Home

ଦାଦନ ଖଟିବାକୁ ଯାଇ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ, ବିଧାୟକ କହିଲେ କମ୍ପାନୀ ଅଛି…

ରାୟଗଡ଼ା/ଟିକିରି,୧୫/୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ କୁମାର ବେହେରା): ବକ୍ସାଇଟ ଖଣି ଗନ୍ତାଘର ଭାବେ ବିଶ୍ୱ ପରିଚିତ କାଶୀପୁର ବ୍ଲକର ଜଣେ ୨୫ବର୍ଷୀୟ ଯୁବକ ଦାଦନ ଖଟିବାକୁ ଯାଇ ପ୍ରାଣ ହରାଇଛନ୍ତି । ମୃତକ ଜଣକ ହେଲେ କୁଚେଇପଦର ଗ୍ରାମର ଲିଙ୍ଗରାଜ ମାଝିଙ୍କ ପୁଅ…

ମାର୍ଚ୍ଚ ସୁଦ୍ଧା କାର୍ଯ୍ୟକ୍ଷମ ହେବ ସମ୍ବଲପୁର ରାଡାର, ଭୁବନେଶ୍ୱରରେ ଲାଗିବ…

ଭୁବନେଶ୍ୱର,୧୫ା୧: ମାର୍ଚ୍ଚ ସୁଦ୍ଧା ସମ୍ବଲପୁରରେ କାର୍ଯ୍ୟକ୍ଷମ ହେବ ଡପଲର ରାଡାର। ଏନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମ୍ବଲପୁର ପରେ ବାଲେଶ୍ୱର ଓ ଭୁବନେଶ୍ୱରରେ ନୂଆ ରାଡାର ଲାଗିବ। ବାଲେଶ୍ୱର ଏବଂ ଭୁବନେଶ୍ୱରରେ ୨୦୨୬…

ଧରିତ୍ରୀରେ ଖବର ପ୍ରକାଶ ପରେ ଖାଦ୍ୟ ସୁରକ୍ଷା ଟିମର ତତ୍ପରତା, ହୋଟେଲରେ ଚଢ଼ାଉ କରି…

ଗଞ୍ଜାମ(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଯାଞ୍ଚ ହେଉନି ଖାଦ୍ୟର ମାନ । ଅପମିଶ୍ରିତ ଏବଂ ଭେଜାଲ ଖାଦ୍ୟ ପ୍ରସ୍ତୁତ ହେଉଥିବା ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ଅଭିଯୋଗ ପରେ ଗତ ୬ ତାରିଖରେ ଧରିତ୍ରୀରେ ଖବର ପ୍ରକାଶିତ ହୋଇଥିଲା । ତେବେ…

ଚମତ୍କାର! ୪ ଦିନ ହେଲାଣି ହନୁମାନଙ୍କ ମୂର୍ତ୍ତିର ପରିକ୍ରମା କରି ଚାଲିଛି କୁକୁର, ଦେଖିବାକୁ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼; Video  

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ବିଜନୌର ଜିଲାର ନଗୀନା ଅଞ୍ଚଳର ନନ୍ଦପୁର ଖୁର୍ଦ ଗ୍ରାମରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଏଠାରେ ଥିବା ପ୍ରାଚୀନ ସିଦ୍ଧପୀଠ ନନ୍ଦଲାଲ ଦେବତା ମନ୍ଦିର (ଯାହାକୁ ହନୁମାନ ମନ୍ଦିର ଭାବରେ ମଧ୍ୟ ଜଣାଯାଏ)ର ଏକ ଭିଡିଓ…

ବିଭିନ୍ନ ଦାବି ନେଇ ଆର୍‌ଟିଓଙ୍କୁ ଭେଟିଲେ ବସ୍‌ ମାଲିକ

ଛତ୍ରପୁର,୧୫ା୧(ଦିଲ୍ଲୀପ ସାମଲ): ଆମେ କେମିତି ବଞ୍ଚିବୁ? ଆମେ କେମିତି ଇନସୁରାନ୍ସ, ପରମିଟ ଓ ଫାଇନାନ୍ସ ପାଇବୁ? । ଆମ କୁ ହଇରାଣ କରାଯାଉଛ। ଆମକୁ ଚଳିବାକୁ ଦିଅନ୍ତୁ। ଏପରି ହୋ-ହଲ୍ଲା କରି ଗଞ୍ଜାମ ଜିଲା ଘରୋଇ ବସ୍‌ର ବହୁ ମାଲିକ ଗୁରୁବାର…

ଗୋମାଂସ ବିକ୍ରିକୁ ନେଇ ସୁନ୍ଦରଗଡ଼ରେ ଗୋଷ୍ଠୀ ସଂଘର୍ଷ, BNS ୧୬୩ ଜାରି

ସୁନ୍ଦରଗଡ଼,୧୫ା୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନ୍ ଥାନା ରିଜେଣ୍ଟ ମାର୍କେଟରେ ଗୋଷ୍ଠୀ ସଂଘର୍ଷ । ଗୋମାଂସ ବିକ୍ରିକୁ ନେଇ ଏହି ଉତ୍ତେଜନା ହୋଇଥିବା ସୂଚନା ରହିଛି । ତେବେ ଗୋଷ୍ଠୀ ସଂଘର୍ଷ ପରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି । ପାରିପାର୍ଶ୍ବିକ ସ୍ଥିତିକୁ…

ନିପା ଭାଇରସ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ବଡ଼ ବୟାନ, ଓଡ଼ିଶାକୁ…

ଭୁବନେଶ୍ବର,୧୫ା୧: ପଶ୍ଚିମବଙ୍ଗରେ ନିପା ଭାଇରସର ଆତଙ୍କ ପରେ ଓଡ଼ିଶାରେ ଭୟ ବଢ଼ିବାରେ ଲାଗିଛି । ୨ ସ୍ୱାସ୍ଥ୍ୟକର୍ମୀ ଆକ୍ରାନ୍ତ ଘଟଣାରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଏକ ଗୁରୁତ୍ବପୂର୍ଣ୍ଣ ବୟାନ ଦେଇଛନ୍ତି । ଓଡ଼ିଶାକୁ ଏଯାଏଁ ବ୍ୟାପିନି ତେଣୁ ଭୟ କର ନାହିଁ ।…

ଦୁନିଆର ସବୁଠୁ ଅଳସୁଆ ପ୍ରାଣୀ

ଦୁନିଆରେ କିଛି ମଣିଷ ଅଳସୁଆ ଥାନ୍ତି ବୋଲି ପ୍ରାୟ ସମସ୍ତେ ଜାଣିଛନ୍ତି। ମାତ୍ର ଏମିତି କିଛି ପ୍ରାଣୀ ଅଛନ୍ତି, ଯେଉଁମାନେ ସେମାନଙ୍କର ଜୀବନର ଗୁରୁତ୍ୱପୂର୍ଣ୍ଣ ଅଂଶ ଶୋଇ, ବିଶ୍ରାମ ନେଇ ଏବଂ ଆରାମରେ ବିତାଇ ଦେଇଥାନ୍ତି। କିଛି ପ୍ରାଣୀ ଦିନକୁ ପ୍ରାୟ…

ମାସେ ପରେବି ମଣ୍ଡିରୁ ଉଠୁନି ଧାନ, ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟରେ ତାଲା ମାରିଲେ ଚାଷୀ

ବରଗଡ,୧୫।୧(ପ୍ରେମାନନ୍ଦ ଖମାରୀ): ଧାନ କିଣାବିକା ଅବ୍ୟବସ୍ଥାକୁ ନେଇ ତାତିଲେ ଚାଷୀ । ବରଗଡ ମୁଖ୍ୟ ଜିଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟକୁ ପହଞ୍ଚି ଚାଷୀମାନେ କାର୍ଯ୍ୟାଳୟରେ ତାଲା ମାରିଛନ୍ତି । ବରଗଡ ଜିଲାରେ ଧାନ ବିକ୍ରି ସମସ୍ୟା ଲାଗି ରହିଛି । ଆଉ…

ମଦ ଜବତ ପାଇଁ ଯାଇଥିବା ବେଳେ ଅବକାରୀ ସ୍କ୍ବାଡଙ୍କୁ ଆକ୍ରମଣ, ମଦ ମାଫିଆଙ୍କ ମାଡ଼ରେ…

ନୟାଗଡ଼,୧୫।୧(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ବୋଦାପଡା ଗାଁରେ ମଦ ଜବତ କରିବା ପାଇଁ ଯାଇଥିବା ଅବକାରୀ ବିଭାଗର ସ୍ବତନ୍ତ୍ର ଟିମ୍ ଉପରେ ମଦ ମାଫିଆମାନେ ମିଳିତ ଭାବେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମଦ ମାଫିଆଙ୍କ ସଂଘବଦ୍ଧ ଆକ୍ରମଣରେ ଅବକାରୀ…

ଶୀତଦିନେ ନାକରୁ ପାଣି ବାହାରୁଥିଲେ ଆପଣାନ୍ତୁ ଏହି ଉପାୟ, ତୁରନ୍ତ ମିଳିବ ଆରାମ୍

ଶୀତ ଋତୁରେ ଭାଇରାଲ୍ ସଂକ୍ରମଣର ଆଶଙ୍କା ବଢ଼ିଯାଏ । ଏହି ଋତୁରେ ଅନେକ ଲୋକ ଥଣ୍ଡା ଏବଂ ଫ୍ଲୁରେ ପୀଡିତ ହୁଅନ୍ତି । ପାଗ ପରିବର୍ତ୍ତନ ଦୁର୍ବଳ ରୋଗ ପ୍ରତିରୋଧକ ଶକ୍ତି ଥିବା ଲୋକମାନେ ଅସୁସ୍ଥ ହେବାର ସମ୍ଭାବନା ଅଧିକ ଥାଏ।…

8th Pay Commission ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଉପହାର: ମୋଦି ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୫।୧: କେନ୍ଦ୍ର ସରକାର ୮ମ ବେତନ କମିଶନ ଲାଗୁ ହେବା ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ସରକାର ଏକ ନୂତନ କମ୍ପୋଜିଟ ସାଲାରୀ ଆକାଉଣ୍ଟ ପ୍ୟାକେଜ ଆରମ୍ଭ କରିଛନ୍ତି। ଏହା ଏକ ବ୍ୟାଙ୍କ ଆକାଉଣ୍ଟ ହେବ, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?