Home

ଦର୍ପଣରେ ନିଜ ମୁହଁ ଦେଖି ଡରିଯାଇଥିଲେ ଏହି ଲୋକପ୍ରିୟ ଅଭିନେତ୍ରୀ

ଶାହାରୁଖ୍‌ ଖାନ୍‌ଙ୍କ ସହ ଫିଲ୍ମ ”ପରଦେଶ’ରୁ ବଲିଉଡ୍‌ରେ କ୍ୟାରିୟର ଆରମ୍ଭ କରିଥିଲେ ଅଭିନେତ୍ରୀ ମହିମା ଚୌଧୁରୀ। ୧୩ ସେପ୍ଟେମ୍ବର ୧୯୭୩ରେ ପଶ୍ଚିମବଙ୍ଗର ଦାର୍ଜିଲିଂରେ ଜନ୍ମଗ୍ରହଣ କରିଥିବା ମହିମାଙ୍କ ପ୍ରକୃତ ନାମ ଋତୁ ଚୌଧୁରୀ। ମହିମା ହେଉଛି ତାଙ୍କର ସ୍କ୍ରିନ୍‌ ନାମ। ତେବେ…

ଏହି ବିବାହିତ ଅଭିନେତାଙ୍କ ପ୍ରେମରେ ପାଗଳ ଥିଲେ ଶ୍ରଦ୍ଧା କପୁର: ତାଙ୍କ ସହ ଏକତ୍ର ରହିବା ପାଇଁ କରିଥିଲେ ଏମିତି କିଛି…

ବର୍ତ୍ତମାନ ସମୟରେ ବଲିଉଡ୍‌ର ଶ୍ରେଷ୍ଠ ଅଭିନେତ୍ରୀଙ୍କ ମଧ୍ୟରେ ଜଣେ ଶ୍ରଦ୍ଧା କପୁର। ବର୍ତ୍ତମାନ ପର୍ଯ୍ୟନ୍ତ ସେ ଅନେକ ଛୋଟ ଏବଂ ବଡ ବଜେଟ ସିନେମାରେ କାମ କରିସାରିଛନ୍ତି। ତାଙ୍କର ଅନେକ ଫିଲ୍ମ ବକ୍ସ ଅଫିସରେ ଭଲ ବ୍ୟବସାୟ ମଧ୍ୟ କରିଛି। ଗତ…

ବରଗଡରେ ୧୧୪ ନୂଆ କରୋନା ପଜିଟିଭ, ଆକ୍ରାନ୍ତଙ୍କ ସଂଖ୍ୟା ୫୩୩୭ରେ ପହଞ୍ଚିଲା

ବରଗଡ ଅଫିସ,୨୨।୯- ବରଗଡ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ସୋମବାର ଜିଲାରେ ପୁଣି ୧୧୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଢ ବ୍ଲକର ୧୯, ବରଗଡ ପୌରାଞ୍ଚଳର ୨୯, ଅତାବିରା ୧୫, ଭେଡେନ ୯,…

ଦୁଇ ସାଙ୍ଗ ମିଶି ହାରିଲେ ଜୀବନ, କାରଣ ଜାଣି ହେବେ ଚକିତ

ଲକ୍ଷ୍ନୌ,୨୧।୯: ଉତ୍ତର ପ୍ରଦେଶ ବହରାଇଚ୍‌ରେ ଏକ ଅଭାବନୀୟ ଘଟରା ଘଟିଛି। ଦୁଇ ନାବଳିକା ବେକରେ ଓଢଣୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ଦୁହିଁଙ୍କ ବନ୍ଧୁତାକୁ ପରିବାର ଲୋକେ ପସନ୍ଦ କରୁ ନ ଥିବାରୁ ଉଭୟ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ମୃତ…

କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ସବୁ ରୋଗୀ ସୁରକ୍ଷିତ ଉଦ୍ଧାର

କଟକ ଅଫିସ,୨୧।୯: କଟକ ଜଗତପୁରରେ ଥିବା ସଦ୍‌ଗୁରୁ କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ହସ୍ପିଟାଲରେ ଥିବା ସମସ୍ତ ୧୨୭ ଜଣ ରୋଗୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ଗୁରୁତର ରୋଗୀଙ୍କୁ ୧୫ଟି ଆମ୍ବୁଲାନ୍ସ ଯୋଗେ ଅଶ୍ୱିନ ହସ୍ପିଟାଲ ଏବଂ ଭେଣ୍ଟିଲେଟର ଥିବା ହସ୍ପିଟାଲକୁ…

ଭାଙ୍ଗରୁ ପ୍ରସ୍ତୁତ ହେଲା କରୋନା ଔଷଧ!

