Home

ସମୁଦ୍ରକୁ ରେଡିଓଆକ୍ଟିଭ୍‌ ଜଳ ଛାଡ଼ିବ ଜାପାନ

ନୂଆଦିଲ୍ଲୀ, ୧୯।୧୧: ଫୁକୁସିମାରେ ଅକାମୀ ହୋଇପଡ଼ିଥିବା ଆଣବିକ ପ୍ଲାଣ୍ଟର ରେଡିଓଆକ୍ଟିଭ୍‌ ବିଷାକ୍ତ ଜଳକୁ ୨୦୨୨ ସୁଦ୍ଧା ସମୁଦ୍ରକୁ ଛାଡ଼ିଦେବା ଲାଗି ଜାପାନ ସରକାର ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତ ସମେତ ଏସୀୟ ଉପକୂଳବର୍ତ୍ତୀ ଦେଶଗୁଡ଼ିକ ପାଇଁ ବିପଦ ସୃଷ୍ଟି ହେବାକୁ ଯାଉଛି।…

୧୦ବର୍ଷର ଆକ୍ରୋଶରୁ ଗଣହତ୍ୟା

ବଲାଙ୍ଗୀର ଅଫିସ/ପାଟଣାଗଡ଼, ୧୯ା୧୧(ଡି.ଏନ୍‌.ଏ.):ପାଟଣାଗଡ଼ ସହଁରାପଡାରେ ଗତ ୧୦ ତାରିଖ ରାତିରେ ଗୋଟିଏ ପରିବାରର ୬ ଜଣ ସଦସ୍ୟଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ହତ୍ୟାକାଣ୍ଡର ୮ ଦିନ ପରେ ବଲାଙ୍ଗୀର ପୋଲିସ ଏହି ଗଣହତ୍ୟାର ପର୍ଦ୍ଦାଫାଶ କରିଛି। ଏସ୍‌ପି ମାଡକର ସନ୍ଦୀପ…

ଚୂଡ଼ାନ୍ତ ପରୀକ୍ଷାରେ ଫାଇଜର ଟିକା ୯୫% ଫଳପ୍ରଦ

ନୂଆଦିଲ୍ଲୀ, ୧୯।୧୧: ଆମେରିକୀୟ ଫାର୍ମା କମ୍ପାନୀ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ କୋଭିଡ୍‌-୧୯ ଟିକା ୯୫ ପ୍ରତିଶତ ଫଳପ୍ରଦ। ଚୂଡ଼ାନ୍ତ ପରୀକ୍ଷାରୁ ଏହା ଜଣାପଡ଼ିଥିବା ଫାଇଜର ପକ୍ଷରୁ ବୁଧବାର ଘୋଷଣା କରାଯାଇଛି। ଏହା ପୂର୍ବରୁ ହୋଇଥିବା ତୃତୀୟ ପର୍ଯ୍ୟାୟ ପରୀକ୍ଷାରେ…

ବିଷାକ୍ତ ହେଉଛି ଭୂତଳ ଜଳ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ):ମାତ୍ରାଧିକ ରାସାୟନିକ ସାର ପ୍ରୟୋଗ, କ୍ଷତିକାରକ ଦ୍ରାବକ, ଶିଳ୍ପାଞ୍ଚଳ ଓ ସହରାଞ୍ଚଳରୁ ବାହାରୁଥିବା ବର୍ଜ୍ୟ ଜଳ ଯୋଗୁ ରାଜ୍ୟର ଭୂତଳ ଜଳ ବିଷାକ୍ତ ହେବାରେ ଲାଗିଛି। ପାଣିରେ ମନୁଷ୍ୟ ଶରୀର ପାଇଁ କ୍ଷତିକାରକ ଫ୍ଲୋରାଇଡ୍‌, ଇଲେକ୍ଟ୍ରିକାଲ କଣ୍ଡକ୍ଟିଭିଟି, ଜିଙ୍କ, ଟୋଟାଲ କଲିଫର୍ମ,…

ଡିଏନ୍‌ଏ ଟେଷ୍ଟ ବୈଧ ପ୍ରମାଣ

ପ୍ରୟାଗରାଜ,୧୯ା୧୧: ଶିଶୁର ପିତୃତ୍ୱ ପ୍ରମାଣିତ କରିବା ଲାଗି ଡିଓକ୍ସିରିବୋନ୍ୟୁକ୍ଲେଇକ୍‌ ଏସିଡ୍‌ (ଡିଏନ୍‌ଏ) ବା ଗୁଣସୂତ୍ର ପରୀକ୍ଷା ହେଉଛି ସବୁଠୁ ବୈଧ ଓ ବୈଜ୍ଞାନିକ ଉପାୟ। ସ୍ତ୍ରୀଙ୍କ ଯୌନଗତ ବିଶ୍ୱସନୀୟତା ବା ସତୀତ୍ୱର ପ୍ରମାଣ ପାଇଁ ମା’ ଓ ଜନ୍ମିତ ସନ୍ତାନଙ୍କ ଡିଏନ୍‌ଏ…

