ଠେଙ୍ଗାପାଳିରେ ଜଙ୍ଗଲ ସୁରକ୍ଷା
ନୟାଗଡ଼ ଅଫିସ,୨।୧୦: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ କୁଲୁରୁକୁମ୍ପା ପଞ୍ଚାୟତ ଟାଙ୍ଗନାଡି ଗାଁରେ ପଦା ହୋଇଥିବା ୪ଜଙ୍ଗଲକୁ ଗ୍ରାମବାସୀ ଠେଙ୍ଗାପାଳିରେ ସୁରକ୍ଷା ଦେଇ ସବୁଜିମା କରାଇ ପାରିଛନ୍ତି। ତେବେ ଜୀବନଜୀବିକା ପ୍ରଭାବିତ ପରେ ଆଦିବାସୀମାନେ ମେଳି ହୋଇ ଏଭଳି କାମ କରିବାକୁ…
ନିର୍ଦ୍ଦେଶରେ ସୀମିତ ସିଇଟିପି
ଯାଜପୁର ଅଫିସ,୨।୧୦: ଯାଜପୁର ଜିଲା ବ୍ରାହ୍ମଣୀ ନଦୀତଟବର୍ତ୍ତୀ ଅଞ୍ଚଳରେ ପ୍ରଦୂଷିତ ଜଳର ଉପଚାର କରିବାକୁ ସିଇଟିପି (କମନ୍ ଇଫ୍ଲ୍ୟୁଏଣ୍ଟ ଟ୍ରିଟମେଣ୍ଟ ପ୍ଲାଣ୍ଟ) ସ୍ଥାପନ ପାଇଁ ହାଇକୋର୍ଟ ପ୍ରାୟ ୫ ବର୍ଷ ତଳେ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏପରି କି ସୁପ୍ରିମକୋର୍ଟଙ୍କ ରିଟ୍…
ନିର୍ମାଣ ଅପେକ୍ଷାରେ ଗଲାଣି ୨ ବର୍ଷ
କେନ୍ଦ୍ରାପଡ଼ା ଅଫିସ, ୨।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ପ୍ରତିଷ୍ଠା ହେବ। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୮ ଡିସେମ୍ବର ୮ରେ କେନ୍ଦ୍ରାପଡ଼ା ଜିଲା ଗସ୍ତ ଅବସରରେ ଘୋଷଣା…
ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍କୁ ନରସିଂହଙ୍କ ବିରୋଧ
ଭୁବନେଶ୍ୱର,୨।୧୦(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍ ୨୦୨୦କୁ ନେଇ ଗୁରୁବାର ପୁଣିଥରେ ଗୃହରେ ବିରୋଧର ସ୍ବର ଉଠିଥିଲା। ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଗୃହରେ ଏହି ବିଲ୍ ସମ୍ପର୍କରେ ବିବୃତି ରଖିବା ପରେ ପ୍ରଥମେ କଂଗ୍ରେସ ପକ୍ଷରୁ ଏହାକୁ ବିରୋଧ କରାଯାଇଥିଲା। କଂଗ୍ରେସ…
ଆକ୍ସନ ଫିଲ୍ମ ଆଶାରେ ଅନନ୍ୟା
ଫିଲ୍ମ ‘ଷ୍ଟୁଡେଣ୍ଟ ଅଫ୍ ଦି ଇୟର-୨’ରୁ ବଲିଉଡ୍ରେ କ୍ୟାରିୟର ଆରମ୍ଭ କରିଥିଲେ ଅଭିନେତ୍ରୀ ଅନନ୍ୟା ପଣ୍ଡେ। ଇତିମଧ୍ୟରେ ସେ ‘ପତି ପତ୍ନି ଓ୍ବର ଓ୍ବ’ ରେ ମଧ୍ୟ କାମ କରିସାରିଛନ୍ତି। ତାଙ୍କର ଆଉ ଏକ ଫିଲ୍ମ ‘ଖାଲି ପିଲି’ ରିଲିଜ୍ ଅପେକ୍ଷାରେ…
ବିଦ୍ୟୁତ୍ ବଣ୍ଟନରେ କେବିକେ ଅଞ୍ଚଳକୁ ଅବହେଳା
ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି କେବିକେ ଅଞ୍ଚଳକୁ ବିଦ୍ୟୁତ୍ ବଣ୍ଟନରେ ରାଜ୍ୟ ସରକାର ଅବହେଳା କରୁଥିବା କହିଛନ୍ତି। ଇନ୍ଦ୍ରାବତୀ, କୋଲାବ, ମାଛକୁଣ୍ଡ, ବାଲିମେଳା ଦ୍ୱାରା ୭୬% ଜଳବିଦ୍ୟୁତ୍ କେବିକେ ଅଞ୍ଚଳ ଓଡ଼ିଶାକୁ ଦେଉଥିଲେ ମଧ୍ୟ ସେହି ଅଞ୍ଚଳକୁ ଅବହେଳା କରାଯାଉଛି।…
କରୋନା ପରିଚାଳନା ନେଇ ମିଛ ତଥ୍ୟ ରଖୁଛନ୍ତି ସରକାର
