ନନ୍ଦନକାନନ ପାଳିଲା ବିଶ୍ୱ ହସ୍ତୀ ଦିବସ
ବାରଙ୍ଗ,୧୩।୮(ଡି.ଏନ୍.ଏ.): ନନ୍ଦନକାନନରେ ବୁଧବାର ବିଶ୍ୱ ହସ୍ତୀ ଦିବସ ନିରାଡ଼ମ୍ବରରେ ପାଳିତ ହୋଇଯାଇଛି। ମହାମାରୀ କରୋନା ପାଇଁ ସବୁ କିଛି ଫିକା ପଡ଼ିଯାଇଥିଲା। ଏଥର ହାତୀମାନଙ୍କୁ ସାଜସଜ୍ଜା କରାଯାଇ ନ ଥିଲା। କେବଳ ସେମାନଙ୍କୁ ସୁସ୍ବାଦ ଖାଦ୍ୟ ଖାଇବାକୁ ଦିଆଯାଇଥିଲା। ଏହାକୁ ହାତୀଶାଳରେ…
ମୁଣ୍ଡ ଟେକିଲାଣି ଡି-ବ୍ରଦର୍ସ ଗ୍ୟାଙ୍ଗ୍
କଟକ ଅଫିସ,୧୩।୮: ଅନେକ ଦିନର ବ୍ୟବଧାନ ପରେ ଗ୍ୟାଙ୍ଗଷ୍ଟାର ଧଳସାମନ୍ତ ଭ୍ରାତାଙ୍କ ଡି-ଗ୍ୟାଙ୍ଗ ସହରରେ ପୁଣି ମୁଣ୍ଡ ଟେକିଲାଣି। ଗ୍ୟାଙ୍ଗର ପୂର୍ବତନ ସଦସ୍ୟଙ୍କୁ ଫେରାଇଆଣି ଧଳସାମନ୍ତ ଭ୍ରାତାଙ୍କ ଆପରାଧିକ ସାମ୍ରାଜ୍ୟକୁ ପୁଣିଥରେ ମଜଭୁତ୍ କରିବା ପାଇଁ ଉଦ୍ୟମ ଚାଲିଛି। ବିଭିନ୍ନ ଅପରାଧ…
ଯୁବଗୋଷ୍ଠୀ ଦେଶ ଓ ବିଶ୍ୱର ଭବିଷ୍ୟତ
ଭୁବନେଶ୍ୱର,୧୩।୮(ବ୍ୟୁରୋ): ବିଶ୍ୱ ଓଡ଼ିଆ ମହାସଂଘ ପକ୍ଷରୁ ବୁଧବାର ବିଶ୍ୱ ଯୁବଦିବସ ଭିଡିଓ କନଫରେନ୍ସ ମାଧ୍ୟମରେ ପାଳିତ ହୋଇଯାଇଛି। ବିଶ୍ୱ ଓଡ଼ିଆ ମହାସଂଘର ସଭାପତି ସୁରେନ୍ଦ୍ର ନାଥ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ କୃଷିମନ୍ତ୍ରୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀ…
ଶ୍ରୀଦେବୀଙ୍କୁ ପ୍ରପୋଜ କରିଥିଲେ ବିବାହିତ ପୁରୁଷ, ଉତ୍ତର ମିଳିଥିଲା ଏମିତି
ଅଶୀ ଦଶକରୁ ପ୍ରାୟ ଏକ ଦଶନ୍ଧି ଧରି ଦର୍ଶକଙ୍କ ହୃଦୟରେ ବିଭିନ୍ନ ଚରିତ୍ରରେ ନିଖୁଣ ଅଭିନୟ କରି ଦର୍ଶକଙ୍କ ମହଲରେ ହଇଚଇ ସୃଷ୍ଟି କରିଥିବା ଏହି ବଲିଉଡ ଅଭିନେତ୍ରୀ ଥିଲେ ଶ୍ରୀଦେବୀ। ୧୯୬୩ ମସିହା ଅଗଷ୍ଟ ୧୩ ତାରିଖରେ ସେ ଜନ୍ମ…
ରାଜଧାନୀ ଉପକଣ୍ଠରୁ ପ୍ରାଚୀନ ସଭ୍ୟତାର ସନ୍ଧାନ
ଭୁବନେଶ୍ୱର(ବ୍ୟୁରୋ),୧୩।୮:ଭୁବନେଶ୍ୱର ଉପକଣ୍ଠ ହାଇଟେକ୍ ଛକଠାରୁ ୭ କିଲୋମିଟର ଦୂର କୁଆଖାଇ ନଦୀର ଦକ୍ଷିଣ ପାର୍ଶ୍ୱରେ ଅବସ୍ଥିତ ବରିମୁଣ୍ଡ ଗ୍ରାମରୁ ପ୍ରାଚୀନ ସଭ୍ୟତାର ସନ୍ଧାନ ମିଳିଛି। ବରିମୁଣ୍ଡ ଗ୍ରାମର ଜଳଯୋଗାଣକେନ୍ଦ୍ର ନିକଟରେ ଏକ ପାଣିଟାଙ୍କି ନିର୍ମାଣକାର୍ଯ୍ୟ ଆରମ୍ଭ ହୋଇଥିଲା। ଏହି ପାଣି ଟାଙ୍କିର…
୧୨୧ ପୋଲିସଙ୍କୁ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଉତ୍କର୍ଷ ମେଡାଲ
ନୂଆଦିଲ୍ଲୀ, ୧୩।୮(ଆଇଏଏନ୍ଏସ୍): ତଦନ୍ତରେ ଉତ୍କର୍ଷ ନିମନ୍ତେ ୨୦୨୦ ବର୍ଷ ଲାଗି ମର୍ଯ୍ୟାଦାଜନକ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ମେଡାଲ ଦେଶର ୧୨୧ ପୋଲିସ କର୍ମଚାରୀଙ୍କୁ ପ୍ରଦାନ କରାଯାଇଥିବା ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଘୋଷଣା କରାଯାଇଛି। କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ରୁ ୧୫ ଅଧିକାରୀ ପୁରସ୍କୃତ ହୋଇଥିବାବେଳେ…
ଦଳେଇପୁଟରେ ବୋମା ମାଡ଼
ଖୋର୍ଦ୍ଧା ଅଫିସ, ୧୩।୮: ଖୋର୍ଦ୍ଧା ସଦର ଥାନା ଅଧୀନ ଦଳେଇପୁଟ ଗ୍ରାମର ହୃଦାନନ୍ଦ ସ୍ବାଇଁଙ୍କ ଘର ଉପରକୁ ବୋମାମାଡ଼ ହୋଇଛି। ଏଥିରେ ୨ଜଣ ଆହତ ହୋଇଛନ୍ତି। ଖବର ପାଇ ପୋଲିସ ପହଞ୍ଚି ଅଫୁଟା ବୋମା ଓ ହୃଦାନନ୍ଦଙ୍କ ଘରର କ୍ଷତିଗ୍ରସ୍ତ ଝରକାର…
ଲଦାଖରେ ମୁତୟନ ହେଲା ହାଲ୍ ଯୁଦ୍ଧବିମାନ
ନୂଆଦିଲ୍ଲୀ, ୧୩।୮: ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍ (ହାଲ୍) ଦ୍ୱାରା ନିର୍ମିତ ଦୁଇଟି ହାଲୁକା ଲଢ଼ୁଆ ହେଲିକପ୍ଟର (ଏଲ୍ସିଏଚ୍)କୁ ଲଦାଖ ସେକ୍ଟରରେ ମୁତୟନ କରାଯାଇଛି। ଚାଇନା ସହ ସୀମାବିବାଦ ଲାଗି ରହିଥିବାବେଳେ ଉକ୍ତ ହେଲିକପ୍ଟର ଭାରତୀୟ ବାୟୁସେନାକୁ ତ୍ୱରିତ୍ ସହାୟତା ଯୋଗାଇଦେବ ବୋଲି…
ଶାଶୁଙ୍କ ସହ ଝଗଡା କରି ଏମିତି ପଦକ୍ଷେପ ନେଲେ ବୋହୂ
କୁହାଯାଏ ପ୍ରେମରେ ଲୋକ ଅନ୍ଧ ହୋଇଯାନ୍ତି। ପ୍ରେମକୁ ହାସଲ କରିବା ପାଇଁ ଲୋକେ କିଛି ବି କରିବାକୁ ପ୍ରସ୍ତୁତ ଥାନ୍ତି। ଏହାର ଏକ ନିଚ୍ଛକ ଉଦାହରଣ ଦେଖିବାକୁ ମିଳିଛି। ରିକି ଆଶ୍ ନାମକ ଜଣେ ବ୍ୟକ୍ତି ନିଜ ଗର୍ଲଫ୍ରେଣ୍ଡଙ୍କ ପ୍ରପୋଜ କରିବା…
ଜେଡିୟୁ ନେତାଙ୍କୁ ଗୁଳିକରି ହତ୍ୟା
ମାଧେପୁରା, ୧୩।୮: ବିହାର ମାଧେପୁରା ଜିଲାର ଜଣେ ୫୦ ବର୍ଷୀୟ ଜେଡିୟୁ ନେତାଙ୍କୁ ମଙ୍ଗଳବାର ରାତିରେ ଗୁଳି କରି ହତ୍ୟା କରାଯାଇଥିବା ପୋଲିସ କହିଛି। ଜେଡିୟୁର ଗହ୍ମାରିଆ ବ୍ଲକ ସଭାପତି ଅଶୋକ ଯାଦବ ଯୋଗବଣି ଗ୍ରାମର ଏକ ଦୋକାନ ପାଖରେ ଛିଡ଼ାହୋଇଥିବାବେଳେ…
ଧରାପଡ଼ିଲା ଧରମଭାଇ-ଭଉଣୀ ଗ୍ୟାଙ୍ଗ
ଭୁବନେଶ୍ୱର, ୧୩।୮(ବ୍ୟୁରୋ): କମିଶନରେଟ ପୋଲିସକୁ ଚକ୍ମା ଦେଖାଇ ରାଜଧାନୀରେ ଉତ୍ପାତ କରୁଥିଲେ ଜଣେ ଲେଡି ଲୁଟେରା। ଗ୍ୟାଙ୍ଗ୍ ଗଢ଼ି ସହରରେ ଲୁଟ୍ପାଟ କରୁଥିଲେ। ଧରମ ଭାଇ-ଭଉଣୀ ଗ୍ୟାଙ୍ଗ୍ ନାଁରେ ପରିଚିତ ଏହି ଗ୍ୟାଙ୍ଗ୍ ଶେଷରେ ଖଣ୍ଡଗିରି ପୋଲିସ ହାତରେ ଧରାପଡିଛି। ପୋଲିସ…
ପ୍ରଣବ ମୁଖାର୍ଜୀ ସଙ୍କଟାପନ୍ନ
ନୂଆଦିଲ୍ଲୀ, ୧୩ା୮ : ପୂର୍ବତନ ରାଷ୍ଟ୍ରପତି ତଥା କଂଗ୍ରେସର ବରିଷ୍ଠ ନେତା ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରେ ଲାଗିଛି। ସେ ଏବେ ବି ସେନା ହସ୍ପିଟାଲରେ ଭେଣ୍ଟିଲେଟର ସପୋର୍ଟରେ ରହିଛନ୍ତି। ଅଗଷ୍ଟ ୧୦ରେ ସେ ଦିଲ୍ଲୀ କ୍ୟାଣ୍ଟନ୍ମେଣ୍ଟସ୍ଥିତ ହସ୍ପିଟାଲରେ ଚିକିତ୍ସା…
Archives


