ନୂଆ ରୂପ ନେବ କଣ୍ଡାର ବିଟ୍ ହାଉସ୍
ଢେଙ୍କାନାଳ ଅଫିସ, ୨୯।୯ ୨୦୦୭ ଜାନୁୟାରୀ ୩୧। ଏହିଦିନ ଲାଲ୍ବାହିନୀ ନରସଂହାରରେ ରକ୍ତରଞ୍ଜିତ ହୋଇଥିଲା ଢେଙ୍କାନାଳ ଜିଲା ଆଦିବାସୀ ବହୁଳ କଙ୍କଡ଼ାହାଡ଼ ବ୍ଲକର କଣ୍ଡାର ବିଟ୍ ହାଉସ୍। ମାଓବାଦୀଙ୍କ ଆକ୍ରମଣରେ ପ୍ରାଣ ହରାଇଥିଲେ କାର୍ଯ୍ୟାଳୟର ୩ କର୍ମଚାରୀ। ଏହି ଲୋମଟାଙ୍କୁରା ଘଟଣାକୁ…
ହ୍ୟାଟ୍ରିକ ବିଜୟ ଦିଲ୍ଲୀର ଲକ୍ଷ୍ୟ
ଆବୁଧାବି, ୨୯।୯(ପି.ଟି.)- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍ରେ ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍ସ ଓ ସନ୍ରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ। ଦିଲ୍ଲୀ ଏପର୍ଯ୍ୟନ୍ତ ଖେଳିଥିବା ୨ଟି ଯାକ ମ୍ୟାଚରେ ବିଜୟୀ ହୋଇ ୪ ପଏଣ୍ଟ ପାଇଛି। ତେଣୁ ହାଇଦ୍ରାବାଦକୁ ହରାଇ…
ଟଓ୍ବୋଟିଆ ପ୍ରସିଦ୍ଧି ଲାଭ କରିବେ ବୋଲି ଜାଣିଥିଲି: ବ୍ୟାଟିଂ କୋଚ ସଚିନ, ଓ୍ବର୍ନଙ୍କ ପ୍ରଶଂସା
ନୂଆଦିଲ୍ଲୀ,୨୯।୯(ପି.ଟି.): ରବିବାର କିଙ୍ଗ୍ସ ଏକାଦଶ ପଞ୍ଜାବ ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ମ୍ୟାଚ୍ରେ ବିସ୍ଫୋରକ ବ୍ୟାଟିଂ କରି ରାଜସ୍ଥାନ ରୟାଲ୍ସକୁ ଜିତାଇଥିବା ହରିୟାଣା ରାହୁଲ ଟଓ୍ବୋଟିଆ ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛନ୍ତି। ଧିମା ଆରମ୍ଭ କରିଥିବା ଟଓ୍ବୋଟିଆ ପରେ…
ଫ୍ରେଞ୍ଚ୍ ଓପନ୍ ଟେନିସ୍ : ଦ୍ୱିତୀୟ ରାଉଣ୍ଡରେ ଥିମ୍, ଓ୍ବାରିଙ୍କା, ଜେଭେରେଭ
ପ୍ୟାରିସ୍,୨୯।୯(ଏପି): ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍ ଓପନ ପୁରୁଷ ସିଙ୍ଗଲ୍ସରେ ସିଡେଡ୍ ଖେଳାଳିମାନେ ବିଜୟ ଅଭିଯାନ କରିଛନ୍ତି। ୟୁଏସ୍ ଓପନ୍ ଚାମ୍ପିୟନ ଡୋମିନିକ ଥିମ୍, ରନର୍ସଅପ୍ ଆଲେକଜାଣ୍ଡର ଜେଭେରେଭଙ୍କ ସମେତ ଷ୍ଟାନିସଲାସ ଓ୍ବାରିଙ୍କା, ଡିଏଗୋ ସ୍ବାର୍ଜମ୍ୟାନ ଓ ଅନ୍ୟମାନେ ଦ୍ୱିତୀୟ…
ବିଧାନସଭା ପୂର୍ବରୁ ୧୪ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ
ଭୁବନେଶ୍ୱର,୨୮ା୯(ବ୍ୟୁରୋ)- ବିଧାନସଭା ପୂର୍ବରୁ ରାଜ୍ୟର ୧୪ ଜଣ ମନ୍ତ୍ରୀ ଓ ବିଧାୟକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରବିବାର ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ ବଡମ୍ବା ବିଧାୟକ ଦେବୀ ମିଶ୍ର କରୋନା ପଜିଟିଭ ଚିହ୍ନଟ ହୋଇଥିଲେ।…
ଭାରତୀୟ ବାୟୁସେନାରେ ସାମିଲ ହେବ ଆଉ ୫ ରାଫେଲ ଯୁଦ୍ଧ ବିମାନ
ନୂଆଦିଲ୍ଲୀ,୨୮।୯-ଭାରତକୁ ମିଳିବ ଆଉ ୫ଟି ରାଫେଲ ଯୁଦ୍ଧ ବିମାନ। ଖୁବଶିଘ୍ର ଭାରତୀୟ ବାୟୁସେନାରେ ସାମିଲ ହେବ ଏହି ୫ ଯୁଦ୍ଧ ବିମାନ। ରାଫେଲ ନିର୍ମାଣକାରୀ କମ୍ପାନୀ ଆଉ ୫ଟି ରାଫେଲ ଯୁଦ୍ଧ ବିମାନ ଭାରତୀୟ ଅଧିକାରୀଙ୍କୁ ହସ୍ତାନ୍ତର କରିଥିବା ଜଣାପଡିଛି। ଏହି…
ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୧୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୮।୯(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୦୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୪୫ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୦୪, ପୁରୀରୁ ୨୯୮, ଜଗତସିଂହପୁରରୁ ୨୧୨, ଯାଜପୁରରୁ ୧୬୭, ମୟୂରଭଞ୍ଜରୁ ୧୫୯, ସମ୍ବଲପୁରରୁ ୧୫୭, ଅନୁଗୋଳରୁ ୧୪୩, ବାଲେଶ୍ୱରରୁ…
ଆସନ୍ତା ୩ ବର୍ଷରେ ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮ା୯(ବ୍ୟୁରୋ)-ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ। ସୋମବାର ଭିଡିଓ କନଫରେନ୍ସରେ ଫକୀରମୋହନଙ୍କ ଭୂମି, ଓଡିଆ ଭାଷା ସୁରକ୍ଷା ଭୂମି ବାଲେଶ୍ୱରରୁ ବସ୍ତି ଉନ୍ନତୀକରଣ ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି…
ରାଜଧାନୀରେ ପୁଣି ବ୍ୟାଙ୍କ ଲୁଟ୍: ବନ୍ଧୁକ ଦେଖାଇ ନେଇଗଲେ ୧୦ ଲକ୍ଷ
ଭୁବନେଶ୍ୱର,୨୮।୯(ବ୍ୟୁରୋ)-ରାଜଧାନୀରେ ପୁଣି ମାତିଛନ୍ତି ଦୁର୍ବୃତ୍ତ। ସୋମବାର ମଞ୍ଚେଶ୍ୱର ଅଞ୍ଚଳରେ ଥିବା ବରିମୁଣ୍ଡିସ୍ଥିତ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରୁ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ୧୦ ଲକ୍ଷ ଟଙ୍କା ନେଇଯାଇଥିବା ଅଭିଯୋଗ ହୋଇଛି। ଖବରପାଇ ସ୍ପେଶାଲ ସ୍କ୍ବାଡ୍ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।
ଅକ୍ଟୋବର ୪ରୁ ଖୋଲିବ ନନ୍ଦନକାନନ
ଭୁବନେଶ୍ୱର, ବାରଙ୍ଗ, ୨୮।୯(ବ୍ୟୁରୋ)- ପ୍ରାଣୀ ଉଦ୍ୟାନ ନନ୍ଦନାକନନ ଅକ୍ଟୋବର ୪ ତାରିଖରେ ଖୋଲିବା ନେଇ କର୍ତ୍ତୃପକ୍ଷ ସୋମବାର ଘୋଷଣା କରିଛନ୍ତି। ଏହାସହ ବଟାନିକାଲ ଗାର୍ଡେନ ମଧ୍ୟ ସେହିଦିନଠାରୁ ଖୋଲାଯିବ। ଦୀର୍ଘ ୭ମାସ ପରେ ନନ୍ଦନକାନନ ଖୋଲିବା ନିଷ୍ପତ୍ତି ଶୁଣି ପର୍ଯ୍ୟଟକ ଓ…
ଏବେ ଖୋଲିବନି ମନ୍ଦିର
ଭୁବନେଶ୍ୱର,୨୮।୯(ବ୍ୟୁରୋ)-ଏବେ ମନ୍ଦିର ଖୋଲିବା ସମ୍ଭବ ନୁହେଁ। ଏ ନେଇ ହାଇକୋର୍ଟରେ ନିଜର ଜବାବ ଦାଖଲ କଲେ ରାଜ୍ୟ ସରକାର। ରାଜ୍ୟରେ ବିଭିନ୍ନ ଧର୍ମାନୁଷ୍ଠାନ ଖୋଲିବା ସମ୍ପର୍କିତ ମାମଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ଜବାବ ଦାଖଲ ହୋଇଛି। ବର୍ତ୍ତମାନ ମନ୍ଦିର ଖୋଲିବା…
ସୁର ସାମ୍ରାଜ୍ଞୀଙ୍କୁ ବାଲୁକାକଳାରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ
ଭୁବନେଶ୍ୱର, ୨୮।୯(ବ୍ୟୁରୋ): ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କର ସୋମବାର ହେଉଛି ଜନ୍ମଦିନ। ସେ ସେପ୍ଟେମ୍ବର ୨୮, ୧୯୨୯ ମସିହାରେ ପ୍ରସିଦ୍ଧ ସଙ୍ଗୀତକାର ଦିନାଥ ମଙ୍ଗେସକରଙ୍ଗ କୋଳରେ ଇନ୍ଦୋରରେ ଜନ୍ମଗ୍ରହଣ କରିଥିଲେ। ଲତା ଏବେ ୯୧ ବର୍ଷରେ ପାଦ ଥାପିଛନ୍ତି। ଏହି ଅବସରରେ…
Archives


