ଏହି ଲୋକପ୍ରିୟ ଅଭିନେତାଙ୍କୁ ଗୁଳିକରି ହତ୍ୟା: ପ୍ରେମିକାଙ୍କ ଘର ସମ୍ମୁଖରୁ ମିଳିଲା ମୃତଦେହ
ହଲିଉଡ୍ର ଲୋକପ୍ରିୟ ଅଭିନେତା ଏଡି ହୈଜଲଙ୍କର ମୃତ୍ୟୁ ଘଟିଛି। ୩୦ ବର୍ଷୀୟ ଏହି ଅଭିନେତାଙ୍କୁ କେହି ଗୁଳିକରି ହତ୍ୟା କରିଥିବା ଜଣାପଡ଼ିଛି। ଟେକ୍ସାସର ଗ୍ରାଣ୍ଡ ପ୍ରିରିରେ ଗର୍ଲଫ୍ରେଣ୍ଡଙ୍କ ଆପାର୍ଟମେଣ୍ଟ ସମ୍ମୁଖରୁ ତାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହି ଘଟଣା ଘଟିବା ପରେ…
୧ ମିନିଟ୍ରେ ୩୪ଥର ପୁଲ୍ଅପ୍ସ ମାରି ବିଶ୍ୱ ରେକର୍ଡ ହାସଲ କଲେ ଏହି ମହିଳା
ଆମେରିକାର ପଶ୍ଚିମ ଭର୍ଜିନିଆରେ ରହୁଥିବା ଫିଟ୍ନେସ୍ ଟ୍ରେନର୍ ରୂପା ହୁଲେଟ୍ ଗିନିଜ୍ ବୁକ୍ ଅଫ୍ ରେକର୍ଡସରେ ସ୍ଥାନ ପାଇଛନ୍ତି। ସେ ଗୋଟିଏ ମିନିଟ୍ରେ ୩୪ଥର ପୁଲ୍ଅପ୍ସ୍ ମାରିବାର କାରନାମା କରିଛନ୍ତି। ଲକ୍ଡାଉନ୍ରେ ସ୍ବାମୀଙ୍କ ସହ ଟାଇମ୍ପାସ୍ କରିବା ପାଇଁ ଏକ ଫିଟ୍ନେସ୍…
ଏହି ଲୋକପ୍ରିୟ ଅଭିନେତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣିଲେ ସ୍ବାମୀ
ଛୋଟ ପରଦାର ଲୋକପ୍ରିୟ ଅଭିନେତ୍ରୀ ଶ୍ୱେତା ତିଓ୍ବାରୀଙ୍କ ବ୍ୟକ୍ତିଗତ ଜୀବନ ସବୁବେଳେ ଚର୍ଚ୍ଚାରେ ରହିଆସିଛି। ପ୍ରଥମ ସ୍ବାମୀଙ୍କ ଠାରୁ ଅଲଗା ହେବା ପରେ ଶ୍ୱେତା ୨୦୧୩ରେ ଅଭିନଭ କୋହଲିଙ୍କୁ ବିବାହ କରିଥିଲେ। ବିବାହ ପରେ ଉଭୟଙ୍କର ଏକ ପୁତ୍ର ସନ୍ତାନ ଜନ୍ମ…
ଆର୍ଆର୍ ନଗରରେ ୪୨ ହଜାର ନକଲି ଭୋଟର: ଭାଜପାକୁ ଦୋଷ ଦେଲା କଂଗ୍ରେସ
ବେଙ୍ଗାଲୁରୁ,୩।୧୧: କର୍ନାଟକରେ ମଙ୍ଗଳବାର ଆର୍ଆର୍ ନଗର(ରାଜରାଜେଶ୍ୱରୀ ନଗର) ଏବଂ ତୁମକୁରର ସିରା ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ମତଦାନ ଜାରି ରହିଛି। ରାଜ୍ୟ କଂଗ୍ରେସ ଅଧ୍ୟକ୍ଷ ଡି.କେ. ଶିବ କୁମାର ଶାସକ ଭାଜପା ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ଆର୍ଆର୍ ନଗରରେ ଜାଣିଶୁଣି…
ଏହି ଅଭିନେତ୍ରୀଙ୍କ ପ୍ରେମରେ ଉବୁଟୁବୁ ସିଦ୍ଧାର୍ଥ ମାଲହୋତ୍ରା
ଅଭିନେତ୍ରୀ କିଆରା ଆଡଭାନୀଙ୍କ ପ୍ରେମରେ ପଡିଛନ୍ତି ଅଭିନେତା ସିଦ୍ଧାର୍ଥ ମାଲହୋତ୍ରା। ଦୀର୍ଘ ଦିନ ଧରି ଉଭୟ ପରସ୍ପରକୁ ଡେଟ୍ କରୁଥିବା ଚର୍ଚ୍ଚା ହେଉଛି। ଉଭୟଙ୍କୁ ଅନେକ ପାର୍ଟିରେ ଅନେକ ଥର ଏକାଠି ନଜର ଆସିଥିଲେ। ଅବଶ୍ୟ ଦୁହେଁ ଏନେଇ କୌଣସି ପ୍ରତିକ୍ରିୟା…
ଗେହଲଟ ସରକାରଙ୍କ ନୂଆ ଆଇନ: ମାସ୍କ ପିନ୍ଧିବା ଅନିବାର୍ଯ୍ୟ
ଜୟପୁର,୩।୧୧: ଦେଶର ପ୍ରଥମ ରାଜ୍ୟ ଭାବେ ରାଜସ୍ଥାନରେ ସର୍ବ ସାଧାରଣସ୍ଥଳରେ ମାସ୍କ ପିନ୍ଧିବାକୁ ଅନିବାର୍ଯ୍ୟ କରାଯାଇଛି। ରାଜ୍ୟରେ ଦନକୁ ଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ବିଧାନସଭାରେ…
ଚାଇନାରେ ହେଲା ଟଙ୍କା ବର୍ଷା !
