Home

ବସ୍‌ ଅପହରଣକାରୀଙ୍କୁ ଏନ୍‌କାଉଣ୍ଟର

ନୂଆଦିଲ୍ଲୀ, ୨୦।୮: ଉତ୍ତରପ୍ରଦେଶ ଆଗ୍ରାର ମଲପୁରା ଅଞ୍ଚଳର ନ୍ୟୁ ଦକ୍ଷିଣୀ ବାଇପାସ୍‌ ନିକଟସ୍ଥ ରାୟଭା ଟୋଲ୍‌ ପ୍ଲାଜାଠାରୁ ଅପହରଣ କରାଯାଇଥିବା ଏକ ଯାତ୍ରୀବାହୀ ବସ୍‌ ଘଟଣାରେ ନୂଆ ମୋଡ଼ ଆସିଛି। ଗୁରୁବାର ପୋଲିସ ଏବଂ ଅପହରଣକାରୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି।…

ଆଇସ୍‌କ୍ରିମ କାଠିରେ କୁନି ଗଣେଶ

ପୁରୀ ଅଫିସ,୨୦ା୮: ଆଇସ୍‌କ୍ରିମ କାଠିକୁ ନେଇ ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ନିଜ ନଁ। ସ୍ଥାନିତ କରିସାରିଥିବା ପୁରୀ କୁମୁଟିପାଟଣାର ୧୯ ବର୍ଷୀୟ ଛାତ୍ର ବିଶ୍ୱଜିତ ନାୟକଙ୍କ ନଜର ଏବେ ଏସିଆ ବୁକ୍‌ ଅଫ୍‌ ରେକଡର୍‌ସ ଉପରେ। ଏଥିରେ ନିଜ ନଁ।କୁ…

ମହାପ୍ରଭୁଙ୍କୁ ଲାଗି ହେଲା ସାତପୁରୀ ପିଠା

ପୁରୀ ଅଫିସ,୨୦ା୮: ସପ୍ତପୁରୀ ଅମାବାସ୍ୟାରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ସାତପୁରୀ ପିଠା ଲାଗି ହୋଇଛି। ଅମାବାସ୍ୟା ହେତୁ ନାରାୟଣ ସାଗର ବିଜେ କରିଛନ୍ତି। ଏଥିସହ ଶ୍ରୀମନ୍ଦିରରେ ଚାଲିଥିବା ଶ୍ରୀକୃଷ୍ଣ ଲୀଳାରେ ବସ୍ତ୍ର ହରଣ ନୀତି ମଧ୍ୟ ସମ୍ପନ୍ନ ହୋଇଛି। ଅବକାଶ ନୀତି…

ବିଷ ଝଡ଼ାଇବା ପାଇଁ ବୋଳା ହେଉଛି ଏସିଡ୍‌

ଭୁବନେଶ୍ୱର, ୨୦ା୮(ବ୍ୟୁରୋ): ଏବେ ବି ତନ୍ତ୍ରମନ୍ତ୍ର ଓ ଅନ୍ଧବିଶ୍ୱାସକୁ ନେଇ ଚିକିତ୍ସା ଚାଲିଛି। ଏଥିଯୋଗୁ କାହିଁ କେତେ ଜୀବନ ବିପଦ ମୁହଁକୁ ଚାଲିଯାଉଛି। ସାପ କିମ୍ବା ଅନ୍ୟକିଛି ବିଷାକ୍ତ ଜୀବଜନ୍ତୁ କାମୁଡ଼ିଲେ ରୋଗୀଙ୍କୁ ଡାକ୍ତରଖାନା ବଦଳରେ ଗୁଣିଆ ପାଖକୁ ନିଆଯାଉଛି। ବିଷ…

କରୋନା କଲା ରେକର୍ଡ: ୨୮ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୨୦।୮: ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮ ଲକ୍ଷ ୩୬ ହଜାର ୯୫୨ଛୁଇଁଛିି। ସେହିପରି ମୃତକଙ୍କ ସଂଖ୍ୟା ୫୩…

୨୨ରେ ଭାରତ ପ୍ରତିଭା ସମ୍ମାନ ଉତ୍ସବ

କଟକ ଅଫିସ,୨୦ା୮: ଜୟ ଭାରତ ଫାଉଣ୍ଡେଶନ ପକ୍ଷରୁ ସବୁବର୍ଷ ଭଳି ପୂଜ୍ୟପୂଜା ପରମ୍ପରାକୁ ଅବ୍ୟାହତ ରଖି ଚଳିତ ବର୍ଷ ୨୧ତମ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲାର ବାର୍ଷିକ ଉତ୍ସବ ଅନୁଷ୍ଠିତ ହେବ। ଅଗଷ୍ଟ ୨୨ରେ ବାରଙ୍ଗସ୍ଥିତ ରାମଦାସପୁର କାରଖାନା…

ଜେଲରେ ସକିଲ, ଫୋନ୍‌ରେ ମାଗୁଛନ୍ତି ଦାଦାବଟି

କଟକ ଅଫିସ,୨୦ା୮: ଦୁର୍ଦ୍ଦାନ୍ତ ଅପରାଧୀ ସକିଲ ଅହମ୍ମଦ ଓରଫ ମହମ୍ମଦ ସକିଲ ଏବେ କେନ୍ଦୁଝର ଜେଲରେ ରହିଛନ୍ତି। କିଛି ଦିନ ତଳେ ପୋଲିସ କମିଶନରଙ୍କ ନିର୍ଦ୍ଦେଶରେ ସକିଲଙ୍କ ଉପରେ ଜାତୀୟ ନିରାପତ୍ତା ଆଇନ (ଏନ୍‌ଏସ୍‌ଏ) ଲଗାଯାଇଥିଲା। କୌଣସି ଅପରାଧିକ କାର୍ଯ୍ୟକଳାପ ଯୋଜନା…

ପିଏମ୍‌ କେୟାର୍ସକୁ ୨୧୦୫ କୋଟି ଦାନ କରିଛନ୍ତିି ୩୮ ପିଏସ୍‌ୟୁ

ନୂଆଦିଲ୍ଲୀ,୨୦ା୮: ପ୍ରାଇମ୍‌ ମିନିଷ୍ଟର୍ସ ସିଟିଜେନ୍‌ ଆସିଷ୍ଟାନ୍ସ ଆଣ୍ଡ ରିଲିଫ୍‌ ଇନ୍‌ ଏମର୍ଜେନ୍ସି ସିଚ୍ୟୁଏଶନ୍ସ (ପିଏମ୍‌ କେୟାର୍ସ) ଫଣ୍ଡ୍‌କୁ ବେଳକୁ ବେଳ ସହାୟତାର ସୁଅ ଛୁଟିବାରେ ଲାଗିଛି। କୋଭିଡ୍‌ ମୁକାବିଲା ବେଳେ ନାଗରିକ ସହାୟତା ପ୍ରଦାନ ଉଦେଶ୍ୟରେ ମାର୍ଚ୍ଚ ୨୮ରେ ଗଠିତ ଏହି…

ପୁରୀରେ ଉଚ୍ଛେଦକୁ ବର୍ଷେ ପୂରିଲା: ବିକାଶରେ କରୋନା ସାଜିଛି କଣ୍ଟା

ପୁରୀ ଅଫିସ,୨୦ା୮: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ବଦଳିଯିବ ଏହାର ରୂପରେଖ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ଏହା ପରିଗଣିତ ହେବ। ଭକ୍ତ, ପର୍ଯ୍ୟଟକଙ୍କୁ ଅତ୍ୟାଧୁନିକ ସେବା ସୁବିଧା ମିଳିବ। ଏଥିପାଇଁ ଭିତ୍ତିଭୂମିର ବିକାଶ, ନୂଆ ବହୁଥାକିଆ ରାସ୍ତା, ସେତୁ,…

ଜାତୀୟ ନିଯୁକ୍ତି ଏଜେନ୍ସି ସ୍ଥାପନକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ, ୨୦।୮(ଆଇଏନ୍‌ଏସ୍‌): ଜାତୀୟ ନିଯୁକ୍ତି ଏଜେନ୍ସି ସ୍ଥାପନକୁ ବୁଧବାର କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ଅଧିକାଂଶ କେନ୍ଦ୍ରୀୟ ସରକାରୀ ଚାକିରି ପାଇଁ ଏହି ସଂସ୍ଥା ସାଧାରଣ ଯୋଗ୍ୟତା ପରୀକ୍ଷା ପରିଚାଳନା କରିବ। ଏହା ଏକ ଐତିହାସିକ ନିଷ୍ପତ୍ତି ଯାହା ନିଯୁକ୍ତି ଆଶାୟୀ…

ବଗଲା ଧର୍ମଶାଳା ଜମି ବିକ୍ରି ସରକାରଙ୍କ ନିଷ୍ପତ୍ତି

ପୁରୀ ଅଫିସ,୨୦ା୮: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ବିସ୍ଥାପିତ ହୋଇଥିବା ଲଜ୍‌ ମାଲିକଙ୍କୁ ବଗଲା ଧର୍ମଶାଳା ଜମି ବିକ୍ରି କରାଯାଇଛି। ୬ଜଣ ଲଜ୍‌ ମାଲିକଙ୍କୁ ଜିଲା ପ୍ରଶାସନ ୩୪୦ ଡେସିମିଲ ଜମି ବିକ୍ରି କରିଛି। ତେବେ ଏହାକୁ ପ୍ଲଟିଂ କରି…

୪ ମାସରେ ନିଯୁକ୍ତି ହରାଇଲେଣି ୧.୮୯ କୋଟି

ନୂଆଦିଲ୍ଲୀ, ୨୦।୮(ପି.ଟି.): କରୋନା ଲକ୍ଷ ଲକ୍ଷ ଲୋକଙ୍କ ଜୀବିକା ଛଡ଼ାଇ ନେଇଛି। ଏକ ଆକଳନ ଅନୁଯାୟୀ କେବଳ ଜୁଲାଇ ମାସରେ ୫୦ ଲକ୍ଷ ବେତନଭୋଗୀ ନିଯୁକ୍ତି ହରାଇଥିବାବେଳେ ଏପ୍ରିଲ୍‌ରୁ ଇତିମଧ୍ୟରେ ପାଖାପାଖି ୨ କୋଟି ଲୋକଙ୍କ ଚାକିରି ଯାଇଛି। ସେଣ୍ଟର ଫର୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri