Home

ମମତା ମଝିରେ କଣ୍ଟା ସାଜିଲା ଆଇନ, ପାଖରୁ ଛଡାଇ ନେଲା ନବଜାତକ

ଆଗ୍ରା,୧୧।୧୧: ମାତ୍ର କିଛି ଘଣ୍ଟାର ନିବିଡ଼ତା ପରେ କାହ୍ନାଠାରୁ ଅଲଗା ହେବା ଯଶୋଦାଙ୍କ ପାଇଁ ବେଶ୍‌ କଷ୍ଟଦାୟକ ଥିଲା। ଗତ ସୋମବାର ସାରେ ଆଗ୍ରାରେ ଏଭଳି କିଛି ଘଟଣା ଘଟିଛି। ଆଗ୍ରାର ଏକ ଫୁଟପାଥରେ ଶାଶୁ-ବୋହୂ ଏକ ନବଜାତ ଶିଶୁ ଉଦ୍ଧାର…

ରାଜ୍ୟରେ କରୋନାରେ ଆଖିବୁଜିଲେ ଆଉ ୧୫ ଆକ୍ରାନ୍ତ

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ରାଜ୍ୟରେ କରୋନାରେ ବୁଧବାର ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୬୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ…

ରାଜ୍ୟରୁ ପୁଣି ୧୨୨୦ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୩ଲକ୍ଷ ୫ହଜାରରେ

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୨୨୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦୫୦୦୦ ହଜାରରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗକୁ ଚାହିଁ ବସିଛି ପାକିସ୍ତାନ: ଜାଣିଶୁଣି କରୁଛି ଅସ୍ତ୍ରବିରତି ଉଲ୍ଲଂଘନ

ଶ୍ରୀନଗର,୧୧।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଉତ୍ତେଜନା ବଢ଼ିବାରେ ଲାଗିଛି। ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ସୁଯୋଗ ପାଇଁ ପାକିସ୍ତାନ ଜାଣିଶୁଣି ଏଭଳି କରୁଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ସକାଳ ୯ଟା…

ରାଜଧାନୀର ୩ ମହଲା କୋଠାରେ ଝୁଲୁଛି ମୃତଦେହ

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ୩ ମହଲା କୋଠାରେ ଝୁଲୁଛି ମୃତଦେହ। ରାଜଧାନୀ ଭୁବନେଶ୍ୱର ସହିଦନଗର ଅଞ୍ଚଳରେ ବୁଧବାର ସକାଳେ ଦେଖିବାକୁ ମିଳିଛି ଏହି ଦୃଶ୍ୟ। ମୃତକ ଜଣଙ୍କ ହେଲେ ପିପିଲିର ଜାଜୁଲ୍ୟ ନାଥ(୫୭)। ଜାଜୁଲ୍ୟ ସହିଦସ୍ପୋଟିଂ ନିକଟ ଏକ ଘରୋଇ କମ୍ପାନୀରେ କାର୍ଯ୍ୟ…

ଆମେରିକାର ଅଭିଯୋଗ: କରୋନା ସମ୍ପର୍କିତ ସୂଚନା ପ୍ରସାର କରିବାରେ ଡବ୍ଲ୍ୟୁଏଚ୍‌ଓ ବିଫଳ

ଓ୍ବାଶିଂଟନ,୧୧।୧୧: ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ବିରୋଧରେ ଆମେରିକା ଗୁରୁତର ଅଭିଯୋଗ ଆଣିଛି। ଆମେରିକା କହିଛି ଯେ, କରୋନ ଭୂତାଣୁର ଉତ୍ପତ୍ତି ତଥା ଏସମ୍ପର୍କିତ ତଥ୍ୟ ପ୍ରସାର କରିବାରେ ଡବ୍ଲ୍ୟୁଏଚ୍‌ଓ ବିଫଳ ରହିଛି। ଚାଇନା ପାଖରେ ଏସମ୍ପର୍କିତ ତଥ୍ୟ ମହଜୁଦ୍‌ ଥିଲେ ମଧ୍ୟ ଜାଣିଶୁଣି…