ବେଜିଂ,୩।୧୧: ଡ୍ରଗ୍ସ୍ ନେବା ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ। ତେବେ ଚାଇନାରେ ଜଣେ ଡ୍ରଗ୍ସ୍ ସେବନକାରୀଙ୍କ ଯୋଗୁ ଲୋକେ ମାଲା ମାଲ୍ ହୋଇଛନ୍ତି। ସମୃକ୍ତ ଯୁବକ ଜଣକ ଡ୍ରଗ୍ସ୍ ନିଶାରେ ସେ ବାସ କରୁଥିବା ୩୦ ମହଲା କୋଠାର ବାଲକୋନୀରୁ ଟଙ୍କା ଉଡ଼ାଇଥିଲେ।…
ଭାବବିହ୍ବଳ ହୋଇ ଆଇପିଏଲ୍କୁ ବାଏ ବାଏ କହିଲେ ଏହି ପ୍ରସିଦ୍ଧ ଅଲରାଉଣ୍ଡର
ଚେନ୍ନାଇ ସୁପର୍ କିଙ୍ଗସ ଷ୍ଟାର୍ ଅଲରାଉଣ୍ଡର ଶେନ ୱାଟସନ ସମସ୍ତ ପ୍ରକାରର କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। କିଙ୍ଗସ ଇଲେଭେନ ପଞ୍ଜାବ ବିପକ୍ଷ ମ୍ୟାଚ ପରେ ୩୯ ବର୍ଷୀୟ ୱାଟସନ ସିଏସକେର ସାଥି ଖେଳାଳିଙ୍କୁ ଭାବବିହ୍ବଳ ହୋଇ ନିଜ ଅବସର ନେଇ…
ବାବ୍ରି ମାମଲାର ରାୟ ଦେଇଥିବା ବିଚାରପତିଙ୍କ ସୁରକ୍ଷା ବୃଦ୍ଧିକୁ ନା
ନୂଆଦିଲ୍ଲୀ,୩।୧୧: ବାବ୍ରି ମସ୍ଜିଦ ଭଙ୍ଗ ମାମଲାର ରାୟ ଶୁଣାଇଥିବା ବିଚାରପତି ସୁରେନ୍ଦ୍ର କୁମାର ଯାଦବଙ୍କ ସୁରକ୍ଷା ବୃଦ୍ଧି କରିବାକୁ ସୁପ୍ରିମକୋର୍ଟ ସୋମବାର ମନା କରିଛନ୍ତି। ୨୦୧୫ରୁ ସେ ବାବ୍ରି ଭଙ୍ଗ ମାମଲାର ବିଚାର କରିଆସୁଥିବାରୁ ସୁପ୍ରିମକୋର୍ଟ ତାଙ୍କ କାର୍ଯ୍ୟକାଳ ବୃଦ୍ଧି କରିଥିଲେ।…
ଲଗାତର ୪ ମ୍ୟାଚ୍ ପରାଜୟ ସତ୍ତ୍ୱେ କେମିତି ଫ୍ଲେ-ଅଫ୍ରେ ପହଞ୍ଚିଲା ବେଙ୍ଗାଲୁରୁ, ଜାଣନ୍ତୁ ପୂରା ଗଣିତ
ଦୁବାଇ,୩।୧୧:ଆଇପିଏଲ ୨୦୨୦ ରେ ପ୍ଲେ ଅଫ ଯୋଗ୍ୟତା ପାଇଁ ଆଉ ମାତ୍ର ଗୋଟିଏ ଲିଗ୍ ମ୍ୟାଚ୍ ବାକି ଅଛି। ତେବେ ସୋମବାର ଆବୁଧାବିରେ ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଉଭୟ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳ ପ୍ଲେ ଅଫ…
୩୦ ସହରବାସୀ ଭୋଗିବେ ଜଳଯନ୍ତ୍ରଣା
ନୂଆଦିଲ୍ଲୀ,୩।୧୧(ଆଇଏଏନ୍ଏସ୍): କଥାରେ ଅଛି ଜଳ ହିଁ ଜୀବନ। ଜଳ ବିନା ଜୀବଜଗତ ତିଷ୍ଠିରହିବା ଅସମ୍ଭବ। ହେଲେ ଜଳବାୟୁରେ ପରିବର୍ତ୍ତନ ସହ ସାମାଜିକ ଚାଲିଚଳଣି ପରିବେଶକୁ ବିଗାଡ଼ିବାରେ ଲାଗିଛି। ଏବେଠାରୁ ଏହାକୁ ନ ସୁଧାରିଲେ କିମ୍ବା ଏନେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା…
ପୋଲାଣ୍ଡରେ ଗର୍ଭପାତ ଆଇନକୁ ବିରୋଧ
ଓ୍ବାର୍ସା,୩ା୧୧: ଭ୍ରୂଣଗତ ତ୍ରୁଟି କାରଣରୁ ଗର୍ଭପାତ ଅସାମ୍ବିଧାନିକ ବୋଲି ପୋଲାଣ୍ଡର ଏକ ଅଦାଲତ ରାୟ ଦେବା ପରେ ଏହା ବିରୋଧରେ ସେଠାରେ ବିକ୍ଷୋଭ ଜୋର୍ଦାର ହୋଇଛି। ରାଜଧାନୀ ଓ୍ବାର୍ସାରେ ଗତ ଶୁକ୍ରବାର ଲକ୍ଷାଧିକ ମହିଳା ଏକାଠି ହୋଇ ଦୀର୍ଘ ୭ ଘଣ୍ଟା…

