Home

୫୦ ବର୍ଷ ଧରି ପାକିସ୍ତାନ ଜେଲରେ: ରେଡ଼ିଓରେ ଦେଇଥିଲେ ଜୀବିତ ଥିବା ସୂଚନା

ନୂଆଦିଲ୍ଲୀ, ୧୭।୮: ପାକିସ୍ତାନ ଜେଲରେ ଗତ ୫୦ ବର୍ଷ ଧରି ଭାରତୀୟ ଯବାନ ମଙ୍ଗଳ ସିଂ ବନ୍ଦୀ ଜୀବତ ବିତାଉଛନ୍ତି। ୧୯୭୧ ଭାରତ ପାକିସ୍ତାନ ଯୁଦ୍ଧରେ ସେ ବନ୍ଦୀ ହୋଇଥିଲେ। ତାଙ୍କର ମୃତ୍ୟୁ ଘଟିଛି ବୋଲି ପ୍ରଥମେ ସୂଚନା ଦିଆଯାଇଥିଲା। ତେବେ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ ଭିଟାମିନ୍‌ ‘ଇ’

ଆବଶ୍ୟକ ମୁତାବକ ଭିଟାମିନ୍‌ ‘ଇ’ଯୁକ୍ତ ଖାଦ୍ୟ ଖାଇଲେ ତାହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ଲାଭଦାୟକ ସାବ୍ୟସ୍ତ ହୋଇଥାଏ। ଖାସ୍‌ କଥା ହେଲା, ଏହି ଭିଟାମିନ୍‌ ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାରେ ସାହାଯ୍ୟ କରେ। ଏହା ଚର୍ବି ସହ ମିଶି…

ଚାଇନାକୁ ପୁଣି ଝଟ୍‌କା: ୪୦ ହଜାର କୋଟିର ସାମଗ୍ରୀ ବର୍ଜନ କରିବେ ଭାରତବାସୀ

ନୂଆଦିଲ୍ଲୀ, ୧୭।୮: ଗଲଓ୍ବାନ ଘାଟିର ସଂଘର୍ଷ ଯୋଗୁ ଗୋଟିଏ ପରେ ଗୋଟିଏ ବିପଦ ଚାଇନା ଉପରେ ମାଡ଼ି ଆସୁଛି। ଆଗକୁ ଗଣେଶ ପୂଜା। ତେବେ ଭାରତରେ ବ୍ୟବସାୟୀମାନେ ଏକଜୁଟ ହୋଇ ୪୦ ହଜାର କୋଟି ଟଙ୍କାର ଚାଇନା ସାମଗ୍ରୀ ବର୍ଜନ କରିବା…

ଏହି ଫିଲ୍ମରେ ଅଭିନୟ କରିଥିଲେ ମହେନ୍ଦ୍ର ସିଂ ଧୋନୀ

ଅନେକ ଲୋକଙ୍କ ପାଇଁ ପ୍ରେରଣାର ସ୍ରୋତ ସାଜିଥିବା ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଶେଷରେ କ୍ରିକେଟରୁ ଅବସର ନେଇଛନ୍ତି। ତାଙ୍କ ଉପରେ ଏମ୍‌ଏସ୍‌ ଧୋନୀ ଦ ଅନଟୋଲ୍ଡ ଷ୍ଟୋରୀ ମଧ୍ୟ ନିର୍ମାଣ କରାଯାଇଛି। କିନ୍ତୁ ସେ…

ମ୍ୟାଲେରିଆ : ଲକ୍ଷଣ, ଉପଚାର

ବର୍ଷାଋତୁର ଆଗମନରେ ଧରଣୀ ଶସ୍ୟଶ୍ୟାମଳା ହୋଇ ଉଠୁଥିବା ବେଳେ ବିଭିନ୍ନ ପ୍ରକାର ରୋଗ ମଧ୍ୟ ପ୍ରସାର ଘଟିଥାଏ। ସେଥିପାଇଁ ସାଧାରଣ ଲୋକ ଏହାକୁ ବର୍ଷାଦିନିଆ ଜ୍ୱର/ରୋଗ ବୋଲି କହିଥାଆନ୍ତି। ତେବେ ବର୍ଷାଦିନରେ ମ୍ୟାଲେରିଆ, ଡେଙ୍ଗୁ, ଓ ଡାଇରିଆ ଭଳି ସଂକ୍ରମଣର ଆଶଙ୍କା…

ହୀରାକୁଦ ଡ୍ୟାମ୍‌ର ୧୨ ଗେଟ୍‌ ଖୋଲିଲା

ସମ୍ବଲପୁର ଅଫିସ,୧୭ା୮: ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍‌ର ଜଳପତ୍ତନ ବୃଦ୍ଧି ପାଇଛି। ଫଳରେ ୧୨ଟି ଗେଟ୍‌ ମଧ୍ୟ ଦେଇ ଜଳ ନିଷ୍କାସିତ ହେଉଛି। ଡ୍ୟାମ୍‌ର ଜଳଧାରଣ କ୍ଷମତା ୬୩୦ ଫୁଟ ଥିବା ବେଳେ ଏବେ ଜଳସ୍ତର ୬୧୫.୪୧ ଫୁଟକୁ…

ମାଡ଼ି ଆସୁଛି ନୂଆ ବିପଦ: ୪ କୋଟିରୁ ଅଧିକ ଲୋକ ହରାଇବେ ଚାକିରି

ନୂଆଦିଲ୍ଲୀ/ଓ୍ବାଶିଂଟନ, ୧୭।୮: ପୃଥିବୀରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରି ସ୍ଥଳେ ପୁଣି ଏକ ନୂଆ ବିପଦ ମାଡ଼ି ଆସୁଥିବା ପରିବେଶବିତ୍‌ ମାନେ ସୂଚନା ଦେଇଛନ୍ତି। ୮୦ ବର୍ଷରେ ପୃଥିବୀର ତାପମାତ୍ରା ୪.୪ ଡିଗ୍ରୀ ସେଲସିୟସ୍‌ ବୃଦ୍ଧି ପାଇବ।…

ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ସର୍ଭେ: ପ୍ରଣବ, ତାରା ଶ୍ରେଷ୍ଠ ବିଧାୟକ

ଭୁବନେଶ୍ୱର,୧୭ା୮(ବ୍ୟୁରୋ): ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଓ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ‘ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ’ ପକ୍ଷରୁ ୨୦୨୦ ବର୍ଷ ପାଇଁ ଶ୍ରେଷ୍ଠ ବିଧାୟକ ଭାବେ ମନୋନୀତ କରାଯାଇଛି। ପ୍ରଣବଙ୍କୁ ଭଲ ଉଦ୍ଦେଶ୍ୟ (ଇଣ୍ଟେଣ୍ଟ) ବର୍ଗରେ ଚୟନ…

ଧୋନୀଙ୍କ ପାଇଁ ଚାକିରି କରିଥିଲେ ଏହି ପ୍ରସିଦ୍ଧ ଅଭିନେତା

ଭାରତର ଭେଟେରାନ କ୍ରିକେଟର ଏମଏସ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ବଲିଉଡ ଅଭିନେତା ରଣବୀର ସିଂ ଏକ ବଡ଼ ଖୁଲାସା କରିଛନ୍ତି। ସେ ଧୋନିଙ୍କ ସହ ତାଙ୍କର ପ୍ରଥମ ସାକ୍ଷାତର ସ୍ମୃତି ବାଣ୍ଟିଛନ୍ତି। ସେ କହିଛନ୍ତି ଯେ ଏମଏସ…

ବାଇକ୍‌ ଭିତରେ ଥିଲା ଏମିତି ଜିନିଷ, ପୋଲିସ ଦେଖି ଉଡିଗଲା ହୋସ୍‌

ଏବେ ସୋସିଆଲ ମିଡିଆରେ ଏକ ଭିଡିଓ ଖୁବ୍‌ ଭାଇରାଲ ହେଉଛି। ଜଣେ ବ୍ୟକ୍ତି ବାଇକ୍‌ ଭିତରେ ୨୦ଟି ମଦ ବୋତଲ ପୂରାଇ ନେଉଥିବାବେଳେ ପୋଲିସ ହାତରେ ଧରାପଡିଥିବା ଭିଡିଓରେ ଦେଖାଯାଇଛି। ଏହି ଭିଡିଓଟି ଗୁଜରାଟର। ରାଜ୍ୟରେ ମଦ ବ୍ୟାନ୍‌ ଥିବାରୁ ଲୋକେ…

ଲୋକଙ୍କୁ କାଳ ଶିଳ୍ପାଞ୍ଚଳ ରେଳଲାଇନ

ଯାଜପୁର ଅଫିସ/କଳିଙ୍ଗନଗର, ୧୬ା୮(ଡି.ଏନ.ଏ.): ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳକୁ ଲମ୍ବିଥିବା ରେଳଲାଇନ ଉତ୍ତରପାର୍ଶ୍ୱ ଲୋକଙ୍କ ପାଇଁ କାଳ ହୋଇଛି। ଚଳିତ ବର୍ଷା ମାସରେ ଏହି ରେଳଲାଇନ ଯୋଗୁ ଦାନଗଦି ବ୍ଲକ କେନ୍ଦୁଡିପି ଗ୍ରାମର ଏକାଧିକ ପରିବାର ଜଳଘେରରେ ରହିଛନ୍ତି। ଏନେଇ ସମ୍ପୃକ୍ତ…

ବହୁଚର୍ଚ୍ଚିତ ଇତିଶ୍ରୀ ହତ୍ୟା ମାମଲାର ଦୋଷୀ ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ

କୋରାପୁଟ ଅଫିସ,୧୭ା୮: ରାୟଗଡ଼ାର ବହୁଚର୍ଚ୍ଚିତ ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ମୃତ୍ୟୁ ମାମଲାରେ ଦୋଷୀ ସାବ୍ୟସ୍ତ ଶିକ୍ଷକ ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ ହୋଇଛି। ଏନେଇ କୋରାପୁଟ ମଣ୍ଡଳ କାରାଗାର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି। ସେ କହିଛନ୍ତି, ରବିବାର ରାତିରେ ନେତ୍ରାନନ୍ଦଙ୍କ ଦେହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri