Home

US Deportation Video: ପ୍ରବାସୀଙ୍କ ନିର୍ବାସନକୁ ମଜା ଉଡାଇଲା ହ୍ବାଇଟ୍‌ ହାଉସ! ଭିଡିଓକୁ ନେଇ ନୂଆ ବିବାଦ

ଓ୍ବାଶିଂଟନ,୬।୪: ହ୍ବାଇଟ ହାଉସ ଦ୍ୱାରା ଏହାର ଅଫିସିଆଲ X ଆକାଉଣ୍ଟରେ ପୋଷ୍ଟ କରାଯାଇଥିବା ଏକ ଭିଡିଓକୁ ନେଇ ବିବାଦ ସୃଷ୍ଟି ହୋଇଛି। ସମାଲୋଚକମାନେ ଟ୍ରମ୍ପ ପ୍ରଶାସନ ଉପରେ ଦୁର୍ବଳ ପ୍ରବାସୀମାନଙ୍କ ଉପରେ ଅମାନବୀୟ ଅତ୍ୟାଚାର କରୁଥିବା ଅଭିଯୋଗ କରିଛନ୍ତି। ଅଟକ ପ୍ରବାସୀମାନଙ୍କୁ…

ଭୂପିନ୍ଦରଙ୍କ ବିସ୍ଫୋରକ ବୟାନ: ବର୍ତ୍ତମାନ କାଳବୈଶାଖୀ ଚାଲିଛି, ପବନ ବେଗ ଅଧିକ ଅଛି, କାହିଁକି କହିଲେ ଏମିତି…

ଭୁବନେଶ୍ୱର,୬ା୪: ବିଜେଡିର ବରିଷ୍ଠ ନେତା ଭୂପିନ୍ଦର ସିଂ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହାକୁ ନେଇ ଏବେ ଖୁବ୍‌ ଚର୍ଚ୍ଚା। ଓକ୍‌ଫ ବିଲ୍‌କୁ ବିଜେଡି ଏମ୍‌ପି ସସ୍ମିତ ପାତ୍ର ସମର୍ଥନ କରିବା ପରେ ସେ ଏପରି ବୟାନ ଦେବା ରାଜନୈତିକ ମହଲରେ…

8th Pay Commission: ୨୦୨୬ ଜାନୁଆରୀ ପହିଲାରୁ ଅବସର ନେଉଥିବା କର୍ମଚାରୀଙ୍କୁ ମିଳିବ କି ନାହିଁ ୮ମ ବେତନ କମିଶନର ଲାଭ? ଜାଣନ୍ତୁ…

ନୂଆଦିଲ୍ଲୀ,୬।୪: ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ଚାଲିଛି। ଏହା ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଚିନ୍ତା ବଢ଼ିପାରେ। କାରଣ କର୍ମଚାରୀମାନଙ୍କ ମନରେ ପ୍ରଶ୍ନ ହେବ ଯେ ଯଦି ସେମାନେ ୨୦୨୬ ଜାନୁଆରୀ ୧ ପୂର୍ବରୁ ଅବସର ନିଅନ୍ତି,…

ସୀମା ଟପିଲା ଯୌତୁକ ନିର୍ଯାତନା: ବୋହୂକୁ ନିର୍ଧୂମ ପିଟିଲେ ଶାଶୁ-ଶ୍ୱଶୁର

ବାଲେଶ୍ୱର,୬ା୪(ବାଞ୍ଛାନିଧି ଦେ): ଅଧିକ ଯୌତୁକ ଦାବି କରି ବୋହୂକୁ ଶାଶୁଘର ଲୋକଙ୍କ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଶାଶୁଘର ଲୋକଙ୍କ ମାଡ଼ରେ ବୋହୂ ଗୁରୁତର ହୋଇ ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ବୋହୂଙ୍କ ବାପଘର ଲୋକେ ବାଲିଆପାଳ ଥାନାରେ କଲେ…

Viral Video: କୁନି ଝିଅକୁ ଝାମ୍ପି ନେବାକୁ ଉଡି ଆସିଲା ବିଶାଳକାୟ ଚିଲ, ଆଉ ତା’ ପରେ ଯାହା ହେଲା ଦେଖିଲେ… 

ସୋସିଆଲ ମିଡିଆରେ ଏକ ଭୟଙ୍କର ଭିଡିଓ ଭାଇରାଲ ହେଉଛି। ଏଥିରେ ଏକ ଚିଲ ଏକ ଝିଅକୁ ଉଠାଇନେବାକୁ ଚେଷ୍ଟା କରୁଥିବା ଦେଖାଯାଉଛି। ଯିଏ ଉକ୍ତ ଭିଡିଓକୁ ଦେଖୁଛି ଚମକି ପଡ଼ୁଛି। ଇନଷ୍ଟାଗ୍ରାମରେ ଡେଲି ମେଲ ଦ୍ୱାରା ଭିଡିଓକୁ ଶେୟାର କରାଯାଇଛି, ଯାହାକୁ…

ବନ୍ଧୁତାରୁ ପ୍ରେମ…IPL ଖେଳୁଥିବା ଏହି କ୍ରିକେଟର ନିଜଠାରୁ ୭ ବର୍ଷ ବଡ଼ ମୁସଲମାନ ଅଭିନେତ୍ରୀଙ୍କୁ କରିଛନ୍ତି ବିବାହ, ଏବେ…

ନୂଆଦିଲ୍ଲୀ,୬।୪: ବନ୍ଧୁତା ଧୀରେ ଧୀରେ ପ୍ରେମରେ ପରିଣତ ହୋଇଥିଲା। ଶେଷରେ ସେମାନେ ଆଉ ପାଦେ ଆଗକୁ ଯାଇ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଆମେ କହୁଛୁ ଆଇପିଏଲ ଖେଳୁଥିବା କ୍ରିକେଟର ଶିବମ ଦୁବେଙ୍କ କଥା। ଜଣେ ହିନ୍ଦୁ ହେଲେ ବି ସେ…

Ram Navami: ରାମନବମୀ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ PM ମୋଦି, ‘ସଶକ୍ତ, ସମୃଦ୍ଧ ଏବଂ ସମର୍ଥ ଭାରତର ସଂକଳ୍ପକୁ…

ନୂଆଦିଲ୍ଲୀ,୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦେଶବାସୀଙ୍କୁ ‘ରାମ ନବମୀ’ର ଶୁଭେଚ୍ଛା ଜଣାଇ ଦେଶବାସୀଙ୍କ ଜୀବନରେ ନୂତନ ଉତ୍ସାହ ପାଇଁ ପ୍ରାର୍ଥନା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଟୁଇଟ୍‌ କରି କହିଛନ୍ତି ଯେ, ‘ରାମ ନବମୀ ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା।…

Waqf Amendment Bill 2025: ମିଳିଲା ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ଆଇନରେ ପରିଣତ ହେଲା ଓ୍ବକଫ୍‌ ସଂଶୋଧିତ ବିଲ୍‌

ନୂଆଦିଲ୍ଲୀ,୬।୪: ଆଇନ୍‌ରେ ପରିଣତ ହୋଇଛି ଓ୍ବକଫ୍‌ ସଂଶୋଧିତ ବିଲ୍‌। ସଂସଦର ଉଭୟ ଗୃହରେ ବିଲ୍‌ଟି ପାସ ହେବା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହାକୁ ମଞ୍ଜୁରୀ ଦେଇଛନ୍ତି। ତେବେ ୧୯୯୫ର ଓ୍ବକ୍‌ଫ ସମ୍ପତ୍ତି ପରିଚାଳନା ଆଇନରେ ସଂଶୋଧନ ପାଇଁ ଅଣାଯାଇଥିବା ଏହି…

ସକାଳୁ ସକାଳୁ ଭୁବନେଶ୍ୱରରେ ବଡ଼ ଦୁର୍ଘଟଣା, ପୁରୀ ଯାଉଥିବାବେଳେ ଓଲଟିଲା ବସ୍‌

ଭୁବନେଶ୍ୱର,୬।୪: ସକାଳୁ ସକାଳୁ ଭୁବନେଶ୍ୱରରେ ବଡ଼ ଦୁର୍ଘଟଣା। ଉତ୍ତରା ଛକରେ ଓଲଟିଛି ଟୁରିଷ୍ଟ ବସ୍‌। ଭୁବନେଶ୍ବର ଉତ୍ତରା ଛକରେ ହୋଇଛି ବଡ଼ ଦୁର୍ଘଟଣା। ଟୁରିଷ୍ଟ ବସ ଓଲଟି ଜଣେ ମୃତ, ୧୫ରୁ ଅଧିକ ଆହତ। ୭୦ ପର୍ଯ୍ୟଟକଙ୍କୁ ନେଇ ପୁରୀ ଯାଉଥିଲା…

ଶେଖ ହାସିନାଙ୍କ ପ୍ରତ୍ୟର୍ପଣକୁ ନେଇ ବାଂଲାଦେଶର ବୟାନ ଆଧାରହୀନ, ସୂତ୍ର କହୁଛି…

ଢାକା,୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (୪ ଏପ୍ରିଲ, ୨୦୨୫) ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ ସହିତ ହିନ୍ଦୁଙ୍କ ସମେତ ବାଂଲାଦେଶରେ ସଂଖ୍ୟାଲଘୁଙ୍କ ସୁରକ୍ଷା ପ୍ରସଙ୍ଗ ଉଠାଇଥିଲେ। ଭାରତ ଆଶା ପ୍ରକାଶ କରିଛି ଯେ ବାଂଲାଦେଶ ସରକାର…

ନାଁ ନ ନେଇ ଚାଇନାକୁ ଚେତାଇଲା ଶ୍ରୀଲଙ୍କା, ମୋଦିଙ୍କ ସାମ୍ନାରେ ରାଷ୍ଟ୍ରପତି କହିଲେ, ଭାରତ ବିରୋଧରେ ଏପରି…

କଲମ୍ବୋ,୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ତ୍ତମାନ ଶ୍ରୀଲଙ୍କା ଗସ୍ତରେ ଅଛନ୍ତି। ତାଙ୍କର ଗସ୍ତ ୪ ରୁ ୬ ଏପ୍ରିଲ ପର୍ଯ୍ୟନ୍ତ ରହିଛି। ପ୍ରଧାନମନ୍ତ୍ରୀ ମୋଦି ଏବଂ ଶ୍ରୀଲଙ୍କା ରାଷ୍ଟ୍ରପତି ଅନୁରା କୁମାର ଦିସାନାୟକେ ଭାରତ-ଶ୍ରୀଲଙ୍କା ସମ୍ପର୍କକୁ ଆହୁରି ମଜବୁତ କରିବା ବିଷୟରେ…

ରାମ ନବମୀ ପୂର୍ବରୁ ଅଶାନ୍ତ ହେଲା ପଶ୍ଚିମବଙ୍ଗ, ପୂଜା ପେଣ୍ଡାଲ, ମୂର୍ତ୍ତିରେ ନିଆଁ ଲଗାଇଦେଲେ ଦୁର୍ବୁତ୍ତ

କୋଲକାତା,୫।୪: ବଙ୍ଗଳାରେ ରାମନବମୀ ଶୋଭାଯାତ୍ରାର ପ୍ରସ୍ତୁତି ମଧ୍ୟରେ ଉତ୍ତର ୨୪ ପ୍ରଗଣାର ଗୋବରଡାଙ୍ଗା ଥାନା ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଛି। ଲୋକମାନେ ଅଭିଯୋଗ କରିଛନ୍ତି ଯେ ଦୁର୍ବୃତ୍ତମାନେ ପୂଜା ମଣ୍ଡପ ଏବଂ ମୂର୍ତ୍ତିଗୁଡ଼ିକରେ ନିଆଁ ଲଗାଇ ଦେଇଛନ୍ତି। ସ୍ଥାନୀୟ ପୂଜା ଆୟୋଜକମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri