ଶାଶୁ-ବୋହୂଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଲେ କୋର୍ଟ, ଜାଣନ୍ତୁ କ’ଣ ରହିଛି କାରଣ
ପାଟନା,୧୮।୮: ବିହାରର ଗୋପାଳଗଞ୍ଜରେ ଶାଶୁ-ବୋହୂଙ୍କୁ ଫାଶୀ ଦଣ୍ଡାଦେଶ ହୋଇଛି। ୩ବର୍ଷ ପୂର୍ବେ ଏହି ଦୁଇ ମହିଳା ମିଶି ୪ ବର୍ଷର ଶିଶୁକୁ ବଳି ଦେଇଥିଲେ। ଗୋପାଳଗଞ୍ଜର ବିଜୟପୁରା ପୋଲିସ ଷ୍ଟେସନର ଚିତୁନ ଗାଁର ବିନୋଦ ସାହାଙ୍କ ଚାରି ବର୍ଷର ପୁଅ ଦେବ…
ଚୌଦ୍ୱାର ଜେଲରେ ଆତ୍ମହତ୍ୟା କଲେ କଏଦୀ
ଚୌଦ୍ୱାର,୧୮। (ଡି.ଏନ୍.ଏ.): କଟକ ଜିଲା ଚୌଦ୍ୱାର ସର୍କଲ ଜେଲରେ ସୋମବାର ବିଳମ୍ବିତ ରାତିରେ ଜଣେ ବିଚାରଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ବାଲେଶ୍ୱର ଜିଲା କର୍ମଦା ଥାନା ଅନ୍ତର୍ଗତ କୁଲିହା ଗ୍ରାମର ସୁବଳ ଚନ୍ଦ୍ର ବାନଙ୍କ ପୁଅ ବିଜେନ୍ଦ୍ର ବାନ(୨୧)।…
ପ୍ରତି ୨ ସେକେଣ୍ଡରେ ଚିହ୍ନଟ ହେଉଛନ୍ତି ଜଣେ କରୋନା ଆକ୍ରାନ୍ତ
ନୂଆଦିଲ୍ଲୀ, ୧୮।୮: ଦେଶର କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏବେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫୫ ହଜାରରୁ ଅଧିକ ରହୁଛି। ଫଳରେ ପ୍ରତି ୨ ସେକେଣ୍ଡରେ ଜଣେ…
ଭିକ୍ଷୁ ଦାନକଲେ ୯୦ ହଜାର ଟଙ୍କା
ମଦୁରାଇ,୧୮।୮: କରୋନା ମହାମାରୀ ସହ ସାରା ବିଶ୍ୱ ଲଢେକ କରି ଚାଲିଥିବା ବେଳେ ଏହା ଏବେବି ତା’ର କାୟା ବିସ୍ତାର କରି ରଖିଛି। ଏହି କରୋନା ଯୁଦ୍ଧରେ ନିଜର ସୀମିତ ସଞ୍ଚୟକୁ ଦାନ କରି ଏବେ ଚର୍ଚ୍ଚାକୁ ଆସିଛନ୍ତି ତାମିଲନାଡୁ ମଦୁରାଇର…
ଆକ୍ଟର ହେବା ପାଇଁ ୪ ଶହ ଟଙ୍କା ଲାଞ୍ଚ ଦେଇଥିଲେ ଏହି ଲୋକପ୍ରିୟ ଅଭିନେତା: ଆଜି ଭଗବାନ ଭଳି ପୂଜା କରୁଛନ୍ତି ଲୋକେ
କରୋନା ମହାମାରୀ ସମୟରେ ପ୍ରବାସୀ ଶ୍ରମିକଙ୍କୁ ସାହାଯ୍ୟକରି ଚର୍ଚ୍ଚାକୁ ଆସିଥିବା ବଲିଉଡ୍ ଅଭିନେତା ହେଉଛନ୍ତି ସୋନୁ ସୁଦ। କରୋନା ଯୋଗୁ ଜାରି ରହିଥିବା ଲକ୍ଡାଉନ୍ ସମୟରେ ସୋନୁ ପ୍ରବାସୀ ଶ୍ରମିକଙ୍କୁ ନିଜ ଘରେ ପହଞ୍ଚାଇବା ଠାରୁ ଆରମ୍ଭକରି ସେମାନଙ୍କୁ ଚାକିରି ଯୋଗାଇବା…
୧୦ ବର୍ଷ ମଧ୍ୟରେ ଦେଶର ୪୦ ପ୍ରତିଶତ ଲୋକ ସହରରେ କରିବେ ବାସ
ନୂଆଦିଲ୍ଲୀ, ୧୮।୮: ଦେଶର ୪୦ ପ୍ରତିଶତ ଜନସଂଖ୍ୟା ସହରରେ ବାସ କରିବେ। ଆସନ୍ତା ୧୦ ବର୍ଷ ମଧ୍ୟରେ ୨୦୩୦ ସୁଦ୍ଧା ଏହି ଲକ୍ଷ୍ୟ ପୂରଣ ହେବ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍ ସିଂ ପୁରୀ ସୂଚନା ଦେଇଛନ୍ତି। ସେଥି…
କରନ ଜୋହର ସମାପ୍ତ କରିଛନ୍ତି ସୁଶାନ୍ତଙ୍କ କ୍ୟାରିୟର: କଙ୍ଗନା
ମୁମ୍ବାଇ, ୧୮।୮: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ନେଇ ଚର୍ଚ୍ଚା ଥମିବାର ନାଁ ଧରୁନି। ଏବେ ପୁଣି ଥରେ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ ଫିଲ୍ମ ନିର୍ମାତା କରୋନା ଜୋହରଙ୍କୁ ଟାର୍ଗେଟ୍ କହିଛନ୍ତି। ସୁଶାନ୍ତଙ୍କ କ୍ୟାରିୟରକୁ କରନ ଶେଷ କରିଥିବା…
ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟର ବଦଳିଲା ନାମ: ରାଷ୍ଟ୍ରପତି ଦେଲେ ମଞ୍ଜୁରୀ
ନୂଆଦିଲ୍ଲୀ,୧୮।୮: ରାଷ୍ଟ୍ରପତି ରାମନାଥ କୋବିନ୍ଦ ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟର ନାମ ପରିବର୍ତ୍ତନକୁ ଶିକ୍ଷା ମନ୍ତ୍ରଣାଳୟ ଭାବେ ଅନୁମୋଦନ ପ୍ରଦାନ କରିଛନ୍ତି। ସୋମବାର ରାତିରେ ଜାରି କରାଯାଇଥିବା ଅଧିସୂଚନା ଅନୁସାରେ, ଗତ ମାସରେ କ୍ୟାବିନେଟର ମଞ୍ଜୁରୀ ପରେ ନୂତନ ଶିକ୍ଷା ନୀତିର…
ଏହି ଉପାୟରେ କରନ୍ତୁ ଗଣେଶ ପୂଜା: ହେବ ଧନ ବର୍ଷା, ଚମକିବ ଭାଗ୍ୟ
ଆଗକୁ ଆସୁଛି ଗଣେଶ ପୂଜା। ବାପ୍ପାଙ୍କୁ ସ୍ବାଗତ କରିବା ପାଇଁ ସମସ୍ତେ ଜୋରସୋର ପ୍ରସ୍ତୁତି ଆରମ୍ଭ ହୋଇଛି। କିନ୍ତୁ କରୋନା ଯୋଗୁ ଏଥର ଗଣେଶ ପୂଜା କିଛିଟା ଫିକା ପଡିବାର ସମ୍ଭାବନା ରହିଛି। ଆପଣ ବାହାରକୁ ନ ଯାଇ ନିଜ ଘରକୁ…
ହାଇକୋର୍ଟର ୨ଜଣ ବିଚାରପତି କରୋନା ପଜିଟିଭ
ଜୟପୁର,୧୮।୮: ରାଜସ୍ଥାନରେ କରୋନା ପ୍ରକୋପ ଜାରି ରହିଛି। ରାଜଧାନୀ ଜୟପୁରର ହାଇକୋର୍ଟ ଏବେ କରୋନା କବଳରେ। ସର୍ବପ୍ରଥମେ ହାଇକୋର୍ଟର ସିଜେ କରୋନା ପଜିଟିଭ୍ ହୋଇଥିବା ବେଳେ ଏବେ ଆଉ ୨ ଜଣ ବିଚାରପତି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ଅନ୍ୟ…
ରାଜ୍ୟରେ ବାହାର ଲୋକଙ୍କୁ ମିଳିବନି ନିଯୁକ୍ତି ସୁଯୋଗ: ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୋପାଳ, ୧୮।୮: ଏଣିକି ମଧ୍ୟପ୍ରଦେଶରେ ରାଜ୍ୟ ବାହାରର ଲୋକଙ୍କୁ ନିଯୁକ୍ତି ମିଳିବନି। କେବଳ ରାଜ୍ୟର ବାସିନ୍ଦାଙ୍କୁ ହିଁ ସରକାରୀ ଚାକିରୀ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ଘୋଷଣା କରିଛନ୍ତି। ଏନେଇ ଖୁବ୍ ଶୀଘ୍ର ଆଇନ ଅଣାଯିବ। ରାଜ୍ୟର ୨୭ଟି…
୩ କୋଟିର ଅଫରକୁ ପ୍ରତ୍ୟାଖ୍ୟାନ କଲେ ଏହି ଅଭିନେତ୍ରୀ
ଛୋଟ ପରଦାର ଚର୍ଚ୍ଚିତ ଟିଭି ଶୋ’ ‘ବିଗ୍ ବସ୍’ର ଆଗାମୀ ସିଜିନ୍ ଅର୍ଥାତ୍ ‘ବିଗ୍ ବସ୍-୧୪’କୁ ନେଇ କିଛି ଦିନ ହେବ ଚର୍ଚ୍ଚା ଜୋର୍ ଧରିଛି। ଏଥର ଶୋ’ରେ କେଉଁମାନେ ଅଂଶଗ୍ରହଣ କରିବେ ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ…
Archives


