Home

ପୋଲ ଉପରୁ ନଦୀକୁ ଖସିଲା ମିନିଟ୍ରକ୍‌: ପହଁରି ଜୀବନ ବଞ୍ଚାଇଲେ ଡ୍ରାଇଭର, ହେଲପର

ମାଲକାନଗିରି,୧୫ା୮: ଲଗାଣ ବର୍ଷା ଯୋଗୁ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ମାଲକାନଗିରି ଜିଲାର ସମସ୍ତ ନଦୀର ପୋଲ ଉପରେ ୪ରୁ ୫ ଫୁଟ ଉଚ୍ଚରେ ପାଣି ପ୍ରବାହ ହେଉଥିବାରୁ ଯାତାୟାତ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି। ଏହି ପରସ୍ଥିତିରେ ପାଙ୍ଗାମ୍‌,…

ଏହି ଅଭିନେତ୍ରୀକୁ ପ୍ରତିବର୍ଷ କଂଗ୍ରେସରୁ ମିଳୁଛି ଟିକେଟ, ଭାଜପା ମଧ୍ୟ ଦେଇଛି; ହେଲେ…

ଗତ କିଛି ଦିନ ହେବ ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମାମଲାରେ ମନ୍ତବ୍ୟ ପାଇଁ କଙ୍ଗନା ରନାଓ୍ବନ ଚର୍ଚ୍ଚାରେ ରହିଛନ୍ତି। ବଲିଉଡ୍‌ରେ ବାହାର ଲୋକଙ୍କୁ ସୁଯୋଗ ନ ଦେବା ଏବଂ ଷ୍ଟାର କିଡ୍‌ମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ କଙ୍ଗନା ଇଣ୍ଡଷ୍ଟ୍ରିର…

ଦୁଇ ଦିନରେ ଚିହ୍ନଟ ହେଲେ ୫୨ କରୋନା ଆକ୍ରାନ୍ତ: ଜୁନାଗଡ଼ର ଏହି ୭ ଓ୍ବାର୍ଡ୍‌କୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କଲା ଜିଲା ପ୍ରଶାସନ

ଜୁନାଗଡ,୧୫।୮(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ସହରରେ ୨ଦିନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୨ରେ ପହଞ୍ଚିଛି। ଫଳରେ ସଂକ୍ରମଣ ବଢିବା ଆଶଙ୍କା କରି ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ମଧ୍ୟରାତ୍ରିଠାରୁ ସହରର ୭ଟି ୱାର୍ଡକୁ ଆସନ୍ତା ୨୦ତାରିଖ ମଧ୍ୟରାତ୍ରି ଯାଏ କଣ୍ଟେନମେଣ୍ଟ ଜୋନ୍‌ ଭାବେ…

ବୈତରଣୀ ଜଳସ୍ତର ବୃଦ୍ଧି

ଭଣ୍ଡାରିପୋଖରୀ,୧୫ା୮: ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିବା ଫଳରେ ବୈତରଣୀର ଜଳସ୍ତର ଆଖୁଆପଦା ଆନିକଟଠାରେ ଶନିବାର ସକାଳ ୯ଟାରୁ ବୃଦ୍ଧି ପାଇବା ଆରମ୍ଭ କରିଛି। ଆନିକଟଠାରେ ବୈତରଣୀ ବିପଦ ସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ବନ୍ୟାଜଳ ଅପରାହ୍ନ ୨ଟାରେ ୧୭.୧୬…

ସୋନୁ ସୁଦଙ୍କୁ ସାହାଯ୍ୟ ମାଗିଲେ ଏହି ଲୋକପ୍ରିୟ ଅଭିନେତା

କରୋନା ମହାମାରୀ ସମୟରେ ପ୍ରବାସୀ ଶ୍ରମିକଙ୍କୁ ସାହାଯ୍ୟକରି ଚର୍ଚ୍ଚାକୁ ଆସିଛନ୍ତି ବଲିଉଡ୍‌ ଅଭିନେତା ସୋନୁ ସୁଦ। ଫିଲ୍ମରେ ସେ ଯେତିକି ପରିଚିତ ଥିଲେ ଏବେ ତାଠାରୁ ଅଧିକ ପରିଚିତ ହୋଇଛନ୍ତିି ତାଙ୍କର ବଦାନ୍ୟତା ପାଇଁ। ପ୍ରବାସୀ ଶ୍ରମିକଙ୍କୁ ନିଜ ଘରେ ପହଞ୍ଚାଇବାଠାରୁ…

ଆମେରିକା ପ୍ରସ୍ତୁତ କରୁଛି ନୂଆ କରୋନା ଭାଇରସ!

ଓ୍ବାଶିଂଟନ, ୧୫।୮: ସମଗ୍ର ବିଶ୍ୱରେ କରୋନା ମହାମାରୀ ସଙ୍କଟ ଥମିବାର ନାଁ ଧରୁନି। ଏଥିରୁ ମୁକ୍ତି ପାଇବା ପାଇଁ ସବୁ ଦେଶ ଟିକା ତିଆରି କରିବାରେ ଲାଗିପଡ଼ିଛନ୍ତି। ଆମେରିକା ମଧ୍ୟ ଅନେକ ଟିକା ଉପରେ ପରୀକ୍ଷା ଚଳାଇଛି। ଆମେରିକା ଏବେ ଏକ…

ସମସ୍ତଙ୍କୁ ମିଳିବ ସ୍ମାର୍ଟ ହେଲଥ୍‌ କାର୍ଡ

ନୂଆଦିଲ୍ଲୀ,୧୫।୮: ଦେଶର ସମସ୍ତ ଲୋକଙ୍କୁ ଏବେ ମିଳିବ ଡିଜିଟାଲ ସ୍ମାର୍ଟ ହେଲଥ୍‌ କାର୍ଡ। ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ରୋଗର ବିବରଣୀ, ଔଷଧ ବିଷୟରେ ଆବଶ୍ୟକ ତଥ୍ୟ, ହସ୍ପିଟାଲ ଏବଂ ଔଷଧ ଦୋକାନର ତଥ୍ୟ ଆଦି ରହିବ। ଏହି ସ୍ମାର୍ଟ କାର୍ଡ ଦ୍ୱାରା…

ବନ୍ୟା ପାଣି ଭିତରେ ଠିଆ ହୋଇ ପତାକା ଉତ୍ତୋଳନ କଲେ ପୋଲିସ କର୍ମୀ

ବହରାଇଚ୍‌,୧୫।୮: ସମଗ୍ର ଦେଶରେ ୭୪ତମ ସ୍ବାଧିତନା ଦିବସ ପାଳିତ ହୋଇଛି। କରୋନା ପ୍ରକୋପ ଯୋଗୁଁ ଲୋକମାନେ ସାମାଜିକ ଦୂରତ୍ୱ ରକ୍ଷା କରି ଏହି ଉତ୍ସବ ପାଳନ କରିଛନ୍ତି। ଏହି ସମୟରେ କିଛି ଏଭଳି ଏକ ଦୃଶ୍ୟ ଆସିଛି, ଯାହାକୁ ଦେଖିଲେ ଲାଗିବ…

ଲାଲକିଲାରେ କୁନି ପିଲାଙ୍କୁ ମନେପକାଇଲେ ମୋଦି

ନୂଆଦିଲ୍ଲୀ,୧୫।୮: କରୋନା କାଳରେ ଦେଶରେ ୭୪ତମ ସ୍ବାଧିନତା ଦିବସ ପାଳିତ ହୋଇଯାଇଛି। ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସକାଳ ସାଢ଼େ ୭ଟାରେ ଲାଲକିଲାରେ ପହଞ୍ଚି ପତାକା ଉତ୍ତୋଳନ କରିଥିଲେ। ଏହାପରେ ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ। ସମ୍ବୋଧନ ଆରମ୍ଭରୁ ତାଙ୍କୁ କୁନି…

ପାକିସ୍ତାନ ଓ୍ବେବ୍‌ସାଇଟ୍‌କୁ ହ୍ୟାକ୍‌ କଲେ ଭାରତୀୟ ହ୍ୟାକର୍ସ: ତ୍ରିରଙ୍ଗା ଉଡାଇ ଲେଖିଲେ ଏପରି କିଛି

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ଭାରତୀୟ ହ୍ୟାକରମାନେ ପୁଣିଥରେ ପାକିସ୍ତାନୀ ୱେବ୍‌ସାଇଟକୁ ଟାର୍ଗେଟ କରିଛନ୍ତି। ସ୍ବାଧୀନତା ଦିବସର ଗୋଟିଏ ଦିନ ପୂର୍ବରୁ ଭାରତୀୟ ହ୍ୟାକର୍ସମାନେ ପାକିସ୍ତାନର ଫାତିମା ଜିନ୍ନା ମହିଳା ବିଶ୍ୱବିଦ୍ୟାଳୟର ୱେବସାଇଟ ହ୍ୟାକ କରିଥିଲେ। ‘ଇଣ୍ଡିଆନ ସାଇବର ଟ୍ରୁପ’ ନାମ…

୭୫ ବର୍ଷ ବୟସ୍କ ବୃଦ୍ଧ କଲେ ଏପରି: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଲୁଧିଆନା,୧୫।୮: ପଞ୍ଜାବରେ ନିଶାର ମାୟା ଜାଲରେ ଯୁବଗୋଷ୍ଠୀ ପଡ଼ିଛନ୍ତି। ଦିନକୁ ଦିନ ଏଠାରେ ଡ୍ରଗ୍ସ୍‌ ଚୋରା କାରବାର ବଢ଼ିବା ସହିତ ନାନା ପ୍ରକାର ଅପରାଧ ବୃଦ୍ଧି ପାଉଛି। ଏନେଇ ସଚେତନତା ସୃଷ୍ଟି କରିବା ଲାଗି ୭୫ ବର୍ଷ ବୟସ୍କ ବୃଦ୍ଧ ନିହାଙ୍ଗ୍‌…

ଅଙ୍କିତା ଶେୟାର କଲେ ନିଜ ଆକାଉଣ୍ଟ ଡିଟେଲ୍ସ: ସୁଶାନ୍ତଙ୍କ ଭଉଣୀ ରଖିଲେ ଏଭଳି ପ୍ରତିକ୍ରିୟା

ମୁମ୍ବାଇ: ବଲିଉଡ୍‌ ଭର୍ସାଟାଇଲ ଅଭନେତା ସୁଶାନ୍ତ ସିଂହ ରାଜପୁତଙ୍କ ମାମଲାରେ ପ୍ରତିଦିନ ନୂଆ ନୂଆ ଚାଞ୍ଚଲ୍ୟକର ଖୁଲାସା ହେଉଛି। ନିକଟରେ ଅଭିନେତ୍ରୀ ତଥା ସୁଶାନ୍ତଙ୍କ ଏକ୍ସ-ଗର୍ଲଫ୍ରେଣ୍ଡ ଅଙ୍କିତା ଲୋଖଣ୍ଡେ ଯେଉଁ ଘରେ ରହୁଛନ୍ତି ତା’ର ଇଏମ୍‌ଆଇ ସୁଶାନ୍ତ ଭରୁଥିଲେ ବୋଲି ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri