ଭାଜପା ବିଧାୟକଙ୍କ ପରଲୋକ
ଲକ୍ଷ୍ନୌ,୨୧।୮: ଉତ୍ତରପ୍ରଦେଶ ଦେଓରିଆର ଭାଜପା ବିଧାୟକ ଜନ୍ମେଜୟ ସିଂହଙ୍କ ପରଲୋକ ଘଟିଛି। ଗୁରୁବାର ବିଳମ୍ବ ରାତିରେ ଲକ୍ଷ୍ନୌ ସ୍ଥିତ ରାମ ମନୋହର ଲୋହିଆ ହସ୍ପିଟାଲରେ ସେ ଅନ୍ତିମ ନିଶ୍ୱାସ ନେଇଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୫ବର୍ଷ ହୋଇଥିଲା। ଗତ କିଛି ଦିନରୁ…
ଆଜି ଆଉ ୧୦ ଜୀବନ ନେଲା କରୋନା: ମୃତ୍ୟୁସଂଖ୍ୟା ୩୯୦କୁ ବୃଦ୍ଧି
ଭୁବନେଶ୍ୱର,୨୧ା୮(ବ୍ୟୁରୋ): ଶୁକ୍ରବାର ଆଉ ୧୦ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୩୯୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କରୋନାରେ ଆଜି ସର୍ବାଧିକ ଗଞ୍ଜାମରୁ ୪ ଜଣଙ୍କ…
CORONAVIRUS UPDATE: ରାଜ୍ୟରେ ୭୨୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୨୬୯୮ ପଜିଟିଭ୍
ଭୁବନେଶ୍ୱର,୨୧ା୮(ବ୍ୟୁରୋ) : ଶୁକ୍ରବାର ୩୦ ଜିଲାରୁ ୨୬୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୨,୭୧୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ…
କରୋନାରେ ଏହି ପ୍ରସିଦ୍ଧ ଅଭିନେତା ଭାଇଙ୍କ ପରଲୋକ
ବଲିଉଡ୍ ଅଭିନେତା ଦିଲୀପ କୁମାରଙ୍କ ସାନ ଭାଇ ଅସଲମ ଖାନଙ୍କର ମୃତ୍ୟୁ ଘଟିଛି। ସେ କରୋନା ପଜିଟିଭ ଥିଲେ। ତାଙ୍କୁ ୮୦ ବର୍ଷ ହୋଇଥିଲା।ଅସଲମଙ୍କ ବଡ ଭାଇ ଇଶାନ ଖାନ ମୁମ୍ବାଇର ଲୀଲାବତୀ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଗତ ଶନିବାରଠାରୁ ସେ…
ମୁମ୍ବାଇ ପୋଲିସ କାର୍ଯ୍ୟାଳୟରେ ପହଞ୍ଚିଲା ସିବିଆଇ ଟିମ୍
ମୁମ୍ବାଇ,୨୧।୮: ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମାମଲାରେ ସୁପ୍ରିମକୋର୍ଟ ପକ୍ଷରୁ ଗ୍ରୀନ୍ ସିଗ୍ନାଲ ମିଳିବା ପରେ ସିବିଆଇ ପକ୍ଷରୁ ଯାଞ୍ଚ ଆରମ୍ଭ ହୋଇଛି। ଗୁରୁବାର ସନ୍ଧ୍ୟାରେ ସିବିଆଇ ଟିମ୍ ମୁମ୍ବାଇରେ ପହଞ୍ଚିଥିଲା। ଶୁକ୍ରବାର ସକାଳେ ସିବିଆଇର ୧୬ଜଣିଆ ଏସ୍ଆଇଟି ଟିମ୍…
ପ୍ରଥମ ମ୍ୟାଚ୍ ଖେଳୁଥିବାବେଳେ ଏହି କ୍ରିକେଟରଙ୍କ ଭାଙ୍ଗିଯାଇଥିଲା ୪ ଦାନ୍ତ
ଭାରତୀୟ ମହିଳା କ୍ରିକେଟରେ ଡାଏନା ଏଡୁଲଜୀ ଏକ ବଡ ନାମ। ଜଣେ ଖେଳାଳି ଭାବରେ,ଡାଏନା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇଛନ୍ତି। ଡାଏନା ୨୬ ଜାନୁଆରୀ ୧୯୫୬ରେ ଜନ୍ମଗ୍ରହଣ କରିଥିଲେ। ସେ ୭୦ ଦଶକର ଖେଳାଳି ଥିଲେ।ସେ ଭାରତୀୟ ଦଳ ପାଇଁ ୨୦ଟି ଟେଷ୍ଟ…