ଭୁବନେଶ୍ୱର,୨।୧୦(ବ୍ୟୁରୋ): କରୋନା ପରିଚାଳନାରେ ସରକାର ଯେଉଁ ତଥ୍ୟ ରାଜ୍ୟବାସୀଙ୍କ ସାମ୍ନାରେ ରଖୁଛନ୍ତି ତାହା ମିଥ୍ୟା ଓ ବିଭ୍ରାନ୍ତିକର। ଅସତ୍ୟ ଉପରେ ଆଧାରିତ ତଥ୍ୟ ବଳରେ ଡବ୍ଲ୍ୟୁଏଚ୍ଓ ପାଖରୁ ଯେଉଁ ପ୍ରମାଣପତ୍ର ହାସଲ କରିଛନ୍ତି ତାହା ଦୁର୍ଭାଗ୍ୟଜନକ ବୋଲି କଂଗ୍ରେସ ଅଭିଯୋଗ କରିଛି।…
ଉପନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ
ଭୁବନେଶ୍ୱର,୨।୧୦(ବ୍ୟୁରୋ): ନିର୍ବାଚନ ପ୍ରଚାର ବେଳେ କୌଣସି ପ୍ରାର୍ଥୀଙ୍କ ବିରୋଧରେ ବ୍ୟକ୍ତିଗତ ଆକ୍ଷେପ କରାଯାଇ ପାରିବ ନାହିଁ। ଭାରତର ମୁଖ୍ୟ ନିର୍ବାଚନ କମିଶନ ଏ ନେଇ କଟକଣା ଜାରି କରିଛନ୍ତି। ଅପରାଧ ପୃଷ୍ଠଭୂମି ଥିବା ବ୍ୟକ୍ତିଙ୍କୁ ଯଦି କୌଣସି ରାଜନୈତିକ ଦଳ ବାଲେଶ୍ୱର…
୩ ଶିଫ୍ଟରେ ହେବ ଓଜେଇଇ
ଭୁବନେଶ୍ୱର, ୨।୧୦(ବ୍ୟୁରୋ): ଆସନ୍ତା ୧୨ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଅନୁଷ୍ଠିତ ହେବ। ଏନେଇ ଗୁରୁବାର ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଏଥର ୩ଟି ଶିଫ୍ଟରେ ୨ ଘଣ୍ଟିଆ ଅବଧି ବିଶିଷ୍ଟ ପରୀକ୍ଷା କରାଯିବ। ସକାଳ…
ଅକ୍ଟୋବର ୩୧ ଯାଏ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ
ଭୁବନେଶ୍ୱର,୨।୧୦(ବ୍ୟୁରୋ): ୩୧ ଯାଏ ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରହିବ। ତେବେ ଏହି ସମୟ ମଧ୍ୟରେ କର୍ମୀମାନେ ହିତାଧିକାରୀଙ୍କ ଘରକୁ ଯାଇ ଶୁଖିଲା ଖାଦ୍ୟ ବଣ୍ଟନ କରିବେ। ଅକ୍ଟୋବର ପହିଲାରୁ ଶୁଖିଲା ରାଶନ ସାମଗ୍ରୀ ବଣ୍ଟନ କରାଯାଉଛି। ୩ରୁ ୬…
ମହାତ୍ମା ଗାନ୍ଧୀ, ଲାଲବାହାଦୂର ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦି
ନୂଆଦିଲ୍ଲୀ, ୨।୧୦: ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କ ଆଜି ୧୫୧ତମ ଜନ୍ମଦିବସ। ଏହି ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ଶୁକ୍ରବାର ସକାଳୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ଥିବା ଗାନ୍ଧୀଙ୍କ ସମାଧିସ୍ଥଳ ରାଜଘାଟରେ ପହଞ୍ଚି ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।…
ମୁଁ ଦୁନିଆରେ କାହାକୁ ଭୟ କରିବି ନାହିଁ: ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୨।୧୦: ଉତ୍ତରପ୍ରଦେଶ ହାଥ୍ରାସ ଗଣବଳାତ୍କାର ପୀଡିତାଙ୍କ ପରିବାରକୁ ଭେଟିବାକୁ ଯାଉଥିବା କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ଏବଂ ତାଙ୍କ ଭଉଣୀ ପ୍ରିୟଙ୍କା ଭଦ୍ରାଙ୍କୁ ଗୁରୁବାର ଅଟକାଇ ଦିଆଯାଇଲା। ଗ୍ରେଟର ନଏଡା ନିକଟରେ ଉଭୟଙ୍କୁ ଗିରଫ କରାଯାଇଥିଲା। ସେମାନଙ୍କ ଉପରେ ମାମଲା…
Archives


