ଧାନ ସଂଗ୍ରହ ହେବ। ନିୟମ ଅନୁଯାୟୀ ଅନୁପାଳନ ସହ ଚାଷୀମାନଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରାଯିବ। ଗୁରବାର ଯାଜପୁର ଗୌତମ ବୁଦ୍ଧ ସଂସ୍କୃତି ଭବନଠାରେ ଅନୁଷ୍ଠିତ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ…
ବିଗୁଡୁଛି କରୋନା ସ୍ଥିତି: ଶବଦାହ ପାଇଁ ଘଣ୍ଟା ଘଣ୍ଟା ଧରି କରିବାକୁ ପଡୁଛି ଅପେକ୍ଷା
ନୂଆଦିଲ୍ଲୀ,୨୦।୧୧: ଦେଶରେ କରୋନା ଭାଇରସ ମାମଲା ହ୍ରାସ ହୋଇଥିଲେ ମଧ୍ୟ ରାଜଧାନୀ ଦିଲ୍ଲୀରେ ସ୍ଥିତି ବହୁତ ଖରାପ ହୋଇଯାଇଛି। କରୋନା ଏବେ ଦିଲ୍ଲୀରେ ଏକ ବିପଜ୍ଜନକ ରୂପ ନେଇଛି। ମୃତ୍ୟୁ ପରିସଂଖ୍ୟାନ ଦିନକୁ ଦିନ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ପରିସ୍ଥିତି…
ପୋଲିସ ହେପାଜତରେ ମୃତ୍ୟୁ ଘଟଣା: ‘ମୃତଦେହ ଲୁଚାଇ ଦାହ କରିଛି ପୋଲିସ’
ପୁରୀ ଅଫିସ,୨୦ା୧୧: କେ. ରମେଶ ଦାସଙ୍କ ମୃତ୍ୟୁ ଘଟଣାରେ ସମ୍ପର୍କୀୟମାନେ ଭିନ୍ନ କଥା କହିଛନ୍ତି। ରମେଶଙ୍କ ମା’, ବାପାଙ୍କୁ ପୋଲିସ ସହର ବାହାରର ଏକ ଥାନାକୁ ନେଇ ସେଠାରେ ଅଟକ ରଖିଛି। ୭ଦିନ ପୂର୍ବରୁ ପୋଲିସ ରମେଶଙ୍କୁ ଘରୁ ଉଠାଇ ନେଇ…
ପୁଣି ବଢୁଛି କରୋନା ଗ୍ରାଫ୍: ଦିନକରେ ୪୫ ହଜାରରୁ ଅଧିକ ଚିହ୍ନଟ, ୫୮୪ ମୃତ୍ୟୁ
ନୂଆଦିଲ୍ଲୀ,୨୦।୧୧: ଦେଶରେ କରୋନା ସଂକ୍ରମଣ ପୁଣି ବଢିଚାଲିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୪୫ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୫ ହଜାର ୮୮୨ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୫୮୪…
‘ବିଧାନସଭାରେ ଉଠିବ ହାଜତ ମୃତ୍ୟୁ ପ୍ରସଙ୍ଗ’
ପୁରୀ ଅଫିସ,୨୦।୧୧: ପୋଲିସ ହେପାଜରେ ଯୁବକଙ୍କ ମୃତ୍ୟୁକୁ ନେଇ ଗଭୀର ଉଦ୍ବେଗ ପ୍ରକାଶ କରିଛି ଭାଜପା। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ନେତୃତ୍ୱରେ ଗୁରୁବାର ସନ୍ଧ୍ୟାରେ ୨୦ଜଣ ବିଧାୟକଙ୍କ ଏକ ପ୍ରତିନିଧି ଦଳ ପୁରୀ ଆସି ମୃତକଙ୍କ ସମ୍ପର୍କୀୟଙ୍କୁ ଭେଟିଛନ୍ତି।…
ଡିସେମ୍ବର ୨୮ରୁ ପ୍ରକ୍ରିୟା ଆରମ୍ଭ: ୬.୭୬ ଲକ୍ଷ କୁଇଣ୍ଟାଲ ଧାନ ସଂଗ୍ରହ ଲକ୍ଷ୍ୟ
ପୁରୀ ଅଫିସ,୨୦।୧୧: ପୁରୀ ଜିଲା ଚାଷୀଙ୍କଠାରୁ କିପରି ସୁରୁଖୁରୁରେ ଖରିଫ ଧାନ ସଂଗ୍ରହ କରାଯିବ ସେ ନେଇ ବୁଧବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଗୁଗୁଲ୍ ମିଟ୍ ମାଧ୍ୟମରେ ଅନୁଷ୍ଠିତ ଏହି ବୈଠକରେ ଜିଲାପାଳ ବଲୱନ୍ତ ସିଂ ଅଧ୍ୟକ୍ଷତା କରିଥିଲେ।…
ଖୁସି ଖବର: ପିତା ହେଲେ ଏହି ପ୍ରସିଦ୍ଧ କ୍ରିକେଟର୍
ଦକ୍ଷିଣ ଆଫ୍ରିକାର ପ୍ରସିଦ୍ଧ କ୍ରିକେଟର୍ ଏବି ଡିଭିଲିୟର୍ସ ତୃତୀୟଥର ପାଇଁ ପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ତାଙ୍କ ସ୍ତ୍ରୀ ଡେନିୟଲ୍ ଡିଭିଲିୟର୍ସ ଏକ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ସେ ନବଜାତ ଶିଶୁ ସହ ଏକ ଫଟୋ ଶେୟାର କରି…
ନିମାପଡ଼ା କଲେଜର ପ୍ରଥମ ପିଜି ପରୀକ୍ଷାଫଳ ପ୍ରକାଶିତ
ନିମାପଡ଼ା,୨୦ା୧୧(ଡି.ଏନ୍.ଏ.): ନିମାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟର ପ୍ରଥମଥର ସ୍ନାତକୋତ୍ତର(ପିଜି) ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ଏହି ପରୀକ୍ଷାର ପାସ ହାର ଶତକଡ଼ା ଶତପ୍ରତିଶତ ହୋଇଛି। କଲେଜରେ ପ୍ରଥମଥର ପାଇଁ ସ୍ନାତକତ୍ତୋର ଶ୍ରେଣୀର ଓଡ଼ିଆ ବିଭାଗରେ ୨୯ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ସମସ୍ତେ ପ୍ରଥମ…
ବିଦେଶୀ ପକ୍ଷୀଙ୍କ ଆଗମନ ସଂଖ୍ୟା କମୁଛି
କୃଷ୍ଣପ୍ରସାଦ,୨୦ା୧୧(ଡି.ଏନ୍.ଏ.): ଶୀତ ଋତୁ ଆସିଲେ ରଙ୍ଗବେରଙ୍ଗ ବିଦେଶାଗତ ପକ୍ଷୀଙ୍କ କଳରବରେ ମୁଖରିତ ହୁଏ ଚିଲିକା ଓ ଏହାର ଉପକୂଳବର୍ତ୍ତୀ କୃଷ୍ଣପ୍ରସାଦ ଅଞ୍ଚଳ। ଯେଉଁଥି ପାଇଁ ଦେଶ ବିଦେଶରୁ ପର୍ଯ୍ୟଟକଙ୍କ ସୁଅ ଛୁଟେ ଚିଲିକାକୁ। ତେବେ ବିଡ଼ମ୍ବନାର ବିଷୟ ପ୍ରାକୃତିକ ବୈଷମ୍ୟତା ଯୋଗୁ…