କରୋନା ଯୋଦ୍ଧାଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ହସ୍ପିଟାଲ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): କରୋନା ଯୋଦ୍ଧାଙ୍କ ଚିକିତ୍ସାକୁ ଅଧିକ ଗୁରୁତ୍ୱ ଦେବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଭୁବନେଶ୍ୱରସ୍ଥିତ ଆଦିତ୍ୟ ଅଶ୍ୱିନୀ କୋଭିଡ୍‌-୧୯ ହସ୍ପିଟାଲରେ କରୋନା ସଂକ୍ରମିତ ଡାକ୍ତର ଓ ଅନ୍ୟ କୋଭିଡ୍‌ ଯୋଦ୍ଧାଙ୍କ ଚିକିତ୍ସା କରାଯିବ। ଏ ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ ଓ…

ଶୀତ ଗାଏବ: ୧୨ ଜିଲାରେ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ରାଜ୍ୟରେ ଶୀତ ଗାଏବ ହୋଇଯାଇଛି। ଆସନ୍ତା ୨୫ ତାରିଖ ଯାଏ ଶୀତର ଦେଖା ମିଳିବ ନାହିଁ। ଓଡ଼ିଶା ଉପକୂଳରେ ଏକ ଗୁରୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟ ଭିତରକୁ ଅଧିକ ମାତ୍ରାରେ ଜଳୀୟ ବାଷ୍ପ ପ୍ରବେଶ କରୁଛି।…

ଇନ୍ଦିରାଙ୍କୁ ଶକ୍ତିସ୍ଥଳରେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୯।୧୧: ଲୌହ ମାନବୀ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୧୦୩ ତମ ଜନ୍ମ ବାର୍ଷିକୀ ଅବସରରେ ଶକ୍ତିସ୍ଥଳରେ ଗୁରୁବାର ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ…

ଶୀତ ଅଧିବେଶନରେ ରହିବନି ପ୍ରଶ୍ନକାଳ

ଭୁବନେଶ୍ୱର, ୧୯ା୧୧(ବ୍ୟୁରୋ):ବିଧାନସଭାର ମୌସୁମୀ ଅଧିବେଶନ ଭଳି ଆସନ୍ତା ଶୀତ ଅଧିବେଶନରେ ମଧ୍ୟ ପ୍ରଶ୍ନକାଳ ରହିବ ନାହିଁ। ଏହାକୁ ବାତିଲ କରିଦିଆଯାଇଛି। କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ ଗୃହ ଚାଲିବ। ଦିନକୁ ସାଢେ ୪ ଘଣ୍ଟା ପାଇଁ ବିଧାନସଭା ଚାଲିବ ବୋଲି ବୁଧବାର ବାଚସ୍ପତି…

ଓଡ଼ିଶାକୁ ‘ଶ୍ରେଷ୍ଠ ମେରାଇନ୍‌ ଷ୍ଟେଟ୍‌’ ଆଓ୍ବାର୍ଡ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ):ଓଡ଼ିଶାକୁ ମିଳିଛି ‘ଶ୍ରେଷ୍ଠ ମେରାଇନ୍‌ ଷ୍ଟେଟ୍‌’ ଆଓ୍ବାର୍ଡ। କେନ୍ଦ୍ର ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରଣାଳୟ ଓଡ଼ିଶାକୁ ଦେଶର ଶ୍ରେଷ୍ଠ ସାମୁଦ୍ରିକ ରାଜ୍ୟର ମାନ୍ୟତା ଦେଇଛି। ଆସନ୍ତା ୨୧ ତାରିଖ ବିଶ୍ୱ ମତ୍ସ୍ୟ ଦିବସରେ ଆୟୋଜିତ ହେବାକୁ ଥିବା ସ୍ବତନ୍ତ୍ର ଉତ୍ସବରେ ମନ୍ତ୍ରଣାଳୟ…

ରେକର୍ଡ ଭାଙ୍ଗିଲା ରାଜଧାନୀ

ନୂଆଦିଲ୍ଲୀ,୧୯।୧୧: ଦେଶର ରାଜଧାନୀ ଦିଲ୍ଲୀରେ କରୋନା କାୟା ବିସ୍ତାର ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୪୮୬ଟି ନୂଆ ମାମଲା ଚିହ୍ନଟ ହୋଇଛି। ଏହାସହ ୧୩୧ ଜଣଙ୍କର ମୃତ୍ୟୁ ହୋଇଛି। ଏହା ସହିତ ଦିଲ୍ଲୀରେ ଗୋଟିଏ ଦିନରେ କରୋନା ମୃତ୍ୟୁ…

୪ ଆତଙ୍କବାଦୀ ନିପାତ

ଶ୍ରୀନଗର,୧୯।୧୧: ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁରୁବାର ହୋଇଥିବା ଗୁଳି ବିନିମିୟରେ ୪ ଆତଙ୍କବାଦୀ ନିପାତ ହୋଇଛନ୍ତି। ଜମ୍ମୁ କଶ୍ମୀରର ନାଗରୋଟା ବାନ ଟୋଲପ୍ଲାଜାରେ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହ କରିଥିଲେ ସୁରକ୍ଷାକର୍ମୀ ଛାନ୍ନଭିନ୍‌ ଆରମ୍ଭ କରିଥିଲେ। ଏହି ସମୟରେ ରାଜପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?