କ୍ୟାନସର ହେବା ନାଁରେ ଅର୍ଥ ସଂଗ୍ରହ କରି ଏପରି ଉଡ଼ାଉଥିଲେ ମହିଳା, ଜଣାପଡ଼ିବା ପରେ…
ଲଣ୍ଡନ,୧୧ା୧୧: ବ୍ରିଟେନର ଜଣେ ମହିଳା ଅର୍ଥ ହଡ଼ପ କରିଥିବା ଅଭିଯୋଗରେ ଗିରଫ ହୋଇଛନ୍ତି। ଏହି ମହିଳା ନିଜକୁ ଜଣେ କର୍କଟ ରୋଗୀ କହି ଅନ୍ଲାଇନ ଯୋଗେ ପାଣ୍ଠି ମାଗୁଥିଲେ। ଆଉ ଏହି ପାଣ୍ଠି ପାଇବା ପରେ ସେ ଅନ୍ଲାଇନ ଜୁଆ ସମେତ…
୬୨ ଦିନ ଧରି କୋମାରେ ଥିଲେ ଯୁବକ, ଏହି ଖାଦ୍ୟ ନାଁ ଶୁଣି ଆସିଗଲା ହୋସ୍
କୁହାଯାଏ, ମନପସନ୍ଦର ଖାଦ୍ୟ ନାଁ ଶୁଣିଲେ ପାଟିରେ ଲାଳ ଆସିଯାଏ। ମାତ୍ର ଖାଦ୍ୟର ନାଁ ଶୁଣି କୋମାରେ ଥିବା ଜଣେ ଯୁବକଙ୍କ ଯେ ହୋସ୍ ଆସିଯିବ ଏହା ସହଜରେ ବିଶ୍ୱାସ କରି ହେଉନାହିଁ। ମାତ୍ର ଏହା ସତ। ଉତ୍ତର-ପଶ୍ଚିମ ତାଇଓ୍ବାନରେ ଏମିତି…
ଖୋଲିଲା ପ୍ରେମ ମନ୍ଦିର
ମଥୁରା,୧୧।୧୧: ଉତ୍ତର ପ୍ରଦେଶର ବୃନ୍ଦାବନସ୍ଥିତ ପ୍ରେମ ମନ୍ଦିର ଦୀର୍ଘ ୮ ମାସ ପରେ ଭକ୍ତଙ୍କ ଦର୍ଶନ ପାଇଁ ଖୋଲାଯାଇଛି। କୋଭିଡ-୧୯ର ଗାଇଡଲାଇନ୍ ଅନୁଯାୟୀ ଏହି ମନ୍ଦିର ଖୋଲାଯାଇଥିବା ଜନସମ୍ପର୍କ ଅଧିକାରୀ ଅଜୟ ତ୍ରିପାଠୀ କହିଛନ୍ତି। ପ୍ରଥମ ଦିନ ଦର୍ଶନ ପାଇଁ ଅନେକ…
‘ଶୂନ’ରେ ଆଉଟ୍ ହେବାରୁ ଅଳ୍ପକେ ବର୍ତ୍ତିଲା ଚିରାଗଙ୍କ ଦଳ
ପାଟନା,୧୧।୧୧: ବିହାର ନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ ସବୁଠୁ ଆଶ୍ଚର୍ଯ୍ୟ କରିଦେବା ଭଳି ନିଷ୍ପତ୍ତି ଲୋକ ଜନଶକ୍ତି ପାର୍ଟି(ଏଲ୍ଜେପି) ପକ୍ଷରୁ ନିଆଯାଇଥିଲା। ଦଳର ଅଧ୍ୟକ୍ଷ ଚିରାଗ ପାଶଓ୍ବାନ ଏକାକୀ ନିର୍ବାଚନ ଲଢିବାକୁ ଘୋଷଣା କରିଥିଲେ। କେନ୍ଦ୍ରରେ ଏନଡିଏ ସହ…
ପ୍ରେମିକାଙ୍କ ଜନ୍ମଦିନ ଉପହାର ପ୍ରେମିକଙ୍କୁ ରାତାରାତି କରିଦେଲା କୋଟିପତି
ସାଧାରଣତଃ ଜନ୍ମଦିନରେ ଲୋକଙ୍କୁ ଉପହାର ସ୍ବରୂପ ଅନେକ ଜିନିଷ ମିଳିଥାଏ। ସେ ଛୋଟ ହେଉ କି ବଡ଼। ଖୁସିରେ ସମସ୍ତେ ପ୍ରଦାନ କରିଥାନ୍ତି। ମାତ୍ର କେବେ ଶୁଣିଛନ୍ତି ଛୋଟମୋଟ ଉପହାର ବି ବେଳେବେଳେ ଭାଗ୍ୟ ଖୋଲିଦେଇଥାଏ। ଆଜ୍ଞା ହଁ, ଏଭଳି ଏକ…
ଭାରତ ସହ ଖାସ୍ ଜର୍ସିରେ ପଡିଆକୁ ଓହ୍ଲାଇବ ଅଷ୍ଟ୍ରେଲିଆ
ସିଡନୀ,୧୧।୧୧:ଅଷ୍ଟ୍ରେଲିଆ କ୍ରିକେଟ ଦଳ ଭାରତ ବିପକ୍ଷ ଆଗାମୀ ଟି -୨୦ ସିରିଜରେ ଏକ ସ୍ବତନ୍ତ୍ର ଡିଜାଇନ ହୋଇଥିବା ସ୍ବଦେଶୀ ଜର୍ସି ପିନ୍ଧିବେ। କ୍ରିକେଟରେ ଅଷ୍ଟ୍ରେଲିଆର ଦେଶବାସୀଙ୍କ ଅବଦାନକୁ ସମ୍ମାନ ଜଣାଇବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ନିର୍ମାତା ଏସିକ୍ସ ଏବଂ ଦୁଇ…
କାଳିଆ ଯୋଜନା ନାଁରେ ମହିଳାଙ୍କୁ ଠକେଇ, ଜେଲ୍ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୧୧ା୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ଚଢ଼େୟାଗରଦ ଗ୍ରାମର ନିରୀହ ଆଦିବାସୀ ମହିଳା ଚାଷୀଙ୍କୁ କାଳିଆ ଯୋଜନାରେ ଆର୍ଥିକ ସହାୟତା କରାଇ ଦେବାକୁ କହି ୩୯ ହଜାର ଟଙ୍କା ହଡ଼ପ କରାଯାଇଥିବା ଅଭିଯୋଗ ହୋଇଛି। ଗ୍ରାମର ସୁରେଖା ମଲ୍ଲିକ,…
ଚୋରି ଯାଇଥିବା ସାଢ଼େ ୬ କେଜି ସୁନା ଗହଣା ଜବତ, ୧୫ ଗିରଫ
ଛତ୍ରପୁର,୧୧ା୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ସୁନା ବ୍ୟବସାୟୀ ସୁରେନ୍ଦ୍ର କୁମାର ନାୟକଙ୍କ ଘରୁ ଅକ୍ଟୋବର ୧୨ ବିଳମ୍ବିତ ରାତିରେ ସୁନା ଚୋରି ହୋଇଥିଲା। ତେବେ ବୁଧବାର ଏହି ଘଟଣାରେ ଗଞ୍ଜାମ ପୋଲିସକୁ ବଡ଼ ସଫଳତା ମିଳିଛି। ଏହି ମାମଲାରେ ସମ୍ପୃକ୍ତ ୧୫…
ଶାଶୁଙ୍କ ପାଇଁ ଶ୍ରୀଦେବୀଙ୍କ ନିକଟତର ହୋଇଥିଲେ ବୋନି କପୁର
ବଲିଉଡର ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ମାତା ବୋନି କପୁର ଆଜି ୬୫ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ନଭେମ୍ବର ୧୧, ୧୯୫୫ରେ ଉତ୍ତରପ୍ରଦେଶର ମିରୁଟରେ ଜନ୍ମଗ୍ରହଣ କରିଥିଲେ। ବୋନି କପୁର ମିଷ୍ଟର ଇଣ୍ଡିଆ, ଜୁଦାଇ ଏବଂ ନୋ ଏଣ୍ଟ୍ରି ପରି ସୁପରହିଟ ବଲିଉଡ…
ଓଓ୍ବାଇସିଙ୍କ ଯୋଜନା: ପଶ୍ଚିମବଙ୍ଗ-ଉତ୍ତରପ୍ରଦେଶରେ ଲଢ଼ିବେ ନିର୍ବାଚନ
ନୂଆଦିଲ୍ଲୀ,୧୧।୧୧: ବିହାର ବିଧାନସଭା ନିର୍ବାଚନରେ ଏଆଇଏମ୍ଆଇଏମ୍ ଭଲ ପ୍ରଦର୍ଶନ କରିଛି। ୨୦ଟି ଆସନରେ ପ୍ରାର୍ଥୀ ଦେଇଥିବା ଓଓ୍ବାଇସିଙ୍କ ଦଳ ୫ଟି ଆସନରେ ବିଜୟୀ ହୋଇଛି। ବିହାରରେ ମିଳିଥିବା ସଫଳତା ପରେ ଏବେ ଦଳ ପଶ୍ଚିମବଙ୍ଗ ଏବଂ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଲଢ଼ିବା…
ନୀତିଶଙ୍କ ଶପଥ ଗ୍ରହଣ ଦୀପାବଳି ପରେ: କେ.ସି.ତ୍ୟାଗୀ !
ପାଟନା,୧୧।୧୧: ବିହାରରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ପୁଣିଥରେ ଶାସନ କରିବାର ସୁଯୋଗ ମିଳିଛି। ନୀତିଶ ଦୀପାବଳି ପରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ଜେଡ଼ିୟୁର ବରିଷ୍ଠ ନେତା କେ.ସି. ତ୍ୟାଗୀ ବୁଧବାର ସୂଚନା ଦେଇଛନ୍ତି। ରାଜ୍ୟରେ ନୂଆ ସରକାର ଗଠନ…
ଦୀପାବଳି ପୂର୍ବରୁ ଏଲ୍ଏସିରୁ ହଟିବେ ଭାରତ-ଚାଇନା !
ନୂଆଦିଲ୍ଲୀ,୧୧।୧୧: ପୂର୍ବ ଲଦାଖର ଏଲ୍ଏସିରେ ଭାରତ ଚାଇନା ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦର ସମାଧାନ ଖୁବ୍ ଶୀଘ୍ର ହେବ ବୋଲି କୁହାଯାଉଛି। ଦୀପାବଳି ପୂର୍ବରୁ ଦୁଇ ପକ୍ଷ ବିବାଦୀୟ ଅଞ୍ଚଳରୁ ପଛକୁ ହଟିବେ ବୋଲି ସହମତି ପ୍ରକାଶ କରିଛନ୍ତି। ଫିଙ୍ଗର ଏବଂ…