କାନାଡାର ଏକ କମ୍ପାନୀ ଆକସେରା ଫାର୍ମା ଭାଙ୍ଗରୁ କରୋନା ଚିକିତ୍ସା ପାଇଁ ଏକ ଔଷଧ ପ୍ରସ୍ତୁତ କରିିଛି। ଏହାର କୌଣସି ପାର୍ଶ୍ୱ ପ୍ରତିକ୍ରିୟା ନାହିଁ ବୋଲି କମ୍ପାନୀ ଦାବି କରିଛି। ଏହି ଔଷଧ କରୋନା ଯୋଗୁ ହେଉଥିବା ହୃଦ ସମ୍ବନ୍ଧୀୟ ରୋଗରୁ…

ସହଜରେ ଚିହ୍ନଟ ହେବ ଆଲର୍ଜି

ଆଜିକାଲି ଆଲର୍ଜି ଏକ ସାଧାରଣ ସମସ୍ୟା ପାଲଟି ଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ହେଲେ ଏପରି ସମସ୍ୟା ପ୍ରତି ସଚେତନ ରହିବା ନିହାତି ଦରକାର। ତେବେ ଆଲର୍ଜି ସମସ୍ୟାକୁ ଏଣିକି ସହଜରେ ଚିହ୍ନଟ କରିହେବ। ଏ ନେଇ ସଫଳତା…

ପୃଥିବୀରେ ଭାରତ ଶୀର୍ଷରେ: କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୮୦ ପ୍ରତିଶତ

ନୂଆଦିଲ୍ଲୀ, ୨୧।୯: କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାରରେ ଭାରତ ପୃଥିବୀରେ ଶୀର୍ଷରେ ରହିଛି। ଦେଶରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୮୦ ପ୍ରତିଶତ ଛୁଇଁଛି। ଲଗାତାର ୩ ଦିନ ଧରି ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା…

ପ୍ରଥମ ଦିନରେ ଭୁବନର ସମସ୍ତ ମହାବିଦ୍ୟାଳୟରେ ଆରମ୍ଭ ହେଲା ଯୁକ୍ତ ଦୁଇ ନାମଲେଖା

ଭୁବନ,୨୧ା୯(ଡି.ଏନ୍‌.ଏ.): ସରକାରଙ୍କ ନିର୍ଦ୍ଦେଶ କ୍ରମେ ଢେଙ୍କାନାଳ ଜିଲା ଭୁବନ ଅଞ୍ଚଳରେ ସମସ୍ତ ମହାବିଦ୍ୟାଳୟରେ +୨ ନାମଲେଖା ସୋମବାରଠାରୁ ଆରମ୍ଭ ହୋଇଛି। ଭୁବନ ଏନ୍‌ଏସିର ମହିଳା ମହାବିଦ୍ୟାଳୟ, ବାଜି ରାଉତ ସ୍ମୃତି ମହାବିଦ୍ୟାଳୟ ଓ ବ୍ଲକର ଜିରାଳ ମହାବିଦ୍ୟାଳୟ, ମଠକରଗୋଳା ମହାବିଦ୍ୟାଳୟ, ବାରୁଆ…

୧୧ ରାଜ୍ୟର ୯୦ ଜିଲା ମାଓବାଦୀ ପ୍ରବଣ, ସାଇବର ଅପରାଧ ଟପିଛି ୮୨ ହଜାର

ନୂଆଦିଲ୍ଲୀ, ୨୧।୯: ଦେଶର ୧୧ଟି ରାଜ୍ୟର ୯୦ ଜିଲା ମାଓବାଦୀ ପ୍ରବଣ ବୋଲି ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଜି.କିଶନ ରେଡ୍ଡୀ ସୋମବାର ସୂଚନା ଦେଇଛନ୍ତି। ୨୦୧୯ରେ ୬୧ ଜିଲା ମାଓବାଦୀ ପ୍ରବଣ ଥିଲା ବୋଲି ଏମ୍‌ପି ରାକେଶ ସିହ୍ନାଙ୍କର ଏକ ଲିଖିତ ପ୍ରଶ୍ନର…

ହଂସୁଆରୁ ମା’, ମାମୁଘର ପୋଖରୀରୁ ଝିଅଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ରାଜନଗର,୨୧ା୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅଧୀନ ମାଣପଡ଼ା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଶନିବାର ପୂର୍ବାହ୍ନରେ ଦୁଇ ଝିଅଙ୍କୁ ଛାଡ଼ି ସ୍ଥାନୀୟ ଜରିମୂଳସ୍ଥିତ ବ୍ୟାଙ୍କକୁ ଟଙ୍କା ଉଠାଇବାକୁ କହି ମା’ ପ୍ରମିଳା ନାଥ ଯାଇଥିଲେ। ସନ୍ଧ୍ୟା ହୋଇଥିଲେ ହେଁ…

ହାଇ-ଟେକ୍‌ ମହାକାଶଯାନ

ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ‘ନାସା’ ନିକଟରେ ଅତ୍ୟାଧୁନିକ ଜ୍ଞାନକୌଶଳବିଶିଷ୍ଟ ଏକ ମହାକାଶଯାନ ପ୍ରସ୍ତୁତ କରିଛି। ଏହି ଯାନରୁ ମଙ୍ଗଳ ଗ୍ରହ ସମ୍ପର୍କରେ ଅଧିକ ତଥ୍ୟ ସଂଗ୍ରହ କରିହେବ ବୋଲି ‘ନାସା’ ପକ୍ଷରୁ ସୂଚନା ଦିଆଯାଇଛି। ଖାସ୍‌ କଥା ହେଲା ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri