Home

ଦୋଛକିରେ ପଡିଛନ୍ତି ତାରା

ନବାଗତା ତାରା ସୁଟାରିଆ ଏବେ ଦୋଛକିରେ ପଡିଯାଇଛନ୍ତି। କାରଣ ତାଙ୍କୁ ମିଳିଥିବା ଏକ ନୂଆ ଅଫର ତାଙ୍କର ଟେନ୍‌ସନ୍‌କୁ ବଢ଼ାଇ ଦେଇଛି। କାରଣ ଏଥିରେ ତାଙ୍କୁ ବିକିନୀ ଗେଟ୍‌ଅପ୍‌ରେ ଶଟ୍‌ ଦେବାକୁ ପଡିବ। ତେଣୁ ଏପରି ଅଫରକୁ ହଁ ଭରିବେ ନା…

୯ମ ଶ୍ରେଣୀରେ ଫେଲ୍‌ ହୋଇଯାଇଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌, ମ୍ୟାଗି ଖାଇ କାଟୁଥିଲେ ରାତି

ଭାରତୀୟ କ୍ରିକେଟ ଦଳର ଷ୍ଟାର୍‌ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା କ୍ରିକେଟ୍‌ ସହ ଷ୍ଟାଇଲିସ୍‌ ଅନ୍ଦାଜ ପାଇଁ ପ୍ରସିଦ୍ଧ। ରବିବାର ସେ ନିଜର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ଫଳରେ ଦେଶବିଦେଶର ଅନେକ ପ୍ରଶଂସକ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ୧୯୯୩, ଅକ୍ଟୋବର ୧୧ରେ…

ବନବାସ ସମୟରେ ସୀତା କାହିଁକି ପିନ୍ଧୁଥିଲେ ହଳଦୀ ରଙ୍ଗର ବସ୍ତ୍ର, ଏହା ପଛରେ ଥିବା କାରଣ ଜାଣନ୍ତୁ

ପ୍ରଭୁ ରାମଚନ୍ଦ୍ର, ମାତା ସୀତା ଏବଂ ଲକ୍ଷ୍ମଣ ବନବାସ ସମୟରେ କେବଳ ହଳଦୀ ରଙ୍ଗର ବସ୍ତ୍ର ଧାରଣ କରିଥିଲେ। କାହିଁକି ଜାଣନ୍ତି? ଯଦି ନା ତେବେ ଏହି ରଙ୍ଗ ପଛରେ ଏକ ବଡ଼ କାରଣ ରହିଛି। ଜାଣନ୍ତୁ ଏ ସମ୍ପର୍କରେ… ପ୍ରଭୁ…

ବିରାଟଙ୍କ ମ୍ୟାଚ୍‌ ଦେଖିବାକୁ ଷ୍ଟାଡିୟମରେ ଅନୁଷ୍କା, ସ୍ବାମୀଙ୍କ ଇନିଂସ ଦେଖି ଦେଲେ ଫ୍ଲାଇଙ୍ଗ୍‌ କିସ୍‌

ଦୁବାଇ,୧୧ା୧୦: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ ଚେନ୍ନାଇ ସୁପର କିଙ୍ଗ୍‌ସ ମ୍ୟାଚ ଦେଖିବା ପାଇଁ ଅନୁଷ୍କା ଶର୍ମା ଷ୍ଟାଡିୟମରେ ଶନିବାର ପହଞ୍ଚିଥିଲେ। ଏହି ସମୟରେ ଅନୁଷ୍କା ଏକ ବ୍ଲୁ କଲରର ଡ୍ରେସ୍‌ ପିନ୍ଧିଥିଲେ। ଯେଉଁଥିରେ ବେବି ବମ୍ପ ଦେଖାଯାଉଥିଲା। ତେବେ ଷ୍ଟାଡିୟମରେ…

ନେହା-ରୋହନପ୍ରୀତ୍‌ଙ୍କ ଏକାଠି ଫଟୋ ଦେଖି ଏମିତି ପ୍ରତିକ୍ରିୟା ଦେଲେ ଆଦିତ୍ୟ ନାରାୟଣ

ମୁମ୍ବାଇ: ବଲିଉଡ୍‌ ଗାୟିକା ନେହା କକ୍କର ସବୁବେଳେ କିଛି ନା କିଛି ଘଟଣାକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଏବେ ରୋହନପ୍ରୀତ ସିଂଙ୍କୁ ପ୍ରେମ କରିବା ଏପରିକି ତାଙ୍କୁ ବିବାହ କରିବା ମଧ୍ୟ ଖବର ଶୁଣିବାକୁ ମିଳୁଛି। ନେହା ରୋହନପ୍ରୀତଙ୍କ ସହ ଏକ…

ଉପନିର୍ବାଚନ ପାଇଁ ପ୍ରାର୍ଥୀ ଦେଲା ଭାଜପା: ବାପାଙ୍କ ପରେ ପୁଅକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ନଭେମ୍ବର ୩ ତାରିଖରେ ହେବାକୁ ଥିବା ବାଲେଶ୍ୱର ସଦର ଓ ଜଗତ୍‌ସିଂହପୁର ତିର୍ତ୍ତୋଲ ଉପନିର୍ବାଚନ ପାଇଁ ରବିବାର ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ବାଲେଶ୍ୱର ସଦର ପାଇଁ ଭାଜପା ନେତା ମଦନମୋହନ ଦତ୍ତଙ୍କ ପୁଅ ମାନସଙ୍କୁ ଦଳ ପ୍ରାର୍ଥୀ…