ହାରିଗଲେ ଶିକ୍ଷା ମନ୍ତ୍ରୀ

ପାଟନା, ୧୧।୧୧: ବିହାର ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ବଡ ଝଟ୍‌କା ଲାଗିଛି। ଗୋଟିଏ ପଟେ ତାଙ୍କ ଦଳ ଜେଡିୟୁ ଚଳିତ ନିର୍ବାଚନରେ ୨୮ଟି ଆସନ ହରାଇଥିବା ବେଳେ ଅନ୍ୟ ପଟେ ସରକାର ସାମିଲ ଥିବା ୩ ଜଣ ମନ୍ତ୍ରୀ ମଧ୍ୟ…

ଦଳକୁ ଚାମ୍ପିୟନ କରାଇଥିଲେ ମଧ୍ୟ ରୋହିତ ଶର୍ମାଙ୍କ ରହିଗଲା ଗୋଟିଏ ଦୁଃଖ

ଆଇପିଏଲ୍‌ ୨୦୨୦ ଜିତି ଟୁର୍ନାମେଣ୍ଟ ଇତିହାସରେ ସବୁଠାରୁ ସଫଳ ଦଳଭାବେ ମୁମ୍ବାଇ ଇଣ୍ଡିଆନ୍ସ ଏହାକୁ ମିଶାଇ ମୋଟ ୫ ଥର ଚାମ୍ପିୟନ ହୋଇଛି। ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ୨୦ ଓଭରରେ ୭ ଉଇକେଟ ହରାଇ ୧୫୬ ରନ କରିଥିଲା। ୧୫୭…

ଭାଜପାକୁ ଟାର୍ଗେଟ କଲା ଶିବସେନା: ଚିରାଗଙ୍କୁ ଆଣି ନୀତିଶଙ୍କୁ ହରାଇବା ହିଁ ମୁଖ୍ୟ ରାଜନୀତି !

ମୁମ୍ବାଇ,୧୧।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳ ପରେ ଶିବସେନା ଭାଜପାକୁ ଟାର୍ଗେଟ କରିଛି। ଶିବସେନା ମୁଖପତ୍ର ସାମନାରେ ପ୍ରକାଶ ପାଇଛି ଯେ, ଭାଜପା ଜାଣିଶୁଣି ଚିରାଗ ପାସଓ୍ବାନଙ୍କୁ ବିହାର ରାଜନୀତିରେ ପ୍ରବେଶ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ହରାଇବା ହିଁ ଭାଜପାର…

ବିଜୟ ପରେ ସମସ୍ତଙ୍କଠାରୁ ଦୂରରେ ଛିଡ଼ା ହୋଇଥିଲେ ଅଧିନାୟକ ରୋହିତ ଶର୍ମା: ଜାଣନ୍ତୁ କାହିଁକି…

ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ର ୧୩ତମ ସଂସ୍କରଣରେ ବାଜି ମାରିଛି ମୁମ୍ବାଇ ଇଣ୍ଡିଆନ୍ସ। ଉଭୟ ବୋଲିଂ ଓ ବ୍ୟାଟିଂରେ ଚମତ୍କାରିତା ଦେଖାଇ ଏହି ଦଳ ମଙ୍ଗଳବାର ଅନୁଷ୍ଠିତ ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୫ ଓ୍ବିକେଟରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ୨୦୧୩, ୨୦୧୫,…

ଇତିହାସ ରଚିବେ ନୀତିଶ

ପାଟନା,୧୧।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ବିଜୟ ସହିତ ନୀତୀଶ କୁମାର ଆଉ ଏକ ଇତିହାସ ସୃଷ୍ଟି କରିବାକୁ ଯାଉଛନ୍ତି। ସେ ୭ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ବିହାରରେ ଆରଜେଡି ହଟାଇ ମୁଖ୍ୟମନ୍ତ୍ରୀ…

ଆମେରିକାରେ ହାହାକାର: ୨୪ ଘଣ୍ଟାରେ ୨ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ

ଓ୍ବାଶିଂଟନ,୧୧।୧୧: ଆମେରିକାରେ ପୁଣିଥରେ କରୋନା ତାଣ୍ଡବ ଆରମ୍ଭ ହୋଇଛି। ଗତ ୨୪ ଘଣ୍ଟାରେ ଏଠାରେ ୨ ଲକ୍ଷରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ଇତିମଧ୍ୟରେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ କୋଟି ୫୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?