ରାଜ୍ୟରେ ସୁସ୍ଥ ହେଲେ ୧୫୨୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୫।୮(ବ୍ୟୁରୋ)-ରାଜ୍ୟରେ ଶନିବାର ୧୫୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୭୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୩୧, କଟକରୁ ୧୬୬, ରାୟଗଡାରୁ ୯୩, ସୁୁନ୍ଦରଗଡରୁ ୮୯, ପୁରୀରୁ ୮୦, କଳାହାଣ୍ଡିରୁ ୭୭, ବାଲେଶ୍ୱରରୁ ୬୧,…
ନୟାଗଡରେ କରୋନା ମୃତ୍ୟୁ ସଂଖ୍ୟା ୯ ଛୁଇଁଲା
ନୟାଗଡ଼ ଅଫିସ,୧୫ା୮-ନୟାଗଡ଼ ଜିଲାରେ ଶନିବାର ୪ କରୋନା ଆକ୍ରାନ୍ତ ଚିହ୍ନଟ ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୪୧ରେ ପହଞ୍ଚିଛି। ଅନ୍ୟପକ୍ଷେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ରଣପୁର ବ୍ଲକ ରାଜସୁନାଖଳା ଗୋପୀନାଥ ସାହି ଅଞ୍ଚଳର ୭୫ ବର୍ଷିୟ ପୁରୁଷ…
ଅନ୍ତର୍ଜାତୀୟ କ୍ରିକେଟ୍ରୁ ସନ୍ନ୍ୟାସ ନେଲେ ଧୋନୀ
ଚେନ୍ନାଇ, ୧୫।୮: ଭାରତୀୟ କ୍ରିକେଟର ଅନ୍ୟତମ ଶ୍ରେଷ୍ଠ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଶନିବାର ଅନ୍ତର୍ଜାତୀୟ କ୍ରିକେଟ୍ରୁ ଅବସର ଘୋଷଣା କରିଛନ୍ତି। ସୋସିଆଲ ମିଡିଆ ଇନ୍ଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରି ଧୋନୀ ଅବସର ନେଇ ସୂଚନା ଦେଇଛନ୍ତି। ଏହି ଅବସରରେ…
ଦେବଦୂତ ସାଜିଲା ଜେସିବି ମେଶିନ: ବଞ୍ଚାଇଲା ୩ ଜୀବନ
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଏପରି ଏକ ଭିଡିଓ ଭାଇରାଲ ହୋଇଛି ଯାହାକୁ ଦେଖିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। ଏକ ଜେସିବି ମେଶିନ ଦେବଦୂତ ସାଜି ୩ ଜଣ ଯୁବକଙ୍କ ଜୀବନକୁ ବଞ୍ଚାଇଛି। ଭିଡିଓରେ ଦେଖାଯାଇଛି,…
କୋଭିଡ୍ ନିୟମ ପାଳନ କରାଯାଇ ଉଡ଼ାଗଲା ତ୍ରିରଙ୍ଗା
ଡାବୁଗାଁ,୧୫ା୮(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟାଳୟ, ତହସିଲ କାର୍ଯ୍ୟାଳୟ, ଥାନା, ପୋଷ୍ଟ ଅଫିସ, ମହିଳା ଓ ଶିଶୁ ବିକାଶ କାର୍ଯ୍ୟାଳୟ, ବିଭିନ୍ନ ସରକାରୀ ବେସରକାରୀ କାର୍ଯ୍ୟାଳୟ ଓ ବିଦ୍ୟାଳୟରେ ସରକାରଙ୍କ କୋଭିଡ-୧୯ ନିୟମ ପାଳନ କରାଯାଇ ସାମାଜିକ ଦୂରତା ରକ୍ଷା…
ରାଜଧାନୀରୁ ୨୭୭ କରୋନା ପଜିଟିଭ ଚିହ୍ନଟ: ସେଥିରୁ ୯୬ ସ୍ଥାନୀୟ ସଂକ୍ରମଣ
ଭୁବନେଶ୍ୱର,୧୫।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଶନିବାର ପୁଣି ୨୭୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୭୭ ମଧ୍ୟରୁ ୧୮୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୯୬ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମଣ। ବଡଗଡ ବ୍ରିଟ କୋଲନୀରୁ ୫ ଜଣ, ବରମୁଣ୍ଡା ଏଚ ବି…
ଲଗାଣବର୍ଷାରେ ଭାସିଗଲେ ୪, ଚାଳ ଉପରେ ଆଶ୍ରୟ ନେଲେ ୭ ଶ୍ରମିକ
ଭୁବନ,୧୫ା୮(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ଭୁବନ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳ ଜଳମୟ ହୋଇଯାଇଛି। ଶୁକ୍ରବାର ରାତିରୁ ପ୍ରବଳ ବର୍ଷା ହୋଇଥିବାରୁ ରାମିଆଳ, ପାଣ୍ଡରା ବ୍ରାହ୍ମଣୀ ନଦୀର ପାଣି ବଢ଼ିଥିଲା। ଫଳରେ ଶନିବାର ଭୁବନକୁ କାମାକ୍ଷାନଗରକୁ ଗମନାଗମନ ବିଚ୍ଛିନ୍ନ ହୋଇଯାଇଥିଲା…
ଚାଙ୍ଗୁ ଗାଁ ୪୮ ଘଣ୍ଟା ଶଟ୍ଡାଉନ୍
ଚୌଦ୍ୱାର,୧୫ା୮(ଡି.ଏନ୍.ଏ.) : କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ବାଣିପଦା ପଞ୍ଚାୟତ ଚାଙ୍ଗୁ ଗାଁକୁ ୪୮ଘଣ୍ଟା ଅର୍ଥାତ୍ ଶନିବାର ସନ୍ଧ୍ୟା ୫ଟାରୁ ସୋମବାର ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଶଟ୍ଡାଉନ୍ ଘୋଷଣା କରିଛନ୍ତି ସରପଞ୍ଚ ଜ୍ୟୋସ୍ନାରାଣୀ ସୁବୁଦ୍ଧିରାୟ। ଉକ୍ତ ଗ୍ରାମରେ ଆଜି ଜଣେ…
ମା’ ସମଲେଶ୍ୱରୀ ପୀଠରେ ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ
ବରଗଡ଼ ଅଫିସ,୧୫ା୮ : ବରଗଡ଼ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ପୀଠରେ ଶନିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ଧାର୍ଯ୍ୟ ଲଗ୍ନ ଅନୁଯାୟୀ, ଆସନ୍ତା ୨୨ ତାରିଖ ଶନିବାର ରାତ୍ରିର ନିଶାର୍ଦ୍ଧ ପରେ ଏବଂ ୨୩ ତାରିଖ ରବିବାର ସକାଳ ପୂର୍ବରୁ…
ମାଲକାନଗିରିରେ ୧୧୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ମାଲକାନଗିରି,୧୫ା୮: ଶନିବାର ମାଲକାନଗିରି ଜିଲାରେ ୭୩ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ଜିଲାରେ ଆଜି ସୁଦ୍ଧା ମୋଟ୍ ୧୧୫୬ଟି କରୋନା ରୋଗୀ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଗୋଟିଏ ପଟେ ଜିଲାରେ ପ୍ରବଳ ବର୍ଷା ଯୋଗୁ…
ବିଉଟି ଉଇଥ୍ ବ୍ରେନ୍’ର ଉଦାହରଣ ପାଲଟିଛନ୍ତି ଐଶ୍ୱର୍ଯ୍ୟା: ୟୁପିଏସ୍ସି ଉର୍ତ୍ତୀର୍ଣ୍ଣ ହେବା ପରେ ରହିଛି ଏଭଳି ସ୍ବପ୍ନ
ମିସ୍ ଇଣ୍ଡିଆ ପ୍ରତିଯୋଗୀରୁ ଆଇଏଏସ୍ ଅଫିସର ହେବାର ଯାତ୍ରା ସହଜ ନ ଥିଲା। ହେଲେ ଅସମ୍ଭବ ତ ବିଲକୁଲ୍ ନ ଥିଲା। ‘ବିଉଟି ଉଇଥ୍ ବ୍ରେନ୍’ର ଏଭଳି ଏକ ଉଦାହରଣ ପାଲଟିଛନ୍ତି ଐଶ୍ୱର୍ଯ୍ୟା ଶୋରେନ୍। ଦୃଢ଼ ମନୋବଳ ସାଙ୍ଗକୁ କଠିନ ପରିଶ୍ରମ…
ଜନ୍ମଦିନରେ ‘ସିମ୍ବା’ ଗୀତର ତାଳେତାଳେ ନାଚିଲେ ୯୩ ବର୍ଷୀୟା ଏହି ବୃଦ୍ଧା: ହୃଦୟ ଜିଣୁଛି ଭିଡିଓ, ଦେଖନ୍ତୁ..
ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବା ପରେ କୋଲକାତାର ଜଣେ ୯୩ ବର୍ଷୀୟ ବୃଦ୍ଧା ଏବେ ଚର୍ଚ୍ଚାରେ। ସେ ନିଜର ଜନ୍ମଦିନ ଅବସରରେ ଚଳଚ୍ଚିତ୍ର ‘ସିମ୍ବା’ର ଏକ ଗୀତରେ ନାଚିଥିଲେ। ତାଙ୍କ ନାତି ଗୌରାବ ସାହା ଫେସ୍ବୁକରେ ଭିଡିଓ ପୋଷ୍ଟ…
Archives


