ହନିମୁନ୍ରେ ଖୋଲିଲା ଡାକ୍ତର ସ୍ବାମୀଙ୍କ ରାଜ୍, ସ୍ତ୍ରୀ ଡାକିଲେ ପୋଲିସ
ଆଗ୍ରା,୨।୧୦:ଆଗ୍ରା ମହିଳା ଥାନାରେ ଜଣେ ଯୁବତୀ ସ୍ବାମୀଙ୍କ ନାଁରେ ଯୌତୁକ ନିର୍ଯାତନା, ମାରପିଟ୍ ଅଭିଯୋଗ ଆଣିଛନ୍ତି। ତାଙ୍କ ଅଭିଯୋଗ ହେଉଛି ହନିମୁନ୍ ଯାଇଥିବାବେଳେ ସ୍ବାମୀ ନିଜକୁ ସମଲିଙ୍ଗୀ ଏବଂ ଏକ ଗମ୍ଭୀର ରୋଗରେ ପୀଡିତ ଥିବା କହିଥିଲେ। କେବଳ ଏତିକି ନୁହେଁ,…
ହାଡ଼ିଆ ହତ୍ୟାକାଣ୍ଡକୁ ମାସେ ପୂରିଲା: ଧରାପଡ଼ିନାହାନ୍ତି ଅଭିଯୁକ୍ତ ଦୁଇ ଭାଇ
କଟକ ଅଫିସ,୨।୧୦: ଦୁର୍ଦ୍ଦାନ୍ତ ଅପରାଧୀ ହାଡ଼ିଆ ଓରଫ ପ୍ରକାଶ ବେହେରା ହତ୍ୟା ଘଟଣାକୁ ଶୁକ୍ରବାର ଏକମାସ ପୂରଣ ହୋଇଛି। ଅଭିଯୁକ୍ତଙ୍କୁ ଚିହ୍ନଟ ସରିଛି ବୋଲି କଟକ ପୋଲିସ କହିଥିଲେ ସୁଦ୍ଧା ସେମାନଙ୍କୁ ଏପର୍ଯ୍ୟନ୍ତ ଗିରଫ କରାଯାଇନାହିଁ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି…
ଟ୍ରମ୍ପଙ୍କ ଆରୋଗ୍ୟ କାମନା କଲେ ମୋଦି
ନୂଆଦିଲ୍ଲୀ,୨।୧୦:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସ୍ତ୍ରୀ ମେଲାନିଆ ଟ୍ରମ୍ପ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ଟ୍ରମ୍ପ ନିଜେ ଟୁଇଟ କରି ଏହି ସୂଚନା ଦେଇଛନ୍ତି। ଏହା ଜାଣିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ରମ୍ପ ଏବଂ ମେଲାନିଆଙ୍କ ଶୀଘ୍ର…
ଶାହାରୁଖ୍ଙ୍କ ଝିଅକୁ ସମର୍ଥନ କଲେ ସୈଫ୍ଙ୍କ ପୁଅ
ବଲିଉଡ୍ ବାଦ୍ଶାହା ଶାହାରୁଖ ଖାନ୍ଙ୍କ ଝିଅ ସୁହାନା ଆଜିକାଲି ଖୁବ୍ ଚର୍ଚ୍ଚାରେ। ସୁହାନାଙ୍କ ରଙ୍ଗକୁ ନେଇ ସୋସିଆଲ ମିଡିଆରେ କିଛି ବ୍ୟକ୍ତି ତାଙ୍କୁ କାଳି ଏବଂ ଅସୁନ୍ଦର ବୋଲି କହିଥିଲେ। ଏ ନେଇ ସୁହାନା ମେସେଜ୍ ମାଧ୍ୟମରେ ସେମାନଙ୍କୁ କଡ଼ା ଜବାବ…
ନିଖୋଜଙ୍କୁ ଖୋଜିବାରେ ନୈରାଶ୍ୟଜନକ ପ୍ରଦର୍ଶନ
ଭୁବନେଶ୍ୱର,୨।୧୦ (ବ୍ୟୁରୋ): ନିଖୋଜ ବ୍ୟକ୍ତିଙ୍କୁ ଉଦ୍ଧାର ପାଇଁ ରାଜ୍ୟ ପୋଲିସ ଆରମ୍ଭ କରିଥିଲା ଅପରେଶନ ସ୍ମାଇଲ୍। ଏହାସତ୍ତ୍ୱେ ନିଖୋଜ ବ୍ୟକ୍ତିଙ୍କୁ ଖୋଜିବାରେ ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶା ପୋଲିସର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ସଦ୍ୟ ପ୍ରକାଶିତ ଏନ୍ସିଆର୍ବି ରିପୋର୍ଟ-୨୦୧୯ରୁ ଏହା ଜଣାପଡିଛି।…
ବର୍ଷା, ବନ୍ୟାରେ ଉଜୁଡ଼ିଲା ଧାନ ଫସଲ
ଡେରାବିଶ,୨ା୧୦ (ସ୍ବ.ପ୍ର.): ଲଘୁଚାପ ଜନିତ ବର୍ଷା ଓ ବନ୍ୟାରେ ଡେରାବିଶ ବ୍ଲକରେ ବହୁ ଧାନ ଫସଲ ନଷ୍ଟ ହୋଇଛି। ଯେଉଁଠି ଧାନଗଛ ଭଲ ଥିଲା ଏବେ ହଳଦିଗୁଣ୍ଡି ଓ ଚକଡ଼ା ପୋକ ଲାଗି ତାହା ନଷ୍ଟ ହେବାକୁ ବସିଛି। ଏହାକୁ ନେଇ…
ରାଇନାଙ୍କ ସହ ସବୁ ସମ୍ପର୍କ ତୁଟାଇବ ସିଏସ୍କେ
ଚେନ୍ନାଇ,୨।୧୦: ଆଇପିଏଲରେ ୩ଟି ମ୍ୟାଚରୁ ୨ ପରାଜୟବରଣ କରି ପଏଣ୍ଟ ଟେବୁଲର ଶେଷ ସ୍ଥାନରେ ଅଛି ଚେନ୍ନାଇ ସୁପର କିଙ୍ଗ୍ସ। ଲଗାତାର ୨ଟି ମ୍ୟାଚ ହାରିଯିବା ପରେ ଧୋନୀଙ୍କ ଦଳ ପୁଣିଥରେ ବିଜୟ ସନ୍ଧାନରେ ଶୁକ୍ରବାର ପଡ଼ିଆକୁ ଓହ୍ଲାଇବ। ଏହି ସମୟରେ…
ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସ ହାତରେ ହତ୍ୟାକାଣ୍ଡର ଭିଡିଓ
ଭଦ୍ରକ ଅଫିସ,୨ା୧୦: ଭଦ୍ରକ ଗ୍ରାମାଞ୍ଚଳ ଥାନା ବଗମରା ଆଦିବାସୀ ସାହିରେ ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ମୃତକ ଜଣକ ହେଲେ କଟିଆ ମୁର୍ମୁ। କଟିଆଙ୍କୁ ଗୁରୁବାର ସନ୍ଧ୍ୟାରେ ହତ୍ୟା କରାଯାଇଥିବା ଥାନାରେ ଅଭିଯୋଗ ହୋଇଥିଲା। କିନ୍ତୁ ଶୁକ୍ରବାର ସକାଳୁ…
ଆଜି ରାଜ୍ୟରୁ ୧୬ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୭୫ରେ ପହଞ୍ଚିଲା
ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୭୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ…
ରାହୁଲଙ୍କ ତଳେ ପଡିଯିବା ଫଟୋ ଟୁଇଟ୍ କରି ଭାଜପା ଏମ୍ପି କହିଲେ ଶତାବ୍ଦୀର ସବୁଠୁ ଖରାପ ଅଭିନୟ
ଗୋରଖପୁର,୨।୧୦: ଉତ୍ତରପ୍ରଦେଶ ହାଥ୍ରସ ଘଟଣାରେ ପୀଡିତାଙ୍କ ପରିବାରକୁ ଭେଟିବାକୁ ଯାଉଥିବା କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଏବଂ ପ୍ରିୟଙ୍କାଙ୍କୁ ଅଧାବାଟରୁ ଫେରିବାକୁ ପଡିଥିଲା। ପୋଲିସ ଉଭୟଙ୍କୁ ଅଟକାଇଥିଲା। ପୋଲିସ ଅଟକାଇବା ବେଳେ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ପୋଲିସ ଠେଲାପେଲାରେ ରାହୁଲ…
CORONAVIRUS UPDATE: ରାଜ୍ୟରେ ଆଜି ୩୬୦୦ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୨୬ ହଜାର ୩୩୪କୁ ବୃଦ୍ଧି
ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଶୁକ୍ରବାର ମୋଟ୍ ୩୦ ଜିଲାରୁ ୩୬୦୦ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୨୬,୩୩୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ର ୨୧୦୯ ଜଣ…
ଥମୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଦିନକରେ ୮୧ ହଜାରରୁ ଅଧିକ ଚିହ୍ନଟ, ୧୦୯୫ ମୃତ୍ୟୁ
ନୂଆଦିଲ୍ଲୀ,୨।୧୦: ଦେଶରେ ଲଗାତାର କରୋନା ସଂକ୍ରମଣ ବଢିଚାଲିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୮୧ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୮୧ ହଜାର ୪୮୪ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୧୦୯୫…
Archives