ବିପଦସଙ୍କେତ ଉପରେ ଦୟା
କଣାସ,୨୧।୮(ସ୍ବ.ପ୍ର.): ୪ଦିନ ଧରି ଲଘୁଚାପ ବର୍ଷା ଲାଗିରହିବା ଏବଂ ବନ୍ୟାଜଳ ଆସିବା ଦ୍ୱାରା କଣାସ ବ୍ଲକରେ ପ୍ରବାହିତ ହେଉଥିବା ଦୟାନଦୀ ଏବଂ ଶାଖାନଦୀ ରାଜୁଆ, ମକରା, କାଣିଆ, ଲୁଣାନଦୀର ଜଳପତନ ବୃଦ୍ଧି ପାଇବାରେ ଲାଗିଛି। କଣାସଠାରେ ଦୟାନଦୀର ବିପଦସଙ୍କେତ ୩.୯୯ମି. ଥିବାବେଳେ…
କାରିଗରଙ୍କୁ ଘାରିଛି ମୂର୍ତ୍ତି ବିକ୍ରି ଚିନ୍ତା
ଖୋର୍ଦ୍ଧା ଅଫିସ,୨୧।୮: ଖୋର୍ଦ୍ଧା ଜିଲାର ଜଟଣୀରେ ପ୍ରତିବର୍ଷ ଗଣେଶ ପୂଜା ଧୁମ୍ଧାମ୍ରେ ପାଳନ କରାଯାଇଥାଏ। ୧୨ଦିନ ଧରି ଏଠାରେ ୨ଶହରୁ ଊର୍ଦ୍ଧ୍ୱ ଛୋଟ ବଡ ମଣ୍ଡପରେ ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ, ବଜାର କମିଟି ଏବଂ ସଙ୍ଗଠନ ପକ୍ଷରୁ ଗଣେଶ ପୂଜା ପାଳନ…
ସାବଧାନ! ବାତିଲ୍ ହୋଇପାରେ ଡିଏଲ୍
ଭୁବନେଶ୍ୱର,୨୧ା୮(ବ୍ୟୁରୋ): ଟ୍ରାଫିକ ନୟମ ଆହୁରି କଡ଼ାକଡ଼ି ହୋଇଛି। କଟକଣା ନ ମାନିଲେ ୩ ମାସ ପାଇଁ ଡ୍ରାଇଭିଂ ଲାଇସେନ୍ସ(ଡିଏଲ) ବାତିଲ ହେବ। ଧାର୍ଯ୍ୟ ନିୟମରୁ ଅଧିକ ଦ୍ରୁତବେଗରେ ଗାଡ଼ି ଚଳାଇଲେ ଡ୍ରାଇଭିଂ ଲାଇସେନ୍ସ(ଡିଏଲ) ବାତିଲ କରାଯିବ। ସେହିପରି ମୋବାଇଲରେ ଗପି ଗାଡ଼ି…
ରାଜଧାନୀରେ ବଡ଼ ର଼୍ୟାକେଟ: ବିଲ୍ଡରଙ୍କୁ ହନିଟ୍ରାପ୍ରେ ଫସାଇ କାର୍, ଟଙ୍କା ଲୁଟ୍
ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜଧାନୀରେ ହନିଟ୍ରାପ୍ ର଼୍ୟାକେଟ ସକ୍ରିୟ ହୋଇଉଠିଛି। ଲୁଟେରାମାନେ ସୁନ୍ଦରୀ ଝିଅଙ୍କ ସହ ମଉଜମସ୍ତି କରିବା ଲୋଭ ଦେଖାଇ ଧନୀ ଲୋକଙ୍କୁ ଫସାଇ ସର୍ବସ୍ବ ଲୁଟୁଛନ୍ତି। ଏଭଳି ଏକ ର଼୍ୟାକେଟରେ ଫସିଛନ୍ତି ତାଳଚେରର ଜଣେ ବିଲ୍ଡର ରଥି ଅଳଙ୍କାର ସିଂ। ଲୁଟେରାମାନେ…
ଜାତୀୟ ରାଜପଥରେ ମୃତ୍ୟୁର ଆଁ
ଭୁବନେଶ୍ୱର, ୨୧।୮ (ବ୍ୟୁରୋ): କଟକ-ଭୁବନେଶ୍ୱର ଦେଇ ଯାଇଥିବା ୧୬ ନଂ. ଜାତୀୟ ରାଜପଥର ଅବସ୍ଥା ଅତ୍ୟନ୍ତ ଖରାପ ହୋଇପଡିଛି। ନଖରା, ପଳାଶୁଣି ପୋଲଠାରୁ ଖଣ୍ଡଗିରି ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଖାଲ ମୃତ୍ୟୁର ଆଁ ମେଲି ରହିଛି। ପ୍ରତିଦିନ ଦୁର୍ଘଟଣା…
ଚିନ୍ତା ବଢାଉଛି କରୋନା: ଗୋଟିଏ ଦିନରେ ୬୮,୮୯୮ରୁ ଅଧିକ ନୂଆ ଆକ୍ରାନ୍ତ, ୯୮୩ ମୃତ
ନୂଆଦିଲ୍ଲୀ,୨୧।୮: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୮ ହଜାର ୮୯୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯ ଲକ୍ଷ ୫ ହଜାର ୮୨୪ରେ ପହଞ୍ଚିଛି। ସେହିପରି…
Archives


