ମାଟି ତଳୁ ମିଳିଲା ୧୧ ଶହ ବର୍ଷ ପୁରୁଣା ସ୍ବର୍ଣ୍ଣମୁଦ୍ରା…
ଜେରୁଜେଲମ୍, ୨୫।୮: ମାଟି ତଳୁ ୧୧ ଶହ ବର୍ଷ ପୁରୁଣା ସ୍ବର୍ଣ୍ଣମୁଦ୍ରା ମିଳିଛି। ଇସ୍ରାଏଲ୍ର ୟବନେ ସହରରେ ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ଖନନ ଜାରି ରହିଥିବାବେଳେ ମାଟି ପାତ୍ରରେ ରହିଥିବା ଏହି ପୋତାଧନ ମିଳିଛି। ମାଟିପାତ୍ରରେ ୪୨୫ଟି ସ୍ବର୍ଣ୍ଣମୁଦ୍ରା ରହିଥିବା କୁହାଯାଉଛି।…
୨୦ ବର୍ଷ ଝିଅର ଏକ୍ସ-ବୟଫ୍ରେଣ୍ଡଙ୍କ ସହ ପିତା କଲେ ଏମିତି, ଜାଣିଲେ ହେବେ ଆଶ୍ଚର୍ଯ୍ୟ
ବ୍ରିଟେନରେ ଜଣେ ସମଲିଙ୍ଗୀ ପିତା ତାଙ୍କ ଝିଅର ପୂର୍ବତନ ପ୍ରେମିକଙ୍କ ପ୍ରେମ କରି ବସିଛନ୍ତି। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ବାପା ତାଙ୍କ ଝିଅ ଏବଂ ତାଙ୍କ ପ୍ରେମିକ ସହିତ ଛୁଟିରେ ବୁଲିବାକୁ ଯାଇଥିଲେ। ସେଠାରେ ସେ ତାଙ୍କ ଝିଅର…
ସୁଶାନ୍ତଙ୍କ ବଦଳରେ ୨୦୦ କିଲୋର ବସ୍ତା ଝୁଲିବ ସିଲିଂ ଫ୍ୟାନ୍ରେ…
ମୁମ୍ବାଇ, ୨୫।୮: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାର ଯାଞ୍ଚ୍ ସିବିଆଇ ହାତକୁ ଯାଇଛି। ଏବେ ସିବିଆଇର ୪ ଜଣିଆ ଟିମ୍ ପ୍ରତିଟି ଦିଗକୁ ତନ୍ନତନ୍ନ କରି ଯାଞ୍ଚ୍ କରିବେ। ସେଥିପାଇଁ ଆତ୍ମହତ୍ୟାର ସିନ୍ ରିକ୍ରିଏଟ୍ କରାଯିବ। ସୁଶାନ୍ତଙ୍କ…
ପିଲାଙ୍କୁ ଛାଡ଼ିବାକୁ ୬୨% ଅଭିଭାବକ ଅମଙ୍ଗ
ନୂଆଦିଲ୍ଲୀ, ୨୫ା୮: ମହାମାରୀ କରୋନା ଯୋଗୁ ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିବାବେଳେ ସେପ୍ଟେମ୍ବର ୧ରେ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସ୍କୁଲ ଖୋଲିବା ଲାଗି ଯୋଜନା କରୁଛନ୍ତି। ହେଲେ ଅଧିକାଂଶ ଅଭିଭାବକ ପିଲାଙ୍କୁ ସ୍କୁଲକୁ ଏବେ ଛାଡ଼ିବା ଲାଗି ପ୍ରସ୍ତୁତ ନ ଥିବା ଜଣାପଡ଼ିଛି।…
ଆଲୋଚନା ବିଫଳ ହେଲେ ସେନା କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ, ୨୫ା୮: ଭାରତ-ଚାଇନା ସୀମା ବିବାଦର ସମାଧାନ ଲାଗି କୂଟନୈତିକ ଓ ସାମରିକ ସ୍ତରରେ ଆଲୋଚନା ଜାରି ରହିଛି। ଲଦାଖରେ ଚାଇନା ଅନୁପ୍ରବେଶ କରି ଟେଣ୍ଟ କରିବା ଓ ବିସ୍ତାରବାଦୀ ଆଭିମୁଖ୍ୟର ସମାଧାନ ଏ ପର୍ଯ୍ୟନ୍ତ ହୋଇପାରି ନାହିଁ। ଦୁଇଦେଶର ସେନା…
ରାହୁଲଙ୍କ ଫୋନ୍ ପରେ ଟୁଇଟ୍ ଡିଲିଟ୍ କଲେ ସିବଲ
ନୂଆଦିଲ୍ଲୀ,୨୫ା୮: ସିଡବ୍ଲ୍ୟୁସି ବୈଠକରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବର୍ଷିବା ପରେ ବରିଷ୍ଠ ନେତା କପିଲ ସିବଲ ତାଙ୍କୁ ଟାର୍ଗେଟ କରି ଏକ ଟୁଇଟ୍ କରିଥିଲେ। ପରେ ସେ ଉକ୍ତ ଟୁଇଟ୍କୁ ଡିଲିଟ୍ କରିଥିବା କହିଛନ୍ତି। ସିଡବ୍ଲ୍ୟୁସି ବୈଠକରେ ନେୃତୃତ୍ୱ…
କୋମାରେ କିମ୍
ପ୍ୟୋଙ୍ଗ୍ୟାଙ୍ଗ୍, ୨୫ା୮: ଉତ୍ତର କୋରିଆର ନେତା କିମ୍ ଜଙ୍ଗ୍ ଉନ୍ କୋମାରେ ଥିବା ଜଣାପଡ଼ିଛି। ତାଙ୍କ ଭଉଣୀ କିମ୍ ୟୋ ଜଙ୍ଗ୍ ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ ଘଟଣା ସମ୍ପର୍କରେ ବୁଝାଶୁଝା କରୁଥିବା ମିଡିଆ ରିପୋର୍ଟରୁ ପ୍ରକାଶ। ଆମେରିକା ଓ ଦକ୍ଷିଣ…
ନେହେରୁ-ଗାନ୍ଧୀ ପରିବାରରୁ ୫, ବାହାରୁ ୧୩
ନୂଆଦିଲ୍ଲୀ, ୨୫ା୮: ସମ୍ପ୍ରତି କଂଗ୍ରେସରେ ନେତୃତ୍ୱ ପ୍ରସଙ୍ଗକୁ ନେଇ ସମସ୍ୟା ମୁଣ୍ଡ ଟେକିଛି। ଏହି ପୁରୁଣା ରାଜନୈତିକ ଦଳ ସମ୍ପର୍କରେ ବିଶେଷଜ୍ଞମାନେ କହିଛନ୍ତି ଯେ, ନେହେରୁ ଗାନ୍ଧୀ ପରିବାର ବାହାରୁ ଦଳର ଅଧ୍ୟକ୍ଷ ବଛାଯିବା କାଳ୍ପନିକ ଭାବେ ଠିକ୍। ହେଲେ ଏହା…
କ୍ଷମା ମାଗିଲେ ବିବେକ ଅବମାନନା
ନୂଆଦିଲ୍ଲୀ,୨୫ା୮: ଆଇନଜୀବୀ ପ୍ରଶାନ୍ତ ଭୂଷଣ ତାଙ୍କର ଦୁଇଟି ବିବାଦୀୟ ଟୁଇଟ୍କୁ ନେଇ କ୍ଷମା ମାଗିବେ ନାହିଁ ବୋଲି ସୋମବାର ସୁପ୍ରିମକୋର୍ଟରେ ସ୍ପଷ୍ଟ କରିଛନ୍ତି। ସର୍ବୋଚ୍ଚ ଅଦାଲତରେ ଦାଖଲ କରିଥିବା ସତ୍ୟପାଠରେ ପ୍ରଶାନ୍ତ କହିଛନ୍ତି, ତାଙ୍କ ମନ୍ତବ୍ୟ ନ୍ୟାୟାଳୟର ‘ଗଠନମୂଳକ ସମାଲୋଚନା’ ଥିଲା।…
ଆଇପିଏଲ୍: ଫାଙ୍କା ଷ୍ଟାଡିୟମରେ କ୍ରିକେଟର କ୍ୱାଲିଟି ପ୍ରଭାବିତ ହେବନି: ଲକ୍ଷ୍ମଣ
ଦୁବାଇ,୨୫।୮(ପି.ଟି.): କୋଭିଡ୍-୧୯ ମହାମାରୀ କାରଣରୁ ୟୁନାଇଟେଡ୍ ଆରବ ଏମିରେଟ୍ସ (ୟୁଏଇ)ରେ ଆୟୋଜନ ହେବାକୁ ଯାଉଥିବା ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୩ତମ ସଂସ୍କରଣ ଫାଙ୍କା ଷ୍ଟାଡିୟମରେ ଆୟୋଜନ ହେବ। ଏହା ସତ୍ତ୍ୱେ ଆଇପିଏଲ୍ରେ କ୍ରିକେଟର କ୍ୱାଲିଟି ତଥା ଗୁଣବତ୍ତା ପ୍ରଭାବିତ ହେବ…
କେନ୍ଦୁପତ୍ର ବୋଝେଇ ଟ୍ରକ ଜବତ : ୨ ଗିରଫ
ବାଙ୍ଗିରିପୋଷି,୨୫ା୮(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବନାଞ୍ଚଳ ଅଧୀନ ଅଗ୍ନିଶମ ବିଭାଗ ରାସ୍ତାରୁ ଏକ କେନ୍ଦୁପତ୍ର ବୋଝେଇ ଟ୍ରକ୍କୁ ବନ ବିଭାଗ ଜବତ କରିଛି। ଏହି ଘଟଣାରେ ଟ୍ରକର ଚାଳକ ଝାଡ଼ଖଣ୍ଡ ରାଜ୍ୟ ଗିରିଡ଼ିହି ଜିଲା ଅନ୍ତର୍ଗତ ଗୌରାହଣ୍ଡ ଗ୍ରାମର ନରେଶ କୁମାର…
ଗ୍ରାମଦେବୀଙ୍କ ପାଇଁ ବାଦୁଡ଼ି ସୁରକ୍ଷା
କେନ୍ଦୁଝର, ୨୫ା୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଣପାହାଡରେ ଏକଦା ବହୁ ଜାତିପ୍ରଜାତିର ପକ୍ଷୀ ଦେଖିବାକୁ ମିଳୁଥିଲେ ା ଜଙ୍ଗଲ କ୍ଷୟ, ପ୍ରଦୂଷଣ ଓ ଶିକାର ଯୋଗୁ ବହୁ ପକ୍ଷୀଙ୍କୁ ଆଉ ଦେଖିବାକୁ ମିଳୁନାହିଁ। ବନ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ପକ୍ଷୀମାନଙ୍କ ସୁରକ୍ଷା…
Archives


