କୋଭିଡ୍ ହସ୍ପିଟାଲରେ ଜନ୍ମ ନେଲେ ଦୁଇ ଶିଶୁ
ରାଉରକେଲା ଅଫିସ,୮।୭-ରାଉରକେଲା କୋଭିଡ୍ ହସ୍ପିଟାଲରେ ଆଡମିଟ ଥିବା ୨ଜଣ କରୋନା ଆକ୍ରାନ୍ତ ମହିଳା ସୁରକ୍ଷିତ ଭାବେ ଏକ କନ୍ୟା ଓ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ବୁଧବାର ଜିଲାପାଳ ନିଖିଲ ପୱନ କଲ୍ୟାଣ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି। ତେବେ…
ଝିଅ ପରେ ମା’ କରୋନା ଆକ୍ରାନ୍ତ
ବରଗଡ଼ ଅଫିସ୍,୮।୭- ବରଗଡ଼ ଜିଲାରେ ବୁଧବାର ପୁଣି ଜଣେ କରୋନା(କୋଭିଡ୍-୧୯) ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଜଣକ ଅତାବିରା ବ୍ଲକ୍ ଅଧୀନ କୁଲୁଣ୍ଡା ଗ୍ରାମର ଜଣେ ମହିଳା। ଭୁବନେଶ୍ୱରସ୍ଥିତ ଏମ୍ସରେ ଚିକିତ୍ସାଧୀନ ଥିବା ତଥା ପୂର୍ବରୁ କରୋନାରେ ସଂକ୍ରମିତ ନିଜ…
ଘୁଞ୍ଚିଲା ଓଜେଇଇ ଆବେଦନ ଅବଧି
ଭୁବନେଶ୍ୱର, ୮।୭(ବ୍ୟୁରୋ):ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ପାଇଁ ଆବେଦନ ସମୟ ଘୁଞ୍ଚାଯାଇଛି। ଏ ନେଇ ଓଜେଇଇ ଅଧ୍ୟକ୍ଷକଙ୍କ ପକ୍ଷରୁ ବୁଧବାର ସୂଚନା ମିଳିଛି। ରାଜ୍ୟରେ ବର୍ତ୍ତମାନ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଆବେଦନ ଏବଂ ଫି’ ଦାଖଲ ଅବଧିକୁ ବୃଦ୍ଧି…
ଅକ୍ଟୋବର ୨ରୁ ସବୁ ସରକାରୀ ସେବା ଅନ୍ଲାଇନ
ଭୁବନେଶ୍ୱର,୮ା୭(ବ୍ୟୁରୋ)- ରାଜଧାନୀରେ ଥିବା ବହୁମୂଲ୍ୟ ସରକାରୀ ଜମିକୁ ଜଗିବ ଭୁବନେଶ୍ୱର ଲ୍ୟାଣ୍ଡ ୟୁଜ୍ ଇଣ୍ଟେଲିଜେନ୍ସ ସିଷ୍ଟମ(ବ୍ଲୁଇସ) । ଏହା ଏକ ଓ୍ବେବ୍ ଓ ମୋବାଇଲ ଆପ ଆଧାରିତ ବ୍ୟବସ୍ଥା। ଉଚ୍ଚ ଶକ୍ତିସମ୍ପନ୍ନ ଉପଗ୍ରହ ଚିତ୍ର ମାଧ୍ୟମରେ ଭୁବନେଶ୍ୱର ଅଞ୍ଚଳରେ ଥିବା ସମସ୍ତ…
ସୁଶାନ୍ତଙ୍କ ଭଳି ଅବିକଳ ଦେଖାଯାଉଛନ୍ତି ଏହି ଯୁବକ
ମୁମ୍ବାଇ: ବଲିଉଡ୍ ଭର୍ସାଟାଇଲ ଅଭିନେତା ସୁଶାନ୍ତ ସିଂହ ରାଜପୁତ ଏବେ ଚିର ନିଦ୍ରାରେ। ତାଙ୍କ ମୃତ୍ୟୁକୁ ଦୀର୍ଘ ଦିନ ବିତିଯାଇଥିଲେ ମଧ୍ୟ ପ୍ରଶଂସକ ଏହାକୁ ସହଜରେ ଗ୍ରହଣ କରିପାରୁନାହାନ୍ତି। ଅନେକ ସମୟରେ ପ୍ରଶଂସକମାନେ ସୁଶାନ୍ତଙ୍କ ଫଟୋ ଓ ଭିଡିଓକୁ ସୋସିଆଲ ମିଡିଆରେ…
୧୫ ନେତାଙ୍କୁ ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ଦାୟିତ୍ୱ
ଭୁବନେଶ୍ୱର,୮ା୭(ବ୍ୟୁରୋ)-ବିଜୁ ଜନତା ଦଳର ସାଂଗଠନିକ ସ୍ତରରେ ପୁଣି ଏକ ଅଦଳ ବଦଳ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫ ଜଣ ବରିଷ୍ଠ ନେତାଙ୍କୁ ବରିଷ୍ଠ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତି ଦେବା ସହିତ ବିଭିନ୍ନ ଦାୟିତ୍ୱ ବଣ୍ଟନ…
ଏହି ରାଜ୍ୟର କଣ୍ଟେନମେଣ୍ଟ ଜୋନରେ ଆହୁରି ୭ ଦିନ ବଢ଼ିଲା ଲକ୍ଡାଉନ
କୋଲକାତା,୮।୭: କରୋନା ସଂକ୍ରମଣ ବଢ଼ୁଥିବା ମାମଲାକୁ ଦେଖି ରାଜ୍ୟର କଣ୍ଟେନମେଣ୍ଟ ଜୋନ ଗୁଡ଼ିକରେ ଆହୁରି ୭ଦିନ ଯାଏ ଲକ୍ଡାଉନ ଅବଧିକୁ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି ପଶ୍ଚିମବଙ୍ଗ ସରକାର। ଗୁରୁବାର ସନ୍ଧ୍ୟାା ୫ଟାରୁ ଏହି ଲକ୍ଡାଉନ ଆରମ୍ଭ ହେବ। ଏହି ଲକ୍ଡାଉନ ୭…
ବିକାଶ ଦୁବେଙ୍କ ଗିରଫ ହୋଇଥିବା ୩ ସହଯୋଗୀଙ୍କ ମଧ୍ୟରୁ ଜଣେ କରୋନା ପଜିଟିଭ୍
କାନପୁର,୮।୭: କାନପୁରରେ ୮ଜଣ ପୋଲିସ କର୍ମଚାରୀଙ୍କୁ ହତ୍ୟା କରିଥିବା ଅଭିଯୁକ୍ତ ଦୁର୍ଦ୍ଦାନ୍ତ ଅପରାଧୀ ବିକାଶ ଦୁବେଙ୍କ ୩ସହଯୋଗୀଙ୍କ ମଧ୍ୟରୁ ଜଣଙ୍କୁ କରୋନା ପଜିଟିଭ୍ ହୋଇଥିବା ଜଣାପଡ଼ିଛି। ବୁଧବାର ଫରିଦାବାଦରୁ ଅଙ୍କୁର, ତାଙ୍କ ପିତା ଶ୍ରବଣ ଓ ପ୍ରଭାତଙ୍କୁ କାନପୁର ପୋଲିସ ଗିରଫ…
ଶିଶୁ ଭବନରୁ ଆଉ ଜଣେ ଶିଶୁ କରୋନା ଆକ୍ରାନ୍ତ
କଟକ ଅଫିସ,୮।୭-କଟକ ଶିଶୁ ଭବନରେ ବୁଧବାର ଦ୍ୱିତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ହେଉଛନ୍ତି ଜଗତସିଂହପୁର ଅଞ୍ଚଳର ୬ ବର୍ଷର ଶିଶୁ ପୁତ୍ର। ଗତକାଲି ଶିଶୁ ଭବନର ଆଇସୋଲେସନ ଓ୍ବାର୍ଡରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ସ୍ବାବ୍ ଟେଷ୍ଟ…
ଅପରାଧୀ ବିକାଶ ଦୁବେ ମାମଲା: ଚୌବେପୁର ଥାନାର ପୂର୍ବତନ ଏସ୍ଓ ଗିରଫ
କାନପୁର,୮।୭: ୫ଲକ୍ଷ ଟଙ୍କା ପୁରସ୍କାର ଘୋଷଣା ହୋଇଥିବା ଦୁର୍ଦ୍ଦାନ୍ତ ଅପରାଧୀ ବିକାଶ ଦୁବେଙ୍କୁ ସହାୟତା କରୁଥିବା ୨ପୋଲିସ ଅଧିକାରୀଙ୍କୁ ଗିରଫ କରାଯାଇଛି। ବୁଧବାର ଚୌବେପୁରର ଥାନାର ନିଲମ୍ବିତ ଏସ୍ଓ ବିନୟ ତିୱାରୀ ଓ ସବ୍-ଇନ୍ସପେକ୍ଟର କେ.କେ. ଶର୍ମାଙ୍କୁ ଗରିଫ କରାଯାଇଛି। ବୁଧବାର…
ଗଞ୍ଜାମ ଜିଲାକୁ ବନ୍ଦ ହେଲା ଟ୍ରେନ୍ ସେବା
ଭୁବନେଶ୍ୱର, ୮ା୭(ବ୍ୟୁରୋ)-ଗଞ୍ଜାମରେ କୋଭିଡ-୧୯ ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଜିଲାରେ ଟ୍ରେନ୍ ସେବାକୁ ବନ୍ଦ କରାଯାଇଛି। ସଂକ୍ରମଣକୁ ରୋକିବା ପାଇଁ ଗଞ୍ଜାମ ଜିଲାର ସମସ୍ତ ଷ୍ଟେସନ ସହ ବାଲୁଗାଁ ଷ୍ଟେସନ ଠାରେ ଯାତ୍ରୀବାହୀ ଟ୍ରେନ ଗୁଡିକର ରହଣି ବନ୍ଦ କରାଯିବାକୁ ନିଷ୍ପତ୍ତି…
ଗଲଓ୍ବାନ ପରେ ଏହି ବିବାଦୀୟ ଅଞ୍ଚଳରୁ ହଟିଲା ଚାଇନା ସେନା
ଲେହ,୮।୭: ଗତ ୨ ମାସରୁ ପୂର୍ବ ଲଦାଖରେ ଚାଇନା ଓ ଭାରତ ମଧ୍ୟରେ ଜାରି ରହିଥିବା ସୀମା ବିବାଦ ଏବେ କିଛି ମାତ୍ରାରେ କମ୍ ହେଉଥିବା ଦେଖିବାକୁ ମିଳିଛି। ମିଳିଥିବା ସୂଚନା ଅନୁସାରେ ଚାଇନା ଲଦାଖର ଏକ ବିବାଦୀୟ ଅଞ୍ଚଳରୁ ନିଜ…
Archives


