Home

ପ୍ରବେଶ କର ଅନାଦାୟ ନେଇ ଜନସ୍ବାର୍ଥ ମାମଲା: ଅବହେଳାରୁ ୧୩୯ କୋଟି କ୍ଷତି

କଟକ ଅଫିସ,୧୪।୮: ଅବହେଳା ଯୋଗୁ ୧୩୯ କୋଟି ୧୫ଲକ୍ଷ ୮୦ ହଜାର ୫୦୪ ଟଙ୍କାର ପ୍ରବେଶ କର (ଏଣ୍ଟ୍ରି ଟ୍ୟାକ୍ସ) ଭୂଷଣ ପାୱାର୍‌ ଆଣ୍ଡ୍‌ ଷ୍ଟିଲ୍‌ ଲିମିଟେଡ୍‌ କମ୍ପାନୀ ଠାରୁ ଆଦାୟ ହୋଇପାରିଲା ନାହିଁ। ଏଣୁ ଯେଉଁ ସରକାରୀ ଅଧିକାରୀମାନେ ନିଜ…

ଦିନେ ବୁଲି ବୁଲି କଲମ ବିକ୍ରି କରୁଥିଲେ ଏହି ପ୍ରସିଦ୍ଧ ଅଭିନେତା

ବଲିଉଡ୍‌ ଅଭିନେତା ଜନି ଲିଭର ଆଜି ୬୩ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୫୭ ମସିହା ଅଗଷ୍ଟ ୧୪ରେ ଆନ୍ଧ୍ରପ୍ରଦେଶର କାନିଗିରି ଜନ୍ମଗ୍ରହଣ କରିଥିଲେ ସେ। ଜନି ଲିଭରଙ୍କ ପ୍ରକୃତ ନାମ ହେଉଛି ଜନ ପ୍ରକାଶ ରାଓ ଜାନୁମାଲା। ଜନିଙ୍କ ପିତା ପ୍ରକାଶ…

ମୋଦି ସର୍ବାଧିକ ସମୟ କ୍ଷମତାରେ ଥିବା ଅଣକଂଗ୍ରେସ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୪।୮: ଅଣକଂଗ୍ରେସ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ସର୍ବାଧିକ ସମୟ କ୍ଷମତାରେ ରହିଛନ୍ତି। ସେ ପ୍ରଧାନମନ୍ତ୍ରୀ ଭାବେ ୬ ବର୍ଷ ୭୯ ଦିନ ପୂରଣ କରିଛନ୍ତି। ଅଟଳ ବିହାରୀ ବାଜପେୟୀ ପ୍ରଧାନମନ୍ତ୍ରୀ ଭାବେ ମୋଟ ୨,୨୬୮ ଦିନ କ୍ଷମତାରେ ଥିଲେ।୨୦୧୪…

ଗେହଲଟଙ୍କ ଘରେ ପାଇଲଟ: କରମର୍ଦ୍ଦନ କଲେ

ଜୟପୁର, ୧୪।୮(ପି.ଟି.):ରାଜସ୍ଥାନ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ବାସଭବନରେ ଗୁରୁବାର କଂଗ୍ରେସ ବିଧାୟକ ଦଳ ବୈଠକ ବସିଥିଲା। ମାସେବ୍ୟାପୀ ବିଦ୍ରୋହ ପରେ ଘରବାହୁଡ଼ା କରିଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ଓ ଅସନ୍ତୁଷ୍ଟ ବିଧାୟକମାନେ ଏହି ବୈଠକରେ…

‘ନିର୍ବାଚନ ପାଇଁ ପ୍ରସ୍ତୁତ ରୁହ’

ନୂଆଦିଲ୍ଲୀ, ୧୪।୮:ନିର୍ବାଚନ ପାଇଁ ପ୍ରସ୍ତୁତ ରହିବାକୁ ରାଜସ୍ଥାନର ଭାଜପା ବିଧାୟକମାନଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଦଳର ବରିଷ୍ଠ ନେତ୍ରୀ ବସୁନ୍ଧରା ରାଜେ ପରାମର୍ଶ ଦେଇଥିବା ଜଣାପଡିଛି। ଗୋଷ୍ଠୀବିବାଦ ଦେଖାଦେଇଥିବା ରାଜ୍ୟର କଂଗ୍ରେସ ସରକାର ଅସ୍ଥିର ଏବଂ ଏହା ବେଶିଦିନ ତିଷ୍ଠିବ ନାହିଁ…

ଛାପିଲାନି ଚାଇନା ସରକାରଙ୍କ ମୁଖପତ୍ର

ନୂଆଦିଲ୍ଲୀ, ୧୪।୮:କଶ୍ମୀର ପ୍ରସଙ୍ଗରେ ପାକିସ୍ତାନୀ ପ୍ରତିନିଧିଙ୍କ ସାକ୍ଷାତ୍‌କାରକୁ ବେଜିଂରେ ଥିବା ଭାରତୀୟ ଦୂତାବାସ ଖଣ୍ଡନ କରିଥିବାବେଳେ ଏହାକୁ ଚାଇନା ସରକାରଙ୍କ ମୁଖପତ୍ର ଗ୍ଲୋବାଲ ଟାଇମ୍ସ ଛାପିବାକୁ ମନା କରିଦେଇଛି। ଚାଇନାରେ ଥିବା ପାକିସ୍ତାନୀ ରାଷ୍ଟ୍ରଦୂତ ମୋଇନ୍‌ ଉଲ୍‌ ହକ୍‌ କଶ୍ମୀର ପ୍ରସଙ୍ଗରେ…

ଆଉ ଥରେ ଜିତିବା କଠିନ ହେବ

ଓ୍ବାଶିଂଟନ,୧୪/୮:ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ଆଉ ୩ ମାସରୁ କମ୍‌ ସମୟ ବାକି ଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ମୁଣ୍ଡବ୍ୟଥା ବଢ଼ାଇଦେଇଛନ୍ତି ତାଙ୍କ ଡେମୋକ୍ରାଟିକ୍‌ ପ୍ରତିଦ୍ୱନ୍ଦ୍ୱୀ ଜୋ ବିଡେନ ଓ ଉପରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସ୍‌। ବିଡେନ ହାରିସ୍‌ଙ୍କୁ ମଇଦାନକୁ ଓହ୍ଲାଇବା ପରେ…

ପ୍ରଚାର ମୋଡ଼ ବଦଳାଇଲେ କମଲା ହାରିସ୍‌

ଓ୍ବାଶିଂଟନ,୧୪/୮:ନଭେମ୍ବରରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ଆମେରିକାର ରାଜନୈତିକ ପାଣିପାଗରେ ଉଷ୍ମତା ଭରିଦେଇଛି। ବିଶେଷକରି ଭାରତୀୟ ବଂଶୋଦ୍ଭବ କାଲିଫର୍ନିଆ ସିନେଟର କମଲା ହାରିସ୍‌ ଡେମୋକ୍ରାଟିକ୍‌ ପାର୍ଟିରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଅବତୀର୍ଣ୍ଣ ପରେ ତାଙ୍କ ପ୍ରେସିଡେନ୍ସିଆଲ ନୋମିନି ଜୋ ବିଡେନଙ୍କ ପ୍ରଚାର…

ଖାତାରେ ଅଢ଼େଇ କୋଟି, ଦେଉଛନ୍ତି ଦେଢ଼ କୋଟି

ନୂଆଦିଲ୍ଲୀ,୧୪।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆ ଟିକସ ସଂସ୍କାର ‘ଫେସ୍‌ଲେସ୍‌ ଟାକ୍ସ ଆସେସ୍‌ମେଣ୍ଟ ଏବଂ ଅପିଲ୍‌’କୁ ଗୁରୁବାର ଶୁଭାରମ୍ଭ କରିଛନ୍ତି। ଏହା ଟିକସ ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ଅଧ୍ୟାୟ ବୋଲି କୁହାଯାଉଛି। ଟିକସ କ୍ଷେତ୍ରରେ ହେଉଥିବା ଦୁର୍ନୀତିକୁ ଏହା କମାଇବା ସହ ଟିକସଦାତାଙ୍କ…

କଷ୍ଟ ଦୂର କରିବ ନଷ୍ଟ ହେଉଥିବା ପାଣି

ପାଲଲହଡା,୧୪ା୮(ଡି.ଏନ.ଏ.) ନଷ୍ଟ ହେଉଥିବା ଝରଣା ପାଣିରେ ଚାଷୀଙ୍କ ଜଳ କଷ୍ଟ ଦୂର କରାଯିବ। ପାହାଡ଼ ଉପରେ ଚେକ୍‌ଡ୍ୟାମ ନିର୍ମାଣ କରାଯାଇ ୬୦୦ ଏକର ଜମିକୁ ଜଳସେଚନର ବ୍ୟବସ୍ଥା ହେବ। ଦୁଇଟି ପଞ୍ଚାୟତର ୭୦୦ ଚାଷୀଙ୍କ ଭାଗ୍ୟରେ ପରିବର୍ତ୍ତନ ଆଣିବାକୁ ଏପରି ଏକ…

କେନ୍ଦୁପତ୍ର କର୍ମଚାରୀ ସଂଘର ଦାବିପତ୍ର

ରେଢାଖୋଲ, ୧୪।୮(ଡି.ଏନ.ଏ.) କେନ୍ଦୁପତ୍ର ବିଭାଗରେ କାର୍ଯ୍ୟରତ ଚପରାସୀମାନଙ୍କ ଦରମା ପ୍ରଦାନ, ଚେକରମାନଙ୍କ ଛଟେଇକୁ ନେଇ ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘ ଅସନ୍ତୋଷ ପ୍ରକାଶ କରିଛି। ମହାମାରୀ କରୋନା ପାଇଁ ସିଜନାଲ କର୍ମଚାରୀ, ତୋଳାଳି, ବନ୍ଧେଇ ଶ୍ରମିକ ଦୁର୍ଦ୍ଦିନରେ ରହିଛନ୍ତି। ଏ ଦିଗରେ…

ଏଥର ଓଡିଶା ବାହାରେ ଓଜେଇଇ ପରୀକ୍ଷା କେନ୍ଦ୍ର

ଭୁବନେଶ୍ୱର,୧୩ା୮(ବ୍ୟୁରୋ)-ପରୀକ୍ଷାର୍ଥୀଙ୍କ ସୁବିଧା ପାଇଁ ଏଥର ଓଡ଼ିଶା ବାହାରେ ହେବ ଓଜେଇଇ ପରୀକ୍ଷା କେନ୍ଦ୍ର। ରାଜ୍ୟ ବାହାରେ ୩ଟି ସ୍ଥାନରେ ଅନ୍‌ଲାଇନ ପରୀକ୍ଷା କେନ୍ଦ୍ର କରିବାକୁ ଓଜେଇଇ ନିଷ୍ପତ୍ତି ନେଇଛି। ଏହିସବୁ କେନ୍ଦ୍ର ହେଲା ପାଟନା, ରାଞ୍ଚି ଓ କୋଲକାତା। ସେହିପରି ରାଜ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri