ଗଙ୍ଗାଜଳ ବ୍ୟବହାର କରୁଥିବା ୯୦ ପ୍ରତିଶତଙ୍କୁ ହୋଇନି କରୋନା ସଂକ୍ରମଣ: ଆମେରିକା ପତ୍ରିକା
ନୂଆଦିଲ୍ଲୀ, ୨୧।୯: ଗଙ୍ଗାଜଳ ବ୍ୟବହାର କରୁଥିବା ୯୦ ପ୍ରତିଶତ ଲୋକଙ୍କୁ କରୋନା ସଂକ୍ରମଣ ହୋଇନି। ଏନେଇ ଆମେରିକା ବିଜ୍ଞାନ ପତ୍ରିକା ଇଣ୍ଟରନ୍ୟାଶନାଲ ଜର୍ନାଲ ଅଫ୍ ମାଇକ୍ରୋବାୟୋଲୋଜିରେ ତଥ୍ୟ ଭିତିକ ରିପୋର୍ଟ ପ୍ରକାଶ ପାଇଛି। ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ହୋଇଥିବା ଗବେଷଣା…
୧୨ ବର୍ଷରୁ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ ଏହି ଖେଳାଳି, ଏବେ ଆଇପିଏଲରେ କଲେ ଧମାକା
ୟୁଏଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୦ର ଦ୍ୱିତୀୟ ମ୍ୟାଚରେ କିଙ୍ଗସ ଏକାଦଶ ପଞ୍ଜାବ ପାଇଁ ଆଇପିଏଲରେ ଡେବ୍ୟୁ କରିଛନ୍ତି ରବି ବିଷ୍ଣୋଇ। କ୍ରିକେଟର ଭବିଷ୍ୟତ କୁହାଯାଉଥିବା ରବିଙ୍କ ପାଇଁ ପ୍ରଥମ ମ୍ୟାଚ୍ରେ ଅନିଲ କୁମ୍ବଲେଙ୍କ ପରି ଜଣେ ଭେଟେରାନ ଠିଆ ହୋଇ…
ଓଡ଼ିଶା ପୁଞ୍ଜିକୁ ବିଶ୍ୱ ସ୍ତରରେ ପହଞ୍ଚାଇବା ଲକ୍ଷ୍ୟ: ଧର୍ମେନ୍ଦ୍ର
ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଟେକ୍ସଟାଇଲ୍, ପର୍ଯ୍ୟଟନ ଏବଂ କୃଷି କ୍ଷେତ୍ର ଓଡ଼ିଶାର ମୂଳପୁଞ୍ଜି। ସେହିପରି ରାଜ୍ୟର ସଂସ୍କୃତି ଓ ପରମ୍ପରା ମଧ୍ୟ ଭିନ୍ନ ଏକ ପୁଞ୍ଜି। ତେବେ ଏହିସବୁ ପୁଞ୍ଜିକୁ ବିଶ୍ୱସ୍ତରରେ ପହଞ୍ଚାଇବା ଆମର ଲକ୍ଷ୍ୟ ହେବା ଦରକାର। ରବିବାର ଗ୍ଲୋବାଲ୍ ୱେଷ୍ଟର୍ନ ଓଡ଼ିଶା…
ସିଆର୍ପିଏଫ୍ ପାଟ୍ରୋଲିଂ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ
ଶ୍ରୀନଗର, ୨୧।୯: ଜମ୍ମୁ-କଶ୍ମୀରରେ ସିଆର୍ପିଏଫ୍ ପାଟ୍ରୋଲିଂ ଦଳ ଉପରେ ସୋମବାର ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। କେନ୍ଦ୍ରୀୟ କଶ୍ମୀରର ଶ୍ରୀନଗର ଜିଲାର ନୌଗାମ୍ ଅଞ୍ଚଳରେ ଆତଙ୍କବାଦୀମାନେ ଆକ୍ରମଣ କରି ଫେରାର ହୋଇଯାଇଛନ୍ତି। ଆତଙ୍କବାଦୀମାନେ ୧୧୦ ବାଟାଲିୟନ୍ ସିଆର୍ପିଏଫ୍ ଦଳଙ୍କ ଉପରେ କିଛି ଦୂରରୁ…
ମା’ଙ୍କୁ ଦୁଇ ନାବାଳକ ପୁଅ ହତ୍ୟା କରିବା ମାମଲା: କାରାମଙ୍ଗଳ ଅଧିକାରୀଙ୍କୁ ଦାୟୀ କଲେ ବିଶେଷଜ୍ଞ
ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ଏୟାରଫିଲ୍ଡ ଥାନା ଅନ୍ତର୍ଗତ ସୁନ୍ଦରପଦାରେ ଦୁଇ ନାବାଳକ ପୁଅ ନିଜ ମା’ ବିନୋଦିନୀଙ୍କୁ ପିଟି ପିଟି ହତ୍ୟା କରିଥିଲେ। ଏହି ଘଟଣାକୁ ନେଇ ଏବେ ବି ସମସ୍ତଙ୍କ ମନରେ ଗୋଟିଏ କଥା ଉଙ୍କି ମାରୁଛି। ଯେଉଁ ଦୁଇ ପିଲାଙ୍କ…
ବେଫିକର ବ୍ୟବସାୟୀ, ଅମାନିଆ ଗ୍ରାହକ: ନିର୍ଦ୍ଦେଶକୁ ଫୁ’ କରିଦେଲା ପରିବା ହାଟ
ଭୁବନେଶ୍ୱର, ୨୧।୯ (ବ୍ୟୁରୋ): କାହା ମଧ୍ୟରେ ନ ଥିଲା ସାମାଜିକ ଦୂରତା। ପୁଣି କାହା ମୁହଁରେ ମାସ୍କ ନ ଥିବାବେଳେ ଆଉ କାହାର କାନରୁ ତଳକୁ ଝୁଲି ରହିଥିଲା। ପୂରା ବ୍ୟସ୍ତରେ ଥିଲେ ବ୍ୟବସାୟୀ, ଆଉ ଅମାନିଆ ହୋଇ ପଡ଼ିଥିଲେ ଗ୍ରାହକ।…
