‘ଆର୍ଆର୍ଆର୍’ରେ ନଜର ଆସିବେ ୨ ସୁପରଷ୍ଟାର: ଆଲିଆଙ୍କ ସ୍ଥାନରେ ରୋମାନ୍ସ କରିବେ ପ୍ରିୟଙ୍କା
ସାଉଥ୍ ଇଣ୍ଡଷ୍ଟ୍ରିର ଲୋକପ୍ରିୟ ନିର୍ଦ୍ଦେଶକ ଏସ୍ ଏସ୍ ରାଜମୌଲି ତାଙ୍କର ଆଗାମୀ ମଲ୍ଟିଷ୍ଟାର ସିନେମା ‘ଆର୍ଆର୍ଆର୍’କୁ ନେଇ ଖୁବ୍ ଚର୍ଚ୍ଚାରେ। ଏହି ଫିଲ୍ମରେ ତେଲୁଗୁ ଇଣ୍ଡଷ୍ଟ୍ରିର ୨ ସୁପରଷ୍ଟାର ଜୁନିୟର ଏନ୍ଟିଆର୍ ଏବଂ ରାମ ଚରଣ ତେଜାଙ୍କୁ ଏକତ୍ର ଦେଖିବାକୁ ମିଳିବ।…
କରୋନା ରିପୋର୍ଟ ଆସିବାର ୪୮ଘଣ୍ଟା ମଧ୍ୟରେ ପହଞ୍ଚିବାକୁ ପଡ଼ିବ ମା’ଙ୍କ ମନ୍ଦିରରେ
ଜମ୍ମୁ,୨୪।୮: ଜମ୍ମୁର କଟରାରେ ଥିବା ମା’ ବୈଷ୍ଣୋଦେବୀଙ୍କ ଯାତ୍ରା ଅଗଷ୍ଟ ୧୬ରୁ ଆରମ୍ଭ ହୋଇଛି। କରୋନା କାଳରେ ଯାତ୍ରା କରୁଥିବା କେତେକ ଲୋକ ସଂକ୍ରମିତ ଚିହ୍ନଟ ହୋଇଥିବାରୁ ସୁରକ୍ଷା ଦୃଷ୍ଟିରୁ ଏବେ ବୈଷ୍ଣୋଦେବୀ ମନ୍ଦିରର ବୋର୍ଡ ପକ୍ଷରୁ ଏକ ନିଷ୍ପତ୍ତି ନିଆଯାଇଛି।…
ରିୟାଙ୍କ ଜୀବନୀ ସହ ମେଳ ଖାଉଛି ଇଂଲଣ୍ଡ କ୍ରିକେଟରଙ୍କ ୬ ବର୍ଷ ତଳର ଏକ ଟୁଇଟ୍
ଇଂଲଣ୍ଡର ବୋଲର ଜୋଫ୍ରା ଆର୍ଚର ନିଜ ଟୁଇଟ୍ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥରନ୍ତି। ତେବେ ରିୟାଙ୍କୁ ନେଇ ୬ ବର୍ଷ ତଳେ ଅର୍ଥାତ୍ ୨୦୧୪, ଜୁଲାଇ ୧୬ରେ କରିଥିବା ଏକ ଟୁଇଟ୍ ଏବେ ଭାଇରାଲ ହେବାରେ ଲାଗିଛି। ଏହି ଟୁଇଟ୍ରେ ସେ…
୨୩ବର୍ଷ ଧରି ପାକିସ୍ତାନରେ ଲୁଚି ରହିଛନ୍ତି ମୋଷ୍ଟ ଓ୍ବାଣ୍ଟେଡ୍ ଅଣ୍ଡରଓ୍ବାର୍ଲ୍ଡ ଡନ୍
ଇସ୍ଲାମାବାଦ,୨୪।୮: ପ୍ରଥମ ଥର ପାକିସ୍ତାନ ସ୍ବୀକାର କରିଛି ଯେ, ମୋଷ୍ଟ ଓ୍ବାଣ୍ଟେଡ୍ ଅଣ୍ଡରଓ୍ବାଲର୍ଡ ଡନ୍ ଦାଉଦ୍ ଇବ୍ରାହିମ୍ କରାଚିରେ ଲୁଚିଛନ୍ତି। ସେଠାରେ ପାକିସ୍ତାନ ଦାଉଦଙ୍କ ଉପରେ ଏବେ ପ୍ରତିବନ୍ଧକ ଲଗାଇଥିବା ଜଣାପଡ଼ିଛି। ଏଥିସହ ଦାଉଦଙ୍କ ବ୍ୟାଙ୍କ ଆକାଉଣ୍ଟକୁ ମଧ୍ୟ ସିଲ୍ କରିବାକୁ…
ଏହି ଫିଲ୍ମ ବାରମ୍ଭାର ଦେଖିବାକୁ ପସନ୍ଦ କରନ୍ତି ରୋହିତ ଶର୍ମା
ଭାରତୀୟ କ୍ରିକେଟ ଦଳର ଉପଅଧିନାୟକ ରୋହିତ ଶର୍ମାଙ୍କୁ ଚଳିତବର୍ଷ ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାରରେ ସମ୍ମାନୀତ କରାଯିବ ବୋଲି ଘୋଷଣା କରାଯାଇଛି। ଏଥିରେ ଖୁସି ବ୍ୟକ୍ତ କରିଛନ୍ତି ସେ। ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ରୋହିତ୍ ଏବେ ଆଇପିଏଲ୍ ଖେଳିବା ପାଇଁ ଦୁବାଇ…
ଗଞ୍ଜାମରେ କରୋନାରେ ଗୁରୁତର ୬୧ ଜଣଙ୍କୁ ଦିଆଗଲାଣି ପ୍ଲାଜମା ଥେରାପି
ଛତ୍ରପୁର, ୨୪।୮(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନାରେ ଗୁରୁତର ୬୧ ରୋଗୀଙ୍କୁ ପ୍ଲାଜମା ଥେରାପି ଦିଆଗଲାଣି। ଜିଲାର ଶିତଳାପଲ୍ଲିସ୍ଥିତ କୋଭିଡ୍ ହସ୍ପିଟାଲରେ ଏହି ଗୁରୁତରମାନେ ଚିକିତ୍ସିତ ହେଉଛନ୍ତି। ଏ ନେଇ ଜିଲା କୋଭିଡ୍ ସେଲ୍ ପକ୍ଷରୁ ସୋମବାର ଟୁଇଟ୍କରି ସୂଚନା ଦିଆଯାଇଛି। ଆହୁରି…
ମସ୍ଜିଦ ଟ୍ରଷ୍ଟ ପକ୍ଷରୁ ଜାରି ହେଲା ଲୋଗୋ: କ’ଣ ରହିଛି ଏହା ପଛରେ ବାର୍ତ୍ତା
ଆଯୋଧ୍ୟା,୨୪।୮: ଅଯୋଧ୍ୟାରେ ଗୋଟିଏ ପଟେ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ଜୋରସୋରରେ ଆରମ୍ଭ ହୋଇଥିବା ବେଳେ ଅନ୍ୟପଟେ ମସ୍ଜିଦ ନିର୍ମାଣ କାର୍ଯ୍ୟ ମଧ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। ଅଯୋଧ୍ୟାର ଧନିପୁରରେ ମସ୍ଜିଦ ନିର୍ମାଣ ହେବ। ନିର୍ମାଣ କାର୍ଯ୍ୟର ତଦାରଖ କରୁଥିବା…
ସ୍ତ୍ରୀ, ପୁଅଙ୍କୁ ମିସ୍ କରୁଛନ୍ତି ଏହି କ୍ରିକେଟର୍, କହିଲେ ଏମିତି କଥା
ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆଇପିଏଲ୍ ଖେଲିବା ପାଇଁ ଏବେ ୟୁଏଇ ଗସ୍ତରେ ଯାଇଛନ୍ତି। ନିକଟରେ ପିତା ହୋଇଥିବା ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ଦଳ ସହ ଯୋଡି ହୋଇଛନ୍ତି। ଏହି ସମୟରେ ସ୍ତ୍ରୀ ନତାଶା ଷ୍ଟାନକୋଭିକ୍ ଏବଂ ପୁଅ…
