ଆଖିରେ ପଟି ବାନ୍ଧି ୧୬ କିମି ସ୍କେଟିଂ କଲେ ଏହି କୁନି ବାଳକ
ଲୁଧିଆନା ଜିଲାର ପ୍ରଣବ ନାମକ ଜଣେ ୬ ବର୍ଷର ବାଳକ ଆଖିରେ ପଟି ବାନ୍ଧି ୧ ଘଣ୍ଟା ୧୬ ମିନିଟ୍ରେ ୧୬ କିଲୋମିଟର ସ୍କେଟିଂ କରି ଗିନିଜ ଓ୍ବାଲର୍ଡରେ ରେକର୍ଡ ସୃଷ୍ଟି କରିଛନ୍ତି। ତାଙ୍କ ପିତା କହିଛନ୍ତି, ବର୍ତ୍ତମାନ ଏହି ତାଲିକାରେ…
କମିବାର ନାଁ ନେଉନି: ପୁଣି ରାଜ୍ୟରେ ୧୫ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୫ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୨୫ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ…
ମେୟର ନିର୍ବାଚନ: ବସୁନ୍ଧରାଙ୍କ ସମର୍ଥକ କଲେ ବିଦ୍ରୋହ
ଜୟପୁର,୮।୧୧: ରାଜସ୍ଥାନ ଜୟପୁରରେ ମେୟର ନିର୍ବାଚନ ନେଇ ଭାଜପାର ଘର କଳି ଏବେ ପଦାରେ ପଡ଼ିଛି। ବସୁନ୍ଧରା ରାଜେଙ୍କ ସମର୍ଥକ ବୋଲାଉଥିବା ବିଧାୟକ ନରପତ ସିଂ ରାଜସ୍ବୀ ଦଳୀୟ ନିଷ୍ପତ୍ତିରେ ଅସନ୍ତୋଷ ପ୍ରକାଶ କରି ବିଦ୍ରୋହ କରିଛନ୍ତି। ଗ୍ରେଟର ନଗମ ନିଗମରେ…
ରୋ-ପାକ୍ସ୍ ଫେରି ସେବା ଲୋକାର୍ପଣ କଲେ ମୋଦି: ପର୍ଯ୍ୟଟନ ଶିଳ୍ପର ହେବ ବିକାଶ
ଅହମଦାବାଦ,୮।୧୧: ଗୁଜରାଟର ହଜିରା ଏବଂ ଘୋଘା ମଧ୍ୟରେ ରୋ-ପାକ୍ସ୍ ଫେରି ସେବାର ଲୋକାର୍ପଣ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ରବିବାର ସମ୍ପନ୍ନ ହୋଇଛି। ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ ମୋଦି କହିଛନ୍ତି ସେ ସୁରଟ ଏବଂ ସୌରାଷ୍ଟ୍ରର ବିକାଶ ପାଇଁ ସରକାର…
ବିଭାଜନ ନୁହେଁ ଏକତାକୁ ପ୍ରାଥମିକତା ଦିଆଯିବ: ବାଇଡେନ୍
ଓ୍ବାଶିଂଟନ,୮।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ୭୭ ବର୍ଷ ବୟସ୍କ ଡେମୋକ୍ରାଟିକ୍ ପାର୍ଟି ପ୍ରାର୍ଥୀ ଜୋ ବାଇଡେନ୍ଙ୍କର ବିଜୟ ହୋଇଛି। ବାଇଡେନ୍ ଦେଶର ୪୬ ତମ ରାଷ୍ଟ୍ରପତି ଭାବେ ୨୦ ଜାନୁୟାରୀ ୨୦୨୧ରେ ଶପଥ ନେବେ। ଆମେରିକାର ଜନସାଧାରଣ ତାଙ୍କ ଉପରେ ଆସ୍ଥା…
ପଶ୍ଚିମବଙ୍ଗର ସୀମା ଦଖଲ ଉଦ୍ୟମ: ଦୁଇ ରାଜ୍ୟ ସୀମାନ୍ତବାସୀ ମୁହାଁମୁହିଁ
ଭୋଗରାଇ,୮ା୧୧(ଡି.ଏନ.ଏ.): ଦୀର୍ଘ ଅଢେଇବର୍ଷ ନୀରବତା ପରେ ଓଡ଼ିଶା-ପଶ୍ଚିମବଙ୍ଗ ସୀମା ବିବାଦ ପୁଣି ମୁଣ୍ଡ ଟେକିଛି। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଗ୍ରାମ ସାହାବାଜିପୁର ଗ୍ରାମ୍ୟ ଜଙ୍ଗଲକୁ ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଦୀଘା-ଶଙ୍କରପୁର ଉନ୍ନୟନ ପରିଷଦ ଶୁକ୍ରବାର ରାତିଅଧିଆ ବେଆଇନ ଭାବେ…
କମ୍ପୁଟର ବାବାଙ୍କ ଆଶ୍ରମରେ ଚାଲିଲା ବୁଲ୍ଡୋଜର
ଇନ୍ଦୋର,୮।୧୧: ମଧ୍ୟପ୍ରଦେଶର ଇନ୍ଦୋରଠାରେ ଥିବା କମ୍ପୁଟର ବାବାଙ୍କ ଆଶ୍ରମରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ରବିବାର କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ବାବାଙ୍କର ଅବୈଧ ନିର୍ମାଣ ଉପରେ ବୁଲଡୋଜର ଚଲାଯାଇଛି। ବାବାଙ୍କ ଦ୍ୱାରା କରାଯାଇଥିବା ଅତିକ୍ରମଣ ହଟାଯାଇଛି। ଏହା ସହିତ ବାବା ଏବଂ…
ଅଧିକାରୀଙ୍କ ସହ ସଲାସୁତୁରା: ଚାଲିଛି ଟିକସ ଫାଙ୍କି ଖଣିଜ କାରବାର
ଭୁବନେଶ୍ୱର (ବ୍ୟୁରୋ)/ ଯୋଡ଼ା (ଡି.ଏନ.ଏ.), ୮ା୧୧: ୨୦୧୦-୧୧ରେ ଓଡ଼ିଶାର ଖଣି ଦୁର୍ନୀତି ସାରା ଦେଶରେ ବେଶ୍ ଚର୍ଚ୍ଚାର ବିଷୟ ପାଲଟିଥିଲା। ଏମ୍.ବି. ଶାହ କମିଶନ ଓ ପରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କେନ୍ଦ୍ରୀୟ କ୍ଷମତା ସମ୍ପନ୍ନ କମିଟି(ସିଇସି) ଉକ୍ତ ଖଣି ଦୁର୍ନୀତିର…
ଚାଇନାର ଷଡ଼ଯନ୍ତ୍ର: ଉତ୍ତର-ପୂର୍ବରେ ଉଗ୍ରବାଦୀ ସଂଗଠନକୁ ସହାୟତା
ନୂଆଦିଲ୍ଲୀ,୮।୧୧: ଭାରତ ଉତ୍ତର-ପୂର୍ବ ଅଞ୍ଚଳରେ ଉଗ୍ରବାଦ ବୃଦ୍ଧି ପାଇଁ ଚାଇନା ଷଡ଼ଯନ୍ତ୍ର ରଚିଛି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଲଦାଖରେ ଉତ୍ତେଜନା ସୃଷ୍ଟି ପରେ ଏବେ ଚାଇନା ଭାରତରେ ଅଶାନ୍ତି ବଢ଼ାଇବା ପାଇଁ ଉଗ୍ରବାଦୀ…
କରୋନା ଛଡ଼ାଇନେଇଛି ବୃତ୍ତି: ବଞ୍ଚିବା ପାଇଁ ଯାତ୍ରା କଳାକାରଙ୍କ ନିଆରା ପ୍ରୟାସ
ଭୁବନେଶ୍ୱର,୮ା୧୧(ବ୍ୟୁରୋ): କରୋନା ମହାମାରୀ ଛଡ଼ାଇନେଇଛି କଳାକାରଙ୍କ ବୃତ୍ତି, ବେଉସା। ପେଟକୁ ଦାନା ମୁଠେ ଯୋଗାଡ଼ କରିବାକୁ ସେମାନେ ବିଭିନ୍ନ ପନ୍ଥା ଆପଣାଉଛନ୍ତି। ନିକଟରେ ବଲିଉଡ୍ରେ ଭାଗ୍ୟ ପରୀକ୍ଷା କରୁଥିବା ଜଣେ ସିନେ କଳାକାର ଭୁବନେଶ୍ୱରରେ ପରିବା ବିକ୍ରି କରୁଥିବା ଦେଖିବାକୁ ମିଳିଥିଲା।…
ରାଜ୍ୟ ପାଇଁ ଗୌରବ ଆଣିଲେ କୋରାପୁଟର ଝିଅ ପ୍ରାଞ୍ଜଳ, ମିସ୍ ଇଣ୍ଡିଆ ପ୍ରତିଯୋଗିତାରେ ଚମକିଲେ
କୋଟପାଡ଼,୮ା୧୧ (ଡି.ଏନ.ଏ.): କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳର ପ୍ରାଞ୍ଜଳ ପାତ୍ର ଆନ୍ତଃ ରାଜ୍ୟସ୍ତରୀୟ ମିସ୍ ଇଣ୍ଡିଆ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଫାଇନାଲରେ ପ୍ରବେଶ କରିଛନ୍ତି। ସେ ଗତ କିଛିଦିନ ପୂର୍ବେ ପ୍ରଥମେ ଜିରୋନ ପ୍ରଡକ୍ସନର ମିସ୍ ଇଣ୍ଡିଆ ପ୍ରତିଯୋଗିତାରେ ଅଂଶଗ୍ରହଣ କରି…
ବାଇଡେନ୍ଙ୍କୁ ଶୁଭେଚ୍ଛା ଜଣାଇଲେ ଦିଗ୍ବିଜୟ: ୨୦୨୪ରେ ଭାରତକୁ ବି ନୂଆ ନେତା ମିଳିବାର ରହିଛି ଆଶା !
ନୂଆଦିଲ୍ଲୀ,୮।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡେମୋକ୍ରାଟିକ୍ ପାର୍ଟି ପ୍ରାର୍ଥୀ ଜୋ ବାଇଡେନ୍ଙ୍କ ବିଜୟ ହୋଇଛି। ଏନେଇ କଂଗ୍ରେସ ନେତା ଦିଗ୍ ବିଜୟ ସିଂ ତାଙ୍କୁ ଟୁଇଟ୍ କରି ଶୁଭେଚ୍ଛା ଜଣାଇଛନ୍ତିି। ସେ ଆମେରିକା ମତଦାତାଙ୍କ ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି। ସେମାନଙ୍କର ପଦକ୍ଷେପ…

