Home

ପ୍ରଥମ ମହିଳା ନିର୍ବାଚନ କମିଶନଙ୍କ କରୋନା ସଂକ୍ରମଣରେ ମୃତ୍ୟୁ

ମୁମ୍ବାଇ, ୧୬।୭: ମହାରାଷ୍ଟ୍ରର ପ୍ରଥମ ମହିଳା ନିର୍ବାଚନ କମିଶନ ନୀଲା ସତ୍ୟନାରାୟଣନଙ୍କ କରୋନା ସଂକ୍ରମଣ ଯୋଗୁ ଗୁରୁବାର ମୃତ୍ୟୁ ଘଟିଛି। ସେ ମୁମ୍ବାଇର ସେଭେନ୍‌ ହିଲ୍ସ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ୧୯୭୨ ବ୍ୟାଚ୍‌ର…

ଯୋଗୀଙ୍କ ବାସଭବନରେ ପହଞ୍ଚିଲା କରୋନା

ଲକ୍ଷ୍ନୌ,୧୬।୭: ମହାମାରୀ କରୋନା ସଂକ୍ରମଣ ସାରା ଦେଶରେ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ରୋକିବାକୁ କେନ୍ଦ୍ର ଓ ରାଜ୍ୟ ସରକାର ଯେତେ ପଦକ୍ଷେପ ଗ୍ରହଣ କଲେ ମଧ୍ୟ ଦିନକୁ ଦିନ ହଜାର ହଜାର ସଂକ୍ରମିତ ଚିହ୍ନଟ ହେଉଛନ୍ତି। କରୋନା କବଳରୁ ସାଧାରଣ…

ପ୍ଲାଜ୍‌ମା ଦାନ କଲେ ମିଳିବ ପୁରସ୍କାର ୫ ହଜାର

ବେଙ୍ଗାଲୁର, ୧୬।୭: ପ୍ଲାଜ୍‌ମା ଦାନ କରୁଥିବା ଲୋକଙ୍କ ପାଇଁ କର୍ନାଟକ ସରକାରଙ୍କ ପକ୍ଷରୁ ପୁରସ୍କାର ଘୋଷଣା କରାଯାଇଛି। ଯେଉଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ସେମାନଙ୍କଠାରୁ ପ୍ଲାଜ୍‌ମା ସଂଗ୍ରହ କରାଯାଇ ପ୍ଲାଜ୍‌ମା ଥେରାପିରେ ଚିକିତ୍ସା କରାଯିବ। ତେବେ ପ୍ଲାଜ୍‌ମା ଦାନ କରୁଥିବା…

୬୦ ଦିନରେ ବଦଳି ଗଲା ଜ୍ୟୋତିଙ୍କ ଜୀବନ

ପାଟନା, ୧୬।୭: ବିହାରର ଜ୍ୟୋତି କୁମାରୀ ଏବଂ ତାଙ୍କ ପରିବାରବର୍ଗଙ୍କ ଜୀବନ ଗତ ୬୦ ଦିନ ମଧ୍ୟରେ ସମ୍ପୂର୍ଣ୍ଣ ବଦଳି ଯାଇଛି। ସେ ୧୨୦୦ କିମି ସାଇକେଲ ଚଳାଇ ପିତାଙ୍କୁ ଲକ୍‌ଡାଉନ୍‌ ସମୟରେ ଘରକୁ ଆଣିଥିଲେ। ସେ ଗୁଡଗାଓଁ ରୁ ପିତାଙ୍କୁ…

ରିୟାଙ୍କୁ ମିଳୁଛି ବଳାତ୍କାର ଏବଂ ହତ୍ୟାର ଧମକ: ପୋଷ୍ଟ ଶେୟାର କରି ରଖିଲେ ଏଭଳି ଜବାବ

ବମ୍ବେ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଆତ୍ମହତ୍ୟା ବୋଲି ମୁମ୍ବାଇ ପୋଲିସ ଏକପ୍ରକାର ସ୍ପଷ୍ଟ କରିଛି। ହେଲେ ଏହାକୁ ମାନିବାକୁ ପ୍ରଶଂସକ ଏକ ପ୍ରକାର ନାରାଜ। ଘଟଣାକୁ ଏକ ମାସରୁ ଊର୍ଦ୍ଧ୍ୱ ସମୟ ବିତି ଯାଇଥିଲେ ହେଁ ସେମାନେ ପ୍ରେମିକା…

ପିଲା ବେଳର ଫଟୋ ଶେୟାର କରି ବାପାଙ୍କ ପାଇଁ ଏଭଳି କହିଲେ ସାରା

ମୁମ୍ବାଇ: ଚଳିତ ଦିନରେ ବଲିଉଡ୍‌ ସେଲିବ୍ରିଟିମାନେ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଥିବା ବେଳେ ପ୍ରାୟ ସମୟରେ ଇନ୍‌ଷ୍ଟାଗ୍ରାମରେ ନିଜର ପୁରୁଣା ଦିନକୁ ମନେପକାଇ ଫଟୋ ଶେୟାର କରୁଥିବା ଦେଖିବାକୁ ମିଳିଛି। ଇତିମଧ୍ୟରେ ବଲିଉଡ୍‌ ନବାଗତା ଅଭିନେତ୍ରୀ ସାରା ଅଲ୍ଲୀ ଖାଁ…

ଭକ୍ତଙ୍କୁ ମନ୍ତ୍ରମୁଗ୍ଧ କରୁଛି କାଳିଚରଣଙ୍କ ଶିବତାଣ୍ଡବ ସ୍ତୋତ୍ର ପାଠ: ଶୁଣିଲେ ଟାଙ୍କୁରି ଉଠିବ ଲୋମ…

ଚାଲିଛି ଶ୍ରାବଣ ମାସ। ପ୍ରଭୁ ଶିବଙ୍କ ପ୍ରୀୟ ମାସ। ଏହି ମାସରେ ଭକ୍ତମାନେ ଶିବଙ୍କୁ ଆରାଧନା କରିବା ପାଇଁ ପ୍ରତ୍ୟେକ ସୋମବାର ପବିତ୍ର ପୁଷ୍କରିଣୀର ଜଳ ଆଣି ଶିବଲିଙ୍ଗରେ ଢ଼ାଳିଥାନ୍ତି। ଚଳିତ ବର୍ଷ କରୋନା କଟକଣା ପାଇଁ ଭକ୍ତମାନଙ୍କୁ ନିରାଶ ହେବାକୁ…

ମିସ୍‌ କଲ୍‌ରୁ ପ୍ରେମ, ପରେ ଥାନା; ଶେଷରେ ମନ୍ଦିରରେ ପହଞ୍ଚିଲା ଏହି ପ୍ରେମକାହାଣୀ

ମିରଟ: ମିସ୍‌ କଲରୁ ସୃଷ୍ଟି ହୋଇଥିଲା ପ୍ରେମ। ପରେ ଘଟଣା ପହଞ୍ଚିଥିଲା ଥାନାରେ। ପ୍ରାୟ ୩ ବର୍ଷ ପ୍ରେମସମ୍ପର୍କ ପରେ ପ୍ରେମିକ ପ୍ରେମିକାକୁ ବିବାହ କରିଦେବାକୁ ମନା କରିବାରୁ ପ୍ରେମିକା ଜଣକ ହଙ୍ଗାମା କରିଥିଲେ। ଫଳରେ ମାମଲା ଥାନାକୁ ଯାଇଥିଲା। ପୋଲିସ…

କାର୍‌ ଭିତରେ ଗର୍ଲଫ୍ରେଣ୍ଡଙ୍କ ସହ ବସିଥିଲେ ସ୍ବାମୀ, ଦେଖିଦେଲେ ସ୍ତ୍ରୀ: ତା’ପରେ ଘଟିଲା ଏମିତି

ମୁମ୍ବାଇ ରାସ୍ତାରେ ଏକ ସ୍ବାମୀ-ସ୍ତ୍ରୀ ଝଗଡା ଦେଖିବାକୁ ମିଳଥିଲା। ଝଗଡାର କାରଣ ଜାଣିବା ପାଇଁ କାର ପାଖରେ ଲୋକେ ଭିଡ ଜମାଇଥିଲେ। ଏହା ପରେ ଯାହା ଜଣାପଡିଲା ତାହା ଜାଣି ସମସ୍ତେ ମୁଣ୍ଡରେ ହାତ ଦେଇଥିଲେ। ମୁମ୍ବାଇର ପେଡର ରୋଡରେ ଏକ…

ଏହି ବୃଦ୍ଧଙ୍କ କେଶ ଦେଖିଲେ ଯେକେହି ବି ଆଶ୍ଚର୍ଯ୍ୟ ହେବ

ଲମ୍ବା କେଶ ରଖିବା ସବୁ ନାରୀଙ୍କ ପସନ୍ଦ ହୋଇଥାଏ। ବେଳେ ବେଳେ ଏହି ପସନ୍ଦ ପୁରୁଷଙ୍କ କ୍ଷେତ୍ରରେ ମଧ୍ୟ ଦେଖାଦେଇଥାଏ। ପୁରୁଷମାନେ ଲମ୍ବା ଲମ୍ବା କେଶ ରଖିବା ଏହା ଏବେ ଫ୍ୟାଶନ୍‌ ପାଲଟିଗଲାଣି। ହେଲେ ପରିଣତ ବୟସରେ ଜଣେ ବୃଦ୍ଧ ଲମ୍ବା…

ମାଲିକ ଗାଈକୁ ବିକିବାକୁ ନେଇ ଷଣ୍ଢର ଉତ୍ପାତ: ଗାଡ଼ି ପଛରେ ୧ କିମି ଯାଏ ଦୌଡ଼ିଲା; ପରେ ଘଟିଲା ଏପରି କିଛି..

ମଦୁରାଇ: କଥାରେ ଅଛି ପ୍ରେମ ଶାଶ୍ୱତ, ସୁନ୍ଦର। ଆଜିର ଅତ୍ୟାଧୁନିକ ଯୁଗରେ ଯେଉଁଠି ମଣିଷମାନେ ସମ୍ପର୍କକୁ ସେତେଟା ଗୁରୁତ୍ୱ ଦେଉନାହାନ୍ତି ସେଠାରେ ପଶୁପକ୍ଷୀମାନେ ନିଆରା ଉଦାହରଣ ସୃଷ୍ଟି କରୁଛନ୍ତି। ଏଭଳି ଏକ ଭିଡିଓ ସୋସିଆଲ ମିଡିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିବା…

କିଏ ହେବେ କଂଗ୍ରେସ ଅଧ୍ୟକ୍ଷ: ଯୁବନେତାଙ୍କ ଉପରେ ନାହିଁ ଭରସା

ନୂଆଦିଲ୍ଲୀ, ୧୬।୭: ବିଭିନ୍ନ ରାଜ୍ୟରେ ଶାସକ କଂଗ୍ରେସ ଦଳରେ ବିଦ୍ରୋହୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦଳୀୟ ନେତାଙ୍କୁ ହାଇକମାଣ୍ଡ ଏକଜୁଟ କରି ରଖିବାକୁ ଅସମର୍ଥ ହେଉଛନ୍ତି। ଏପରିସ୍ଥଳେ ଦଳରେ ନୂଆ ମୁଖିଆ ଖୋଜା ଚାଲିଛି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ କାର୍ଯ୍ୟକାଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri