Home

ଏହି ଲୋକପ୍ରିୟ ଅଭିନେତାଙ୍କୁ ବାଡେଇଲେ ପୋଲିସ କର୍ମଚାରୀ!

ବଲିଉଡ୍‌ର ସୁପରହିଟ୍‌ ଫିଲ୍ମ ‘ଆଶିକୀ’ର ଅଭିନେତା ରାହୁଲ ରୟଙ୍କ ଏକ ଫଟୋ ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି। ନିଜେ ରାହୁଲ ଏହାକୁ ନିଜ ଇନ୍‌ଷ୍ଟାଗ୍ରାମ୍‌ରେ ଶେୟାର କରିଛନ୍ତି। ଫଟୋରେ ରାହୁଲଙ୍କୁ ୨ ପୋଲିସ କର୍ମଚାରୀ ବାଡାଉଥିବାର ଦେଖିବାକୁ…

ସ୍ବାଧିନତା ଦିବସରେ ସ୍କୁଲକୁ ଆସିବେନି ଛାତ୍ରୀଛାତ୍ର: ଜାରି ହେଲା ଗାଇଡ୍‌ଲାଇନ

ଭୁବନେଶ୍ୱର,୧୩ା୮(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏହାକୁ ଦୃଷ୍ଟିରେ ରଖି ଚଳିତବର୍ଷ ସ୍କୁଲରେ ସ୍ବାଧିନତା ଦିବସ ପାଳନ ନେଇ ଗୁରୁବାର ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡଲାଇନ ଜାରି ହୋଇଛି। ଗାଇଡଲାଇନ ଅନୁସାରେ, ପ୍ରତି ସ୍କୁଲରେ ସ୍ବାଧିନତା…

କରୋନାରେ ଘରକୁ ବନ୍ଧୁ ଆଣିବାରୁ ହତ୍ୟା

ଜଗନ୍ନାଥପ୍ରସାଦ,୧୩ା୮(ଡି.ଏନ୍‌.ଏ.)-କରୋନାରେ ଘରକୁ ବନ୍ଧୁ ଆଣିବାରୁ ଘଟିଛି ବିଭତ୍ସ ହତ୍ୟାକାଣ୍ଡ। ଏପରି ଅଭାବନୀୟ ଘଟଣା ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା କରଡାପଲ୍ଲୀ ଗ୍ରାମରେ ବୁଧବାର ମଧ୍ୟରାତ୍ରରେ ଦେଖିବାକୁ ମିଳିଛି। ହତ୍ୟାର ଶିକାର ହୋଇଛନ୍ତି ଗ୍ରାମର ପ୍ରମୋଦ ବେହେରା (୪୮)। ପୋଲିସ କହିଛି, ପ୍ରମୋଦଙ୍କ…

ରାଜ୍ୟରେ ସୁସ୍ଥ ହେଲେ ୧୪୨୨ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ ରହିଛନ୍ତି…

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ୨୭ ଜିଲାରୁ ୧୪୨୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୩୭,୯୦୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌କରି ସୂଚନା…

ଭୁବନେଶ୍ୱରରୁ ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୧୦୧

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଗୁରୁବାର ୨୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୩୨ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୦୫ ଲୋକାଲ କେସ୍‌ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)…

୨୦ ସୁଦ୍ଧା ଦୈନିକ ୫୦ ହଜାର ଟେଷ୍ଟ

ଭୁବନେଶ୍ୱର, ୧୩ା୮(ବ୍ୟୁରୋ) – କରୋନା ମୁକାବିଲାକୁ ରାଜ୍ୟ ସରକାର ଆହୁରି ବ୍ୟାପକ କରିଛନ୍ତି। ବିଶେଷକରି ପଜିଟିଭ୍‌ ଚିହ୍ନଟ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ସର୍ବାଧିକ ୪୦ ହଜାରରୁ ଅଧିକ କୋଭିଡ୍‌ ଟେଷ୍ଟ କରାଯାଇଛି। ଏନେଇ ଅତିରିକ୍ତ…

ମା’ଙ୍କ ମୃତ୍ୟୁ ପରେ କାନ୍ଦି ନ ଥିଲେ ସଞ୍ଜୟ ଦତ୍ତ: ଜାଣନ୍ତୁ କାହିଁକ…

ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତ ଫୁସ୍‌ଫୁସ୍‌ କର୍କଟ (କ୍ୟାନସର) ରୋଗରେ ପୀଡିତ ଅଛନ୍ତି। ବର୍ତ୍ତମାନ ଏହା ତୃତୀୟ ଷ୍ଟେଜ୍‌ରେ ଅଛି। ଏହି ଖବର ଜଣାପଡ଼ିବା ପରେ ତାଙ୍କ ପ୍ରଶସକମାନେ ଦୁଃଖ ପ୍ରକାଶ କରିବା ସହ ତାଙ୍କର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛନ୍ତି।…

ଆଜି କଟକରୁ ୧୧୫ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୧୩।୮-କଟକ ସହରରୁ ଗୁରୁବାର ପୁଣି ୧୧୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୬୩ ଜଣ, କଣ୍ଟେନମେଣ୍ଟ ଜୋନରୁ ୨୪ ଜଣ ଓ ୨୮ ଲୋକଲ କଣ୍ଟାକ୍ଟ କେସ୍‌ ରହିଛି। ମାଛୁଆ ବଜାରରୁ ୧୧ ଜଣ,…

କରୋନାରେ ମୃତ ବାଳକଙ୍କ ଶବ ନେଲେ ନାହିଁ ପରିବାର: ଅନ୍ତିମ ସଂସ୍କାର ପାଇଁ ଠେଲାରେ ବୋହି ନିଆଗଲା

ହାଇଦ୍ରାବାଦ, ୧୩।୮:  ମହାମାରୀ କରୋନା ସମଗ୍ର ବିଶ୍ୱରେ ହଇଚଇ ସୃଷ୍ଟି କରିଛି। ତେବେ ଆନ୍ଧ୍ରପ୍ରଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦୃତ ଗତିରେ ବଢ଼ିବାରେ ଲାଗିଛି। ଏଭଳି ପରିସ୍ଥିତିରେ ଜଣେ କରୋନା ରୋଗୀଙ୍କୁ ଅବହେଳା କରିବା ଘଟଣା ସମ୍ମୁଖକୁ ଆସିଛି। ଆନ୍ଧ୍ରପ୍ରଦେଶରେ କରୋନା…

ବ୍ରହ୍ମପୁରରେ ୩୧ ପ୍ରତିଶତ ଲୋକଙ୍କଠାରେ ଆଣ୍ଟିବଡ଼ି ବିକଶିତ ହୋଇଛି

ଭୁବନେଶ୍ୱର, ୧୩।୮(ବ୍ୟୁରୋ)-ଗ୍ରାମର ଏକ ତୃତୀୟାଂଶ ଲୋକଙ୍କ ନିିକଟରେ ଆଣ୍ଟିବଡ଼ି ସୃଷ୍ଟି ହୋଇଛି। ନିକଟରେ ବ୍ରହ୍ମପୁରରେ ଶେଷ ହୋଇଥିବା ସେରୋ ସର୍ଭିଲାନ୍ସ ସର୍ଭେରୁ ଏହା ଜଣାପଡ଼ିଛି। ବ୍ରହ୍ମପୁରରେ ଗତ ୩ରୁ ୭ ତାରିଖ ମଧ୍ୟରେ ହୋଇଥିବା ସେରୋ ସର୍ଭେ ରିପୋର୍ଟ ରାଜ୍ୟ ସରକାରଙ୍କୁ…

ଅଙ୍ଗଦାନ କରିଥିବା ୩ ମହିଳାଙ୍କ ପରିବାରକୁ ସୁରଜ ସମ୍ମାନ

ଭୁବନେଶ୍ୱର,୧୩।୮(ବ୍ୟୁରୋ)-ଅଙ୍ଗଦାନ କରିଥିବା ୩ ମହିଳାଙ୍କ ପରିବାରକୁ ମିଳିଛି ସୁରଜ ସମ୍ମାନ। ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଙ୍ଗଦାନ କରିଥିବା ମହିଳାଙ୍କ ପରିବାରଙ୍କୁ ସୂରଜ ସମ୍ମାନ ପ୍ରଦାନ କରିଛନ୍ତି। ଅଙ୍ଗଦାତା ବ୍ରହ୍ମପୁରର ପ୍ରିୟଙ୍କା ପାତ୍ର, ଭୁବନେଶ୍ୱରର ସୁଚିତ୍ରା ଦାସ…

ଫିଟୁଛି ଗୁମର: ୨୦୨୦ରେ ହଲିଉଡ୍‌ରେ କାମ କରିବାକୁ ଚାହୁଁଥିଲେ ସୁଶାନ୍ତ ସିଂ ରାଜପୁତ

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଘଟଣାକୁ ଇତିମଧ୍ୟରେ ୨ ମାସ ବିତିଯାଇଛି। ହେଲେ ଆଜି ପର୍ଯ୍ୟନ୍ତ ତାଙ୍କ ମୃତ୍ୟୁ ରହସ୍ୟର ପରଦା ଫିଟୁ ନାହିଁ। ସୁଶାନ୍ତଙ୍କ ମୃତ୍ୟୁ ତଥା ଜୀବନ ସହ ଜଡିତ ନୂଆ ନୂଆ କଥା ପ୍ରତିଦିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri