Home

ପ୍ରାକୃତିକ ପରିବେଶର ସଂରକ୍ଷଣ କଲେ ହିଁ କରୋନା ଭଳି ମହାମାରୀ ହଟିବ

ଜେନେଭା, ୧।୧୦: ପ୍ରାକୃତିକ ପରିବେଶର ସଂରକ୍ଷଣ କଲେ ହିଁ କରୋନା ଭଳି ମହାମାରୀ ପୃଥିବୀରୁ ହଟିପାରିବ। ଏନେଇ କେନ୍ଦ୍ରୀୟ ପରିବେଶ ମନ୍ତ୍ରୀ ପ୍ରକାଶ ଜାଭେଡ୍‌କର ଜାତିସଂଘର ଜୈବ ବିବିଧତା ଶିଖର ସମ୍ମିଳନୀରେ ଯୋଗଦେଇ ମତପୋଷଣ କରିଛନ୍ତି। ମଣିଷ ନିଜ ସୁବିଧା ପାଇଁ…

ଭଲ ବେଳା ଆସିଛି

ସତରେ, ୟାକୁ ହିଁ କହନ୍ତି ହାତୀ ମୁଣ୍ଡରେ ସୁନା କଳସ ଢାଳିବା। ଶାହରୁଖଙ୍କ ଖୁସିି ଏବେ କହିଲେ ନ ସରେ। କାରଣ ଯେଉଁ ୟଶରାଜ ଫିଲ୍ମସ ବ୍ୟାନର ତାଙ୍କୁ ନେମ୍‌ ଫେମ୍‌ ଦେଇଛି ସେହି ବ୍ୟାନରରେ ପ୍ରସ୍ତୁତ ହେବାକୁ ଯାଉଥିବା ସିନେମାରେ…

ପରିବା କିଣିବାକୁ ଆସିଥିବା ବ୍ୟକ୍ତିଙ୍କୁ ଚାପିଦେଲା ଟ୍ରକ୍‌

ଚୌଦ୍ୱାର,୧ା୧୦: ୫୫ ନଂ. ଜାତୀୟ ରାଜପଥ ମଙ୍ଗୁଳିଠାରୁ ଧୂମାବତୀ ପର୍ଯ୍ୟନ୍ତ ରାଜପଥ ସଂପ୍ରସାରଣ କାର୍ଯ୍ୟ ଚାଲୁରହିଛି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱ ଖୋଳାଯାଇ ଥିବାବେଳେ ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ପୁରୁଣା ରାସ୍ତାରେ ପିଚୁ ଉଠିଯାଇ ବିଭିନ୍ନ ସ୍ଥାନରେ ଖାଲଖମା ହୋଇଯାଇଛି। ଫଳରେ…

ସୋନମ୍‌ଙ୍କ ଫିଟ୍‌ନେସ୍‌ ଟିପ୍ସ

ସୋନମ୍‌ କପୁର ଏବେ ଫିଟ୍‌ନେସ ଟିପ୍ସ ବାଣ୍ଟୁଛନ୍ତି। କେବଳ ସେତିକି ନୁହେଁ, ନିଜେ ମଧ୍ୟ ନିଜ ଫିଟ୍‌ନେସ ପ୍ରତି ବେଶ୍‌ ସଚେତନ। ପ୍ରତିଦିନ ସକାଳେ ଦୁଇ ଘଣ୍ଟା ଏବଂ ସନ୍ଧ୍ୟାରେ ଦୁଇ ଘଣ୍ଟା ବ୍ୟାୟାମ କରୁଛନ୍ତି। ତା’ ସହ ଯୋଗ, ପ୍ରାଣାୟାମ…

ହାଥରସ ଗଣବଳାତ୍କାର ଘଟଣା: ଆସିଲା ମେଡିକାଲ ରିପୋର୍ଟ, ହୋଇନି ବଳାତ୍କାର, ଜାଣନ୍ତୁ କ’ଣ ରହିଛି କାରଣ

ଲକ୍ଷ୍ନୌ,୧ା୧୦: ହାଥରସ ଯୁବତୀ ବଳାତ୍କାର ଘଟଣାର ମେଡିକାଲ ରିପୋର୍ଟ ଆସିଛି। ଏହି ରିପୋର୍ଟ ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଦେବା ଭଳି ଆସିଛି। ରିପୋର୍ଟରେ ଯୁବତୀଙ୍କୁ ଗଣବଳାତ୍କାର ହୋଇ ନ ଥିବା ଦର୍ଶାଯାଇଛି। ଯାହା ଅଭିଯୁକ୍ତମାନଙ୍କୁ ସୁହାଇବ। ଯୁବତୀ ଆଖି ବୁଜିବା ପୂର୍ବରୁ ପୋଲିସକୁ…

କରୋନା ନେଲା ଆଇଆଇସିଙ୍କ ଜୀବନ

କୋରାପୁଟ, ୧।୧୦(ସ୍ବ.ପ୍ର): କୋରାପୁଟ ଟାଉନ ଆଇଆଇସି ପୀତବାସ ଧାରୁଆ ଗୁରୁବାର ସକାଳେ କରୋନାରେ ମୃତ୍ୟୁବରଣ କରିଛନ୍ତି। ସେ ଭୁବନେଶରର ଏକ ବେସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ସେ ଜଣେ ଦକ୍ଷ ପୋଲିସ ଅଫିସର ଥିଲେ।…

୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮୫୯କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। Regret…

ଦିଲ୍‌ କହେ ଲଭ୍‌ ୟୁ ଲଭ୍‌ ୟୁ

ଏକ ଭିନ୍ନ ଧରଣର ପ୍ରେମ କାହାଣୀକୁ ଆଧାର କରି ନିର୍ମିତ ହେବାକୁ ଯାଉଛି ନୂଆ ଓଡ଼ିଆ ସିନେମା ‘ଦିଲ୍‌ କହେ ଲଭ୍‌ ୟୁ ଲଭ୍‌ ୟୁ’। ନବାଗତ ପ୍ରଯୋଜକ ଆଶିଷ ପ୍ରତାପ ସାମଲ ଏହାର ପ୍ରଯୋଜନା କରୁଛନ୍ତି। ନିର୍ଦ୍ଦେଶନା ଦାୟତ୍ୱ ତୁଲାଇବେ…

ଲକ୍‌ଡାଉନ୍‌ ସମୟରେ ବିମାନ ଉଡ଼ାଣ ବାତିଲ: ଯାତ୍ରୀଙ୍କ ଟିକଟ ଟଙ୍କା ଫେରାଇବାକୁ ଏସ୍‌ସିଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଲାଗି ଲକ୍‌ଡାଉନ୍‌ ଜାରି କରାଯାଇଥିଲା। ଏହି ସମୟରେ ବିମାନ ଯାତ୍ରାକୁ ବାତିଲ କରାଯାଇଥିଲା। ତେବେ ଯାତ୍ରୀଙ୍କ ଟିକଟ ବୁକିଂ ଟଙ୍କା ଶୀଘ୍ର ଫେରାଇବାକୁ ସୁପ୍ରିମ୍‌କୋର୍ଟ(ଏସ୍‌ସି) ନିର୍ଦ୍ଦେଶ ଦେଇଛନ୍ତି। ଏସମ୍ପର୍କରେ ଏୟାରଲାଇନ୍ସ୍‌ କମ୍ପାନୀଗୁଡ଼ିକୁ ସୂଚିତ…

ପୁଣି ଥରେ ଅମ୍ଳାନ-ରିୟା

ଷ୍ଟାର କିଡ୍‌ ଅମ୍ଳାନ କୁମାରଙ୍କ ଓଲିଉଡ୍‌ କ୍ୟାରିୟର ଆରମ୍ଭ ହୋଇଥିଲା ‘ଟାର୍ଗେଟ’ରୁ। ଏହାସହ ସୁଧାକର ବସନ୍ତଙ୍କ ନିର୍ଦ୍ଦେଶିତ ‘ପ୍ରେମ ଅଢ଼େଇ ଅକ୍ଷର’ରୁ ବାବୁସାନ୍‌ଙ୍କ ଅପୋଜିଟ୍‌ରେ ଡେବ୍ୟୁ କରିଥିଲେ ରିୟା। ପରବର୍ତ୍ତୀ ସମୟରେ ଅମ୍ଳାନ ଏବଂ ରିୟାଙ୍କୁ ‘ଗୋଲାପି ଗୋଲାପି’, ‘ତୁ ମୋ…

ଆଜିଠୁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

ରାଜନଗର,୧ା୧୦(ଡି.ଏନ୍‌.ଏ.): ଦୀର୍ଘ ୭ ମାସ ପରେ ଗୁରୁବାରଠାରୁ ଭିତରକନିକା ଜାତୀୟ ଉଦ୍ୟାନ ଖୋଲିଛି। ମାତ୍ର ଏବେ ସମସ୍ତ ପର୍ଯ୍ୟଟକଙ୍କୁ ଭିତରକନିକା ମଧ୍ୟକୁ ପ୍ରବେଶ ଅନୁମତି ମିଳିବ ନାହିଁ। କେବଳ ରାତ୍ରିଯାପନ ପାଇଁ ଆସୁଥିବା ପର୍ଯ୍ୟଟକଙ୍କୁ ଏହି ଅନୁମତି ମିଳିବ ବୋଲି ପ୍ରଶାସନ…

CORONAVIRUS UPDATE: ଆଜି ରାଜ୍ୟରେ ପୁଣି ୩୬୧୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୩୬୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧୧୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୯୭ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri