Home

ତେଜସ୍ବୀ ଯାଦବଙ୍କ ପାଇଁ ମାଛ ନେଇ ପହଞ୍ଚିଥିଲେ ସମର୍ଥକ

ପାଟନା,୧୦।୧୧: ବିହାର ବିଧାନସଭା ନିର୍ବାଚନର ଫଳାଫଳ ମଙ୍ଗଳବାର ସନ୍ଧ୍ୟା ପୂର୍ବରୁ ସ୍ପଷ୍ଟ ହୋଇଯିବ। ଏବେ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ପ୍ରାରମ୍ଭିକ ଗଣତି ଅନୁଯାୟୀ, ନୀତିଶ ଓ ଏନଡିଏକୁ ପଛରେ ପକାଇ ଦେଇଛି ଆରଜେଡିର ତେଜସ୍ବୀ ଯାଦବଙ୍କ ନେତୃତ୍ୱାଧୀନ ମହାମେଣ୍ଟ। ନିର୍ବାଚନ…

ଭୋଟ ଗଣତି ଆରମ୍ଭ

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ଏଥିପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସକାଳ ୮ଟାରୁ ଭୋଟ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମେ ପୋଷ୍ଟାଲ ବାଲଟ୍‌ ଭୋଟ ଗଣନା କରାଯାଉଛି।…

ବିହାର ନିର୍ବାଚନ ଫଳାଫଳ: ଏନ୍‌ଡିଏକୁ ପଛରେ ପକାଇଲା ମହାମେଣ୍ଟ

ପାଟନା,୧୦।୧୧:ବିହାର ବିଧାନସଭା ନିର୍ବାଚନ ଭୋଟ ଗଣତି ଆରମ୍ଭ ହୋଇଛି। ପ୍ରାରମ୍ଭିକ ଗଣତି ଅନୁଯାୟୀ, ନୀତିଶ ଓ ଏନଡିଏକୁ ପଛରେ ପକାଇ ଦେଇଛି ଆରଜେଡି ନେତୃତ୍ୱାଧୀନ ମହାମେଣ୍ଟ। ମହାମେଣ୍ଟ ୧୦୩ ଆସନରେ ଆଗରେ ଥିବାବେଳେ ଜେଡିୟୁ ନେତୃତ୍ୱାଧୀନ ଏନଡିଏ ୯୬ଟି ଆସନରେ ଆଗୁଆ…

ମହିଳା ଟି୨୦ ଚ୍ୟାଲେଞ୍ଜ:ଟ୍ରେଲ୍‌ବ୍ଲେଜର୍ସ ପ୍ରଥମଥର ଚାମ୍ପିୟନ

ଶାରଜା, ୧୦।୧୧- ଟ୍ରେଲ୍‌ବ୍ଲେଜର୍ସ ମହିଳା ଟି୨୦ ଚ୍ୟାଲେଞ୍ଜରେ ପ୍ରଥମଥରପାଇଁ ଚାମ୍ପିୟନ ହୋଇଛି। ସୋମବାର ଅନୁଷ୍ଠିତ ଫାଇନାଲରେ ସ୍ମୃତି ମାନ୍ଧାନାଙ୍କ ଏହି ଦଳ ଗତ ୨ ଥର ଚାମ୍ପିୟନ ସୁପରନୋଭାସକୁ ୧୬ ରନରେ ପରାସ୍ତ କରିଛି। ସ୍ପିନରଙ୍କ ପ୍ରାଧାନ୍ୟ ବିଶିଷ୍ଟ ଏହି ମ୍ୟାଚରେ…

ଓଡ଼ିଶା ଏଫସି ଜର୍ସି ଉନ୍ମୋଚିତ

ଭୁବନେଶ୍ୱର, ୧୦।୧୧(କ୍ରୀଡ଼ା ପ୍ରତିନିଧି)- ଚଳିତ ମାସ ୨୦ରୁ ଗୋଆରେ ଆରମ୍ଭ ହେବାକୁ ଯାଉଥିବା ଇଣ୍ଡିଆନ ସୁପରଲିଗ୍‌ (ଆଇଏସଏଲ)ର ସପ୍ତମ ସଂସ୍କରଣ ପାଇଁ ସୋମବାର ଭୁବନେଶ୍ୱର ଭିତ୍ତିକ ଫ୍ରାଞ୍ଚାଇଜ୍‌ ଓଡ଼ିଶା ଏଫସିର ଜର୍ସି ଉନ୍ମୋଚିତ ହୋଇଛି। ଓଡ଼ିଶାର କଳା ଓ ସଂସ୍କୃତିକୁ ଭିତ୍ତିକରି…

