ପାକିସ୍ତାନ ସମେତ ୧୨ ଦେଶକୁ ୟୁଏଇ ଭିଜା ମନା
ଇସଲାମାବାଦ୍,୧୯।୧୧: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ୟୁଏଇ ପକ୍ଷରୁ ସାମୟିକ ଭାବେ ଏହାର ଭିଜା ଉପରେ କଟକଣା ଲଗାଯାଇଛି। ପାକିସ୍ତାନ ସମେତ ୧୨ ଦେଶକୁ ଭିଜା ମନା କରାଯାଇଛି। ଏନେଇ ପାକିସ୍ତାନର ବିଦେଶ କାର୍ଯ୍ୟାଳୟ ମୁଖପାତ୍ର ଜାହିଦ୍ ହାଫିଜ୍…
ମନ୍ଦିରରେ ବି ମା’ଙ୍କୁ ଛାଡ଼ିଲେନି ଦୁର୍ବୃତ୍ତ, ତାଡ଼ିନେଲେ ଆଖି
ଚୌଦ୍ୱାର,୧୯ା୧୧(ଡି.ଏନ୍.ଏ.): କଟକ ଜିଲା ଚୌଦ୍ୱାର ଥର୍ମାଲ ରୋଡ୍ସ୍ଥିତ ଦକ୍ଷିଣକାଳୀ ମନ୍ଦିରରେ ବୁଧବାର ବିଳମ୍ବିତ ରାତିରେ ହୋଇଛି ଚୋରି। ଦୁର୍ବୃତ୍ତମାନେ ମନ୍ଦିରର ମୁଖ୍ୟ ଦ୍ୱାରର ତାଲା ଭାଙ୍ଗି ପ୍ରାୟ ଲକ୍ଷାଧିକ ଟଙ୍କାର ସୁନା,ରୁପା,ଅଳଙ୍କାର ଲୁଟ୍ କରିବା ସହିତ ମନ୍ଦିରରେ ପୂଜା ପାଉଥିବା ମା’ଦକ୍ଷୀଣକାଳୀଙ୍କ…
କରୋନା, ଇବୋଲା ପରେ ଆଉ ଏକ ମାରାତ୍ମକ ରୋଗ ଚିହ୍ନଟ, ଲୋକଙ୍କଠାରେ ପ୍ରକାଶ ପାଇବ ଏସବୁ ଲକ୍ଷଣ
ଆମେରିକାର ରୋଗ ନିୟନ୍ତ୍ରଣ ଏବଂ ପ୍ରତିରୋଧ କେନ୍ଦ୍ରର ଅନୁସନ୍ଧାନକାରୀମାନେ ଏକ ବିରଳ ଭୂତାଣୁ ଆବିଷ୍କାର କରିଛନ୍ତି, ଯାହା ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟ ଜଣଙ୍କୁ ସଂକ୍ରମଣ ହେବାର ଆଶଙ୍କା ରହିଥାଏ। ଏହି ଭୂତାଣୁ ଠିକ୍ ଇବୋଲା ପରି ଜ୍ୱର ବ୍ୟାପିଥାଏ। ୨୦୧୯ରେ ବୈଜ୍ଞାନିକମାନେ…
ଜନବସତି ଉପରେ ତାଲିବାନର ମୋର୍ଟାର ମାଡ଼: ୭ ସାଧାରଣ ଲୋକ ମୃତ
କାବୁଲ,୧୯।୧୧: ଆଫଗାନିସ୍ତାନରେ ତାଲିବାନ ଆତଙ୍କବାଦୀ ସଂଗଠନ ପକ୍ଷରୁ ଜନବସତିକୁ ଟାର୍ଗେଟ୍ କରାଯାଇଛି। ତାଲିବାନର ମୋର୍ଟାର ମାଡ଼ରେ ୭ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ମହିଳା ଏବଂ ଛୋଟ ଶିଶୁଙ୍କ ସମେତ ୬ ଜଣ ଆହତ ହୋଇଛନ୍ତି। ଆପଗାନିସ୍ତାନର ଉତ୍ତର-ପୂର୍ବ…
କ୍ଷେତ୍ରରେ ଆଖୁ ଚୋବାଉଛନ୍ତି ଏହି କ୍ରିକେଟର୍
ଭାରତୀୟ କ୍ରିକେଟ ଦଳର ପୂର୍ବତନ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍ ସୁରେଶ ରାଇନା ଖରାପ ଫର୍ମ ଯୋଗୁ ଏବେ ଦଳରୁ ବିଦା ହୋଇଛନ୍ତି। କ୍ରିକେଟରୁ ଦୂରେଇ ଏବେ ସେ ଗାଁରେ ନିଜ ପରିବାର ସହ ସମୟ ବିତାଉଛନ୍ତି। ଏହି ସମୟରେ ସେ ଗାଁରେ ଥିବା…
୨୨ ବର୍ଷୀୟ ଅଦନାନଙ୍କ ଅଛନ୍ତି ୩ ସ୍ତ୍ରୀ: ଚତୁର୍ଥ ବିବାହ ପାଇଁ ଚାଲିଛି କନିଆ ଖୋଜା, ସହଯୋଗ କରୁଛନ୍ତି ପତ୍ନୀ
ଆଜିକାଲିର ଯୁବପିଢ଼ୀ ଶିଘ୍ର ବିବାହ କରିବାକୁ ଇଚ୍ଛା ପ୍ରକାଶ କରୁନାହାନ୍ତି। ହେଲେ ପାକିସ୍ତାନର ଜଣେ ଯୁବକଙ୍କ କାହାଣୀ ଯଦି ଆପଣ ଶୁଣିବେ ଆଶ୍ଚର୍ଯ୍ୟ ହୋଇଯିବେ। କାରଣ ପାକିସ୍ତାନର ଅଦନାନ ୨୨ ବର୍ଷର ହୋଇଥିବା ବେଳେ ତିନିଟି ବିବାହ କରିଛନ୍ତି। ଏବେ ସେ…
ଡିଜିଟାଲ ଇଣ୍ଡିଆ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି: ମୋଦି
ନୂଆଦିଲ୍ଲୀ,୧୯।୧୧: ଦେଶର ବିକାଶରେ ପ୍ରାଦ୍ୟୋଗିକ ଜ୍ଞାନକୌଶଳ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଡିଜିଟାଲ ଇଣ୍ଡିଆ ଏବେ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବେଙ୍ଗାଲୁରୁ ପ୍ରାଦ୍ୟୋଗିକ ଶିଖର ସମ୍ମଳିନୀରେ ଭିଡ଼ିଓ କନଫରେନ୍ସିଂରେ ଯୋଗଦେଇ ଗୁରୁବାର ଏଭଳି କହିଛନ୍ତି। ଭାରତ…
ବଦଳିବ ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ ଚିତ୍ର
ପୁରୀ ଅଫିସ,୧୮ା୧୧:ବଦଳିବ ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ ଓ ଏହାର ଚତୁଃପାର୍ଶ୍ୱ ଚିତ୍ର। ଅବହେଳିତ ଅବସ୍ଥାରେ ଥିବା ଏହି ତୀର୍ଥ ପୁଷ୍କରିଣୀର ଉନ୍ନତୀକରଣ କରାଯିବ। ଐତିହ୍ୟ ପର୍ଯ୍ୟଟନ କେନ୍ଦ୍ର ଭାବେ ଏହାକୁ ବିକଶିତ କରାଯିବ। ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ଆବଶ୍ୟକ ବ୍ୟବସ୍ଥା ହେବ। ପୁଷ୍କରିଣୀକୁ…
ଖୋଲା ଆକାଶ ତଳେ ଶୋଇପାରିବେନି ପିଲା
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ):ରାଜ୍ୟର ଅଧିକାଂଶ ସହରାଞ୍ଚଳରେ ପିଲାମାନେ ନିଜ ବାସହୀନ ପରିବାରଙ୍କ ସହ ଖୋଲା ଆକାଶ ତଳେ ରହୁଛନ୍ତି। ଶୀତ ଦିନରେ କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆସିବା ସହ ଏହାର ପ୍ରକୋପ ଅଧିକ ରହିବ ବୋଲି ଆଶଙ୍କା କରାଯାଉଛି। ତେଣୁ ସେମାନଙ୍କ ସ୍ବାସ୍ଥ୍ୟ…
ପୁରୀକୁ ଆସିବାରୁ ଲୋକେ ମୋତେ ଚିହ୍ନିଲେ: ସମ୍ବିତ୍
ପୁରୀ ଅଫିସ, ୧୮ା୧୧:ପୁରୀକୁ ନେଇ ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଯେଉଁ ମନ୍ତବ୍ୟ ଦେଇଛନ୍ତି ତାହାକୁ ବିଭିନ୍ନ ସଙ୍ଗଠନ ଏବଂ ବ୍ୟକ୍ତିବିଶେଷ ତୀବ୍ର ବିରୋଧ କରିଛନ୍ତି। ଲେଖାଶ୍ରୀଙ୍କ ମନ୍ତବ୍ୟ ଥିଲା, ଭାରତର ଅନେକ ଲୋକ ପୁରୀକୁ କଲିକତାର ବୋଲି ଆଗରୁ ଭାବୁଥିଲେ।…
ରକ୍ତ ଦେଇ ନାବାଳକର ଜୀବନ ବଞ୍ଚାଇଲେ ଆମ୍ବୁଲାନ୍ସ କର୍ମଚାରୀ
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ):ରକ୍ତ ଦେଇ ନାବାଳକର ଜୀବନ ବଞ୍ଚାଇଛନ୍ତି ଜଣେ ଆମ୍ବୁଲାନ୍ସ କର୍ମଚାରୀ। ଜଣେ ଅପରିଚିତ ରୋଗୀକୁ ରକ୍ତ ଦାନକରିଥିବା ମାନବିକତାର ପରିଚୟ ଦେଇଥିବା ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ସୁଜିତ୍ ସାହୁଙ୍କ ପାଖକୁ ଏବେ ପ୍ରଶଂସାର ସୁଅ ଛୁଟୁଛି। ସୂଚନା ଅନୁଯାୟୀ, ଭୁବନେଶ୍ୱର ଉପକଣ୍ଠ…
ସୁପ୍ରିମ୍କୋର୍ଟଙ୍କ ବଡ଼ ନିଷ୍ପତ୍ତି: ରାଜ୍ୟର ଅନୁମତି ବିନା ହେବନି ସିବିଆଇ ଯାଞ୍ଚ୍
ନୂଆଦିଲ୍ଲୀ,୧୯।୧୧: ସିବିଆଇ ଯାଞ୍ଚ୍ ନେଇ ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ଗୁରୁବାର ବଡ଼ ନିଷ୍ପତ୍ତିି ନିଆଯାଇଛି। ଏଣିକି ରାଜ୍ୟର ବିନା ଅନୁମତିରେ କୌଣସି ସିବିଆଇ ଯାଞ୍ଚ ହୋଇପାରିବ ନାହିଁ। ଝାଡ଼ଖଣ୍ଡ, କେରଳ, ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ରାଜସ୍ଥାନ, ଛତିଶଗଡ଼, ମିଜୋରାମ ଏବଂ ପଞ୍ଜାବ ଆଦି ୮ଟି…