ସୋସିଆଲ ମିଡିଆରେ ମା’ ଦୁର୍ଗାଙ୍କୁ ଅଶ୍ଳୀଳ ମନ୍ତବ୍ୟ: ଶହୀଦନଗର ଥାନାରେ ଅଭିଯୋଗ
ଭୁବନେଶ୍ୱର,୨୧ା୯(ବ୍ୟୁରୋ): ମା’ଦୁର୍ଗା ଏବଂ ଲକ୍ଷ୍ମୀଙ୍କ ନାମରେ ଅଶ୍ଳୀଳ ମନ୍ତବ୍ୟ ଥିବା ଏକ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ନେଇ ଏବେ ସାରା ରାଜ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏପରିକି ଏହି ମାମଲାକୁ ନେଇ କଟକରେ ମଧ୍ୟ ଅଭିଯୋଗ ହୋଇଛି।…
ରାଜ୍ୟରୁ ଆଉ ୯ ଜୀବନ ନେଲା କରୋନା, ୭୧୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର,୨୧ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୯ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୧୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି କେନ୍ଦୁଝର ଜିଲାରୁ ୨…
୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଖୋଲିବନି ସ୍କୁଲ
ଲକ୍ଷ୍ନୌ, ୨୧।୯: ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଉତ୍ତରପ୍ରଦେଶରେ କୌଣସି ସ୍କୁଲ କଲେଜ ଖୋଲିବନି। ଏନେଇ ରାଜ୍ୟ ଉପମୁଖ୍ୟମନ୍ତ୍ରୀ ଡ. ଦିନେଶ ଶର୍ମା ସୂଚନା ଦେଇଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ ବଢ଼ିଚାଲିଥିବାରୁ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ସ୍କୁଲ କଲେଜର…
CORONAVIRUS UPDATE: ରାଜ୍ୟରୁ ଆଜି ୪୨୪୨ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୮୪ ହଜାର ଟପିଲା
ଭୁବନେଶ୍ୱର,୨୧ା୯(ବ୍ୟୁରୋ): ସୋମବାର ମୋଟ୍ ୩୦ ଜିଲାରୁ ୪,୨୪୨ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧, ୮୪,୧୨୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୫୦୩…
ମା’ଙ୍କୁ ତୀର୍ଥସ୍ଥାନ ବୁଲାଇ ନେବା ପାଇଁ ଚାକିରି ଛାଡିଥିଲେ ପୁଅ
ବୃଦ୍ଧାବସ୍ଥାରେ ମାତାପିତାଙ୍କୁ ବୋଝ ବୋଲି ଭାବି କିଛି ସନ୍ତାନ ସେମାନଙ୍କୁ ବୃଦ୍ଧାଶ୍ରମରେ ଛାଡିଦିଅନ୍ତି। କିନ୍ତୁ କଳିଯୁଗରେ କିଛି ଶ୍ରବଣ କୁମାର ମଧ୍ୟ ଅଛନ୍ତି। ଯେଉଁମାନେ ନିଜ ମାତାପିତାଙ୍କ ପାଇଁ ଜୀବନ ଉତ୍ସର୍ଗ କରିଦେବାକୁ ପଛାନ୍ତି ନାହଁି। ସେମିତି ଏକ ଉଦାହରଣ କର୍ନାଟକର…
ଲକ୍ଷଣ ଥାଇ ସରପଞ୍ଚଙ୍କ ବାପାଙ୍କର ହୋଇପାରିଲାନି କରୋନା ପରୀକ୍ଷା
କୁଜଙ୍ଗ,୨୧ା୯(ଡି.ଏନ୍.ଏ.): କରୋନା ଟେଷ୍ଟିଂ ଠିକ୍ ଭାବେ ହେଉ ନ ଥିବା ନେଇ ଅଭିଯୋଗ ଆଣିଥିବା ସରପଞ୍ଚଙ୍କ ବାପାଙ୍କୁ ଡାକ୍ତରଖାନା ପକ୍ଷରୁ ଜାଣିଶୁଣି ହଇରାଣ କରାଯାଉଥିବା ଅଭିଯୋଗ ଆଣିଛନ୍ତି କୁଜଙ୍ଗ ବ୍ଲକ ଅଧୀନ ଗରେଇ ପଞ୍ଚାୟତ ସରପଞ୍ଚ ସଂଗ୍ରାମ ମନ୍ତ୍ରୀ। ଅଭିଯୋଗ ମୁତାବକ,…
Archives


