Home

ମାସକର ଶିଶୁକନ୍ୟାକୁ ଚେଙ୍କ, ଡାକ୍ତରଖାନାରେ ଭର୍ତ୍ତି

ବାରିପଦା ଅଫିସ,୨୬ା୯: ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଲୋକଙ୍କୁ ସଚେତନ କରିବା ପାଇଁ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ମାତ୍ର ଲୋକେ ଆଜି ବି ଅନ୍ଧବିଶ୍ୱାସକୁ ଜାବୁଡ଼ି ଧରିଛନ୍ତି। ଫଳରେ ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ। ଏପରି ଏକ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ…

ଶ୍ରୀକୃଷ୍ଣ ଜନ୍ମଭୂମି ମାମଲା ଅଦାଲତରେ ପହଞ୍ଚିଲା

ନୂଆଦିଲ୍ଲୀ, ୨୬।୯: ରାମ ଜନ୍ମ ଭୂମି ମାମଲା ଶେଷ ପରେ ମନ୍ଦିର ନିର୍ମାଣ କାମ ଆରମ୍ଭ ହୋଇଛି। ଏବେ ମଥୁରାର ଶ୍ରୀକୃଷ୍ଣ ଜନ୍ମଭୂମି ମାମଲା ଅଦାଲତରେ ପହଞ୍ଚିଛି। ବିବାଦୀୟ ୧୩.୩୭ ଏକର ଜମି ନେଇ ମାମଲା ମଥୁରା ଏକ କୋର୍ଟରେ ପହଞ୍ଚିଛି।…

ନିୟନ୍ତ୍ରଣ ରେଖାରେ ଉତ୍ତେଜନା: ନୌଶେରା ସେକ୍ଟରରେ ପାକିସ୍ତାନ ପଟୁ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର, ୨୬।୯: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାରେ ଶନିବାର ପୂର୍ବାହ୍ନ ୧୧ଟା ୧୫ରେ ପୁଣି ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଭାରତୀୟ ପୋଷ୍ଟକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ରାଜୌରୀ ନୌଶେରା ସେକ୍ଟରରେ ପାକିସ୍ତାନ…

ମନ୍ଦିର ପୋଖରୀରେ ମରି ପଡ଼ିଛନ୍ତି ଅସଂଖ୍ୟ ମାଛ

ତାମିଲନାଡୁର ମଦୁରାଇରେ ଅବସ୍ଥିତ ଥିରୁପାନକୁଣ୍ଡ୍ରମ୍‌ ମୁରୁଗନ ମନ୍ଦିର ପୋଖରୀରେ ଅନେକଗୁଡିଏ ମାଛ ମରି ପଡ଼ିଥିବା ଦେଖିବାକୁ ମିଳିଛି। ହେଲେ ଏକାସାଙ୍ଗରେ ଏତେଗୁଡିଏ ମାଛ କିପରି ମଲେ ତାର କାରଣ ଜଣାପଡ଼ି ନାହିଁ। ଏହାର କିଛି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ…

ପୃଥିବୀ ମୁହାଁ ୬୦ ବର୍ଷ ତଳେ ନିଖୋଜ ହୋଇଥିବା ରକେଟ

ଓ୍ବାଶିଂଟନ, ୨୬।୯: ଗତ ୬୦ ବର୍ଷ ତଳେ ୧୯୬୦ରେ ମହାକାଶରେ ନିଖୋଜ ହୋଇଯାଇଥିବା ଏକ ରକେଟ ଏବେ ପୃଥିବୀ ମୁହାଁ ହୋଇଛି। ଏନେଇ ନାସା ପକ୍ଷରୁ ସୂଚନା ଦିଆଯାଇଛି। ଏହି ରକେଟର ଲମ୍ବ ୪୫ ମିଟର ହୋଇଥିବାବେଳେ ଚୌଡ଼ା ୨୦ ମିଟର…

ବିହାର ନିର୍ବାଚନରେ କୌଣସି ପ୍ରସଙ୍ଗ ନ ରହିଲେ ମୁମ୍ବାଇରୁ ହେବ ପାର୍ସଲ: ସଞ୍ଜୟ ରାଉତ

ମୁମ୍ବାଇ, ୨୬।୯: ବିହାର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇସାରିଛି। ନିର୍ବାଚନକୁ ଦୃଷ୍ଟିରେ ରଖି ବଲିଉଡ୍‌କୁ ଜାଣିଶୁଣି ଡ୍ରଗ୍ସ୍‌ ମାମଲାରେ ଛନ୍ଦି ଦିଆଯାଇଥିବା ଶିବସେନା ଏମ୍‌ପି ସଞ୍ଜୟ ରାଉତ କହିଛନ୍ତି। ବିହାର ନିର୍ବାଚନରେ କୌଣସି ପ୍ରସଙ୍ଗ ନ ରହିଲେ ବ୍ୟସ୍ତ…

ରାଜ୍ୟରେ ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ: ୭୮୩ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୮୩ରେ ପହଞ୍ଚିଛି।…

ଇମ୍ରାନ୍‌ଙ୍କୁ ଭାରତର କଡ଼ା ଜବାବ: ଏବେ ଖାଲି କରିବାକୁ ପଡ଼ିବ ପିଓକେ

ଜେନେଭା, ୨୬।୯: ଜାତିସଂଘ ଜେନେରାଲ ଆସେମ୍ବ୍ଲିରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁଙ୍କୁ ଭାରତ ପକ୍ଷରୁ ପୁଣି କଡ଼ା ଜବାବ ଦିଆଯାଇଛି। ଇମ୍ରାନ୍‌ କଶ୍ମୀର ପ୍ରସଙ୍ଗ ଉଠାଇଥିଲେ। ଜାତିସଂଘରେ ଇଣ୍ଡିଆ ମିଶନର ଭାରତର ପ୍ରଥମ ସଚିବ ମିଜିତୋ ଭିନିତୋ ଏବେ ପାକ୍‌ ଅଧିକୃତ…

CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୩୫୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ ୯୦୨

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ନୂଆ ୪୩୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୨୯ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୮୨୭…

ଭାରତ-ଜାପାନ ମିଳିତ ସମରାଭ୍ୟାସ: ଚାଇନାର ଚିନ୍ତା ବଢ଼ିଲା

ନୂଆଦିଲ୍ଲୀ, ୨୬।୯: ଏଲ୍‌ଏସିରେ ଚାଇନା ସହିତ ଭାରତର ବିବାଦ ବଢ଼ିଚାଲିଥିବାବେଳେ ଏଲ୍‌ଓସିରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଜାରି ରଖିଛି। ଏପରିସ୍ଥଳେ ଭାରତ ମୁକାବିଲା ଲାଗି ନିଜକୁ ପ୍ରସ୍ତୁତ କରିବାରେ ବ୍ୟସ୍ତ ରହିଛ। ଏବେ ଭାରତ ଏବଂ ଜାପାନ ମଧ୍ୟରେ ମିଳିତ ସମରାଭ୍ୟାସ…

ମୂଷାକୁ ମିଳିଲା ବୀରତ୍ୱ ପୁରସ୍କାର: କାରଣ ଜାଣିଲେ ହେବେ ଆଶ୍ୱର୍ଯ୍ୟ

ପଶୁପକ୍ଷୀ ଅବା ଜୀବଜନ୍ତୁଙ୍କ ସାହସିକତାର କାହାଣୀ ଅନେକ ସମୟରେ ଶୁଣିବାକୁ ମିଳିଥାଏ। ସେମିତି ଏକ କାହାଣୀ ଏବେ ସମ୍ମୁଖକୁ ଆସିଛି। ଆଫ୍ରିକୀୟ ପ୍ରଜାତିର ଏକ ବିରାଟ ମୂଷାକୁ ତାର ସାହସିକତା ପାଇଁ ବ୍ରିଟେନର ଏକ ଅନୁଷ୍ଠାନ ଦ୍ୱାରା ସ୍ବର୍ଣ୍ଣ ପଦକ ପ୍ରଦାନ…

ଲ୍ୟାଣ୍ଡିଂ କରିବାବେଳେ ଜଳିଗଲା ବାୟୁସେନା ବିମାନ: ୨୬ ମୃତ

କାୟିଭ୍‌, ୨୬।୯: ଲ୍ୟାଣ୍ଡିଂ କରିବା ସମୟରେ ୟୁକ୍ରେନ୍‌ ବାୟୁସେନା ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଭୂପୃଷ୍ଠରେ ଧକ୍କା ହେବାରୁ ଏଭଳି ଅଭାବନୀୟ ଘଟଣା ଘଟିଥିବା କୁହାଯାଉଛି। ଏହି ଘଟଣାରେ ବିମାନରେ ଥିବା ୨୬ ଜଣଙ୍କ ମୃତ୍ୟୁ ଘଟିଛି। ପ୍ରଚଣ୍ଡ ବିସ୍ପୋରଣରେ ୨୧…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri