Home

ପ୍ରେମିକାଙ୍କୁ ଆତ୍ମହତ୍ୟା ଧମକ ଦେଇ ବିବାହ କରିଥିଲେ ଏହି ପ୍ରସିଦ୍ଧ ଅଭିନେତା

କମେଡି କିଙ୍ଗ ମେହମୁଦ ୧୯୩୩ ସେପ୍ଟେମ୍ବର ୨୯ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଆଜି ତାଙ୍କର ଜନ୍ମ ବାର୍ଷିକୀ। ଭିନ୍ନ ଶୈଳୀ, ହାସ୍ୟ ଏବଂ କମେଡିରେ ସେ ସମସ୍ତଙ୍କ ହୃଦୟ ଜିତିଥିଲେ। ସେ ଯେଉଁ ଚରିତ୍ରରେ ଅଭିନୟ କରୁଥିଲେ ଦର୍ଶକ ତାକୁ ଦେଖିବା…

ପେସାରେ କ’ଣ କରନ୍ତି ଏହିସବୁ ପ୍ରସିଦ୍ଧ କ୍ରିକେଟରଙ୍କ ସ୍ତ୍ରୀ

ଭାରତୀୟ କ୍ରିକେଟରଙ୍କ ସ୍ତ୍ରୀଙ୍କ ବ୍ୟକ୍ତିଗତ ଜୀବନ ଅଧିକାଂଶ ସମୟରେ ଚର୍ଚ୍ଚାର ବିଷୟ ପାଲଟିଥାଏ। ତେବେ ଆସନ୍ତୁ ଜାଣିବା କିଛି କ୍ରିକେଟରଙ୍କ ସ୍ତ୍ରୀ ପେସାରେ କ’ଣ କରନ୍ତି। ଧୋନୀ-ସାକ୍ଷୀ ମହେନ୍ଦ୍ର ସିଂ ଧୋନୀଙ୍କ ସ୍ତ୍ରୀ ସାକ୍ଷୀ ହୋଟେଲ ମ୍ୟାନେଜମେଣ୍ଟରେ ଡିଗ୍ରୀ ହାସଲ କରିଛନ୍ତି।…

ଦୀପିକାଙ୍କ କୋଡ୍‌ ଓ୍ବାର୍ଡ: ମାଲ୍‌, ହାଶ୍‌ ସମେତ ପନିର, କୁଇକ୍‌ ଆଣ୍ଡ ମ୍ୟାରେଜର ଅର୍ଥ କ’ଣ ଜାଣନ୍ତୁ…

ବଲିଉଡ୍‌ର ବଡ଼ ବଡ଼ କଳାକାରଙ୍କ ନାମ ଡ୍ରଗ୍ସ ମାମଲାରେ ଯୋଡିହେବା ପରେ ଏହା ଏକ ଭିନ୍ନ ରୂପ ନେଇଛି। ଏହାର ତଦନ୍ତ କରି ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ଅଧିକାରୀମାନେ ଜଣେ ପରେ ଜଣେ ବଲିଉଡ୍‌ ବ୍ୟକ୍ତିତ୍ୱଙ୍କୁ ଜେରା କରି ଚାଲିଛନ୍ତି। ଏନ୍‌ସିବି…

ମଙ୍ଗଳ ଗ୍ରହରେ ପାଣିର ସନ୍ଧାନ !

ଓ୍ବାଶିଂଟନ, ୨୯।୯: ମଙ୍ଗଳଗ୍ରହରେ ପାଣିର ସନ୍ଧାନ ମିଳିଛି। ଏନେଇ ନାସାର ମହାକାଶ ବିଜ୍ଞାନୀ ସୂଚନା ଦେଇଛନ୍ତି। ମଙ୍ଗଳରେ ୩ଟି ହ୍ରଦ ରହିଥିବା ନାସା ପକ୍ଷରୁ ଦାବି କରାଯାଇଛି। ୨ ବର୍ଷ ତଳେ ମଙ୍ଗଳର ଦକ୍ଷିଣ ଗୋଲାର୍ଦ୍ଧରେ ଲୁଣି ପାଣି ହ୍ରଦର ସନ୍ଧାନ…

ଖୋଲିପାରେ ସିନେମା ହଲ୍‌

ନୂଆଦିଲ୍ଲୀ,୨୯।୯: ଦେଶବ୍ୟାପୀ ଅନ୍‌ଲକ୍‌ ୪.୦ ସେପ୍ଟେମ୍ବର ୩୦ରେ ଶେଷ ହେଉଛି। ଅକ୍ଟୋବର ୧ରୁ ଅନ୍‌ଲକ୍‌ ୫.୦ ଆରମ୍ଭ ହେବ। ଆର୍ଥିକ କାର୍ଯ୍ୟକଳାପକୁ ସ୍ବାଭାବିକ କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରୟାସ ଜାରି ରହିଥିବାବେଳେ ଅନ୍‌ଲକ୍‌ ୫.୦ରେ ବଡ଼ ବଡ଼ ମଲ୍‌,…

‘ମାର୍ଚ୍ଚ ସୁଦ୍ଧା ଭାରତରେ କରୋନା ଟିକା’

ନୂଆଦିଲ୍ଲୀ,୨୯।୯: ମହାମାରୀ କରୋନାର ପ୍ରାଦୁର୍ଭାବ ଦିନକୁ ଦିନ ବଢ଼ି ଚାଲିଥିବାବେଳେ ୨୦୨୧ ମାର୍ଚ୍ଚ ମାସ ସୁଦ୍ଧା ଭାରତରେ ପ୍ରଥମ କରୋନା ଟିକା ଉପଲବ୍ଧ ହେବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷବର୍ଦ୍ଧନ ସୋମବାର ପ୍ରକାଶ କରିଛନ୍ତି। ଏଥିଲାଗି…

ପି.ଡି. ବାଘେଲା ଟ୍ରାଇ ମୁଖ୍ୟ

ନୂଆଦିଲ୍ଲୀ,୨୯ା୯: ନିଯୁକ୍ତି ସଂକ୍ରାନ୍ତ କ୍ୟାବିନେଟ୍‌ କମିଟି ସୋମବାର ୧୯୮୬ ବ୍ୟାଚ୍‌ ଗୁଜରାଟ କ୍ୟାଡର ଆଇଏଏସ୍‌ ଅଧିକାରୀ ପି.ଡି. ବାଘେଲାଙ୍କୁ ଟେଲିକମ୍‌ ରେଗୁଲେଟୋରି ଅଥରିଟି ଅଫ୍‌ ଇଣ୍ଡିଆ (ଟ୍ରାଇ)ର ନୂଆ ମୁଖ୍ୟ ଭାବେ ନିଯୁକ୍ତି ପ୍ରଦାନ କରିଛି। ସେ ୩ ବର୍ଷ କିମ୍ବା…

ଅନ୍ୟକୁ ସାହାଯ୍ୟ ପାଇଁ କେବେ ଆଗକୁ ଆସି ନାହାନ୍ତି କଙ୍ଗନା: ଏପରି କହିଲେ ବଲିଉଡ୍‌ର ଏହି ଗାୟିକା

ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ନଣାଓ୍ବତ୍‌ ଗତ କିିଛି ଦିନ ହେବ ସୋସିଆଲ ମିଡିଆ ମାଧ୍ୟମରେ ଅନେକ ଲୋକଙ୍କ ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି। ତାଙ୍କୁ ସମର୍ଥନ ନ କରିବାରୁ କଙ୍ଗନା ବାରମ୍ବାର ବଲିଉଡ୍‌ କଳାକାରଙ୍କୁ ନିନ୍ଦା କରିଛନ୍ତି। ନିକଟରେ କଙ୍ଗନା ଅଭିନେତ୍ରୀ…

ରାଜନୀତିକୁ ଆସିବାକୁ ନେଇ ଏପରି କହିଲେ ସୋନୁ ସୁଦ

ମହାମାରୀ କରୋନା ଯୋଗୁ ଜାରି ରହିଥିବା ଲକ୍‌ଡାଉନ୍‌ ସମୟରେ ପରୋପକାର କରି ଖୁବ୍‌ ଚର୍ଚ୍ଚାରେ ରହିଛନ୍ତି ବଲିଉଡ୍‌ ଅଭିନେତା ସୋନୁ ସୁଦ। ଲକ୍‌ଡାଉନ୍‌ ଆରମ୍ଭରେ ସେ ପ୍ରବାସୀ ଶ୍ରମିକଙ୍କୁ ଘରେ ପହଞ୍ଚାଇବା ସହ ଅନ୍ୟ ଅସହାୟଙ୍କ ପାଇଁ ଅନେକ ପ୍ରକାରର ସାହାଯ୍ୟ…

ଆତ୍ମବିଶ୍ୱାସ ବୃଦ୍ଧି, ସଫଳତା ପାଇଁ କରନ୍ତୁ ଏପରି

ଜୀବନରେ ଆଗକୁ ବଢ଼ିବାକୁ ହେଲେ ଆତ୍ମବିଶ୍ୱାସ ବହୁତ ଗୁରୁତ୍ୱପୂର୍ଣ୍ଣ। ଯଦି ଜଣେ ବ୍ୟକ୍ତି ପାଖରେ ଆତ୍ମବିଶ୍ୱାସର ଅଭାବ ଥାଏ ତେବେ ସେ କୌଣସି ଲକ୍ଷ ସ୍ଥଳରେ ପହଞ୍ଚିପାରି ନ ଥାଏ। ଆତ୍ମବିଶ୍ୱାସ ଅଭାବ ଯୋଗୁ ଜଣେ ବ୍ୟକ୍ତିକୁ ନିଜ କଥାକୁ ଅନ୍ୟ…

ବଲିଉଡ୍‌ର ଏହି କଳାକାରମାନେ କୌଣସି ଫିଲ୍ମ ପାର୍ଟିକୁ ଯାଆନ୍ତି ନାହିଁ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ଯୋଡି ହୋଇଥିବା ଡ୍ରଗ୍ସ ମାମଲାର ତଦନ୍ତ ଏବେ ଜୋର୍‌ ଧରିଛି। ଏନ୍‌ସିବି ଜାଲରେ ଛନ୍ଦି ହୋଇଥିବା ଅନେକ ବଲିଉଡ୍‌ କଳାକାରଙ୍କ ମଧ୍ୟରେ ସାରା ଅଲ୍ଲୀ ଖାନ୍‌, ଦୀପିକା ପାଦୁକୋନ, ରକୁଲ ପ୍ରୀତି…

ଆର୍‌ବିଆଇ ଏମ୍‌ପିସି ବୈଠକ ସ୍ଥଗିତ

ନୂଆଦିଲ୍ଲୀ :ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡଆ (ଆର୍‌ବିଆଇ) ପକ୍ଷରୁ ଏହାର ଦ୍ୱିମାସିକ ମୁଦ୍ରାନୀତି କମିଟି (ଏମ୍‌ପିସି) ବୈଠକ ଚଳିତ ମାସ ୨୯ ତାରିଖଠାରୁ ଅନୁଷ୍ଠିତ ହେବ ନେଇ ସମୟ ଧାର୍ଯ୍ୟ ହୋଇଥିଲା। ଏହାକୁ ବର୍ତ୍ତମାନ ସ୍ଥଗିତ ରଖାଯାଇଛି। ଅକ୍ଟୋବର ପହିଲାରେ ରିଜର୍ଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri