Home

କରୋନା ମୁକାବିଲା ଲାଗି ବୈଷୟିକ କମିଟି ଗଠିତ

ଭୁବନେଶ୍ୱର, ୨୦ା୮(ବ୍ୟୁରୋ): ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହୁଛି। ଯଦିଓ ଅଧିକ ନମୁନା ପରୀକ୍ଷା ହେଉଥିବାରୁ ସଂକ୍ରମିତ ଅଧିକ ଚିହ୍ନଟ ହେଉଛନ୍ତି, ତଥାପି କାହିଁକି ଆକ୍ରାନ୍ତ ଓ ମୃତ୍ୟୁସଂଖ୍ୟା ବଢ଼ୁଛି ତାହାକୁ ନେଇ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ିଛି।…

ମଦ୍ରାସା ବୋର୍ଡ ପରୀକ୍ଷା: ପାସ୍‌ ହାର ୮୦.୭୮%

ଭୁବନେଶ୍ୱର, ୨୦ା୮(ବ୍ୟୁରୋ): ଓଡ଼ିଶା ମଦ୍ରାସା ବୋର୍ଡ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ବୋର୍ଡ ଅଧୀନରେ ହୋଇଥିବା ମୌଲବୀ(ମାଟ୍ରିକ୍‌), ମାହିର(ଯୁକ୍ତ୨), ଅଲିମ୍‌(ଯୁକ୍ତ୩), ଫାଜିଲ(ପିଜି) ସ୍ତରୀୟ ପରୀକ୍ଷାଫଳକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଘୋଷଣା କରିଛନ୍ତି। ଚଳିତବର୍ଷ ପାସ୍‌ ହାର…

ଅବପାତ ରୂପ ନେଲା ଲଘୁଚାପ

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ବୁଧବାର ଲଘୁଚାପ ସୃଷ୍ଟି ହୋଇଛି। ଏହା ଆହୁରି ଘନୀଭୂତ ହୋଇ ଡିପ୍ରେଶନ(ଅବପାତ)ରେ ପରିଣତ ହୋଇଛି। ଏଥିସହିତ ଓଡ଼ିଶା ଉପକୂଳ ବଙ୍ଗୋପସାଗର ଉପରେ ଦକ୍ଷିଣ ପଶ୍ଚିମ ଦିଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଲଘୁଚାପ ଯୋଗୁ ଦକ୍ଷିଣ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୬୨୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୯।୮(ବ୍ୟୁରୋ)-ରାଜ୍ୟରେ ବୁଧବାର ପୁଣି ୧୬୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୩୨୪ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୬୫, ଗଜପତିରୁ ୧୨୭, କଟକରୁ ୧୧୦, ପୁରୀରୁ ୮୫, କୋରାପୁଟରୁ ୬୯, ନୂଆପଡାରୁ ୬୮, ବାଲେଶ୍ୱରରୁ ୬୬, ନୟାଗଡରୁ…

ସ୍ବଦେଶ ଫେରିିଲା ପଣ୍ଡିତ ଯଶରାଜଙ୍କ ପାର୍ଥିବ ଶରୀର

ମୁମ୍ବାଇ,୧୯।୮: ଶାସ୍ତ୍ରୀୟ ସଙ୍ଗୀତର ପ୍ରସିଦ୍ଧ ଗାୟକ ପଣ୍ଡିତ ଯଶରାଜଙ୍କ ଅଗଷ୍ଟ ୧୭ରେ ହୃଦ୍‌ଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ହୋଇଥିଲା। ଆମେରିକାର ନ୍ୟୁ ଜର୍ସିରେ ସେ ଅନ୍ତିମ ନିଶ୍ୱାସ ନେଇଥିଲେ। ତାଙ୍କ ମୃତ୍ୟୁ ଖବରରେ ସଙ୍ଗୀତ ଜଗତରେ…

ନକଲି ମହିଳା ଆଇପିଏସ୍‌ ଅଫିସର ଗିରଫ

ରାଉରକେଲା ଅଫିସ, ୧୯।୮-ରାଉରକେଲା ଉଦିତନଗର ପୋଲିସ ମଙ୍ଗଳବାର ଜଣେ ନକଲି ମହିଳା ଆଇପିଏସ୍‌ ଅଫିସରଙ୍କୁ ଧରିଛି। ବୁଧବାର ତାଙ୍କୁ ଗିରଫ କରାଯାଇଛି। ଏହି ମହିଳା ଜଣକ ହେଲେ ଶର୍ମିଷ୍ଠା ବେହେରା। ବୁଧବାର ପୋଲିସ ତାଙ୍କୁ କୋର୍ଟଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ…

ଏଣିକି ୮ ଟଙ୍କାରେ ମିଳିବ ପେଟପୁରା ସ୍ବାଦିଷ୍ଟ ଭୋଜନ

ଜୟପୁର,୧୯।୮: ବର୍ତ୍ତମାନ ରାଜ୍ୟରେ କେହି ଭୋକରେ ଶୋଇବେ ନାହିଁ। ଏହି ସଂକଳ୍ପ ନେଇ ଅଶୋକ ଗେହଲଟ ସରକାର ଏକ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଗୁରୁବାରଠାରୁ ରାଜସ୍ଥାନରେ ଇନ୍ଦିରା ରୋଷଇ ଯୋଜନା ଆରମ୍ଭ ହେବ। ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଜୟନ୍ତୀ…

ହୋମଗାର୍ଡଙ୍କ ଦୈନିକ ଭତ୍ତା ୫୩୩ ଟଙ୍କା ବୃଦ୍ଧି କର: ହାଇକୋର୍ଟ

କଟକ ଅଫିସ,୧୯ା୮-ହୋମଗାର୍ଡମାନଙ୍କ ଭତ୍ତା ବୃଦ୍ଧି କରି ରାଜ୍ୟ ସରକାର ସେମାନଙ୍କୁ ଦୈନିକ ୫୩୩ ଟଙ୍କା ଦିଅନ୍ତୁ। ସେମାନଙ୍କ ମଜୁରିକୁ ନେଇ ହାଇକୋର୍ଟ ବୁଧବାର ଏହି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ତିନି ମାସ ମଧ୍ୟରେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଜମ୍ମୁ-କଶ୍ମୀରରୁ ପ୍ରତ୍ୟାହାର ହେବେ ୧୦ ହଜାର ସୁରକ୍ଷାକର୍ମୀ

ନୂଆଦିଲ୍ଲୀ,୧୯।୮: କେନ୍ଦ୍ର ସରକାର କେନ୍ଦ୍ର ଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରରୁ ଅର୍ଦ୍ଧସୈନିକ ବଳର ପ୍ରାୟ ୧୦ ହଜାର ଯବାନଙ୍କୁ ତୁରନ୍ତ ଫେରାଇ ଆଣିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ବୁଧବାର ଅଧିକାରୀଙ୍କ ପକ୍ଷରୁ ସୂଚନା ମିଳିଛି। ଘାଟିରେ ମୁତୟନ ହୋଇଥିବା କେନ୍ଦ୍ରୀୟ ସଶସ୍ତ୍ର ପୋଲିସ…

ରାଜରାସ୍ତାରେ ନାଗ-ନେଉଳ ଲଢେଇ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। କେତେବେଳେ ବାଘ-ସିଂହ ମଧ୍ୟରେ ଲଢେଇ ତ ଆଉ କେତେବେଳେ ଛେଳି-ବିଲେଇ ମଧ୍ୟରେ ଲଢେଇ। ବର୍ତ୍ତମାନ ରାଜରାସ୍ତା ଉପରେ ସାପ ଏବଂ ନେଉଳ ମଧ୍ୟରେ ଲଢେଇ ଭିଡିଓ ବେଶ ଭାଇରାଲ ହେବାରେ ଲାଗିଛି।…

ଅନ୍‌ଲକ-୩: ଏହି ରାଜ୍ୟରେ ଖୋଲିବ ହୋଟେଲ

ନୂଆଦିଲ୍ଲୀ,୧୯।୮: କରୋନା ମହାମାରୀ ଯୋଗୁ ଦେଶରେ ଏବେ ଅନ୍‌ଲକ-୩ ଜାରି ରହିଛି। ଏହି ଲକ୍‌ଡାଉନ ସମୟରେ କେନ୍ଦ୍ରସରକାର କେତେକ କଟକଣା ଜାରି କରିଛନ୍ତି। ତେବେ ରାଜ୍ୟର ସ୍ଥିତି ଅନୁଧ୍ୟାନ କରି ରାଜ୍ୟସରକାର କଟକଣା କୋହଳ କରିପାରିବେ ବୋଲି କେନ୍ଦ୍ରସରକାର କହିଛନ୍ତି। ଇତିମଧ୍ୟରେ…

ସୁଶାନ୍ତଙ୍କ ମୃତ୍ୟୁ ନେଇ ହେଉଛି ରାଜନୀତି: ସଞ୍ଜୟ

ମୁମ୍ବାଇ,୧୯।୮: ବହୁ ଚର୍ଚ୍ଚିତ ସୁଶାନ୍ତ ସିଂହ ରାଜପୁତ ମାମଲାର ତଦନ୍ତ ଭାର ଏବେ ସୁପ୍ରିମକୋର୍ଟ ସିବିଆଇକୁ ହସ୍ତାନ୍ତର କରିଛି। ବୁଧବାର କୋର୍ଟର ଏହି ନିଷ୍ପତ୍ତି ପରେ ଏବେ ରାଜନୀତି ବୟାନବାଜି ଆରମ୍ଭ ହୋଇଯାଇଛି। ଶିବସେନା ଏମ୍‌ପି ସଞ୍ଜୟ ରାଉତ କୋର୍ଟଙ୍କ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri