Home

ମୁହଁ ଖୋଲିଲେ ଗିରଫ ଅଭିଯୁକ୍ତ: ‘ବାବୁଙ୍କ ପାଇଁ ଆଣିଥିଲେ ବାଘଛାଲ’

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଚାଲିଛି ବାଘ ଛାଲ ବେପାର। କଲରାପତରିଆ ବାଘର ଛାଲ ସହ ଅଭିଯୁକ୍ତ ଧରାପଡ଼ିବା ପରେ ଏବେ ଫିଟୁଛି ଗୁମର। ଗିରଫ ଅଭିଯୁକ୍ତଜଣଙ୍କ ବାଘ ଛାଲ ବାବୁଙ୍କ ପାଇଁ ଆଣିଥିବା କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଆଗରେ ସ୍ବୀକାର କରିଛନ୍ତି।…

ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କୁ ମିଳିଲା ନୂଆ ଦିୟିତ୍ୱ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ଭୁବନେଶ୍ୱର ଏମ୍‌ପି ଅପରାଜାତି ଷଡଙ୍ଗୀଙ୍କୁ ମିଳିଲା ନୂଆ ଦାୟିତ୍ୱ। ଆଗାମୀ ୩ ବର୍ଷ ଲାଗି ରାଜ୍ୟଗୋଷ୍ଠୀ ରାଷ୍ଟ୍ରସମୂହ ମହିଳା ସଂଚାଳନ ସମିତିରେ ଭାରତ ପକ୍ଷରୁ ସେ ପ୍ରତିନିଧିତ୍ୱ କରିବେ । ଲୋକସଭା ବାଚସ୍ପତିଙ୍କ ଅନୁମୋଦନରେ ଅପରାଜିତାଙ୍କୁ ଏହି ଦାୟିତ୍ୱ…

ଏହି ପ୍ରସିଦ୍ଧ ଅଭିନେତାଙ୍କୁ ହତ୍ୟା

ତାମିଲ ଭାଷାର ଲୋକପ୍ରିୟ ଟିଭି ଧାରାବାହିକ ‘ଥେନମୋଝି ବିଏ’ରେ ଖଳନାୟ ଚରିତ୍ରରେ ଅଭିନୟ କରୁଥିବା ପ୍ରସିଦ୍ଧ ଅଭିନେତା ସେଲଭାରାଥିନମଙ୍କୁ ହତ୍ୟା କରାଯାଇଛି। ସିସିଟିଭି ଫୁଟେଜ ଆଧାରରେ ଘଟଣାସ୍ଥଳରେ ୪ଜଣ ସନ୍ଦିଗ୍ଧ ଥିବା ଦେଖିବାକୁ ମିଳୁଛି। ଏହାକୁ କେନ୍ଦ୍ରକରି ପୋଲିସ ଘଟଣାର ତଦନ୍ତ…

ମ୍ୟାଚ୍‌ ଚାଲୁଥିବା ସମୟରେ ହଠାତ୍‌ ଡ୍ରେସିଂ ରୁମ୍‌କୁ ଦୌଡିଲେ ଏହି ଖେଳାଳି, ଜାଣନ୍ତୁ କାହିଁକି

କରାଚି,୧୭।୧୧:ପାକିସ୍ତାନ ସୁପର ଲିଗ (ପିଏସଏଲ) ଏବେ ଚାଲିଛି। ଗତ ମାର୍ଚ୍ଚରେ ପ୍ଲେ ଅଫ ପୂର୍ବରୁ କରୋନା ଭାଇରସ କାରଣରୁ ପିସିଏ୍‌କୁ ସ୍ଥଗିତ ରଖାଯାଇଥିଲା ଏବଂ ଏବେ ଟୁର୍ନାମେଣ୍ଟ ସମାପ୍ତ ହେବ। ଗତ ଶନିବାର ଏହି ଟୁର୍ନାମେଣ୍ଟ ଆରମ୍ଭ ହୋଇଥିଲା। ପାକିସ୍ତାନ ସୁପର୍‌…

କର୍କଟ ରୋଗରେ ଆକ୍ରାନ୍ତ ଏହି ପ୍ରସିଦ୍ଧ ଅଭିନେତା ମାଗିଲେ ଆର୍ଥିକ ସହାୟତା

ତାମିଲ ସିନେମାର ପ୍ରସିଦ୍ଧ ଅଭିନେତା ଥଭାସି କର୍କଟ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କର ସ୍ବାସ୍ଥ୍ୟବସ୍ଥା ଅତ୍ୟନ୍ତ ଖରାପ ହୋଇପଡ଼ିଛି। ଏଭଳି ପରିସ୍ଥିତିରେ ସେ ତାଙ୍କର ଘନିଷ୍ଠ ବନ୍ଧୁ ଏବଂ ପ୍ରଶଂସକଙ୍କୁ ଆର୍ଥୀକ ସାହାଯ୍ୟ ପାଇଁ ଅନୁରୋଧ କରିଛନ୍ତି। ଥାଭାସି ଅନେକ ସୁପରହିଟ୍‌…

କ୍ରିକେଟର୍‌ମାନେ ‘ଶୂନ’ରେ ଆଉଟ୍‌ ହେଲେ କେମିତି ଥାଏ ସ୍ତ୍ରୀଙ୍କ ପ୍ରତିକ୍ରିୟା

କ୍ରିକେଟର୍‌ଙ୍କ ସ୍ତ୍ରୀ ଏବଂ ଗର୍ଲଫ୍ରେଣ୍ଡ ମ୍ୟାଚ୍‌ ଦେଖିବା ପାଇଁ ଷ୍ଟାଡିୟମକୁ ଯିବା କିଛି ନୂଆ କଥା ନୁହେଁ। ଆଜିକାଲି କ୍ରିକେଟର୍‌ମାନେ ଗସ୍ତ ସମୟରେ ସାଥିରେ ଗର୍ଲଫ୍ରେଣ୍ଡ ଏବଂ ସ୍ତ୍ରୀଙ୍କୁ ନେଉଛନ୍ତି। ଏହି କାରଣରୁ ଅନେକଥର ମଧ୍ୟ ସେମାନେ ସୋସିଆଲ ମିଡିଆରେ ଟ୍ରୋଲ…

କମୁନି କରୋନା ମୃତ୍ୟୁ ହାର : ପୁଣି ରାଜ୍ୟରେ ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୭ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୬୦ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ମୃତକଙ୍କ ମଧ୍ୟରୁ…

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ

ପୁରୀ ଅଫିସ,୧୭ା୧୧: ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୀଳାଦ୍ରି ଭକ୍ତ ନିବାସ ସଭାଗୃହରେ ପୂର୍ବାହ୍ନ ୧୧ଟାରେ ଗଜପତି ମହାରାଜ ଦିବ୍ୟସିଂହ ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଆଲୋଚନା କରାଯିବ। ମୁଖ୍ୟତଃ ଏଥିରେ…

କମୁଛି ସଂଖ୍ୟା: ରାଜ୍ୟରେ ୬୪୪ ନୂଆ ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୪୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧୦୦୫୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୭୧…

୭ ମାସ ହେବ ବ୍ୟକ୍ତିଙ୍କ ପେଟରେ ବାଜୁଥିଲା ଘଣ୍ଟି: ଅଲ୍‌ଟ୍ରାସାଉଣ୍ଡ ପରେ ଡାକ୍ତର ଯାହା ଦେଖିଲେ ହୋଇଗଲେ ଆଶ୍ଚର୍ଯ୍ୟ

ଦୁନିଆରେ ଅନେକ ପ୍ରକାରର ଲୋକ ରହିଛନ୍ତି। ତେବେ ଅଧିକାଂଶ ଲୋକ ନିଜର ଶଉକ ପୂରଣ କରିବା ପାଇଁ ହେଉ ଅବା ଚର୍ଚ୍ଚାକୁ ଆସିବା ପାଇଁ ସେମାନେ କିଛି ବି କରିବାକୁ ରାଜି ଥାନ୍ତି। ତେବେ ଇଜିପ୍ଟର ସେମିତି ଏକ ଘଟଣା ଏବେ…

୧୧ ବର୍ଷୀୟା ଗର୍ଲଫ୍ରେଣ୍ଡ୍‌ଙ୍କୁ ନେଇ ପଳାଇଲେ ୧୪ ବର୍ଷର ବାଳକ, ଆଉ ତା’ପରେ

ଆମେରିକାରେ ଏକ ରୋଚକ ଘଟଣା ଘଟିଛି। ଜଣେ ୧୪ ବର୍ଷର ବାଳକ ତାଙ୍କ ୧୧ ବର୍ଷର ଗର୍ଲଫ୍ରେଣ୍ଡକୁ ନେଇ ଏକ କାରରେ ଘରୁ ପଳାଇ ଯାଇଛନ୍ତି। ଆମେରିକାରେ ନ୍ୟୁୟର୍କ ସହରରେ ଘଟିଛି ଏହି ଘଟଣା। ପିଲାଟି ପିତାଙ୍କ କାର ବାହାର କରି…

ସୋନୁ ସୁଦଙ୍କ ଜୀବନରେ ପ୍ରଥମ ଥର ଆସିଥିଲେ ଏହି ଝିଅ: ଜାଣନ୍ତୁ ସେ କିଏ…

ବଲିଉଡ୍‌ ଅଭିନେତା ସୋନୁ ସୁଦ ଏବେ ଖୁବ୍‌ ଚର୍ଚ୍ଚାରେ ରହିଛନ୍ତି। ଅସହାୟ ଲୋକଙ୍କୁ ସହାଯ୍ୟ କରିବା ସହ ସୋସିଆଲ ମିଡିଆରେ ପ୍ରଶଂସକଙ୍କ ସହ ସେ ସବୁବେଳେ ସମ୍ପର୍କରେ ରହିଥାନ୍ତି। ନିକଟରେ ଜଣେ ପ୍ରଶଂସକ ଭଗବାନଙ୍କ ଫଟୋ ନିକଟରେ ସୋନୁଙ୍କ ଫଟୋରଖି ପୂଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?