ସୁପ୍ରମିକୋର୍ଟଙ୍କ ନିଷ୍ପତ୍ତି ପରେ ପ୍ରତିକ୍ରିୟା ରଖିଲେ ସୁଶାନ୍ତଙ୍କ ପରିବାର
ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମାମଲାରେ ବୁଧବାର ସୁପ୍ରିମକୋର୍ଟ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ଏହି ମାମଲାର ତଦନ୍ତ ପାଇଁ ସିବିଆଇକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟର ଏହି ନିଷ୍ପତ୍ତିକୁ ସାରା ଦେଶ ସ୍ବାଗତ ଜଣାଇଥିବା ବେଳେ ବିହାର ମୁଖ୍ୟମନ୍ତ୍ରୀ…
ଛେଳି ସହ ଲଢିଲା ବିଲେଇ: ଭିଡିଓ ହେଲା ଭାଇରାଲ
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ହସର ଖୋରାକ ଯୋଗାଉଥିବାବେଳେ କେତେକ ଭାବପ୍ରବଣ କରିଦିଏ। ବର୍ତ୍ତମାନ ଏକ ବିଲେଇ ଓ ଛେଳି ମଧ୍ୟରେ ଲଢେଇ ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଦେଖାଯାଇଛି, ଛେଳି ଓ…
ଦିଲ୍ଲୀରେ ବର୍ଷା ବିତ୍ପାତ
ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀରେ ବୁଧବାର ସକାଳୁ ପ୍ରବଳ ବର୍ଷା ଜାରି ରହିଛି। ଏହି ବର୍ଷା ଆହୁରି ୪-୫ ଦିନ ଲାଗି ରହିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି। ଦିଲ୍ଲୀରେ ସକାଳୁ ବଜ୍ରପାତ ସହିତ ମୂଷଳାଧାରରେ ବର୍ଷା…
ଶଁବାଳୁଆକୁ ଦେଖି ଅଟକି ଗଲେ ୨ ବଣ ମଣିଷ: ତା ପରେ ଘଟିଲା ଏମିତି…
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ହସର ଖୋରାକ ଯୋଗାଉଥିବାବେଳେ କେତେକ ଭାବପ୍ରବଣ କରିଦିଏ। ବର୍ତ୍ତମାନ ୨ ବଣ ମଣିଷ ଏକ ଶଁବାଳୁଆକୁ ଦେଖି ଅଟକି ଯାଇଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଦେଖାଯାଇଛି,…
କଟକରୁ ୧୬୨ କରୋନା ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୧୯।୮-କଟକ ସହରରୁ ବୁଧବାର ୧୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୬୨ରୁ ୧୦୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୬୨ ଲୋକାଲ କଣ୍ଟାକ୍ଟ କେସ ରହିଛି। ଏସ୍ସିବି ମେଡିକାଲ ଆଇସୋଲେଶନର ଓ୍ବାର୍ଡରୁ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।…
କଂଗ୍ରେସ ଅଧ୍ୟକ୍ଷ ପଦକୁ ନେଇ ରାହୁଲ ପରେ ଏବେ ପ୍ରିୟଙ୍କା ରଖିଲେ ଏଭଳି ପ୍ରତିକ୍ରିୟା
ନୂଆଦିଲ୍ଲୀ,୧୯।୮: କଂଗ୍ରେସରେ ପୂର୍ଣ୍ଣକାଳୀନ ଅଧ୍ୟକ୍ଷ ପାଇଁ ଦାବି ଜୋର ଧରିଛି। ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପଦ ଛାଡିବା ପରେ ଆଗାମୀ ଦିନରେ କଂଗ୍ରେସର ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା କଂଗ୍ରେସର ମଙ୍ଗ ଧରିବେ ବୋଲି କଳ୍ପନା ଜଳ୍ପନା ଲାଗି ରହିଥିଲା।…
ରାଜଧାନୀରେ ମାଡି ଚାଲିଛି କରୋନା: ଆଜି ୩୭୦ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୯।୮(ବ୍ୟୁରୋ)-ରାଜଧାନୀରେ ମାଡି ଚାଲିଛି କରୋନା। ବୁଧବାର ଭୁବନେଶ୍ୱରରେ ୩୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୭୦ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୨୦୪ ଚିହ୍ନଟ ହୋଇଥିବାବେଳେ ୧୬୬ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ବାଣୀବିହାର ପଥର ବନ୍ଧରୁ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।…
୨୩ରେ ଆଉ ଏକ ଲଘୁଚାପ
ଭୁବନେଶ୍ୱର,୧୯।୮(ବ୍ୟୁରୋ):ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ତେବେ ଏହା ଶେଷ ନ ହେଉଣୁ ୨୩ରେ ଆଉ ଏକ ଲଘୁଚାପ ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ମିଳିଥିବା ସୂଚନାନୁସାରେ, ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପୁଣି…
ନିର୍ବାଚନ ପୂର୍ବରୁ ଆରଜେଡିକୁ ଝଟ୍କା: ଜେଡିୟୁରେ ସାମିଲ ହେବେ ଲାଲଙ୍କୁ ସମୁଦି
ପାଟନା,୧୯।୮: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୀତି ସରଗରମ ହେବାରେ ଲାଗିଛି। ନିର୍ବାଚନ ପୂର୍ବରୁ ନେତାଙ୍କ ଦଳ ଅଦଳ ବଦଳ ନୀତି ଜୋରସୋରରେ ଚାଲିଛି। ନିକଟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆରଜେଡ଼ି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ସମୁଦି…
୧୦ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୧୯।୮(ବ୍ୟୁରୋ)-ବଙ୍ଗୋପସାଗରେ ସୃଷ୍ଟି ହୋଇଛି ଲଘୁଚାପ। ଫଳରେ ସାରା ରାଜ୍ୟରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ୧୦ ଜିଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ଜଗତସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,…
ସବୁ ଜିଲାପାଳମାନଙ୍କୁ ଆଲର୍ଟ କଲେ ସ୍ବତନ୍ତ୍ର ରିଲିଫ କମିଶନର
ଭୁବନେଶ୍ୱର,୧୯।୮(ବ୍ୟୁରୋ)-ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ବୁଧବାର ୧୦ ଜିଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ଏ ନେଇ ପଦକ୍ଷେପ ନେବାକୁ ସମସ୍ତ ଜିଲାପାଳମାନଙ୍କୁ ଆଲର୍ଟ କରାଯାଇଛି। ଆକସ୍ମିକ ବନ୍ୟା, ପାଣି ଜମିବା, ଭୂସ୍ଖଳନ ନେଇ ଆଲର୍ଟ କଲେ ସ୍ବତନ୍ତ୍ର ରିଲିଫ କମିଶନର…
ଏଟିଏମ୍ରୁ ଟଙ୍କା ପରିବର୍ତ୍ତେ ବାହାରୁଛି ଗଞ୍ଜେଇ
କରୋନା ଯୋଗୁ ବିଶ୍ୱରେ ଅନେକ ପରିର୍ତ୍ତନ ଘଟିଛି। ଲୋକମାନେ ଏବେ ବିନା ଯୋଗାଯୋଗରେ ନିଜ କାମ ନିଜେ କରିବାକୁ ଇଚ୍ଛା ପ୍ରକାଶ କରୁଛନ୍ତି। ଏହି ସମୟରେ ଏକ ସ୍ବତନ୍ତ୍ର ଏଟିଏମ୍ର ଫଟୋ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେବାରେ ଲାଗିଛି। ଏହି…
Archives


