Home

ବଢ଼ିଲା ଲକ୍‌ଡାଉନ ଅବଧି

ପାଟନା,୧୭।୮: ବିହାରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ପାର କରିଛି। ରାଜ୍ୟରେ ବଢ଼ୁଥିବା କରୋନା ମାମଲାକୁ ଦେଖି ଲକ୍‌ଡାଉନ ଅବଧିକୁ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ବର୍ତ୍ତମାନ ରାଜ୍ୟରେ ସେପ୍ଟେମ୍ବର ୬ଯାଏଁ ଲକ୍‌ଡାଉନ କଟକଣା ଜାରି…

ଭୋ ଭୋ ହୋଇ କାନ୍ଦିଥିଲେ ଧୋନୀ

ଭାରତକୁ ଦୁଇ ଦୁଇଥର ବିଶ୍ୱକପ୍‌ ବିଜୟୀ କରାଇଥିବା ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଶେଷରେ ଅବସର ନେଇଛନ୍ତି। ଅଗଷ୍ଟ ୧୫ ଦିନ ସନ୍ଧ୍ୟା ୭.୨୦ରେ ସନ୍ନ୍ୟାସ ଘୋଷଣା କରି ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ଏହାର କିଛି…

କରୋନା ସଂକ୍ରମଣର ପାଲଟିଥିଲା ଏନ୍ତୁଡ଼ିଶାଳ: ଏବେ ବିକିବ ପ୍ରତିଷେଧକ ଟୀକା

ବେଜିଂ, ୧୭।୮: କରୋନା ମହାମାରୀ ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟି ଥିବା ଚାଇନା ଏବେ ପ୍ରଥମ କରି ପ୍ରତିଷେଧକ ଟୀକା ପ୍ରସ୍ତୁତ କରିଛି। ଏହାକୁ ଚାଇନାର ବୌଦ୍ଧିକ ସମ୍ପଦ ନିୟାମକ ସଂସ୍ଥା(ଆଇପିଆର୍‌) ପକ୍ଷରୁ ପାଟେଣ୍ଟ୍‌ ମଞ୍ଜୁରୀ ମିଳିଛି। ଅଗଷ୍ଟ ୧୧ରେ ଏହି ମଞ୍ଜୁରୀ…

ଏହି ଲୋକପ୍ରିୟ ଅଭିନେତାଙ୍କ ସମେତ ୨୩ ଗିରଫ

ବଲିଉଡ୍‌ ଫିଲ୍ମ ‘ଦିଲ୍‌ ପରଦେଶୀ ହୋ ଗୟା’ ଏବଂ ‘ଇସ୍କ ଭିସ୍କ’ରେ ଅଭିନୟ କରିଥିବା ଅଭିନେତା କପିଲ ଜାଭେରୀଙ୍କୁ ପୋଲିସ ଗିରଫ କରିଛି। ଗୋଆର ଭାଗେଟର ଗାଁରୁ କପିଲଙ୍କ ସମେତ ୩ ବିଦେଶୀ ମହିଳାଙ୍କୁୁ ମିଶାଇ ସମୁଦାୟ ୨୩ ଜଣଙ୍କୁ ଗିରଫ…

ପ୍ରଥମ ଇଣ୍ଟରପ୍ଲାନେଟାରି ହେଲିକପ୍ଟର

ମଙ୍ଗଳ ଗ୍ରହ ବିଷୟରେ ଅଧିକ ତଥ୍ୟ ଜାଣିବା ପାଇଁ ବିଭିନ୍ନ ଦେଶର ମହାକାଶବିଜ୍ଞାନୀମାନେ ସେମାନଙ୍କର ଗବେଷଣା ଜାରି ରଖିଛନ୍ତି। ଏ କ୍ଷେତ୍ରରେ ଆଉ ପାଦେ ଆଗେଇବାରେ ସକ୍ଷମ ହୋଇଛି ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ‘ନାସା’। ଏହି ସଂସ୍ଥା ନିକଟରେ ଏପରି…

କରୋନା ଆକ୍ରାନ୍ତ ଟିଏମ୍‌ସି ବିଧାୟକଙ୍କ ପରଲୋକ

କୋଲକାତା,୧୭।୮: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ଏଗ୍ରା ବିଧାୟକ ସମରେଶ ଦାସଙ୍କ ସୋମବାର ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ବର୍ଷ ବୟସ ହୋଇଥିଲା। ଏନେଇ ଟିଏମ୍‌ସି ସୂତ୍ରରୁ ସୂଚନା ମିଳିଛି। ଜୁଲାଇ ୧୮ରେ ତାଙ୍କର…

ସ୍ତ୍ରୀଙ୍କୁ ଚା’ ମାଗିବାରୁ ସ୍ବାମୀଙ୍କ ଅବସ୍ଥା ହେଲା ଏମିତି

ରାଇବରେଲି,୧୭।୮: ଉତ୍ତରପ୍ରଦେଶର ରାଇବରେଲି ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କୁ ଚା’ ମାଗିବାରୁ ସ୍ବାମୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଏଥିରେ ରାଗିଯାଇ ସ୍ତ୍ରୀ ସ୍ବାମୀଙ୍କୁ ଛୁରି ଭୁଷି ଦେଇଛନ୍ତି। ସୂଚନାଯୋଗ୍ୟ, ସୁଦାମାପୁର ଗ୍ରାମରେ ଏହି ଘଟଣା ଘଟିଛି। ଗ୍ରାମର ରାଜେନ୍ଦ୍ର…

ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ କରୋନା

ଭୁବନେଶ୍ୱର,୧୭ା୮(ବ୍ୟୁରୋ) : ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ସୋମବାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ଟୁଇଟ୍‌ କରି ଜନସାଧାରଣଙ୍କୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଁ କରୋନା ପଜିଟିଭ୍‌। ମୋ’ ସ୍ବାସ୍ଥ୍ୟାବସ୍ଥା ବର୍ତ୍ତମାନ ସ୍ଥିର ରହିଛି। ଅନ୍ୟପକ୍ଷରେ…

ସ୍ତ୍ରୀଙ୍କୁ ହତ୍ୟା କରି ଖଣ୍ଡ ଖଣ୍ଡ କରିଦେଇଥିଲେ ସ୍ବାମୀ, ବିଦ୍ୟୁତ ବିଲ୍‌ରୁ ଜଣାପଡିଲା ସତ୍ୟତା: ଜାଣନ୍ତୁ କେମିତି

ଅଯୋଧ୍ୟା,୧୭।୮: ଉତ୍ତରପ୍ରଦେଶର ଅଯୋଧ୍ୟା-ବାରାବାଙ୍କୀ ରୋଡ୍‌ରୁ ଆୟଶା ନାମକ ଜଣେ ଯୁବତୀଙ୍କ କଟା ମୃତଦେହ ଗତ ଜୁଲାଇ ୭ ତାରିଖରେ ମିଳିଥିଲା। ତେବେ ତାଙ୍କୁ କିଏ ମାରିଛି ପୋଲିସ ଏପର୍ଯ୍ୟନ୍ତ ପ୍ରମାଣ ମିଳୁ ନ ଥିଲା। ଏବେ ଏହି ଘଟଣାର ପର୍ଦ୍ଦାପାଶ ହୋଇଛି।…

ବରିଷ୍ଠ କୃଷି ଅଧିକାରୀ ପ୍ରଦୀପ ମହାନ୍ତିଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର: କାରଣ ଜାଣନ୍ତୁ…

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ପୁଣି ଜଣେ ବରିଷ୍ଠ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ସେ ହେଉଛନ୍ତି କୋରାପୁଟର ତତ୍‌କାଳୀନ ଜିଲା କୃଷି ଅଧିକାରୀ ପ୍ରଦୀପ ମହାନ୍ତି। ଜୁଲାଇ ୨ତାରିଖରେ ପ୍ରଦୀପଙ୍କ ଗାଡିରୁ ଭିଜିଲାନ୍ସ ଅଧିକାରୀମାନେ ୧୧ ଲକ୍ଷ ଟଙ୍କା ଜବତ…

ଅନୁଗୋଳର ଏହି ଦୁଇ ପଞ୍ଚାୟତ ଶଟ୍‌ଡାଉନ୍‌

ମାଧପୁର,୧୭ା୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ କିଆକଟା ପଞ୍ଚାୟତ ଏବଂ ପୁରୁଣାମାନତ୍ରୀ ପଞ୍ଚାୟତକୁ ସୋମବାରଠାରୁ ୩ ଦିନ ପାଇଁ ସ୍ଥାନୀୟ ସରପଞ୍ଚ ଦ୍ୱୟ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ସୂଚନା ଅନୁସାରେ ରବିବାର କିଆକଟା ଥାନାର ୫ଜଣ ପୋଲିସ କର୍ମଚାରୀ କରୋନା…

ଆଗକୁ ହେବ କରୋନାର ଦୋହରା ମାଡ଼

ନୂଆଦିଲ୍ଲୀ/ଓ୍ବାଶିଂଟନ, ୧୭।୮: ପୃଥିବୀରେ କରୋନା ସଂକ୍ରମଣ ନେଇ ଆତଙ୍କ ଜାରି ରହିଛି। ତେବେ ଆଗକୁ ଆସୁଥିବା ଥଣ୍ଡା ଋତୁରେ ପୁଣି କରୋନାର ଦୋହରା ମାଡ଼ ହେବ। କରୋନା ପୁଣି ଫେରିବ ବୋଲି ଗଣମାଧ୍ୟମ ସଂସ୍ଥା ନ୍ୟୁୟର୍କ ଟାଇମ୍ସ୍‌ରେ ରିପୋର୍ଟ ଭିତ୍ତିକ ଖବର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri