୨ ଦିନ ପ୍ରବଳ ବର୍ଷା
ଭୁବନେଶ୍ୱର,୧୫।୮(ବ୍ୟୁରୋ): ଉତ୍ତର ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏଥିସହିତ ସମୁଦ୍ର ପତ୍ତନରୁ ୭.୬ କିମି ଉପର ଦକ୍ଷିଣ ପଶ୍ଚିମ ଦିଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ…
କୋଠାବାଡ଼ି ନିୟମ କୋହଳ ହେଲା
ଭୁବନେଶ୍ୱର,୧୫।୮(ବ୍ୟୁରୋ): ସହରାଞ୍ଚଳରେ ଗୃହ ନିର୍ମାଣ କରିବା ସହଜ ହେବ। ରାଜ୍ୟ ସରକାର କୋଠାବାଡ଼ି ନିର୍ମାଣକୁ ନେଇ ଥିବା ନିୟମରେ କେତେକ ସଂଶୋଧନ ଆଣିଛନ୍ତି । ରାଜ୍ୟର ୯ଟି ଉନ୍ନୟନ କର୍ତ୍ତୃପକ୍ଷଙ୍କ ପାଇଁ ଗୋଟିଏ ପ୍ରକାର କୋଠାବାଡି ନିୟମ ପ୍ରଚଳନ କରାଯିବ। ଉନ୍ନୟନ…
ଏହି ଜିଲାରେ ୩ ଦିନ ପରେ ପାଳିତ ହେବ ସ୍ବାଧୀନତା ଦିବସ…
କୋଲକାତା,୧୫।୮: ଭାରତ ସାରା ଶନିବାର ସ୍ବାଧୀନତା ଦିବସ ପାଳିତ ହୋଇଛି। ତେବେ ପଶ୍ଚିମବଙ୍ଗର ନଦିଆ ଜିଲାରେ ୩ ଦିନ ପରେ ଅଗଷ୍ଟ ୧୫ ବଦଳରେ ଅଗଷ୍ଟ ୧୮ରେ ସ୍ବାଧୀନତା ଦିବସ ପାଳିତ ହେବ। ୧୯୪୭ ଅଗଷ୍ଟ ୧୨ରେ ରେଡ଼ିଓରେ ଖବର ପ୍ରସାରିତ…
ଗାଁକୁ ଯାଇ ପାଠ ପଢ଼ାଇବେ ଶିକ୍ଷକ
ଭୁବନେଶ୍ୱର,୧୫।୮(ବ୍ୟୁରୋ): କରୋନା ସଂକ୍ରମଣ ଯୋଗୁ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଦୋହଲିଯାଇଛି। କେବେ ସ୍କୁଲ ଖୋଲିବ ଏବଂ ଶ୍ରେଣୀରେ ପାଠପଢ଼ା ସ୍ବାଭାବିକ ହେବ ସେନେଇ ନିର୍ଦ୍ଦିଷ୍ଟ କହିହେଉନାହିଁ। ତେଣୁ ଅନ୍ଲାଇନ୍ ପାଠପଢ଼ାକୁ ଅଧିକାଂଶ ଶିକ୍ଷାନୁଷ୍ଠାନ ଆପଣାଇଛନ୍ତି। କିନ୍ତୁ ଏ କ୍ଷେତ୍ରରେ ସରକାରୀ ବିଦ୍ୟାଳୟଗୁଡିକ…
ହଜାରେ ଦିନରେ ୬ ଲକ୍ଷ ଗାଁରେ ବିଛାଯିବ ଅପ୍ଟିକାଲ ଫାଇବର
ନୂଆଦିଲ୍ଲୀ, ୧୫।୮: ଦେଶରେ ଯୋଗାଯୋଗ ବ୍ୟବସ୍ଥା ଦ୍ରୁତ ଗତିରେ ଆଗେଇବାରେ ଲାଗିଛି। ୨୦୧୪ ପୂର୍ବରୁ ଦେଶର ୬୦ ପଞ୍ଚାୟତରେ ଅପ୍ଟିକାଲ ଫାଇବର ବିଛାଯାଇଥିଲା। ତେବେ ପରବର୍ତ୍ତୀ ସମୟରେ ଏଥିରେ ସୁଦାର ଆସିଛି। ଗତ ୫ ବର୍ଷ ମଧ୍ୟରେ ଦେଶର ଦେଢ଼ଲକ୍ଷ ପଞ୍ଚାୟତରେ…
ଭାଇରାଲ ଅଡିଓ: ଜଳେଶ୍ୱର ଆଇଆଇସି ନିଲମ୍ବିତ
ବାଲେଶର ଅଫିସ/କଟକ ଅଫିସ, ୧୫।୮: ଜଣେ ବ୍ରାଉନ ସୁଗର ବ୍ୟବସାୟୀଙ୍କ ସହ କଥା ହେଉଥିବାର ଅଡିଓ କ୍ଲିପ ଭାଇରାଲ ଘଟଣାକୁ ନେଇ ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଆଇଆଇସି ଧନେଶ୍ୱର ସାହୁଙ୍କ ଅଡ଼ୁଆ ବଢିଛି। ଶନିବାର ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ତାଙ୍କୁ…
ଲଦାଖରେ ଭାରତୀୟ ଯବାନଙ୍କ ଶକ୍ତି ପ୍ରଦର୍ଶନ ସାରା ଦୁନିଆ ଦେଖିଛି: ମୋଦି
ନୂଆଦିଲ୍ଲୀ, ୧୫।୮: ଭାରତୀୟ ଯବାନଙ୍କ ଶକ୍ତି ଏବେ ସାରା ଦୁନିଆ ଦେଖିଛି। ଲଦାଖରେ ଭାରତୀୟ ଯବାନଙ୍କ ସାହସ ଆଗରେ ପ୍ରତିପକ୍ଷ ହାର ମାନିଛନ୍ତି। ଏଲ୍ଓସି ଏବଂ ଏଲ୍ଏସି ଭାରତ ପ୍ରତି ଆଖି ଉଠାଇଥିବା ପ୍ରତିପକ୍ଷଙ୍କୁ ଭାରତୀୟ ଯବାନ ଉଚିତ ଜବାବ ଦେଇଛନ୍ତି।…
ପ୍ରଦର୍ଶନୀ ପଡ଼ିଆରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫।୮(ବ୍ୟୁରୋ): କରୋନା କଟକଣା ମଧ୍ୟରେ ସମଗ୍ର ଦେଶ ୭୪ତମ ସ୍ବାଧୀନତା ଦିବସ ପାଳନ କରୁଛି। ଶନିବାର ସକାଳେ କରୋନା କଟକଣା ମଧ୍ୟରେ ଭୁବନେଶ୍ୱର ୟୁନିଟ୍-୩ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ବାଧିନତା ଦିବସ ପାଳନ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଦର୍ଶନୀ ପଡ଼ିଆରେ…
ଅସମ୍ଭବକୁ ସମ୍ଭବ କରିଛି ଭାରତ: ଦେଶରେ ପ୍ରସ୍ତୁତ ହେଉଛି ୩ କରୋନା ଟୀକା
ନୂଆଦିଲ୍ଲୀ, ୧୫।୮: କରୋନା ମହାମାରୀ ଲଢ଼େଇରେ ଭାରତ ଆଗୁଆ ରହିଛି। ଅସମ୍ଭବକୁ ଭାରତ ସମ୍ଭବ କରି ଦେଖାଇଛି। କରୋନାର ପ୍ରତିରୋଧ ପାଇଁ ଦେଶରେ ୩ ଟି ଟୀକା ଉପରେ ଟ୍ରାଏଲ୍ ଜାରି ରହିଛି। ୭୪ ତମ ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ…
ହୋମ୍ କ୍ୱାରାଣ୍ଟାଇନ୍ରେ ଅର୍ଥମନ୍ତ୍ରୀ, ପରିବହନମନ୍ତ୍ରୀ: ପୁରୀ, ଗଞ୍ଜାମରେ ପତାକା ଉତ୍ତୋଳନ କରିବେ ଜିଲାପାଳ
ସୋନପୁର,୧୫।୮(ନି.ପ୍ର.): ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କ୍ୱାରାଣ୍ଟାଇନ୍ରେ ଥିବା ଜଣାପଡ଼ିଛି। ପୁରୀରେ ଅର୍ଥମନ୍ତ୍ରୀ ପୂଜାରୀ ଓ ଗଞ୍ଜାମରେ ପରିବହନମନ୍ତ୍ରୀ ବେହେରା ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳନ ଅବସରରେ ଶନିବାର ମୁଖ୍ୟଅତିଥି ଭାବରେ…
କରୋନା କଟକଣା ମଧ୍ୟରେ ଲାଲକିଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୫।୮: କରୋନା କଟକଣା ମଧ୍ୟରେ ଶନିବାର ସମଗ୍ର ଦେଶ ୭୪ତମ ସ୍ବାଧୀନତା ଦିବସ ପାଳନ କରୁଛି। ଏହି ଅବସରରେ ଦିଲ୍ଲୀ ଲାଲକିଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ପତାକା ଉତ୍ତୋଳନ କରିବା ପୂର୍ବରୁ ମୋଦି ପ୍ରଥମେ ରାଜଘାଟ…
ଅଗଷ୍ଟ ୧୫: ସ୍ବାଧୀନତାର ସ୍ବାଦ ବାରିଥିଲେ ୬ ଦେଶ
ସ୍ବାଧୀନତା ମଣିଷର ଜନ୍ମସିଦ୍ଧ ଅଧିକାର। ପରାଧୀନତାର ଅଭିଶପ୍ତ ଜୀବନ ଜିଉଁଥିବା ଲୋକଟିଏ ହିଁ ବୁଝିପାରେ ଏହାର ପ୍ରକୃତ ମୂଲ୍ୟ କେତେ। ପରାଧୀନତା ବେଡିରେ ଅଣନିଃଶ୍ୱାସୀ ହୋଇପଡ଼ିଥିବା ମଣିଷ ଯେତେବେଳେ ସ୍ବାଧୀନତା ଦାବି କରେ, ସେତେବେଳେ ଆରମ୍ଭ ହୁଏ ସଂଗ୍ରାମ। ମୁକ୍ତିର ଆନନ୍ଦ…
Archives