ଆଇପିଏଲ୍‌: ମୁମ୍ବାଇ- ଦିଲ୍ଲୀ ଟାଇଟଲ ମୁକାବିଲା

ଦୁବାଇ,୧୦।୧୧(ପି.ଟି.): ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଚଳିତ ୧୩ତମ ସଂସ୍କରଣ ଅନ୍ତିମ ଚରଣରେ ପହଞ୍ଚିଛି। ସ୍ଥାନୀୟ ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ମଙ୍ଗଳବାର ଫାଇନାଲ ମୁକାବିଲା ଖେଳାଯିବ। ଟାଇଟଲ ପାଇଁ ଏହି ମ୍ୟାଚ୍‌ରେ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍‌ ଓ ଶ୍ରେୟାସ…

ଫସଲ ବଞ୍ଚାଇବାକୁ ସଂଘର୍ଷ

ବଇଣ୍ଡା, ୧୦ା୧୧(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଅଞ୍ଚଳରେ ହାତୀ ଉପଦ୍ରବ ବଢ଼ିଚାଲିଛି। ପ୍ରାୟ ମାସେ ହେଲା ୭ଟି ହାତୀ ନିୟମିତ ଭାବେ ଧାନଚାଷ ଖାଇ ନଷ୍ଟ କରୁଥିବାରୁ ଫସଲ ବଞ୍ଚାଇବାକୁ ଏଠାକାର ଚାଷୀଙ୍କୁ ସଂଘର୍ଷ କରିବାକୁ ପଡ଼ୁଛି।…

ରାଜ୍ୟରେ ସୁସ୍ଥ ହେଲେ ୧୫୨୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୯ା୧୧(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୧୫୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୧ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୧୨୪, କଟକରୁ ୧୧୪, ଅନୁଗୋଳରୁ ୧୦୮, ମୟୁରଭଞ୍ଜରୁ ୯୫, ଜଗତସିଂହପୁରରୁ ୯୦, ନୂଆପଡାରୁ୮୧, କେନ୍ଦ୍ରାପଡାରୁ ୭୨, ଢେଙ୍କାନାଳରୁ ୬୮,…

ହନିମୁନ ପାଇଁ ଦୁବାଇରେ ପହଞ୍ଚିଲେ ନେହା: ଭାଇରାଲ ହେଲା ହୋଟେଲର ଭିଡିଓ

ଅକ୍ଟୋବର ୨୪ରେ ଦିଲ୍ଲୀରେ ବଲିଉଡ ପ୍ରସିଦ୍ଧ ସିଙ୍ଗର ନେହା କକ୍କର ଓ ରୋହନପ୍ରୀତ ସିଂହ ବିବାହ କରିଥିଲେ। ବିବାହ ପରେ ନେହା ତାଙ୍କ ଫ୍ୟାନ ମାନଙ୍କ ପାଇଁ ସୋସିଆଲ ମିଡିଆରେ ତାଙ୍କର ଅନେକ ଫଟୋ ଓ ଭିଡିଓ ଶେୟାର କରିଥିଲେ। ଏହି…

ଡଙ୍ଗାକୁ ଦେଖି ଛତ୍ରଭଙ୍ଗ ଦେଲେ ଶତାଧିକ କୁମ୍ଭୀର: ଦେଖନ୍ତୁ ଭିଡିଓ

ଡଙ୍ଗାକୁ ଦେଖି ଛତ୍ରଭଙ୍ଗ ଦେଇଛନ୍ତି ଶତାଧିକ କୁମ୍ଭୀର। ଜୀବନ ବିକଳରେ କୁମ୍ଭୀର ଗୁଡିକ ପଳାଉଥିବା ଦେଖିବାକୁ ମିଳିଛି। ଏହି ଭିଡିଓ ସୋସିଆଲ ମିଡିଆରେ ବର୍ତ୍ତମାନ ବେଶ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି, ଏକ ନାଳରେ ଶତାଧିକ କୁମ୍ଭୀର ବିଚରଣ କରୁଛନ୍ତି।…

କୁମ୍ଭୀର ପାଟିରେ ମୁଣ୍ଡ ପୁରାଇଲେ ଯୁବକ: ତା ପରେ ଘଟିଲା ଏମିତି…

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ କୁମ୍ଭୀର ପାଟିରେ ଜଣ ଯୁବକ ମୁଣ୍ଡ ରଖିଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଦେଖାଯାଇଛି, କୁମ୍ଭୀରଟି ଆଁ କରି ରହିଛି। ଏହି ସମୟରେ ନାଲି ଡ୍ରେସ ପିନ୍ଧିଥିବା ଜଣେ ଯୁବକ…

ପରଲୋକରେ ବିଶିଷ୍ଟ ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀ

ଭୁବନେଶ୍ୱର, ୯।୧୧(ବ୍ୟୁରୋ): ବିଶିଷ୍ଟ ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। କଟକ ସିଡିଏ ସେକ୍ଟର-୬ ଘରେ ମୃତ୍ୟୁ ଘଟିଛି। ଏ ନେଇ ତାଙ୍କ ପୁଅ ରାଜ କୁମାର ପାଣିଗ୍ରାହୀ ସୂଚନା ଦେଇଛନ୍ତି।

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?