ନୂଆ ଆପ୍ ଜାରି କଲା ବିଡିଏ: ଜବରଦଖଲ ଥିଲେ ରିପୋର୍ଟ କରିବେ ଜନତା
ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ଖୋର୍ଦ୍ଧା ଜିଲା ଓ ଭୁବନେଶ୍ୱରର କୌଣସି ସରକାରୀକୁ ଜମିକୁ କେହି ଜବରଦଖଲ କରି ବେଆଇନ ନିର୍ମାଣ କରୁଥିଲେ ଲୋକେ ସିଧାସଳଖ ଉଚ୍ଛେଦ ଅଧିକାରୀଙ୍କୁ ଜଣାଇପାରିବେ। ଏଥିପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ରବିବାର ଭୁବନେଶ୍ୱର ଲ୍ୟାଣ୍ଡ ୟୁଜ୍ ଇଣ୍ଟିଲିଜେଣ୍ଟ…
୧୦ବର୍ଷ ହେଲା ଶଯ୍ୟାଶାୟୀ ତରୁଣ
ପିପିଲି,୧୨।୧୦(ସ୍ବ.ପ୍ର.): ଗଛରୁ ପଡ଼ି ମେରୁଦଣ୍ଡ ଆଘାତ ଲାଗିଥିବାରୁ ୧୦ବର୍ଷ ହେଲା ଶଯ୍ୟାଶାୟୀ ହୋଇଛନ୍ତି ୩୦ ବର୍ଷୀୟ ତରୁଣ ଡଗର। ନିଜେ ଉଠିବସି ପାରୁନାହାନ୍ତି କି ନିତ୍ୟକାର୍ଯ୍ୟ କରିପାରୁନାହାନ୍ତି। ଦୀର୍ଘବର୍ଷ ଶଯ୍ୟାରେ ପଡ଼ି ରହିବାରୁ ଦେହରେ ଘାଆ ହେବାକୁ ଲାଗିଲାଣି। ସ୍ବାସ୍ଥ୍ୟବସ୍ଥା ବିଗୁଡ଼ୁଥିଲେ…
କାର୍ଯ୍ୟକ୍ଷମ ହେଉନି ପାନୀୟ ଜଳ ପ୍ରକଳ୍ପ
ନରାଜ,୧୨।୧୦(ଡି.ଏନ୍.ଏ.): କଟକ ଜିଲା ବାରଙ୍ଗ ବ୍ଲକ ବେଲଗଛିଆ ପଞ୍ଚାୟତ ଅନ୍ତର୍ଗତ ଜୟପୁର ଗ୍ରାମରେ ବହୁ ବର୍ଷ ଧରି ଏକ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇପାରୁ ନାହିଁ। ୨୦୦୫ରେ ୧୫ ଲକ୍ଷ ଟଙ୍କା ବ୍ୟୟରେ ଏହି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଶେଷ…
ରାସ୍ତାରେ କାର୍ଯ୍ୟାଳୟ ଚଳାଇଲେ ଅପରାଜିତା
ଭୁବନେଶ୍ୱର,୧୨ା୧୦(ବ୍ୟୁରୋ)ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀ ନିଜ ଜନ୍ମଦିନ ପାଳନ ସମୟରେ ଗହଳି କରି କୋଭିଡ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ତାଙ୍କ କାର୍ଯ୍ୟାଳୟକୁ ବିଏମ୍ସି ପକ୍ଷରୁ ୧୫ ଦିନ ପର୍ଯ୍ୟନ୍ତ ସିଲ କରିଦିଆଯାଇଛି। ଏହାପରେ ସେ ଗଣମାଧ୍ୟମ ଆଗରେ ଶାସକ ଦଳ…
ଆଜିଠୁ ଓଜେଇଇ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ସୋମବାରଠାରୁ ଆରମ୍ଭ ହେବ। ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା କମ୍ପ୍ୟୁଟର ବେସ୍ଡ ଟେଷ୍ଟ ମୋଡ୍ରେ କରାଯିବ। ଦୈନିକ ୩ଟି ସିଫ୍ଟ ହେବ ଓ ପ୍ରତି ପରୀକ୍ଷାର ଅବଧି…
ଅସୁସ୍ଥ ସ୍ତ୍ରୀଙ୍କୁ ଟ୍ରଲିରେ ୯୦ କି.ମି. ବୋହିବା ଘଟଣା: ଜୀବନ ଯୁଦ୍ଧରେ ହାରିଗଲେ ସୁକାନ୍ତି
କଟକ ଅଫିସ/ପୁରୀ ଅଫିସ/ସାକ୍ଷୀଗୋପାଳ: (ଡି.ଏନ୍.ଏ.), ୧୨।୧୦ଶେଷରେ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି ସୁକାନ୍ତି ଭୋଇ। କଟକ ଏସ୍ସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ମଧ୍ୟାହ୍ନରେ ସେ ସବୁଦିନ ପାଇଁ ଆଖିବୁଜି ଦେଇଛନ୍ତି। ଅନ୍ୟପକ୍ଷରେ ରୋଗଣା ସ୍ତ୍ରୀଙ୍କ ଜୀବନ ବଞ୍ଚାଇବାକୁ ପରିଣତ ବୟସରେ କବୀର…
ଅବପାତ ରୂପ ନେଲା ଲଘୁଚାପ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ରବିବାର ଅବପାତ(ଡିପ୍ରେଶନ)ରେ ପରିଣତ ହୋଇଛି। ଏହା ବିଶାଖାପାଟଣା ଠାରୁ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗର ୪୦୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…
ଜଳ ଜଗୁଆଳି ନାହିଁ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଜଳ ଏକ ଅମୂଲ୍ୟ ସମ୍ପଦ। ଜଳବାୟୁ ପରିବର୍ତ୍ତନ ଓ ଅନ୍ୟାନ୍ୟ କାରଣରୁ ରାଜ୍ୟର ଅଧିକାଂଶ ନଦୀରେ ଜଳ ପ୍ରବାହ ହ୍ରାସ ପାଇବାରେ ଲାଗିଛି । ଏପରି କି ଅନେକ ନଦୀ ବର୍ଷାଦିନେ ମଧ୍ୟ ଶୁଖିଲା ପଡୁଛି। ୨୦୫୦ ବେଳକୁ ରାଜ୍ୟରେ…
ମହାନାୟକ ଅମିତାଭ ବଚ୍ଚନଙ୍କ ନାମରେ ରହିଛି ଏହି ମନ୍ଦିର: ପ୍ରତିଦିନ ହୁଏ ପୂଜାର୍ଚ୍ଚନା
ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନ ଇତିମଧ୍ୟରେ ୭୮ ବର୍ଷର ହୋଇଯାଇଛନ୍ତି। ତେବେ କରୋନା ଭାଇରସ ଓ ‘କୌନ୍ ବନେଗା କରୋଡପତି’ର ଶୁଟିଂରେ ବ୍ୟସ୍ତ ଥିବାରୁ ସେ ଏଥର ଧୂମ୍ଧାମରେ ନିଜର ଜନ୍ମଦିନ ପାଳନ କରି ନାହାନ୍ତି। ତେବେ ଖୁବ୍ କମ୍ ଲୋକ…
ସ୍ବାମୀଙ୍କ ସହ ଫିଲ୍ମରେ କାମ କରିବାକୁ ଚାହୁଁଛନ୍ତି ଏହି ଲୋକପ୍ରିୟ ଅଭିନେତ୍ରୀ
ବଲିଉଡ୍ ଅଭିନେତ୍ରୀ ଜେନେଲିଆ ଡି’ସୁଜା ପୁଣି ଥରେ ସ୍ବାମୀ ରିତେଶ ଦେଶମୁଖଙ୍କ ସହ ବଡ଼ ପରଦାରେ ଆମ କରିବାକୁ ଚାହୁଁଛନ୍ତି। ପୂର୍ବରୁ ଏହି ସୁପରଷ୍ଟାର ଦମ୍ପତି ଅନେକ ଫିଲ୍ମରେ ଏକାଠି କାମ କରିସାରିଛନ୍ତି। ଏ ନେଇ ଜେନେଲିଆ କହିଛନ୍ତି, ଏବେ ତାଙ୍କ…
ଜମି ବିବାଦକୁ ନେଇ ପୂଜକଙ୍କୁ ଗୁଳିମାଡ଼: ୨ ଗିରଫ
ଗୋଣ୍ଡା,୧୧।୧୦-ଉତ୍ତରପ୍ରଦେଶର ଗୋଣ୍ଡା ଜିଲାରେ ଜମି ବିବାଦକୁ ନେଇ ରବିବାର ଜଣେ ପୂଜକଙ୍କୁ ଗୁଳି ମାଡ ହୋଇଛି। ଗୁଳିମାଡ ପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଗୁଳି ମାଡର ଶିକାର ହୋଇଥିବା ପୂଜକ ହେଲେ ଗୋଣ୍ଡାସ୍ଥିତ ରାମ୍ ଜାନକୀ ମନ୍ଦିରର ପୂଜକ ସମ୍ରାଟ…
ବିପଦରେ ପଡି ପର୍ବ ପାଳନ କରାଯିବା କୌଣସି ଧର୍ମରେ କୁହାଯାଇନାହିଁ: ସ୍ବାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୧୧।୧୦: କରୋନା ସମୟରେ ପର୍ବ ପାଳନକୁ ନେଇ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷ ବର୍ଦ୍ଧନ ଏକ ବୟାନ ଦେଇଛନ୍ତି। ସେ ରବିବାର କହିଛନ୍ତି ଯେ ଜୀବନକୁ ବିପଦରେ ପକାଇ ପର୍ବ ପାଳନ କରିବାକୁ ଦୁନିଆର କୌଣସି ଦେବତା କିମ୍ବା ଧର୍ମରେ କୁହାଯାଇନାହିଁ।…
Archives