ନଡ଼ିଆକୁ ନେଇ ଶିବରାଜ-କମଲ ବାକ୍‌ଯୁଦ୍ଧ

ଭୋପାଳ, ୧୧।୧୦: ନଭେମ୍ବର ୩ରେ ମଧ୍ୟପ୍ରଦେଶରେ ୨୮ଟି ବିଧାନସଭା ଆସନରେ ଉପନିର୍ବାଚନ ହେବାକୁ ଯାଉଛି। ଏବେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ମଧ୍ୟରେ ନଡ଼ିଆକୁ ନେଇ ବାକ୍‌ ଯୁଦ୍ଧ ଆରମ୍ଭ ହୋଇଛି। ନିର୍ବାଚନ ପାଖେଇ ଆସିବାରୁ…

ଭାଲୁ-ଗଧିଆ ମୁହାଁମୁହିଁ, ପରେ ଘଟିଲା ଏମିତି

କେବେ ଭାଲୁ ଆଉ ଗଧିଆ ମୁହାଁମୁହିଁ ହେବାର ଦେଖିଛନ୍ତି? ଯଦି ନା ତେବେ ଜଣେ ଓ୍ବାଇଲ୍ଡ ଲାଇଫ୍‌ ଫଟୋଗ୍ରାଫର ଏପରି ଏକ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି, ଯାହା ଦେଖିଲେ ଆଶ୍ଚର୍ଯ୍ୟ ହେବେ। ଫଟୋଗ୍ରାଫର ଶେଟ୍ଟ ରୟାଲ କ୍ରଫ୍ଟ୍‌ ଭାଲୁ…

ଫାରୁକ୍‌ ଅବଦୁଲାଙ୍କ ବିବାଦୀୟ ମନ୍ତବ୍ୟ: ଚାଇନା ସହାୟତାରେ ପୁଣି ଲାଗୁହେବ ଅନୁଚ୍ଛେଦ ୩୭୦

ଶ୍ରୀନଗର, ୧୧।୧୦: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବଦୁଲାଙ୍କ ବିବାଦୀୟ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଫାରୁକ୍‌ ରବିବାର କହିଛନ୍ତି ଯେ, ଚାଇନା ସହାୟତାରେ ଜମ୍ମୁ-କଶ୍ମୀରରେ ପୁଣିଥରେ ଅନୁଚ୍ଛେଦ ୩୭୦ ଏବଂ ଅନୁଚ୍ଛେଦ ୩୫-ଏ ଲାଗୁ କରାଯିବାର ସମ୍ଭାବନା…

ଦୀପାବଳି ପୂର୍ବରୁ ଖୋଲିବନି ସ୍କୁଲ !

ମୁମ୍ବାଇ, ୧୧।୧୦: ମହାରାଷ୍ଟ୍ରରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସ୍କୁଲ ଗୁଡ଼ିକୁ ବନ୍ଦ ରଖାଯାଇଛି। ତେବେ ଦୀପାବଳି ପୂର୍ବରୁ ସ୍କୁଲ ଖୋଲିବାର ସମ୍ଭାବନା ନାହିଁ ବୋଲି ରାଜ୍ୟ ସ୍କୁଲ ଶିକ୍ଷାମନ୍ତ୍ରୀ ବର୍ଷା ଗାଏକ୍ୱାଡେ ସୂଚନା…

ଯୋଗୀ ସରକାରଙ୍କ ସମୟରେ ରାଜ୍ୟରେ ୨୦ ସାଧୁ-ସନ୍ଥଙ୍କ ହତ୍ୟା: କଂଗ୍ରେସ

ଲକ୍ଷ୍ନୌ, ୧୧।୧୦: ଉତ୍ତରପ୍ରଦେଶର ଗୋଣ୍ଡାରେ ରାମ ଜାନକୀ ମନ୍ଦିର ପୂଜାରୀ ସମ୍ରାଟ ଦାସଙ୍କୁ ଗୁଳି ମାଡ଼ ହେବା ଘଟଣାରେ ବିରୋଧୀ ଦଳଙ୍କ ପକ୍ଷରୁ ଶାସକ ଭାଜପାକୁ ଘେରିବା ଆରମ୍ଭ ହୋଇଛି। ସମ୍ରାଟଙ୍କୁ ଜମିମାଫିଆ ଗୁଳି କରିଥିବା କୁହାଯାଉଛି। କଂଗ୍ରେସର ରାଜ୍ୟ ଅଧ୍ୟକ୍ଷ…

ଲକ୍‌ଡାଉନ୍‌ରେ ଚାକିରି ଚାଲିଯିବାରୁ ଯୁବକ ବାଛିନେଲେ ଏହି ପଥ, କଲେଜ ଛାତ୍ରଙ୍କୁ ଯୋଗାଉଥିଲେ…

ବେଙ୍ଗାଲୁରୁ,୧୧ା୧୦: କରୋନା ମହମାରୀ ଯୋଗୁ ହୋଇଥିବା ଲକ୍‌ଡାଉନ୍‌ରେ ଜଣେ ଯୁବକ ଚାକିରି ହରାଇଥିଲେ। ପେଟଭୋକରୁ ନିସ୍ତାର ପାଇବା ପାଇଁ ସେ ଡ୍ରଗ୍ସ କାରବାରକୁ ଆପଣାଇ ନେଲେ। ତେବେ ଏହି ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଛି। ୨୮ ବର୍ଷୀୟ ଯୁବକ ଅମିର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri