ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍ ବିଧାନସଭାରେ ପାରିତ
ଭୁବନେଶ୍ୱର,୬।୧୦(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ-୨୦୨୦ ମଙ୍ଗଳବାର ବହୁ ହଟ୍ଟଗୋଳ ମଧ୍ୟରେ ବିଧାନସଭାରେ ପାରିତ ହୋଇଛି। ୪ ଦିନର ଆଲୋଚନା ପରେ ଗୃହରେ ଏହି ବିଲ୍ ପାରିତ ହୋଇଛି। ଭାଜପା ଓ କଂଗ୍ରେସର ବିଧାୟକମାନେ ବାରମ୍ବାର ହଟ୍ଟଗୋଳ କରି ବିଲ୍କୁ ବିରୋଧ କରିଥିଲେ।…
କୋଇଲା ବ୍ଲକ ଆବଣ୍ଟନ ଦୁର୍ନୀତି: ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ
ନୂଆଦିଲ୍ଲୀ, ୬।୧୦: କୋଇଲା ବ୍ଲକ ଆବଣ୍ଟନ ଦୁର୍ନୀତିରେ ପୂର୍ବତନ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ୧୯୯୯ରେ କୋଇଲା ବ୍ଲକ ଆବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗରେ ଦିଲ୍ଲୀର ସ୍ପେଶାଲ କୋର୍ଟ ବିଚାରପତି ଭାରତ ପରାଶର ଦିଲ୍ଲୀପଙ୍କୁ…
ପୀଡ଼ିତାଙ୍କ ଭାଇ, ଅଭିଯୁକ୍ତ ସନ୍ଦୀପ୍ଙ୍କ ମଧ୍ୟରେ ହୋଇଥିଲା ୫ ଘଣ୍ଟା କଥାବାର୍ତ୍ତା
ଲକ୍ଷ୍ନୌ, ୬।୧୦: ଉତ୍ତରପ୍ରଦେଶ ହାଥରସ୍ରେ ହୋଇଥିବା ବଳାତ୍କାର ଘଟଣାରେ ନୂଆ ନୂଆ ଖବର ମିଳିବାରେ ଲାଗିଛି। ଏବେ କୁହାଯାଉଛି ଯେ, ପୀଡ଼ିତାଙ୍କ ଭାଇ ଏବଂ ଅଭିଯୁକ୍ତ ସନ୍ଦୀପ୍ଙ୍କ ମଧ୍ୟରେ ୫ ଘଣ୍ଟା କଥାବାର୍ତ୍ତା ହୋଇଥିଲା। ଅଭିଯୁକ୍ତ ସନ୍ଦୀପ୍ ଏବଂ ପୀଡ଼ିତାଙ୍କ ଘର…
ସିନେମା ହଲରେ ଉପସ୍ଥିତ ରହିବେ ୫୦ ପ୍ରତିଶତ ଦର୍ଶକ
ନୂଆଦିଲ୍ଲୀ,୬ ।୧୦: କେନ୍ଦ୍ର ସରକାରଙ୍କ ଅନ୍ଲକ୍-୫ ନିୟମ ଅନୁଯାୟୀ ଅକ୍ଟୋବର ୧୫ରେ ଖୋଲିବାକୁ ଯାଉଛି ସିନେମା ହଲ୍ ଓ ଥିଏଟର । ଏବେ ଏହାକୁ ନେଇ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡ୍ୟୁଅର(ଏସ୍ଓପି) ଜାରି କରିଛନ୍ତି ।…
ଅକ୍ଟୋବର ୨୦ ପର୍ଯ୍ୟନ୍ତ ନ୍ୟାୟିକ ହାଜତରେ ରହିବେ ଭଉଣୀ ଭାଇ ରିଆ-ଶୌଓ୍ବିକ୍
ମୁମ୍ବାଇ, ୬।୧୦: ବବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ରିଆ ଚକ୍ରବର୍ତ୍ତୀ ଏବଂ ଶୌଓ୍ବିକ୍ ଚକ୍ରବର୍ତ୍ତୀଙ୍କୁ ପଚରା ଉଚରା ଜାରି ରହିଛି। ସେମାନଙ୍କର ନ୍ୟାୟିକ ହାଜତର ସମୟ ସୀମାକୁ ମଙ୍ଗଳବାର ଅକ୍ଟୋବର ୨୦ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ଏହା…
ପ୍ରଥମ ପ୍ରେମଠାରୁ ଦୂରେଇ ଯାଇଥିଲେ ଏହି ପ୍ରସିଦ୍ଧ ଅଭିନେତା
ବଲିଉଡ୍ ଅଭିନେତା ବିନୋଦ ଖାନ୍ନା ଅନେକ ହିଟ୍ ଫିଲ୍ମରେ ଅଭିନୟ କରିଛନ୍ତି। ଯଦିଓ ସେ ଆମ ଗହଣରେ ନାହାନ୍ତି, କିନ୍ତୁ ଅଭିନୟ ଦ୍ୱାରା ଦର୍ଶକଙ୍କ ହୃଦୟରେ ସର୍ବଦା ଜୀବନ୍ତ ରହିଛନ୍ତି। ବିନୋଦ ଖାନ୍ନା ୧୯୪୬, ଅକ୍ଟୋବର ୬ରେ ପାକିସ୍ତାନର ପେଶାୱାରରେ (ଏବେ…
ଡ୍ୟାନ୍ସ ଜରିଆରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲେ ଏହି କ୍ରିକେଟରଙ୍କ ଭାବି ସ୍ତ୍ରୀ
ଭାରତୀୟ କ୍ରିକେଟର ୟୁଜବେନ୍ଦ୍ର ଚହଲଙ୍କ ଭାବି ସ୍ତ୍ରୀ ତଥା ପ୍ରସିଦ୍ଧ ୟୁଟ୍ୟୁବର୍ ଧନଶ୍ରୀ ବର୍ମା ଆଜିକାଲି ବେଶ୍ ଚର୍ଚ୍ଚାରେ ଅଛନ୍ତି। ପ୍ରତିଦିନ ତାଙ୍କ ଭିଡିଓ ଭାଇରାଲ ହେଉଛି ଧନଶ୍ରୀ ଜଣେ କୋରିଓଗ୍ରାଫର ସହ ଜଣେ ଡାକ୍ତର ମଧ୍ୟ। ନିକଟରେ ଧନଶ୍ରୀଙ୍କ ଏକ…
ମୁମ୍ବାଇ ପୋଲିସକୁ ବଦନାମ୍ କରିବା ଲାଗି ତିଆରି ହୋଇଥିଲା ୮୦ ହଜାରରୁ ଅଧିକ ଫେକ୍ ଆକାଉଣ୍ଟ
ମୁମ୍ବାଇ, ୬।୧୦: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ପ୍ରତିଦିନ ନୂଆ ଖବର ଯୋଡ଼ି ହେବାରେ ଲାଗିଛି। ଏବେ ମୁମ୍ବାଇ ପୋଲିସ ପକ୍ଷରୁ ନୂଆ ତଥ୍ୟ ପଦାକୁ ଆସିଛି। ମୁମ୍ବାଇ ପୋଲିସକୁ ବଦନାମ୍ କରିବା ଲାଗି ତିଆରି ହୋଇଥିଲା…
ଘରକୁ ଆସି କାନ୍ଦୁଥିଲେ ଅମିର ଖାଁ, ଜାଣନ୍ତୁ କାହିଁକି
ବଲିଉଡର ପରଫେକ୍ସନିଷ୍ଟ ଅମିର ଖାଁ ଆଗାମୀ ଫିଲ୍ମ ‘ଲାଲ ସିଂ ଚଢା’ ଶୁଟିଂରେ ବ୍ୟସ୍ତ ଅଛନ୍ତି। ଦର୍ଶକ ମଧ୍ୟ ଅମିରଙ୍କ ଫିଲ୍ମକୁ ଦେଖିବା ପାଇଁ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ପ୍ରତ୍ୟେକଥର ଦର୍ଶକଙ୍କୁ ନିଆରା ଫିଲ୍ମ ଭେଟି ଦେଉଥିବା ଅମିରଙ୍କ ପାଇଁ…
ହାଥରସ୍ ଯାଉଥିବା ୪ ଗିରଫ: ପିଏଫ୍ଆଇ ଏଜେଣ୍ଟ୍ ବୋଲି କହିଲା ପୋଲିସ
ନୂଆଦିଲ୍ଲୀ, ୬।୧୦: ଉତ୍ତରପ୍ରଦେଶର ହାଥରସ୍ ବଳାତ୍କାର ନେଇ ସାରାଦେଶରେ ପ୍ରଦର୍ଶନ ଜାରି ରହିଛି। ଦିଲ୍ଲୀରୁ ହଥାରସ୍ ଯାଉଥିବା ୪ ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କ ମଧ୍ୟରେ କେରଳର ମଲ୍ଲପୁରମର ଜଣେ ଗଣମାଧ୍ୟମ ପ୍ରତିନିଧି ମଧ୍ୟ ରହିଛନ୍ତି। ସେମାନେ ବିଚ୍ଛିନ୍ନତାବାଦି ସଂଗଠନ…
ପୁଣି ରାଜ୍ୟରେ ୧୬ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୬।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୬ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୪୦ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୬ ମୃତକଙ୍କ…
ଯୋଗୀ ସରକାରଙ୍କ ସତ୍ୟପାଠ: ରାତ୍ରରେ ସଂସ୍କାର ନ କରିଥିଲେ ସକାଳେ ଥିଲା ଦଙ୍ଗାର ଆଶଙ୍କା
ନୂଆଦିଲ୍ଲୀ, ୬।୧୦: ଉତ୍ତରପ୍ରଦେଶ ହାଥରସ୍ରେ ହୋଇଥିବା ବଳାତ୍କାର ମାମଲାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିିତ୍ୟନାଥ ସରକାର ସୁପ୍ରିମ୍କୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ଏଥିରେ ଉଲ୍ଲେଖ କରାଯାଇଛି ଯେ, ରାତ୍ରରେ ପୀଡ଼ିତାଙ୍କ ମୃତଦେହ ସଂସ୍କାର ହୋଇ ନ ଥିଲେ ସକାଳେ ସାମ୍ପ୍ରଦାୟିକ ଦଙ୍ଗାର ଆଶଙ୍କା…
Archives