ମୁକେଶ ଅମ୍ବାନୀଙ୍କ ଠାରୁ ଜୁକରବର୍ଗ: କରୋନା ସମୟରେ ଏହି କୋଟିପତିମାନେ କେତେ ଟଙ୍କା ଦାନ କରିଛନ୍ତି ଜାଣନ୍ତୁ…
ପରୋପକାର ପରମଧର୍ମ। ଅର୍ଥାତ୍ ଅନ୍ୟର ହିତ ପାଇଁ ଦାନ ହେଉଛି ସବୁଠାରୁ ବଡ଼ ଧର୍ମ। ଦୁନିଆରେ ଅନେକ ଲୋକ ରହିଛନ୍ତି ଯେଉଁମାନେ କୋଟି କୋଟି ଟଙ୍କା ରୋଜଗାର କରୁଛନ୍ତି। ମାତ୍ର ଖୁବ୍ କମ୍ ଲୋକ ଅଛନ୍ତି, ଯେଉଁମାନେ ଅଭାବୀ ଲୋକଙ୍କୁ ସେମାନଙ୍କ…
ସୀମା ସିଲ୍ ଉଚ୍ଛେଦ ଦାବି କଲା ଭାଜପା
ବ୍ରହ୍ମପୁର ଅଫିସ,୨୪ା୮: ସାଧାରଣ ଲୋକଙ୍କ ଜୀବନ ଜୀବିକା ରକ୍ଷା ପାଇଁ କେନ୍ଦ୍ର ସରକାର ଉଦ୍ୟମ କରୁଛନ୍ତି। ଅନ୍ୟପଟେ ରାଜ୍ୟ ସରକାର ବିନା କାରଣରେ କଟକଣା ଜାରି କରି ଲୋକଙ୍କୁ ହଇରାଣ କରୁଥିବା ଭାଜପା ଅଭିଯୋଗ କରିଛି। ସୀମା ସିଲ୍ ଯୋଗୁ ବହୁତ ଲୋକ,…
ଆଜି ଖୋର୍ଦ୍ଧାକୁ ଟପିଲା କଟକ, ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୪ା୮(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। କିଛିଦିନ ଧରି ଗଞ୍ଜାମରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଖୋର୍ଦ୍ଧା ଦ୍ୱିତୀୟ ସ୍ଥାନରେ ରହୁଥିଲା। ମାତ୍ର ସୋମବାର ଆକ୍ରାନ୍ତ ଚିହ୍ନଟରେ ଖୋର୍ଦ୍ଧାକୁ ଟପିଯାଇଛି କଟକ। ଆଜି ଏଠାରୁ…
ନଦୀ ପାର ହେଲେ ଗର୍ଭବତୀ, ମହାନତା ଦେଖାଇଲେ ଗ୍ରାମବାସୀ
ମାଲକାନଗିରି,୨୪ା୮(ସ୍ବ.ପ୍ର.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାର ଲଙ୍କାଗାଁରେ ଜଣେ ଗର୍ଭବତୀଙ୍କୁ ନଦୀ ପାର କରି ଗ୍ରାମବାସୀ ମହାନତା ଦେଖାଇଛନ୍ତି॥ ମାଓବାଦୀ ପ୍ରବଣ ଲଙ୍କାପଲ୍ଲୀ ଗାଁରେ ନା ଅଛି ମେଡିକାଲ ସୁବିଧା ନା ଅଛି ରାସ୍ତା। ମାଓବାଦୀଙ୍କ ଭୟରେ ସେହି…
Archives


